ପ୍ରମୋଦ ନାଏକ(ଭୁବନେଶ୍ୱର):ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବରେ, ଆଜି ମୁହଁ ଖୋଲିଛନ୍ତି ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି ।ସେ କହିଛନ୍ତି କି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ୱାରା ପ୍ରସ୍ତୁତ ଏବଂ ଅନୁମୋଦନ କରାଯାଇଛି । ପ୍ରଥମତଃ ସାଧାରଣ ଲୋକେ ଏବଂ ବିଭିନ୍ନ ସଂଗଠନର ମତାମତ ପାଇଁ ଏହି ଯୋଜନାକୁ ପବ୍ଲିକ ଡୋମେନରେ ରଖାଯାଇଥିଲା । ଏହାପରେ ପରିଚାଳନା କମିଟି ଦ୍ୱାରା ଏହି ଯୋଜନା ଅନୁମୋଦନ କରାଯାଇଥିଲା । […]
Jaganath
ପୁରୀ ୨୭।୦୪ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ଚାରିଘଣ୍ଟା ବନ୍ଦ ।ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ପ୍ରଶାସନ ପକ୍ଷରୁ ଏହି ନିଷ୍ପତି ନିଆଯାଇଛି । ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯାଇଥାଏ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି […]