ମନୋଜ ମହାନ୍ତି(ଭୁବନେଶ୍ବର) :ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ସତର୍କ ସୂଚନା ଅନୁଯାଇ, ମେ’ ୩୦ ଯାଏ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ଲାଗି ରହିବ। ଉପକୂଳ ଓଡ଼ିଶା ସମେତ ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ପବନ ହେବାର ସମ୍ଭାବନା । ବଜ୍ରପାତର ସମ୍ଭାବନା ଅଧିକ ଥିବାରୁ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ […]


