ଜୟନ୍ତ ଶତପଥୀ(କେନ୍ଦ୍ରାପଡ଼ା)୨୭/୦୬: ଆଜି ଅପରାହ୍ଣ ୫ଘଟିକା ସମୟରେ ଶ୍ରୀଶ୍ରୀ ସିଦ୍ଧ ବଳଦେବ ଜୀଉଙ୍କ ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ମୁନିସିପାଲିଟି ଟାଉନ୍ହଲ୍ଠାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡ଼ାର ମାନ୍ୟବର ବିଧାୟକ ଶ୍ରୀ ଗଣେଶ୍ୱର ବେହେରା, ରାଜନଗରର ମାନ୍ୟବର ବିଧାୟକ ଶ୍ରୀ ଧ୍ରୁବଚରଣ ସାହୁ, ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟ୍ଟାରିଆ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଦେବାଶିଷ ଧଳ, ଉପଜିଲ୍ଲାପାଳ ତଥା ଟ୍ରଷ୍ଟ […]
Kendrapara
ଜୟନ୍ତ ଶତପଥୀ(କେନ୍ଦ୍ରାପଡ଼ା):ତା ୦୩/୦୬: କେନ୍ଦ୍ରାପଡ଼ା ଜିଲ୍ଲାରେ ଶାନ୍ତିପୂର୍ଣ୍ଣଭାବେ ସମାପ୍ତ ହୋଇଛି ଭୋଟ୍ ଗ୍ରହଣ। କେନ୍ଦ୍ରାପଡ଼ା ସ୍ଵୟଂଶାସିତ ମହାବିଦ୍ୟାଳୟଠାରେ ଆସନ୍ତାକାଲି ସକାଳ ୮ଘଟିକାରୁ ଆରମ୍ଭ ହେବ ଭୋଟଗଣତି । ପ୍ରତ୍ୟେକ ବିଧାନସଭା ପାଇଁ ୧୦ ଲେଖାଏଁ ଟେବୁଲ୍ର ଆୟୋଜନ କରାଯାଇଛି ।ବିଧାନସଭା ଭୋଟ ଗଣତି ପାଇଁ ମୋଟ୍ ୫୦ଟି ଟେବୁଲ୍ ରହିଛି ।କ୍ରମିକ ନମ୍ବର ୯୬-ପାଟକୁରା, ୯୭-କେନ୍ଦ୍ରାପଡ଼ା, ୯୮-ଆଳି, ୯୯-ରାଜନଗର, ୧୦୦-ମହାକାଳପଡ଼ା ବିଧାନସଭା କ୍ଷେତ୍ର ପାଇଁ ପ୍ରତିଦ୍ଵନ୍ଦିତା କରୁଥିବା ପ୍ରାର୍ଥୀଙ୍କ ଭୋଗଣତି […]
ବାସ୍ତବବ୍ୟୁରୋ(କେନ୍ଦ୍ରାପଡ଼ା): ପ୍ରହେଳିକା ରେ ପରିଣତ ହୋଇଛି,ଓଡ଼ିଶା ସରକାରଙ୍କ ଦୁର୍ନୀତିମୁକ୍ତ ଓଡ଼ିଶା ର ସ୍ବପ୍ନ ।ଏହାର ଅନେକ ନମୁନା ଓଡିଶାର ସାଧାରଣ ଜନତାଙ୍କ ନଜରରେ ଅଛି ।କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟମନ୍ତ୍ରୀଙ୍କ ବାପା ମୋ କେନ୍ଦ୍ରାପଡ଼ା କହି ଆସୁଥିବାର ନଜିର ରହିଛି ।ଏବେ ନବୀନ ପଟ୍ଟନାୟକ କହନ୍ତି ମୋ କେନ୍ଦ୍ରାପଡ଼ା ।ହେଲେ କେନ୍ଦ୍ରାପଡ଼ାର ଭାଗ୍ୟ ସବୁବେଳେ ବନ୍ୟାବାତ୍ୟାର କୃରତା ରେ ନିଷ୍ପେସିତ।ବିକାଶ କେନ୍ଦ୍ରାପଡ଼ାର ଜନସାଧାରଣ ଙ୍କ ପାଇଁ ଏକ ସ୍ଲୋଗାନ ହୋଇ ରହିଯାଇଛି […]
ଜୟନ୍ତ ଶତପଥୀ(କେନ୍ଦ୍ରାପଡ଼ା): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଦୁହୁରିଆ ଜମଧର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏହି ସଡକ ଦୁର୍ଘଟଣାରେ ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ଯୁ ହୋଇଥିବା ବେଳେ ୩ଜଣ ଗୁରୁତର ଅବସ୍ଥାରେ କଟକ ମୁଖ୍ଯ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ଖବର ଅନୁଯାଇ, ଗତକାଲି ବିଳମ୍ବିତ ରାତିରେ ବାଲିଆ ଅଧିକାରୀ ବିଭାନ ନାମକ ଠାକୁର ଗାଦି ଭୋଗ ଖାଇ ଦୁହୁରିଆରୁ ବାଲିଆ ଫେରୁଥିବା ବେଳେ କଟକ-ଚାନ୍ଦବାଲି […]
ଜୟନ୍ତଶତପଥୀ(କେନ୍ଦ୍ରାପଡା):କେନ୍ଦ୍ରାପଡା ସହର ଉପକଣ୍ଠ କୋରୋ ଗ୍ରାମର ବିଶିଷ୍ଟ ଧର୍ମପରାୟଣ ବ୍ୟକ୍ତି ତଥା କୋରୋ ସ୍ଥିତ ଶ୍ରୀ ସତ୍ୟସାଇ ସେବା ସଂଗଠନର ଉପଦେଷ୍ଟା ଦିବଂଗତ ବାନାମ୍ବର ଜେନାଙ୍କ ଦ୍ଵାଦଶାହ ଉପଲକ୍ଷେ ଏକ ଦିବ୍ୟ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି। ରାଜଶ୍ରୀ କଳା ଓ ସାହିତ୍ୟ ସଂସଦ ସୌଜନ୍ୟରେ ଅନୁଷ୍ଠିତ ଏହି ଶ୍ରଦ୍ଧାଞ୍ଜଳି ସଭାରେ ରାଜଶ୍ରୀର ସଭାପତି କାଶୀନାଥ ରାଉତରାୟ ଅଧ୍ୟକ୍ଷତା କରିଥିବା ବେଳେ କବି ଶୈଳଜା ଶଙ୍କର ସାମଲ ଏବଂ ବିଷ୍ଣୁଚରଣ […]
ରାକେଶ ମହାନ୍ତି(କେନ୍ଦ୍ରାପଡା):୨୭-୦୭-ରାଜ୍ୟରେ ଦୁର୍ନୀତିଖୋର ଅଧିକାରୀଙ୍କ ଚେର ମାଡ଼ିବାରେ ଲାଗିଛି । ପ୍ରତିଦିନ କେହି ନା କେହି ଅଧିକାରୀ ଭିଜିଲାନ୍ସ ପଞ୍ଝାରେ ପଡୁଛନ୍ତି । ଏହାରି ମଧ୍ୟରେ ଭିଜିଲାନ୍ସ ଜାଲରେ ପଡିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ଶିକ୍ଷା ଅଧିକାରୀ । ଲାଞ୍ଚ ନେଉଥିବା ବେଳେ ଧରାପଡିଛନ୍ତି ସଞ୍ଜୀବ ସିଂ । ବଦଳି ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ସଞ୍ଜୀବଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍ । ଏହା ପରେ କେନ୍ଦ୍ରାପଡ଼ା […]
ଦୀପକ ବେଉରା(କଟକ) : ଗୋବରୀ ନଦୀରେ କେନ୍ଦ୍ରାପଡା ସହରରୁ ବାହାରୁଥିବା ବର୍ଜ୍ୟବସ୍ତୁ ପକାଯିବା ଅଭିଯୋଗ ସଂପର୍କିତ ମାମଲାରେ ଜାତୀୟ ଗ୍ରିନ୍ ଟ୍ରିବୁନାଲ (ଏନ୍ଜିଟି)ରେ ଜବାବ ରଖିବା ପାଇଁ ପୁଣି ସମୟ ମାଗିଲେ ରାଜ୍ୟ ସରକାର ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ । ଏଥି ପାଇଁ ଏନ୍ଜିଟି ଅନୁମତି ଦେବା ସହିତ ଦୁଇ ସପ୍ତାହ ଭିତରେ ଜବାବ ଦାଖଲ ପାଇଁ ରାଜ୍ୟ ସରକାର ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡଙ୍କୁ […]


