ବାସ୍ତବ ବ୍ୟୁରୋ : କୋଣାର୍କରେ ଡିସେମ୍ବର ୧ରୁ ଇକୋ ରିଟ୍ରିଟର ଚତୁର୍ଥ ସଂସ୍କରଣ। ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ଏ ବର୍ଷ ଇକୋ ରିଟ୍ରିଟ୍କୁ ଅଧିକ ଆକର୍ଷଣୀୟ କରିବାକୁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ । ସମର୍ଥ ବର୍ମା କହିଛନ୍ତି, ପର୍ଯ୍ୟଟକମାନଙ୍କ ପାଇଁ ୭୦ଟି ଲଜ୍ ପାଇଁ ଟେଣ୍ଟ କରାଯିବ। ତାରକା ହୋଟେଲ ଭଳି ସୁବିଧା ରହିବ। ଇକୋ ରିଟ୍ରିଟ୍ […]
Konark
ନୂଆଦିଲ୍ଲୀ:କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି କ୍ରମେ,ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ୍ ଇଣ୍ଡିଆ (ASI) ଅଧୀନରେ ସଂରକ୍ଷିତ ସମସ୍ତ ସ୍ମାରକରେ ଅଗଷ୍ଟ ୫ରୁ ଅଗଷ୍ଟ ୧୫ ମଧ୍ୟରେ ପ୍ରବେଶ ଶୁଳ୍କ ନିଆଯିବ ନାହିଁ | ଅର୍ଥାତ ଯେ କୌଣସି ବି ବ୍ୟକ୍ତି ଏସବୁ ସ୍ମାରକ ଭିତରକୁ ମାଗଣାରେ ଯାଇପାରିବେ | ଅର୍ଥାତ୍ ଦେଶର ସମସ୍ତ ସଂରକ୍ଷିତ ସ୍ମାରକୀରେ ପ୍ରବେଶ ପାଇଁ କୌଣସି ଶୁଳ୍କ ଦେବାକୁ ପଡିବ ନାହିଁ। ମିଳିଥିବା ସୂଚନା ମୁତାବକ ୭୫ତମ ସ୍ୱାଧୀନତା […]


