କୋଣାର୍କ(ତ୍ରିଭୁବନମହାପାତ୍ର): ୨୧/୧୧ ବାଲିଦୋକାନ ରଇତିସାହି ପଡିଆଠାରେ ଏକ ଅଜଣା ବ୍ୟକ୍ତିର ଶବ ଅର୍ଦ୍ଧ ଦଗ୍ଧ ଅବସ୍ଥାରେ ପଡିଥିବାର ଦୃଶ୍ୟ ଦେଖିବାକୁ ମିଳିଛି। ପାରିପାର୍ଶ୍ୱିକ ଅବସ୍ଥାରୁ ଯଣାଯାଏ, କେହି ଏହି ବେକ୍ତିଙ୍କୁ ନିର୍ମମ ଭାବେ ହତ୍ଯାକରି,ପୋଡିଦେଇ,ପ୍ରମାଣ ନଷ୍ଟ କରିବାକୁ ଚେଷ୍ଟାକରିଛି।ହେଲେ କିଏ କାହିଁକି ଓ କେଉଁ ଉଦ୍ଦେଶ୍ୟ ରଖି ଏହି କାର୍ଯ୍ୟ କରିଛି କୋଣାର୍କ ପୋଲିସ ଅନୁସନ୍ଧାନ ଜାରି ରଖିଛନ୍ତି। ଦିନକୁ ଦିନ ଅସାମାଜିକ ଓ ଖଳ ପ୍ରକୃତିର ଲୋକମାନଙ୍କର ପ୍ରାଦୁର୍ଭାବ […]
Konark
ବାସ୍ତବ ବ୍ୟୁରୋ : କୋଣାର୍କରେ ଡିସେମ୍ବର ୧ରୁ ଇକୋ ରିଟ୍ରିଟର ଚତୁର୍ଥ ସଂସ୍କରଣ। ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ଏ ବର୍ଷ ଇକୋ ରିଟ୍ରିଟ୍କୁ ଅଧିକ ଆକର୍ଷଣୀୟ କରିବାକୁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ । ସମର୍ଥ ବର୍ମା କହିଛନ୍ତି, ପର୍ଯ୍ୟଟକମାନଙ୍କ ପାଇଁ ୭୦ଟି ଲଜ୍ ପାଇଁ ଟେଣ୍ଟ କରାଯିବ। ତାରକା ହୋଟେଲ ଭଳି ସୁବିଧା ରହିବ। ଇକୋ ରିଟ୍ରିଟ୍ […]
ନୂଆଦିଲ୍ଲୀ:କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି କ୍ରମେ,ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ୍ ଇଣ୍ଡିଆ (ASI) ଅଧୀନରେ ସଂରକ୍ଷିତ ସମସ୍ତ ସ୍ମାରକରେ ଅଗଷ୍ଟ ୫ରୁ ଅଗଷ୍ଟ ୧୫ ମଧ୍ୟରେ ପ୍ରବେଶ ଶୁଳ୍କ ନିଆଯିବ ନାହିଁ | ଅର୍ଥାତ ଯେ କୌଣସି ବି ବ୍ୟକ୍ତି ଏସବୁ ସ୍ମାରକ ଭିତରକୁ ମାଗଣାରେ ଯାଇପାରିବେ | ଅର୍ଥାତ୍ ଦେଶର ସମସ୍ତ ସଂରକ୍ଷିତ ସ୍ମାରକୀରେ ପ୍ରବେଶ ପାଇଁ କୌଣସି ଶୁଳ୍କ ଦେବାକୁ ପଡିବ ନାହିଁ। ମିଳିଥିବା ସୂଚନା ମୁତାବକ ୭୫ତମ ସ୍ୱାଧୀନତା […]


