ବରଗଡ଼୦୧/୦୭(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ରେ ସବୁ ଗଡବଡ।ବରଗଡ଼ ନିଶାର ଗଡ ସହ ଚୋର ଡକା ୟତ ଙ୍କ ଗଡ ସାଜି ଅଞ୍ଚଳରେ ଛୋଟ ମୋଟ ଘଟଣା ଠାରୁ ଆରମ୍ଭ କରି ଦିନକୁ ଦିନ ନୂଆଁ ନୂଆଁ ଘଟଣା ଗୁଡ଼ିକ ଘଟି ନିରୀହ ଜୀବନ ବଳି ପଡ଼ିବା ସହ ଲୋକେ ସର୍ବସ୍ବାନ୍ତ ହେଉଥିବା ଅଞ୍ଚଳରେ ବେଶ୍ ନଜିର ରହିଛି।ସେଥିମଧ୍ୟରୁ ଅତାବିରା ଅନ୍ୟତମ ।ଅଞ୍ଚଳ ଟି ଚାଷ ପ୍ରବଣ ଅଞ୍ଚଳ ଭାବେ […]

ବରଗଡ଼:-୦୧.୦୬.୨୦୨୫(ନବୀନ କୁମାର ଦାଶ):ବରଗଡ଼ ସ୍ଥିତ ଭଟଲି ଛକ ୟୁନିୟନ ବ୍ୟାଙ୍କ ର କୋଷାଧ୍ୟକ୍ଷ ପ୍ରେମଚାନ୍ଦ ଦାଶ ଙ୍କୁ ବ୍ୟାଙ୍କ ପକ୍ଷରୁ ଅବସର କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ଏହି କାର୍ଯ୍ୟକ୍ରମ ରେ ଶ୍ରୀ ଦାଶ ଙ୍କ ସପରିବାର ଉପସ୍ଥିତ ଥିଲେ। ପ୍ରେମଚାନ୍ଦ ଦାଶ ଜଣେ ଅବସରପ୍ରାପ୍ତ ସୈନିକ,ସେ ୧୯୮୩ମସିହାରେ ସୈନ୍ୟ ବିଭାଗ ରେ ଯୋଗ ଦେଇ ୨୦୦୧ ମସିହାରେ ଅବସର ନେଇ ଥିଲେ।ଅବସର ପରେ ୨୦୦୩ ମସିହାରେ ସେ ୟୁନିୟନ ବ୍ୟାଙ୍କ […]

ବରଗଡ଼:-୯/୪(ବାସ୍ତବ ଟିଭି ନବୀନ କୁମାର ଦାଶ):ଓଡ଼ିଶାର ସମୃଦ୍ଧ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ସଂରକ୍ଷଣ ଏବଂ ପ୍ରଚାର କରିବା ଲକ୍ଷ୍ୟରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଆଜି ଓଡ଼ିଆ ପକ୍ଷ ପାଳନର ନବମ ଦିବସରେ ଜିଲ୍ଲା ପାଠାଗାର ସହିତ ବିଭିନ୍ନ ବ୍ଲକ, ପୌରାଞ୍ଚଳ ଓ ପୌରପାଳିକା ପରିସର ରେ ‘ଆସ ବହିଟିଏ କିଣିବା’ ଅଭିଯାନ ଅନୁଷ୍ଠିତ ହୋଇଯାଇଛି I ଏହି […]

ବାସ୍ତବ ବ୍ୟୁରୋ: କ୍ରିକେଟ୍ ର ରୋମାଞ୍ଚ ଏବଂ କ୍ରିକେଟ୍ ପ୍ରେମୀଙ୍କ ଉତ୍ସାହ ଖୁବ ଶୀଘ୍ର ପାର୍ବତ୍ୟ ଉପତ୍ୟକାର ସମତଳ ଉପରୁ ଉପରକୁ ଉଠିଥିବାର ଦେଖାଯିବ, କାରଣ ତୁଷାରପାତ ସମତଳ ମଧ୍ୟରେ ବିଶ୍ୱର ସର୍ବୋଚ୍ଚ କ୍ରିକେଟ୍ ଷ୍ଟାଡିୟମ୍ ନିର୍ମାଣ ପାଇଁ ପ୍ରସ୍ତୁତି ଚାଲିଛି । ବିଶ୍ୱର ସର୍ବୋଚ୍ଚ କ୍ରିକେଟ୍ ଷ୍ଟାଡିୟମ୍ ହିମାଚଳ ପ୍ରଦେଶର ଲାହଲ୍ ସ୍ପିତିର ସିସୁ ଠାରେ ସମୁଦ୍ର ପତ୍ତନଠାରୁ ୧୦୧୩୫ ଫୁଟ ଉଚ୍ଚରେ ନିର୍ମାଣ ହେବ । ଏହି […]

ସଂଜୟ ଶତପଥୀ(କଟକ): ହିନ୍ଦୁଧର୍ମର ଆରାଧ୍ୟ ପ୍ରଭୁ ଶ୍ରୀ ଜଗନ୍ନାଥ, ପବିତ୍ର ଆଧ୍ୟାତ୍ମିକ ପୁସ୍ତକ ଶ୍ରୀ ରାମାୟଣର ଶ୍ରେଷ୍ଠ ଚରିତ୍ର ତଥା ପ୍ରଭୁ ଶ୍ରୀ ଶେଷନାଗ ଲକ୍ଷ୍ମଣ,ଜଗଦଗୁରୁ ଶ୍ରୀ ଶଙ୍କରାଚାର୍ଯ୍ୟ ଙ୍କ ପ୍ରତି ହେତୁବାଦୀମାନଙ୍କର ତାତ୍ସଲ୍ୟ ଓ ଅଶାଳୀନ ମନ୍ତବ୍ୟ ପ୍ରତିବାଦରେ, ରାଜ୍ୟର ବହୁ ପୋଲିସ୍ ଥାନାରେ ଏତାଲା ଋଜୁ ହୋଇନଥଲେବି ,ପୋଲିସ ପକ୍ଷରୁ କୋୖଣସି କାର୍ଯ୍ୟାନୁଷ୍ଠାନ ନ ହେବା ତଥା ବିଶେଷ କରି ରାଜ୍ୟ ସରକାର ସବୁ ଜାଣି ଚୁପ୍ […]

ବାସ୍ତବ ବ୍ୟୁରୋ : ଆଜି ହେଉଛି କାର୍ତ୍ତିକ ପୂର୍ଣ୍ଣିମା ଓ ଚନ୍ଦ୍ରଗ୍ରହଣ। ଚନ୍ଦ୍ରଗ୍ରହଣରେ ପାକ ନିଷେଧ ଓ ଖାଦ୍ୟ ବର୍ଜନର ପରମ୍ପରା ରହିଛି। ତେବେ ଆଜି (ମଙ୍ଗଳବାର) ଚନ୍ଦ୍ରଗ୍ରହଣରେ ଖାଦ୍ୟ ଭକ୍ଷଣକୁ ନେଇ ରାଜ୍ୟର ଭିନ୍ନ ଭିନ୍ନ ସ୍ଥାନରେ ହେତୁବାଦୀ-ପରମ୍ପରାବାଦୀ ମୁହାଁମୁହିଁ ହୋଇଛନ୍ତି । ଗତକାଲି ପର୍ଯ୍ୟନ୍ତ ଏ ପ୍ରସଙ୍ଗରେ ଉଭୟ ପକ୍ଷ ମଧ୍ୟରେ କେବଳ ବିଭିନ୍ନ ଟେଲିଭିଜିନ ଚ୍ୟାନେଲରେ ଯୁକ୍ତିତର୍କ ହେଉଥିବା ବେଳେ ଆଜି ଏହା ହିଂସାର ରୂପ […]

ବିନିକା(ନମୋଗୁରୁ ହୋତା): ବହୁପ୍ରତିକ୍ଷିତ ବିନିକା ସାମ୍ବାଦିକ ସଙ୍ଘ ର କୋଠାଘର ଭତ୍ତିପ୍ରସ୍ତର ଆଜି ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନ ବିରମହାରାଜପୁର ନିର୍ବାଚନ ମଣ୍ଡଳୀ ବିଧାୟକ ଶ୍ରୀଯୁକ୍ତ ପଦ୍ମନାଭ ବେହେରା ଙ୍କ କରକମଲ ରେ ସ୍ଥାପନ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମ ରେ ପ୍ରକଳ୍ପ ନିର୍ଦେଶକ ନିହାର ରଞ୍ଜନ କଅଁର ,ଏନ ଏ ସି ଅଧ୍ୟକ୍ଷ ସୁଭାଷଚନ୍ଦ୍ର ଭୋଇ ,ଉପାଧ୍ୟକ୍ଷ ତପସ୍ୱିନୀ ମେହେର, ଦଶ ନମ୍ୱର ୱାର୍ଡ କାଉନସିଲର ଅଶାରାଣୀ ପଣ୍ଡା, ଏନ […]

ଦେବକାନ୍ତ ମହାନ୍ତି(ଚାନ୍ଦବାଲି): ବିଜୁଜନତା ଦଳର ୨୫ବର୍ଷ ପୂର୍ତ୍ତି ଉପଲକ୍ଷେ ସାରା ରାଜ୍ୟରେ ବିଭିନ୍ନ ସମାଜ ମଙ୍ଗଳ କାର୍ଯ୍ୟ ଯଥା-ରକ୍ତ ଦାନ ଶିବିର, ବୃକ୍ଷ ରୋପଣ ଆଦି କାର୍ଯ୍ୟ ଜାରି ରହିଛି । ଏହି କ୍ରମରେ ଚାନ୍ଦବାଲି ବ୍ଲକର ଜଳେଶ୍ବରପୁର ଓ ତେନ୍ତୁଲି ଡ଼ିହି ଗ୍ରାମପଞ୍ଚାୟତ ରେ ବୃକ୍ଷ ରୋପଣ କଲେ ବିଧାୟକ ଡ଼ଃ ବ୍ୟମାକେଶ ରାୟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗୋଟିଏ ବୃକ୍ଷ କୋଟିଏ ଜୀବନ ନାରାକୁ ଚାନ୍ଦବାଲିର […]

ଏସ୍.ବାସ୍ତବ:ବଳାତ୍କାରୀ ଅଭିଯୁକ୍ତଙ୍କ ପାଇଁ ପୀଡିତା ନିଜେ ଖାଦ୍ୟ ନେଇ ପହଞ୍ଚିଥିଲେ, ଯାହାକି ପୋଲିସ ଷ୍ଟେସନରେ ସମସ୍ତ କର୍ମଚାରୀଙ୍କୁ ବୋକା କରି ଦେଇଥିଲା। ଏହି ଦୃଶ୍ୟ ଦେଖିବା ପରେ ପୋଲିସ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲା। କିଛି କ୍ଷଣ ପାଇଁ ପୋଲିସ କ’ଣ ହେଉଛି କିଛି ବୁଝିପାରି ନଥିଲେ । ତେବେ କୋର୍ଟରେ ଝିଅଟି ଦେଇଥିବା ବୟାନ ଆଧାରରେ ଅଭିଯୁକ୍ତଙ୍କୁ ଜେଲ ପଠାଯାଇଛି। ପୀଡିତା ଅଭିଯୁକ୍ତଙ୍କ ବିରୋଧରେ ବଳାତ୍କାର ମାମଲା ଦାୟର କରିସାରିଛନ୍ତି….ପୋଲିସ […]

ଜୟନ୍ତ ଶତପଥୀ(ଡେରାବିଶି):ଡେରାବିଶ ବ୍ଲକ ଚାନ୍ଦୋଳ ପଞ୍ଚାୟତ ଭଣାଗାଁ ଦଶ ନମ୍ବର ୱାର୍ଡ ରେ ଚାଲିଥିବା କଂକ୍ରିଟ ରୋଡ ଅତି ନିମ୍ନ ମାନର ହେଉଛି ବୋଲି ଗ୍ରାମବାସୀ ମାନେ କାମ ବନ୍ଦ କରି ଦେଇଛନ୍ତି | ଗୋଡି, ମେଣ୍ଟାଲ ଅତି ନିମ୍ନ ମାନର ଓ ସେଗୁଡାକ ସବୁ ଧଳା, ଚିଲା ବୋଲି କାମକୁ ଏକ ବର୍ଷ ହେଲାଣି ବନ୍ଦ କରିଥିଲେ |ହେଲେ ପୁଣି କାଲି କାମ ଆରମ୍ଭ କରାଯାଇଥିବା ବେଳେ, କୌଣସି […]

Pin It on Pinterest