ବାସ୍ତବବ୍ୟୁରୋ:(ଭୁବନେଶ୍ୱର) ଆଜି ରାଜ୍ୟ ପରିବହନ କର୍ତ୍ତୃପକ୍ଷ ପକ୍ଷରୁ ଏକ ସରକାରୀ ନିର୍ଦ୍ଦେଶ ଜାରି କରାଯାଇଛି। ଯେଉଁ ଲର୍ଣ୍ଣର୍ ଲାଇସେନ୍ସଧାରୀଙ୍କ ଡିଏଲ୍ ଡିସେମ୍ବର ୩୧ ତାରିଖ ସୁଦ୍ଧା ଶେଷ ହେବ, ସେମାନଙ୍କ ଲାଗି ୨୦୨୧ ମାର୍ଚ୍ଚ ୩୧ ଯାଏଁ ଏହାର ବୈଧତାକୁ ବଢ଼ାଇ ଦିଆଯାଇଛି।ଏହି ସମୟ ଭିତରେ ସେମାନେ ଡିଏଲ୍ ପାଇଁ ଆବେଦନ କରିପାରିବେ ବୋଲି ଜଣାଯାଇଛି। ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ଭାରତ ସରକାର ଫିଟନେସ୍, ଅନୁମତି (ସମସ୍ତ ପ୍ରକାର), […]

Pin It on Pinterest