ଭୁବନେଶ୍ୱର ୧୬/୦୯: ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପୂର୍ବାନୁମାନ ଅନୁଯାଇ, ଆସନ୍ତା ୧୮ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଲଘୁଚାପରେ ପରିଣତ ହେବ।ଏହି ଲଘୁଚାପ ପ୍ରଭାବରେ ୧୮ରୁ ୨୧ ପର୍ଯ୍ୟନ୍ତ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ଏହାପରେ ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍. ବିଶ୍ୱାସ ପୂର୍ବାନୁମାନ […]


