ନୂଆଦିଲ୍ଲୀ: ଏମସିଡି ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ‘କେଜ୍ରିୱାଲ କି ୧୦ ଗ୍ୟାରେଣ୍ଟି’ ଅଭିଯାନ ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏମଡି ନିର୍ବାଚନ ସମ୍ପର୍କରେ ବୁଧବାର ଦିନ ଆମ୍ ଆଦମୀ ଦଳର ବରିଷ୍ଠ ନେତାଙ୍କ ସହ ଏକ ବୈଠକ କରିଛନ୍ତି। ଏହି ବୈଠକ ସମ୍ପର୍କରେ ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ କହିଛନ୍ତି ଯେ ଅରବିନ୍ଦ କେଜ୍ରିୱାଲ ଏମସିଡି ନିର୍ବାଚନ ପାଇଁ ୧୦ ଟି ଗ୍ୟାରେଣ୍ଟି […]