କେନ୍ଦ୍ରାପଡ଼ା(ଜୟନ୍ତ ଶତପଥୀ): କେନ୍ଦ୍ରାପଡ଼ା, ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଲାଇଭ ଷ୍ଟ୍ରିମିଙ୍ଗ ମାଧ୍ୟମରେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ପି.ଏମ କିଶାନ ସମ୍ମାନ ନିଧି ଅନ୍ତର୍ଗତ ଚାଷୀ ମାନଙ୍କୁ ସହାୟତା ରାଶି ହସ୍ତାନ୍ତର କାର୍ଯ୍ୟକ୍ରମକୁ ମାନ୍ୟବର ସାଂସଦ କେନ୍ଦ୍ରାପଡ଼ା ବୈଜୟନ୍ତ ପଣ୍ଡା,ମହାକାଳପଡା ବିଧାୟକ ଦୁର୍ଗାପ୍ରସନ୍ନ ନାୟକ, ଜିଲ୍ଲା ପରିଷଦ ସଭାପତି ଲିଳିତା ଦାସ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ସୁରେଶ ଚନ୍ଦ୍ର ମଲ୍ଲିକ ସମେତ ବିଭିନ୍ନ ବିଭାଗୀୟ […]

ପ୍ରମୋଦ ନାୟକ(ଭୁବନେଶ୍ବର): ପୁଣି ଓଡଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ,ଆସନ୍ତା ୨୦ ତାରିଖରେ । ଓଡିଶା ଦଖଲ କରିବା ପ୍ଲାନରେ ରହିଛି ବିଜେପି । ସେଥିନେଇ କେନ୍ଦ୍ର ନେତାଙ୍କର ଘନ ଘନ ଲାଗିଛି ଓଡିଶା ଗସ୍ତ । ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଅନୁଯାଇ,ପୁରୀ, କଟକ ଓ ଅନୁଗୁଳରେ ଜନସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହାଛଡ଼ା ପ୍ରଧାନମନ୍ତ୍ରୀ ପୁରୀରେ ଏକ ବିଶାଳ ରୋଡ୍ ସୋ […]

ସଂଜୟ ଶତପଥୀ(କଟକ): ଭାରତୀୟ ଜନତା ଯୁବା ମୋର୍ଚ୍ଚା ତରଫରୁ ସାରା ଭାରତରେ ଆୟୋଜିତ ହେଉଥିବା ନବ ମତଦାତା ସମ୍ମିଳନୀ ରେ ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲାଇଭ ଉଦବୋଧନ ଦେଇଥିଲେ . ଓଡିଶାରେ ୪୦୦ ଟି ସ୍ଥାନରେ ଏବଂ କଟକରେ ବାଇମୁଣ୍ଡି ଓ ବାରବାଟି ମଣ୍ଡଳ ତରଫରୁ ଏହି ଭବ୍ୟ କାର୍ଯ୍ୟକ୍ରମ କଟକ ନଗର ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ହରିଚନ୍ଦନ ନାୟକଙ୍କ ନେତୃତ୍ୱରେ ବିଡାନାସୀ,ଶ୍ରୀରାମ ମଣ୍ଡପରେ ଏବଂ ଗୋପାଳଜୀଉ […]

ଶ୍ରୀଚରଣ ନାୟକ(ନୂଆଦିଲ୍ଲୀ): ଦୁଇ ଦିନ ଧରି ଦିଲ୍ଲୀରେ ଚାଲିଥିବା ବିଜେପିର ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ଆଜି (ମଙ୍ଗଳବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ ସହିତ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆସନ୍ତା ୨୦୨୪ ସାଧାରଣ ନିର୍ବାଚନକୁ ମାତ୍ର ୪୦୦ ଦିନ ବାକି ଅଛି। ନିର୍ବାଚନ ପୂର୍ବରୁ ଦଳୀୟ ନେତା ଓ କର୍ମୀମାନଙ୍କୁ ଅଧିକରୁ ଅଧିକ ଭୋଟରଙ୍କ ପାଖରେ ପହଞ୍ଚିବାକୁ ସେ ଗୁରୁମନ୍ତ୍ର ଦେଇଛନ୍ତି । ବୈଠକର ଦ୍ୱିତୀୟ ଦିନରେ […]

ବାସ୍ତବ ବ୍ୟୁରୋ : ପରଲୋକରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମା’ ହୀରାବେନ୍ । ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତି ପ୍ରାୟ ୩.୩୦ରେ ଅହମଦାବାଦର ୟୁଏନ୍‌ ମେହଟା ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୧୦୦ ବର୍ଷ ବୟସ ହୋଇଥିଲା। ଗତ ଜୁଲାଇ ମାସରେ ହିଁ ସେ ନିଜର ୧୦୦ ତମ ଜନ୍ମ ଦିନ ପାଳନ କରିଥିଲେ। ମା’ଙ୍କ ମୃତ୍ୟୁ ନେଇ ପ୍ରଧାନମନ୍ତ୍ରୀ ନିଜେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ସେହିପରି […]

ବାସ୍ତବବ୍ୟୁରୋ:ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ କାଶ୍ମୀର ଫାଇଲ ବିଷୟରେ ସବୁଆଡେ ଆଲୋଚନା ଚାଲିଛି | ଲୋକମାନେ ଏହି ଚଳଚ୍ଚିତ୍ରକୁ ବହୁତ ପସନ୍ଦ କରନ୍ତି | କିଛି ଲୋକ ଏହି ଚଳଚ୍ଚିତ୍ରକୁ ଦୃଢ ବିରୋଧ କରୁଥିବା ମଧ୍ୟ ଦେଖାଯାଏ | ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଏହା ଉପରେ ନିଜର ପ୍ରତିକ୍ରିୟା ଦେଇଛନ୍ତି ଏବଂ କହିଛନ୍ତି ଯେ ଲୋକମାନେ ଫିଲ୍ମରେ ଦେଖାଯାଇଥିବା ସତ୍ୟରୁ ଦୂରେଇ ରହିବା ଉଚିତ୍ ନୁହେଁ। କାଶ୍ମୀର ଫାଇଲ […]

Pin It on Pinterest