ବାସ୍ତବ ବ୍ୟୁରୋ : ଇଣ୍ଡୋନେସିଆର ବାଲି ଠାରେ ପ୍ରବାସୀ ଭାରତୀୟଙ୍କୁ ଭେଟିବା ଅବସରରେ ମୋଦୀ କହିଛନ୍ତି, “ ମୁଁ ଏଠାରେ ଆପଣମାନଙ୍କ ସହ କଥାବାର୍ତ୍ତା ହେଉଥିବାବେଳେ ଏଠାରୁ ୧୫୦୦ କିଲୋମିଟର ଦୂର କଟକଠାରେ ଐତିହାସିକ ବାଲିଯାତ୍ରା ମହୋତ୍ସବ ଅନୁଷ୍ଠିତ ହେଉଛି । ଏହି ମହୋତ୍ସବ ହଜାର ହଜାର ବର୍ଷର ଭାରତ-ଇଣ୍ଡୋନେସିଆ ବାଣିଜ୍ୟିକ ସଂପର୍କକୁ ପାଳନ କରିଥାଏ । ଇଣ୍ଡୋନେସିଆର ଲୋକମାନେ ଏହି ବାଲିଯାତ୍ରାର ଫଟୋ ଇଣ୍ଟରନେଟରେ ଦେଖି ନିଶ୍ଚିତ ଖୁସି […]