ତ୍ରିନାଥ ବାରିକ(ପୁରୀ): ଶୁକ୍ରବାର ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ନେଇ, ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ପରେ ମୁହଁ ଖୋଲିଛନ୍ତି ସାଂସଦ ପିନାକୀ ମିଶ୍ର।ସେ କହିଛନ୍ତି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସ୍ୱାର୍ଥ ରାଜନୀତି ଚାଲିଛି । ଯାହାକୁ ପୁରୀବାସୀ ଠିକ ବୁଝି ସାରିଛନ୍ତି । ଆଗାମୀ ଦିନରେ ଏହାର ଉଚିତ ଜବାବ ଦେବେ । ମହାପ୍ରଭୁଙ୍କ ଇଚ୍ଛା ଯୋଗୁ ଏହି ପ୍ରକଳ୍ପ […]


