ଭବାନୀପାଟଣା୨୭/୨(କିଶୋର ନାଏକ):ମା ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଏନ୍ ଏସ୍ ଏସ୍ (ଜାତୀୟ ସେବା ଯୋଜନା) ବ୍ୟୁରୋ ଏବଂ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରାଳୟର ମେରା ଯୁବା ଭାରତ କଳାହାଣ୍ଡି, ମିଳିତ ଆନୁକୁଳ୍ୟରେ ତା-୨୭-୦୨-୨୦୨୬ ରେ ଜିଲ୍ଲା ସ୍ତରୀୟ ବିକଶିତ ଭାରତ ଯୁବ ସଂସଦ ପ୍ରତିଯୋଗିତା ନୋଡାଲ ଅଧିକାରୀ ଡ. ଚିତ୍ତରଞ୍ଜନ ଖୁଣ୍ଟିଆଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ମୋଟ୍ ୧୧୪ ଜଣ ପ୍ରତିଯୋଗୀ (୧୮ ରୁ ୨୫ ବର୍ଷ […]
National news in odia
କଟକ(ସଂଜୟ ଶତପଥୀ): କଟକ ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀ କରୁଣା ଶଙ୍କର ତ୍ବିଓ୍ବାରୀ ଙ୍କ ନିର୍ଦ୍ଦେଶକ୍ରମେ ଆଠଗଡ଼ ମଣ୍ଡଳ ଅବକାରୀ ନିରୀକ୍ଷକ ଶ୍ରୀ ରବିନାରାୟଣ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଖୁଣ୍ଟୁଣୀ ଥାନା ଅଧୀନରେ ଥିବା ବିଭିନ୍ନ ଅଞ୍ଚଳରେ ଚଢ଼ାଉ କରାଯାଇଛି। ବିଶ୍ଵସ୍ତ ସୂତ୍ରରୁ ପ୍ରକାଶ ଯେ ଚୋରା ମଦ କାରବାର ବିଷୟରେ ଖବର ପାଇ କଟକ ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀ ତିଓ୍ବାରୀ ଆଠଗଡ଼ ମଣ୍ଡଳ ଅବକାରୀ ନିରୀକ୍ଷକ […]
ଭୁବନେଶ୍ୱର(ନି.ପ୍ର): ଓଡିଆ ଫିଲ୍ମ ପାଇଁ ଏକ ଅତ୍ୟନ୍ତ ଗର୍ବର ମୁହୂର୍ତ୍ତ ଆସିଛି,ଲୋକପ୍ରିୟ ଓଡିଆ ପ୍ରଯୋଜକ ଅକ୍ଷୟ କୁମାର ପରିଜା ପୁଣି ଥରେ ରାଜ୍ୟକୁ ଅନ୍ତର୍ଜାତୀୟ ପ୍ରଶଂସା ଆଣୁଛନ୍ତି। ଅକ୍ଷୟ ପରିଜାଙ୍କ ଐତିହାସିକ ଫିଲ୍ମ ‘ପାପା ବୁକା‘ଗୋଆରେ ଅନୁଷ୍ଠିତ ୫୬ତମ ଅନ୍ତର୍ଜାତୀୟ ଫିଲ୍ମ ମହୋତ୍ସବ (ଆଇଏଫଏଫଆଇ)ରେ ପ୍ରତିଷ୍ଠିତ ରେଡ କାର୍ପେଟ ଗାଲା ପ୍ରିମିୟର ପାଇଁ ମନୋନୀତ ହୋଇଛି। ଏହି ପ୍ରିମିୟର ଆସନ୍ତା ୨୨ ନଭେମ୍ବର, ୨୦୨୫ ରେ ଅନୁଷ୍ଠିତ ହେବ, ଯାହା […]
ବାଙ୍ଗାଲୋର(ନି.ପ୍ର)୦୩/୧୦: ବାଙ୍ଗାଲୋର ୟଲଙ୍କା- ଚୋଖନହଲ୍ଲି ଅଞ୍ଚଳ ରେ ଥିବା ପ୍ରୋଭିଡେଣ୍ଟ ହାରମୋନି ଠାରେ ରାମଲୀଳା ମହୋତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ଅଣ କୁଶଳୀ କଳାକାର ମାନେ ଗତ ତିନି ମାସ ହେବ ବିଭିନ୍ନ ଭୂମିକା ରେ ଅଭିନୟ ଶିକ୍ଷା କରି ରାମ ଚନ୍ଦ୍ରଙ୍କ ଜନ୍ମୋତ୍ସବ ଠାରୁ ବନ ବାସ,ଭରତଙ୍କ ରାଜ୍ୟାଭିଷେକ, ଶ୍ରୀରାମ ଙ୍କ କଠଉକୁ ଭରତ ମୁଣ୍ଡ ରେ ବୋହି ସିଂହାସନରେ ଅଭିଷିକ୍ତ କରାଇବା,ରାବଣ ସୀତାଙ୍କୁ ହରଣ କରିବା,ରାମ […]
ବାଙ୍ଗାଲୋର/ବରଗଡ୧୦/୦୯(ନବୀନ କୁମାର ଦାଶ):ପ୍ରବାସୀ ପଶ୍ଚିମ ଓଡ଼ିଶାବାସୀ ବାଙ୍ଗାଲୋର୍ ର ୟଲଙ୍କା,ଚୋଖନହଲ୍ଲି ଅଞ୍ଚଳ ରେ ବାସ କରୁଥିବା ପ୍ରୋଭିଡେଣ୍ଟ ହାରମୋନି କ୍ଲବ ହାଉସ ଠାରେ ଓଡ଼ିଆ ଉତ୍କଳ ସମାଜ ପକ୍ଷରୁ ଗତକାଲି ନୂଆଁଖାଇ ଭେଟଘାଟ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ମାଁ ସମଲେଶ୍ଵରୀ ଙ୍କ ଫଟୋଚିତ୍ର ରେ ପୂଜାର୍ଚ୍ଚନା ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରା ଯାଇଥିଲା।କାର୍ଯକ୍ରମ କୁ ସନ୍ତୋଷ କୁମାର ଡନସେନା ଓ ଅକ୍ଷୟ କୁମାର ମିଶ୍ର ଉଦଘାଟନ କରି ଥିବାବେଳେ […]
ନୂଆଦିଲ୍ଲୀ: ଆଇନରେ ପରିଣତ ହେଲା ଅନଲାଇନ ଗେମିଂ ବିଲ୍। ରାଷ୍ଟ୍ରପତିଙ୍କ ସ୍ଵାକ୍ଷର ଓ ଗେଜେଟ୍ ନୋଟିଫିକେସନ ପରେ ଏହା ଆଇନରେ ପରିଣତ ହୋଇଛି। ଆଗରୁ ସଂସଦର ଉଭୟ ଗୃହରେ ଏହା ଗୃହୀତ ହୋଇଥିଲା । ଆଇନ ହେବା ପରେ ଡ୍ରିମ ୧୧, ଗେମସ ୨୪X୭ ଓ ମୋବାଇଲ ପ୍ରିମିୟର ଲିଗ୍, ନଜାରା ଟେକନୋଲୋଜିସ ଲିମିଟେଡ ଦ୍ବାରା ପରିଚାଳିତ ୩.୮ ବିଲିୟନ ଡଲାରର ଗେମିଂ ଶିଳ୍ପ ପ୍ରଭାବିତ ହେବ। ମିଡିଆର କୌଣସି […]
ବାସ୍ତବବ୍ୟୁରୋ(ଚଣ୍ଡିଗଡ଼)୦୮/୦୮: ଆଉ କାମ ଦେବନି ଆୟୁଷ୍ମାନ କାର୍ଡ,କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ।ଆୟୁଷ୍ମାନ କାର୍ଡ ଯୋଜନା ସମ୍ପର୍କରେ ହରିୟାଣା ଇଣ୍ଡିଆନ ମେଡିକାଲ ଆସୋସିଏଶନ(IMA) ଏକ ବଡ଼ ନିଷ୍ପତ୍ତି ନେଇଛି ହସ୍ପିଟାଲଗୁଡ଼ିକର ବକେୟା ବିଲ ଯୋଗୁ ଏହି ନିଷ୍ପତ୍ତି ନିଆଯାଇଛି। କୌଣସି ହସ୍ପିଟାଲଗୁଡ଼ିକ ଆଉ ହରିୟାଣାରେ ଆୟୁଷ୍ମାନ କାର୍ଡ ଧାରକଙ୍କୁ ଚିକିତ୍ସା କରିବେ ନାହିଁ। ଇଣ୍ଡିଆନ ମେଡିକାଲ ଆସୋସିଏଶନର ହରିୟାଣା ୟୁନିଟ ବୁଧବାର ରାତି ୧୨ଟାରୁ ଆୟୁଷ୍ମାନ କାର୍ଡଧାରୀଙ୍କ ଚିକିତ୍ସା ପାଇଁ ହୋଇଥିବା […]
ବରଗଡ୩୧/୦୭(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲାରେ ସ୍ଥାପନ ହେଉ କୃଷି ବିଶ୍ୱବିଦ୍ୟାଳୟ।ଏନେଇ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜସିଂ ଚୌହାନ ଙ୍କୁ ବରଗଡ଼ ସାଂସଦ ଅନୁରୋଧ କରିଛନ୍ତି।ଏହି ପ୍ରସ୍ତାବ ଉପରେ ଗମ୍ଭୀରତା ସହ ବିଚାର କରିବାକୁ କହିଛନ୍ତି ପ୍ରଦୀପ ପୁରୋହିତ। ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ଦ୍ୱାରା ଆବଶ୍ୟକ ସର୍ବେକ୍ଷଣ ଏବଂ ରାଜ୍ୟ ସରକାରଙ୍କ ସହ ସମନ୍ୱୟ ରଖି ବରଗଡ଼ରେ ଏକ ସ୍ୱତନ୍ତ୍ର କୃଷି ବିଦ୍ୟାଳୟ ସ୍ଥାପନା ପାଇଁ ଆବଶ୍ୟକ […]
ସ୍ୱଳ୍ପ ସମୟ ଅବଧିରେ ଲମ୍ବା ସଂଘର୍ଷର ଯାତ୍ରା ଅତିକ୍ରମ କରିଥିଲେ ଡ.ଶ୍ୟାମାପ୍ରସାଦ ମୁଖାର୍ଜୀ : ମନମୋହନ ସାମଲ ଡ.ଶ୍ୟାମାପ୍ରସାଦ ମୁଖାର୍ଜୀ ପାର୍କରେ ଥିବା ପ୍ରତିମୂର୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ବିଜେପି ନେତୃବୃନ୍ଦ। ଭୁବନେଶ୍ୱର(ନି.ପ୍ର)୦୬/୦୭: ଭାରତୀୟ ଜନସଂଘର ପ୍ରତିଷ୍ଠାତା ସ୍ୱର୍ଗତଃ ଡ. ଶ୍ୟାମାପ୍ରସାଦ ମୁଖାର୍ଜୀ ଜଣେ ଦୂରଦ୍ରଷ୍ଟା ରାଜନେତା ଥିଲେ ।ଦେଶର ସାମଗ୍ରିକ ବିକାଶ, ଅର୍ଥନୀତି ବିକାଶ, ସାମାଜିକ ନୀତି ଏବଂ ଦେଶର ରାଷ୍ଟ୍ରୀୟ ସୁରକ୍ଷା ନୀତି କିଭଳି […]
କୁୱେତ :- ଶରୀରକୁ ସୁସ୍ଥ ତଥା ମନକୁ ସ୍ଥିର ରଖିବା ନିମନ୍ତେ ଯୋଗ ଏକ ରାମବାଣ ପ୍ରକ୍ରିୟା ଅଟେ । ଆଜିକାଲି ବ୍ୟସ୍ତବହୁଳ ଜୀବନରେ ଅହିତକର ପରିବେଶ, ପ୍ରଦୂଷଣ ତଥା ବିଗିଡି ଯାଇଥିବା ଦିନଚର୍ଯ୍ୟା ଯୋଗୁଁ ନାନାଦି ସମସ୍ୟାର ସାମ୍ନା କରିବାକୁ ପଡୁଛି । ଯାହାଦ୍ୱାରା କମ୍ ବୟସରୁ ଚିନ୍ତା, ଅବସାଦ ଓ ଉଦାସୀନତା ନିତି ଦିନିଆ କଥା ହୋଇଗଲାଣି । ଏଥିରୁ ମୁକ୍ତି ପାଇବାକୁ ହେଲେ ଯୋଗ ହିଁ […]


