ନୂଆଦିଲ୍ଲୀ: ଦିଲ୍ଲୀ ଏମସିଡି ନିର୍ବାଚନ ପୂର୍ବରୁ ତିନିଜଣ ପୂର୍ବତନ ଆଦମ ପାର୍ଟି ବିଧାୟକ ବିଜେପିରେ ଯୋଗ ଦେଲେ । ମଙ୍ଗଳବାର ଦିନ ସୁରେନ୍ଦ୍ର ସିଂ, ରାଜୁ ଧିଙ୍ଗନ୍ ଏବଂ ଚୌଧୁରୀ ଫତେହ ସିଂ ଦିଲ୍ଲୀରେ ବିଜେପି ସଦସ୍ୟତା ଗ୍ରହଣ କରିଛନ୍ତି। ବିଜେପିର ଜାତୀୟ ମୁଖପାତ୍ର ସମ୍ବିଦ ପାତ୍ର ଏହି ତିନି ନେତାଙ୍କୁ ଦଳରେ ସ୍ୱାଗତ କରିଛନ୍ତି। ଏହି ସମୟରେ ଦିଲ୍ଲୀ ବିଜେପି ସଭାପତି ଆଦେଶ ଗୁପ୍ତା ମଧ୍ୟ ଉପସ୍ଥିତ ଥିଲେ।

ବାସ୍ତବ ବ୍ୟୁରୋ: ଆଜି(ମଙ୍ଗଳବାର) ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(RBI) କରିଛି ଏକ ବଡ଼ ଘୋଷଣା । ଘୋଷଣା ଅନୁଯାୟୀ, ଡିସେମ୍ୱର ୧ରୁ ଖୁଚୁରା ଡିଜିଟାଲ ଟଙ୍କା (e₹-R) ପାଇଁ ପ୍ରଥମ ବ୍ୟାଚ୍ ଲଞ୍ଚ ହେବ । e₹-R ଡଜିଟାଲ ଟୋକନ ରୂପରେ ଲଞ୍ଚ ହେବ । ଏହା ଲିଗଲ ଟେଣ୍ଡରକୁ ମଧ୍ୟ ପ୍ରତିନିଧିତ୍ୱ କରିବ । ବର୍ତ୍ତମାନ ପ୍ରଚଳନରେ ଥିବା କାଗଜ ଏବଂ କଏନର ମୂଲ୍ୟବର୍ଗରେ ହିଁ ଡିଜିଟାଲ ଟଙ୍କା […]

ବାସ୍ତବବ୍ୟୁରୋ:ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ପିଏମ ମୋଦୀ ୭୧ ହଜାର ଯୁବକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ। ଏହାପୂର୍ବରୁ ଦିୱାଲୀରେ ରୋଜଗାର ମେଳାରେ ପ୍ରାୟ ୭୫ ହଜାର ଯୁବକଙ୍କୁ ପ୍ରଧାନମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ। ବାସ୍ତବରେ, ଚଳିତ ବର୍ଷ ଜୁନ୍ ମାସରେ, ୨୦୨୩ ଶେଷ ସୁଦ୍ଧା କେନ୍ଦ୍ରରେ ଥିବା ସମସ୍ତ ଖାଲି ପଦବୀ ପୂରଣ କରିବାକୁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ବାସ୍ତବବ୍ୟୁରୋ:ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୧ ନଭେମ୍ବରରୁ ବଜେଟ୍ ପୂର୍ବ-ବୈଠକ ଆରମ୍ଭ କରିବେ | ପାରମ୍ପାରିକ ଭାବରେ ଅର୍ଥମନ୍ତ୍ରୀ ବଜେଟ୍ ପୂର୍ବରୁ ବିଭିନ୍ନ ହିତାଧିକାରୀଙ୍କ ସହ ବୈଠକ କରନ୍ତି। ଶିଳ୍ପାଞ୍ଚଳ, ଭିତ୍ତିଭୂମି କ୍ଷେତ୍ର ଏବଂ ପରିବେଶ ବିଶେଷଜ୍ଞଙ୍କ ସହ ସୀତାରମଣ ସୋମବାର ତିନୋଟି ଗୋଷ୍ଠୀ ଙ୍କ ସହ ବୈଠକ କରିବେ। ଏଥିରେ ସାଧାରଣ ବଜେଟ୍ ପାଇଁ ପରାମର୍ଶ ନିଆଯିବ। ଏହି ସମୟରେ ଜଳବାୟୁ ପରିବର୍ତ୍ତନ ଏବଂ ଭିତ୍ତିଭୂମି ସହ ଜଡିତ ପ୍ରସଙ୍ଗ […]

 ବାସ୍ତବ ବ୍ୟୁରୋ : ଆଜି(ଶନିବାର) ତେଲେଙ୍ଗାନା ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତେଲେଙ୍ଗାନାର ବିଜେପିକର୍ମୀଙ୍କୁ ସମ୍ବୋଧନ କରି କହିଛନ୍ତି, ମୁଁ ପ୍ରତିଦିନ ୨-୩ କିଲୋ ଗାଳି ଖାଉଛି। ହେଲେ ଏହି ଗାଳିଗୁଡ଼ିକ ମୋ ପାଇଁ ପୋଷଣ ହେଇଯାଉଛି। ଏଥିରୁ ମୋତେ ଉର୍ଜା ମିଳୁଛି। ଆଉ ମୁଁ ଜନାତଙ୍କ ସେବା କରିପାରୁଛି । ଏହି ଗାଳିଗୁଡ଼ିକୁ ଦେହକୁ ନ ନନେବାକୁ ସେ କର୍ମୀଙ୍କୁ କହିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ” କିଛି ଲୋକ ହାତାସ, ଭୟ […]

ନୂଆଦିଲ୍ଲୀ: ଏମସିଡି ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ‘କେଜ୍ରିୱାଲ କି ୧୦ ଗ୍ୟାରେଣ୍ଟି’ ଅଭିଯାନ ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏମଡି ନିର୍ବାଚନ ସମ୍ପର୍କରେ ବୁଧବାର ଦିନ ଆମ୍ ଆଦମୀ ଦଳର ବରିଷ୍ଠ ନେତାଙ୍କ ସହ ଏକ ବୈଠକ କରିଛନ୍ତି। ଏହି ବୈଠକ ସମ୍ପର୍କରେ ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ କହିଛନ୍ତି ଯେ ଅରବିନ୍ଦ କେଜ୍ରିୱାଲ ଏମସିଡି ନିର୍ବାଚନ ପାଇଁ ୧୦ ଟି ଗ୍ୟାରେଣ୍ଟି […]

ବାସ୍ତବବ୍ୟୁରୋ:ଆଜି ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ଅନୁଷ୍ଠିତ ହେବ। ଏଥିରେ ଗୁଜୁରାଟ ନିର୍ବାଚନରେ ​​ପ୍ରାର୍ଥୀଙ୍କ ପ୍ରଥମ ତାଲିକା ଚୂଡାନ୍ତ ହେବ। ଡିସେମ୍ବର ୧ ଓ ୫ ତାରିଖରେ ଗୁଜୁରାଟରେ ଦୁଇଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ଏବଂ ଡିସେମ୍ବର ୮ ରେ ଭୋଟ୍ ଗଣନା କରାଯିବ। ଏହାପୂର୍ବରୁ ଦଳର ମୁଖ୍ୟ ଜେପି ନାଡାଙ୍କ ବାସଭବନରେ ଗୁଜୁରାଟ ନିର୍ବାଚନ ସମ୍ପର୍କରେ ବିଜେପି ମୂଳ ଗୋଷ୍ଠୀର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। […]

ବାସ୍ତବବ୍ୟୁରୋ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ହିମାଚଳଠାରେ ଦୁଇଟି ନିର୍ବାଚନ ରାଲି କରିବେ। ଏଥିମଧ୍ୟରୁ ଗୋଟିଏ ରାଲି କଙ୍ଗରା ଜିଲ୍ଲାର ଚମ୍ବି ମଇଦାନରେ ଏବଂ ଅନ୍ୟଟି ହମିରପୁର ଜିଲ୍ଲାର ସୁଜନପୁରରେ ଅନୁଷ୍ଠିତ ହେବ। ନଭେମ୍ବର ୧୨ ରେ ହିମାଚଳ ପ୍ରଦେଶରେ ଗୋଟିଏ ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ଡିସେମ୍ବର ୮ ରେ ନିର୍ବାଚନ ଫଳାଫଳ ଆସିବ।

ବାସ୍ତବବ୍ୟୁରୋ:ଗୁଜୁରାଟ ବିଧାନସଭା ନିର୍ବାଚନ ବିଗୁଲ ବାଜିବା ପରେ,ସବୁ ଦଳର ନେତା ଓ କର୍ମୀମାନେ ସଜାଗ ହୋଇଉଠିଛନ୍ତି । ଏଥର ଗୁଜୁରାଟରେନିଜର ଭାଗ୍ୟ ପରୀକ୍ଷା କରିବାକୁ ଯାଉଥିବା ଆମ୍ ଆଦମୀ ପାର୍ଟି,ଆଜି ଗୁଜୁରାଟ ବିଧାନସଭା ନିର୍ବାଚନ ପାଇଁ ସିଏମ୍ ପ୍ରାର୍ଥୀ ଘୋଷଣା କରିବ। ସୂଚନା ଥାଉକି, ଡିସେମ୍ବର ୧ ଓ ୫ ତାରିଖରେ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ମତଦାନ ଅନୁଷ୍ଠିତ ହେବ। ନିର୍ବାଚନ ଆୟୋଗ ଗୁରୁବାର ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। […]

ବାସ୍ତବ ବ୍ୟୁରୋ : ଗୁଜୁରାଟ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ମୁଖ୍ୟ ନିର୍ବାଚନ ଆୟୋଗ ରାଜୀବ କୁମାର । ଆଜି (ଗୁରୁବାର) ଦିନ ୧୨ ଟାରେ ସାମ୍ବାଦିକ ସମ୍ମିଳନୀରେ ତାରିଖ ଘୋଷଣା ହୋଇଛି । ଡିସେମ୍ବର ୧ ଓ ୫ ରେ ଦୁଇଟି ପର୍ଯ୍ୟାୟରେ ଗୁଜରାଟ ବିଧାନସଭା ନିର୍ବାଚନ ହେବ ଏବଂ ୮ ଡିସେମ୍ବରରେ ଭୋଟ୍‌ ଗଣନା କରାଯିବ । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ୫ […]

Pin It on Pinterest