ବାସ୍ତବବ୍ୟୁରୋ:ବଲିଉଡର ଲୋକପ୍ରିୟ କାହାଣୀକାର ତଥା ନିର୍ଦ୍ଦେଶକ ଇସମାଇଲ ଶ୍ରଫଙ୍କ ଗୁରୁବାର (ଆଜି)ସକାଳେ ଦେହାନ୍ତ ହୋଇଛି। ସେ ୬୨ ବର୍ଷ ବୟସରେ ମୁମ୍ବାଇର କୋକିଲାବେନ ଧୀରବାଇ ଅମ୍ବାନୀ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସୂଚନା ଅନୁଯାୟୀ,ମସ୍ତିଷ୍କ ଆଘାତ ଯୋଗୁଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ କ୍ୟାରିଅର୍ ରେ ସେ ଅନେକ ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଥିଲେ, କିନ୍ତୁ ୮୦ ଦଶକରେ ନିର୍ମିତ ‘ଥୋଡି ସି ବେୱାଫାଇ’ ଚଳଚ୍ଚିତ୍ରରୁ ଅଧିକ ଖ୍ୟାତି […]

ନୂଆଦିଲ୍ଲୀ: ବୁଧବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ରାଷ୍ଟ୍ରୀୟ ବିଜେପି ପ୍ରବକ୍ତା ସମ୍ବିତ୍ ପାତ୍ର ନୂଆଦିଲ୍ଲୀ ଠାରେ ଭାରତୀୟ ନିର୍ବାଚନ ଆୟୋଗଙ୍କୁ ଭେଟି,ଧାମନଗର ଉପନିର୍ବାଚନରେ ଶାସକ ଦଳ ତରଫରୁ ଅସାଧୁ ଉପାୟରେ ଭୋଟରଙ୍କୁ ଟଙ୍କା ବାଣ୍ଟିବା ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନନେବା ପରିପେକ୍ଷୀରେ ଏକ ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି । ଶ୍ରୀ ପ୍ରଧାନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି କି, ଧାମନଗରରେ […]

ବାସ୍ତବବ୍ୟୁରୋ: ମଲ୍ଲିକାର୍ଜୁନ ଖାର୍ଗେ ଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷ ଭାବରେ ଶପଥ ଗ୍ରହଣ କରିବେ। ସକାଳ ୧୦ ଟାରେ AICC ମୁଖ୍ୟାଳୟରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ | ଏହି ସମୟରେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀଙ୍କ ସମେତ କଂଗ୍ରେସର ସମସ୍ତ ବଡ ନେତା ଉପସ୍ଥିତ ରହିବେ। କଂଗ୍ରେସ ସଭାପତି ପଦରେ ପହଞ୍ଚିଥିବା ଖାର୍ଗେ ହେଉଛନ୍ତି ଦ୍ୱିତୀୟ ଦଳୀୟ ନେତା। ଏହା ବ୍ୟତୀତ ସେ ଏହି ପଦବୀରେ ଅବସ୍ଥାପିତ […]

ବାସ୍ତବବ୍ୟୁରୋ:ସୈନିକମାନଙ୍କ ସହ ଦିୱାଲୀ ପାଳନ କରିବାର ପରମ୍ପରାକୁ ବଜାୟ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କାର୍ଗିଲରେ ପହଞ୍ଚିଛନ୍ତି। ୨୦୧୪ ରେ ପ୍ରଥମ ଥର ପାଇଁ ସେ ସୈନିକମାନଙ୍କ ସହ ଦିୱାଲୀ ପାଳନ କରିଥିଲେ। ସେହି ଦିନଠାରୁ, ପ୍ରତିବର୍ଷ ସେ ଦେଶର ପ୍ରତିରକ୍ଷା କ୍ଷେତ୍ରରେ ନିଜ ଘରୁ ଦୂରରେ ରହୁଥିବାସୈନିକମାନଙ୍କ ସହିତ ଦୀପାବଳି ପର୍ବ ପାଳନ କରିଆସୁଛନ୍ତି ।

ସଂଜୟ ଶତପଥୀ(କଟକ): ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଗାମୀ ଏକ ବର୍ଷ ଅବଧି ମଧ୍ୟରେ ଦେଶର ୧୦ଲକ୍ଷ ବେରୋଜଗାର ଯୁବକ ଯୁବତୀଙ୍କୁ ଙ୍କୁ କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ରାଷ୍ଟ୍ରୀୟ ସଂସ୍ଥାରେ ସରକାରୀ ଚାକିରୀ ଦେବାପାଇଁ ଦେଶର ବିଭିନ୍ନ ସ୍ଥାନରେ ରୋଜଗାର ମେଳାର ଶୁଭାରମ୍ଭ ହୋଇଛି ।ଏହି ପରିପେକ୍ଷୀରେ ପ୍ରଥମ ଚରଣରେ ଚୟନୀତ ୭୫୦୦୦ରୁ ଉର୍ଦ୍ଧ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ବିତରଣର ଅବସରରେ କଟକର,ଶହୀଦ ଭବନରେ ମାନ୍ୟବର କେନ୍ଦ୍ର […]

ବାସ୍ତବ ବ୍ୟୁରୋ : ଆରମ୍ଭ ହେଲା ରୋଜଗାର ମେଳା । ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି(ଶନିବାର) ରୋଜଗାର ମେଳା ଉଦଘାଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ଭର୍ଚୁଆଲ୍ ମାଧ୍ୟମରେ ୧୦ ଲକ୍ଷ ଯୁବକଙ୍କୁ ସରକାରୀ ଚାକିରୀ ଦେବା ପାଇଁ ’ରୋଜଗାର ମେଳା’ର ଶୁଭାରମ୍ଭ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ବଛାଯାଇଥିବା ୭୫,୨୨୬ ଯୁବକଙ୍କୁ ନିଯୁକ୍ତି ପତ୍ର ଦିଆଯାଇଛି । ଯୁବକମାନଙ୍କ ଉର୍ଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଜି ଭାରତ ପାଇଁ ସବୁଠାରୁ […]

ବାସ୍ତବ ବ୍ୟୁରୋ : ଦୀପାବଳି ପାଇଁ ସଜେଇ ହେଉଛି ଅଯୋଧ୍ୟା ନଗରୀ। ଶ୍ରୀରାମ ଜନ୍ମ ଭୂମିରେ ଏ ବର୍ଷ ୧୭ଲକ୍ଷ ଦୀପ ଜଳାଇବାକୁ ପ୍ରସ୍ତୁତି ଚାଲିଛି । ଏବେଠୁ ଆଲୋକରେ ଝଲସିଲାଣି ଅଯୋଧ୍ୟ ସହର । ରବିବାର ସନ୍ଧ୍ୟାରେ ଦୀପ ଆଲୁଅରେ ଝଲସିବ ୪୦ଟି ଘାଟ । ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ମୋଦୀ ଭଗବାନ ଶ୍ରୀରାମଙ୍କ ଦର୍ଶନ କରିବା ସହ ସ୍ୱତନ୍ତ୍ର […]

ବାସ୍ତବବ୍ୟୁରୋ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ଦେଢ଼ ବର୍ଷ ମଧ୍ୟରେ ଅର୍ଥାତ ଡିସେମ୍ବର ୨୦୨୩ ସୁଦ୍ଧା ୧୦ ଲକ୍ଷ ଯୁବକଙ୍କୁ ଚାକିରି ଦେବେ। ସେ ଏହି ମେଗା ନିଯୁକ୍ତି ଡ୍ରାଇଭ୍କୁ ଧନ୍ତରାସ୍ ଦିନ ଅର୍ଥାତ୍୨୨ ଅକ୍ଟୋବର ଦିନ ଦିୱାଲୀ ଧମାକା ଆରମ୍ଭ କରିବେ | ଏହି ଦିନ ୭୫୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ଦେବେ | ଏହି ସମୟ ମଧ୍ୟରେ ପ୍ରଧାନମନ୍ତ୍ରୀ ମଧ୍ୟ ଏହି ଯୁବକମାନଙ୍କ ସହିତ ବାର୍ତାଳାପ କରିବେ | […]

ଭୁବନେଶ୍ୱର(ବାସ୍ତବ ବ୍ୟୁରୋ): ସମ୍ଭାବ୍ୟ ସାମୁଦ୍ରିକ ବାତ୍ୟା ସି-ତ୍ରଙ୍ଗକୁ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଆଜି (ଗୁରୁବାର) ଜାରି କରିଛି ଏକ ବୁଲେଟିନ୍‌। ଆଇଏମ୍‌ଡି ଜାରି କରିଥିବା ବୁଲେଟିନ୍‌ ସୂଚନା ଆଧାରରେ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଅକ୍ଟୋବର ୨୩ ଓ ୨୪ରେ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଉପକୂଳ ଓଡ଼ିଶାରେ ପବନ ବହିବାର ସମ୍ଭାବନା ରହିଛି। ୨୩ ଅକ୍ଟୋବରରେ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା […]

ବାସ୍ତବ ବ୍ୟୁରୋ : କଂଗ୍ରେସ ଅଧ୍ୟକ୍ଷ ପଦ ନିମନ୍ତେ ଗତ ୧୭ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ଘୋଷଣା ହୋଇଛି। ନିର୍ବାଚନରେ ବିଶିଷ୍ଟ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡ଼ଗେ ବିଜୟୀ ‌ହୋଇଛନ୍ତି। ଦୀର୍ଘ ୨୪ ବର୍ଷ ପରେ ଦେଶର ସର୍ବପୁରାତନ ଦଳର ନେତୃତ୍ୱ ନେବେ ଜଣେ ଅଣଗାନ୍ଧୀ ତଥା ଦଳର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖଡଗେ । ତାଙ୍କୁ ମିଳିଛି ୭ ହଜାର ୮୯୭ ଭୋଟ୍। ସେହିପରି ତାଙ୍କ […]

Pin It on Pinterest