ବାସ୍ତବବ୍ୟୁରୋ(ଭୁବନେଶ୍ୱର)୧୭/୦୩: ବିଶିଷ୍ଟ ରାଜନେତା, ବିଜେପିର ପୂର୍ବତନ ରାଜ୍ୟ ସଭାପତି, ରାଷ୍ଟ୍ରୀୟ ଉପସଭାପତି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ୮୩ ବର୍ଷ ବୟସରେ ଦିଲ୍ଲୀଠାରେ ପରଲୋକ ଘଟିଛି । ଡକ୍ଟର ପ୍ରଧାନ ଦୀର୍ଘଦିନ ହେବ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ । ତାଙ୍କ ପରଲୋକରେ ଦେଶ ଓ ଦଳ ପାଇଁ ଅପୂରଣୀୟ କ୍ଷତି ହୋଇଛି । ୧୯୪୧ ମସିହା ଜୁଲାଇ ୧୬ ତାରିଖରେ ସ୍ୱର୍ଗତଃ ଡକ୍ଟର ପ୍ରଧାନ ଜନ୍ମଗ୍ରହଣ […]

ବରଗଡ଼:-୧୩.୩(ବାସ୍ତବ ଟିଭି ନବୀନ କୁମାର ଦାଶ)କଳଙ୍ଗା ସମ୍ପ୍ରଦାୟଙ୍କୁ ଅନୁସୂଚିତ ଜନଜାତି ବା ଏସ.ଟିର ମାନ୍ୟତା ଦିଆଯାଉ।କେନ୍ଦ୍ର ସରକାରଙ୍କ ନିକଟରେ ଏହି ଦାବି ରଖିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ।ଓଡ଼ିଶାରେ କଳଙ୍ଗା ସମ୍ପ୍ରଦାୟକୁ ଏସଟିର ମାନ୍ୟତା ଦିଆଯାଉ ବୋଲି ଅନେକ ଦିନରୁ ଦାବି ହୋଇ ଆସୁଛି।ଯେତେବେଳେ କି ବହୁ ପୂର୍ବରୁ ପଡ଼ୋଶୀ ରାଜ୍ୟ ଛତିଶଗଡ଼ରେ ଏହି ସମ୍ପ୍ରଦାୟଙ୍କୁ ଏସଟିରେ ସାମିଲ କରାଯାଇଛି। କଳଙ୍ଗା ସମ୍ପ୍ରଦାୟ ମୁଖ୍ୟତଃ ଜଙ୍ଗଲ ଓ ପାହାଡ଼ିଆ ଅଂଚଳରେ […]

 ଓଡିଶା କଂଗ୍ରେସ ନେତୃବୃନ୍ଦ ସମବେଦନା ଜଣାଇବା ଦୂର କଥା, ସାମାନ୍ୟତମ ନିନ୍ଦା ମଧ୍ୟ କରିନାହାନ୍ତି ନିଜ ଅସ୍ତିତ୍ୱ ବଂଚାଇ ରଖିବା ପାଇଁ ଓଡିଶାରେ କଂଗ୍ରେସ ନେତାମାନେ ପ୍ରୟାସ ଜାରୀ ରଖି ପ୍ରତିଦିନ ଡ୍ରାମାବାଜୀ କରୁଛନ୍ତି ବାସ୍ତବବ୍ୟୁରୋ(ଭୁବନେଶ୍ୱର): ତା.୦୯/୦୩- ଗତ କାଲି ସମଗ୍ର ବିଶ୍ୱ ଯେତେବେଳେ ଆନ୍ତର୍ଜାତିକ ମହିଳା ଦିବସ ପାଳନ କରୁଥିଲା, ସେତେବେଳେ କଂଗ୍ରେଶ ଶାସିତ କର୍ଣ୍ଣାଟକ ପ୍ରଦେଶରୁ ଆସିଥିବା ଏକ ଦୁଖଦଃ ସମ୍ବାଦ ସମସ୍ତଙ୍କୁ ବ୍ୟଥୀତ କରିଥିଲା […]

୨୦୨୬ ମସିହା ଏପ୍ରିଲ ୧ ତାରିଖରୁ ଆୟକର ଅଧିକାରୀମାନେ ଯେକୌଣସି ବ୍ୟକ୍ତିଙ୍କ ସୋସିଆଲ ମିଡିଆ ଆକାଉଣ୍ଟ, ବ୍ୟକ୍ତିଗତ ଇମେଲ୍, ବ୍ୟାଙ୍କ, ଅନଲାଇନ୍ ନିବେଶ, ବିଜନେସ୍ ଆକାଉଣ୍ଟକୁ ଯାଞ୍ଚ କରିବା ସହିତ ଏହାର ତଦନ୍ତ କରିପାରିବେ। ମିଳିଥିବା ରିପୋର୍ଟ ମୁତାବକ , ଯଦି କୌଣସି କର୍ତ୍ତୃପକ୍ଷ ସନ୍ଦେହ କରନ୍ତି ଯେ, କୌଣସି ବ୍ୟକ୍ତି ଆୟକର ଫାଙ୍କି ଦେଇଛନ୍ତି ଏବଂ ସେହି ବ୍ୟକ୍ତିଙ୍କ ପାଖରେ କୌଣସି ଅଘୋଷିତ ଆୟ, ଟଙ୍କା, ସୁନା, ଅଳଙ୍କାର […]

ମେଦ ବହୁଳତାରୁ ଦୂରେଇ ନିଜକୁ ଫିଟ ରଖିବା: ମନମୋହନ ସାମଲ ଛାତ୍ରୀଛାତ୍ରଙ୍କ ମଧ୍ୟରେ ମହାକାଶ ବିଜ୍ଞାନ ପ୍ରତି ରୁଚି ବଢ଼ିଛି ନାରୀଶକ୍ତି ଦେଶକୁ ସମୃଦ୍ଧ ଓ ସମ୍ପନ୍ନ କରୁଛି ଏଆଇ କ୍ଷେତ୍ରରେ ଭାରତକୁ ଆଗେଇ ନେବାକୁ ଆହ୍ୱାନଭୁବନେଶ୍ୱରତା.୨୩/୦୨: ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ “ମନ କି ବାତ” କାର୍ଯ୍ୟକ୍ରମର ୧୧୯ତମ ସଂସ୍କରଣରେ ଇସ୍ରୋର ସଫଳତା ବଖାଣିବା ସହ ଏଆଇ ଟେକ୍ନୋଲୋଜିରେ ଭାରତ ଭୂମିକା,ନାରୀ ସମ୍ମାନ ଓ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ […]

ବରଗଡ୧୪/୨(ନବୀନ କୁମାର ଦାଶ):ବରଗଡ଼ ସହରର ମୁଖ୍ୟ ପ୍ରବେଶପଥର ଛକକୁ ବାଜପେୟୀଙ୍କ ନାଁରେ କରାଯାଉ ।ଏଭଳି ଦାବି କରିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ। କେନ୍ଦ୍ର ରାଜପଥ ଓ ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ଭେଟି ଏ ସମ୍ପର୍କରେ ଲିଖିତ ପ୍ରସ୍ତାବ ଦେଇଛନ୍ତି।ବରଗଡ଼ ସଂସଦୀୟ କ୍ଷେତ୍ର ତଥା ସହରରେ ଥିବା ପ୍ରବେଶ ପଥକୁ ଅଟଳ ବିହାରୀ ବାଜପେୟୀ ଛକ କରାଯାଉ।ଜଣେ ମହାନ ରାଷ୍ଟ୍ରନେତାଙ୍କ ଉଦ୍ଦେଶ୍ୟରେ ଏହା କରାଗଲେ ବରଗଡ଼ ବାସୀଙ୍କ […]

ଗୌତମ ମିଶ୍ର(ଭୁବନେଶ୍ୱର):- ପଦ୍ମଶ୍ରୀ କାହାର ହାଇକୋର୍ଟରେ ପହଁଚିଲା ପଦ୍ମଶ୍ରୀ ବିବାଦ। ଅନ୍ତର୍ଯାମୀ ମିଶ୍ର ନାମ ଥିବା ଦୁଇ ଜଣ ବ୍ୟକ୍ତି ପଦ୍ମଶ୍ରୀ ପୁରସ୍କାର ପାଇଁ ଦାବିଦାର। ସାହିତ୍ୟିକ ଅନ୍ତର୍ଜାମୀ ମିଶ୍ର ଅଭିଯୋଗ କରିଛନ୍ତି ସେ ଅସଲି ଅନ୍ତର୍ଯାମୀ ମିଶ୍ର କିନ୍ତୁ ଅନ୍ୟ ଜଣେ ତାଙ୍କ ପଦ୍ମଶ୍ରୀ ପୁରସ୍କାର ହାତେଇଛନ୍ତି।ସାହିତ୍ୟିକ ମିଶ୍ର ବାଷ୍ପ ରୁଦ୍ଧ କଣ୍ଠ ରେ କହିଲେ ଗୃହ ମନ୍ତ୍ରାଣାଳୟ ପକ୍ଷରୁ ତାଙ୍କୁ ଫୋନ୍ ଆସିଥିଲା। ୨୦୨୩ ପାଇଁ ତାଙ୍କୁ […]

ବରଗଡ଼୧୦/୨(ନବୀନ କୁମାର ଦାଶ):ପୂର୍ବତନ ବରଗଡ଼ ବିଧାୟକ, ପୌରାଧ୍ୟକ୍ଷ ତଥା ବିଶିଷ୍ଟ ନେତା ସ୍ୱର୍ଗତ ଯଦୁମଣି ପ୍ରଧାନଙ୍କ ସ୍ମୃତି ଚାରଣ ତଥା ସମ୍ମାନ ରକ୍ଷା ନିମନ୍ତେ ସ୍ଥାନୀୟ କୃଷକ ବଜାର ଠାରେ ନବନିର୍ମିତ ପ୍ରେକ୍ଷାଳୟକୁ ତାଙ୍କ ନାମରେ ଉତ୍ସର୍ଗିକୃତ କରିବା ସହ ଉଦ୍ଘାଟିତ ହୋଇଛି। ଉଦଘାଟନୀ ସମାରୋହରେ ଜିଲ୍ଲାପାଳ ଅଦିତ୍ୟ ଗୋୟଲଙ୍କ ସମେତ ସଦର ବିଧାୟକ ଅଶ୍ୱିନୀ ଷଡଙ୍ଗୀ,ଅତାବିରା ବିଧାୟକ ନିହାର ମହାନନ୍ଦ,ପୌରାଧ୍ଯକ୍ଷା କଳ୍ପନା ମାଝି,ଅତିରିକ୍ତ ଜିଲ୍ଲାପାଳ ମଧୁଛନ୍ଦା ସାହୁ,ସୁପରିଟେଣ୍ଡିଙ୍ଗ ଇଞ୍ଜିନିୟର […]

ବାସ୍ତବବ୍ୟୁରୋ: ନିଶା କବଳରେ ଯୁବପୀଢି। ନଷ୍ଟ ହେଉଛି ଭବିଷ୍ୟତ। ଏହାକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଦେଶର ସର୍ବୋଚ୍ଚ ନ୍ୟାୟାଳୟ। କୋର୍ଟ କହିଛନ୍ତି ନିଶାରେ ବୁଡିବା ଅର୍ଥ କୁଲ୍ ନୁହେଁ। ମାଦକ ଦ୍ରବ୍ୟଠାରୁ ଦୂରେଇ ରହିବା ଦରକାର। ଏଥିପାଇଁ ଅବିଭାବକ, ସମାଜ ଓ ସରକାରୀ ଏଜେନ୍ସିକୁ ଚେଷ୍ଟା କରିବା ଉଚିତ। ଯୁବପୀଢିଙ୍କୁ ଏଥିରୁ ବାହାର କରିବା ଦରକାର। ନଚେତ ପରିଣାମ ଖୁବ୍ ଭୟଙ୍କର ହୋଇପାରେ। କୋର୍ଟ କହିଛନ୍ତି ନିଶାରେ ବୁଡିବା […]

ବାସ୍ତବବ୍ୟୁରୋ: ବାଚସ୍ପତି ସୁରମା ପାଢ଼ୀଙ୍କ ବିଦେଶ ଗସ୍ତ କାର୍ଯ୍ୟକ୍ରମ ଅବସରରେ,ଦକ୍ଷିଣ କୋରିଆରେ ପହଞ୍ଚିବା ବେଳେ ସେଠାରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ ତାଙ୍କୁ ଉଚ୍ଛସିତ ସମ୍ବଦ୍ଧନା ପ୍ରଦାନ କରାଯାଇଥିଲା । ସେଠାରେ ଥିବା ଭାରତର ରାଷ୍ଟ୍ରଦୂତ ଅମିତ କୁମାର ବାଚସ୍ପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବା ଅବସରରେ ଦୁଇ ଦେଶ ମଧ୍ୟରେ ଥିବା ବନ୍ଧୁତ୍ଵପୂର୍ଣ ସମ୍ପର୍କର ଅବତାରଣା କରିବା ସାଙ୍ଗକୁ ଓଡ଼ିଶା ସହ ଦକ୍ଷିଣ କୋରିଆର ସାମାଜିକ ଓ ସାଂସ୍କୃତିକ ଭାବବିନି […]

Pin It on Pinterest