ବାସ୍ତବବ୍ୟୁରୋ: ୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା। ଏ ନେଇ ଜନସାଧାରଣଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ବର୍ତ୍ତମାନ କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିି ହେବ। ୨୨ ତାରିଖରେ ଏହା ଘନୀଭୂତ ହୋଇ ଡିପ୍ରେସନ୍ ରେ ପରିଣତ ହେବ। ୨୩ ତାରିଖ ସକାଳେ ଅବପାତ ଅଧିକ ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ […]

କଟକ(ସଂଜୟ ଶତପଥୀ): କଟକ ଦୋଳମୁଣ୍ଡାଇସ୍ଥିତ ହୋଟେଲ ଶ୍ରୀ ଜଗନ୍ନାଥ ସଭାଗୃହ ରେ ରୋଟାରୀ କ୍ଲବ ମହାନଦୀ ପକ୍ଷରୁ ନେସନ୍ ବିଲଡର ଆଓ୍ବାର୍ଡ‌ ପ୍ରଦାନ କାର୍ଯ୍ୟକ୍ରମ ମହାସମାରୋହରେ ସଭାନେତ୍ରୀ ରୋଟାରୀଆନ୍ ସି.ଭାଗ୍ଯଶ୍ରୀ ଙ୍କ ସଭାପତିତ୍ବରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଓଡ଼ିଶାର ସୁନାମଧନ୍ୟ ଶିକ୍ଷାବିତ୍ ଡଃ ସତ୍ୟକାମ ମିଶ୍ର ଯୋଗଦେଇ ଆନୁଷ୍ଠାନିକ ଭାବେ କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ। ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ସମ୍ମାନିତ […]

ନୂଆଦିଲ୍ଲୀ: ବିଶ୍ବର ବଡ଼ ମୋବାଇଲ ନିର୍ମାତା ଆପଲ ଭାରତରେ କ୍ରମାଗତ ଭାବେ ଏହାର ବ୍ୟବସାୟ ଅଭିବୃଦ୍ଧି ଉପରେ ଗୁରୁତ୍ବ ଦେଉଛି। ଚୀନ ଉପରେ ଏହାର ନିର୍ଭରତା କମ୍ କରିବା ପାଇଁ କମ୍ପାନୀ ଭାରତ ଉପରେ ଗୁରୁତ୍ବ ଦେଉଛି। ଏହି କାରଣରୁ ଏବେ ଭାରତରେ ବହୁ ମାତ୍ରାରେ ଚାକିରି ସୁଯୋଗ ସୃଷ୍ଟି ହେବା ନେଇ ଅନୁମାନ କରାଯାଉଛି। ଯାହା ଚୀନ୍ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ଏହି ଖବର ଚୀନ୍‌କୁ […]

ବରଗଡ୨୮/୮(ନବୀନ କୁମାର ଦାଶ):ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ସମେତ ପଶ୍ଚିମ ଓଡ଼ିଶାବାସୀଙ୍କ ଦୀର୍ଘଦିନର ସ୍ବପ୍ନ ପୂରଣ ହେବାକୁ ଯାଉଛି।ଖୁବ୍ ଶୀଘ୍ର ଆରମ୍ଭ ହେବ ବହୁ ପ୍ରତୀକ୍ଷିତ ବରଗଡ଼-ନୂଆପଡ଼ା ରେଳ ପ୍ରକଳ୍ପ। ଆଜି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ଉପସ୍ଥିତିରେ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ।ମନ୍ତ୍ରୀ କହିଛନ୍ତି ଯେ,୧୩୮ କିଲୋମିଟରର ଏହି ରେଳପଥ ପାଇଁ ୨୯୨୬କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି।ସେହିପରି ଏହି ପ୍ରକଳ୍ପ […]

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ବୋର୍ଡ (ବିସିସିଆଇ) ସଚିବ ଜୟ ଶାହା,ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ର ନୂତନ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି। ସୁଚନା ଅନୁଯାଇ ଶେଷ ଦିନରେ ନାମାଙ୍କନ ଦାଖଲ କରିବା ପରେ ଜୟ ଶାହା ସର୍ବକନିଷ୍ଠ ବ୍ୟକ୍ତି ଭାବେ ଆଇସିସିର ଶୀର୍ଷ ପଦ ପାଇଁ ନିଯୁକ୍ତ ହୋଇଥିଲେ। ସେ ଗ୍ରେଗ ବାରକଲେଙ୍କ ସ୍ଥାନ ନେବେ, ଯିଏକି ୨୦୨୦ ରେ ଏହି ପଦବୀରେ ନିଯୁକ୍ତ ହୋଇଥିଲେ। ଡିସେମ୍ବର […]

ନୂଆଦିଲ୍ଲୀ: ୧୬ ମାସ ପରେ ଜେଲରୁ ବାହାରିଲେ ଅବକାରୀ ନୀତି ମାମଲାରେ ଗିରଫ ହୋଇଥିବା ଆପ୍ ନେତା ମନିଷ୍ ସିଶୋଦିଆ।ସୁପ୍ରିମକୋର୍ଟ ମନୀଷ ସିସୋଦିଆଙ୍କୁ ଜାମିନ ପ୍ରଦାନ କରିଛନ୍ତି। କୋର୍ଟ ସର୍ତ୍ତ ଅନୁଯାଇ ତାଙ୍କ ପାସପୋର୍ଟ ସମର୍ପଣ କରିବାକୁ ଏବଂ ସାକ୍ଷୀମାନଙ୍କୁ ପ୍ରଭାବିତ ନକରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଯେତେବେଳେ ସୁପ୍ରିମକୋର୍ଟ ମନୀଷ ସିସୋଦିଆଙ୍କୁ ଜାମିନ ପ୍ରଦାନ କରିଥିଲେ, ସେତେବେଳେ ଇଡି ଓକିଲ ଦାବି କରିଥିଲେ ଯେ, ପୂର୍ବତନ ମନ୍ତ୍ରୀଙ୍କୁ ଦିଲ୍ଲୀ […]

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଦିନ ନିଟ୍- ୟୁଜି ଉପରେ ସୁପ୍ରିମକୋର୍ଟଙ୍କ ବିସ୍ତୃତ ନିଷ୍ପତ୍ତିରେ ଖୁସି ବ୍ୟକ୍ତ କରିଛନ୍ତି, ଏବଂ ଏହା ସତ୍ୟର ବିଜୟ ବୋଲି କହିଛନ୍ତି।ସେ କହିଛନ୍ତି ଯେ ପରୀକ୍ଷା ତୃଟିମୁକ୍ତ ଏବଂ ସ୍ୱଚ୍ଛ ଭାବରେ କରିବାକୁ ସରକାର ପ୍ରତିବଦ୍ଧ। ଏ ବାବଦରେ କୋର୍ଟ ଯାହା ନିର୍ଦ୍ଦେଶ ଦେଇଛନ୍ତି, ସେ ତାହାକୁ ଅକ୍ଷରେ ଅକ୍ଷରେ ଅନୁସରଣ କରିବେ। ପରୀକ୍ଷାରେ ଅନିୟମିତତାକୁ ରୋକିବା ଏବଂ NTA […]

ନୂଆଦିଲ୍ଲୀ: କେରଳରେ ଭୟଙ୍କର ଭୂସ୍ଖଳନରେ ଦୁଇ ଓଡ଼ିଆ ଡାକ୍ତର ନିଖୋଜ।ଏହି ନିଖୋଜ ଡାକ୍ତର ହେଲେ ଚୌଦ୍ୱାର ଅଞ୍ଚଳର ଡାକ୍ତର ବିଷ୍ଣୁ ପ୍ରସାଦ ଚିନରା ଓ ଡାକ୍ତର ସ୍ୱାଧୀନ ପଣ୍ଡା। ଉଭୟ ଭୂସ୍ଖଳନରେ ନିଖୋଜ ଥିବା ଖବର ପାଇବା ପରେ ଚିନ୍ତାରେ ପରିବାର। କଟକ ଜିଲ୍ଲା ଚୌଦ୍ୱାର ହାଉସିଂ ବୋର୍ଡର ବାସିନ୍ଦା ତଥା ହାଇଟେକ୍ ମେଡିକାଲର ମେଡିସିନ ଡାକ୍ତର ବିଷ୍ଣୁ ଓ ତାଙ୍କ ପତ୍ନୀ ୱାୟନାଡରେ ଥିଲେ। ତେବେ ବିଳମ୍ବିତ ରାତିରେ […]

ନୂଆଦିଲ୍ଲୀ -ୟୁଜି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ବଡ ଆଦେଶ ଦେଇଛନ୍ତି ସୁପ୍ରିମ୍‌କୋର୍ଟ ।ସୁପ୍ରିମ୍‌କୋର୍ଟ କହିଛନ୍ତି ଯେ ଏହି ପରୀକ୍ଷା ପୁନଃ ଆୟୋଜିତ ହେବ ନାହିଁ, କାରଣ, ପରୀକ୍ଷାରେ ବଡ଼ ଅନିୟମିତତା ପ୍ରମାଣିତ ହୋଇପାରି ନାହିଁ । ପରୀକ୍ଷାରେ ନିୟମ ଉଲ୍ଲଂଘନ ଦର୍ଶାଇବା ନେଇ କୌଣସି ପର୍ଯ୍ୟାପ୍ତ ପ୍ରମାଣ ମିଳିନାହିଁ ।ସର୍ବୋଚ୍ଚ ଅଦାଲତ କହିଛନ୍ତି, ଆଉଥରେ ପରୀକ୍ଷା କରାଇବା ଠିକ୍‌ ହେବ ନାହିଁ ଏବଂ ଏହା ୨୪ ଲକ୍ଷ ଛାତ୍ରଛାତ୍ରୀଙ୍କ ଭବିଷ୍ୟତର […]

୭ ରାଜ୍ୟର ୧୩ ବିଧାନସଭା ଆସନରେ ଭୋଟ ଗଣତି –୧୩ ଆସନରୁ ୫ ଆସନରେ ଆଗୁଆ ଚାଲିଛି କଂଗ୍ରେସ–ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡରେ ଆଗୁଆ Congress-ପଶ୍ଚିମବଙ୍ଗର ୪ଟି ଆସନରେ ଆଗୁଆ TMC–ମାତ୍ର ଗୋଟିଏ ଆସନରେ ଆଗୁଆ BJP-ପଞ୍ଜାବର ଗୋଟିଏ ଆସନରେ ଜିତିଲା ଆମ୍‌ ଆଦମୀ ପାର୍ଟି .

Pin It on Pinterest