ନୂଆଦିଲ୍ଲୀ(ନି.ପ୍ର): ରିଲିଜ୍ ହୋଇଛି ପ୍ରଭାସ, ଦୀପିକା ପାଦୁକୋନ, ଅମିତାଭ ବଚ୍ଚନ ଏବଂ କମଲ ହାସନଙ୍କ ଅଭିନିତ ଫିଲ୍ମ, ‘କଲ୍କି ୨୮୯୮ ଏଡି’ ।ରିଲିଜ ହେବାର ପ୍ରଥମ ଦିନରେ ସାରା ବିଶ୍ୱରେ ଅନେକ ରେକର୍ଡ ସୃଷ୍ଟି କରିଛି। ଏଥି ସହିତ, ଏହି ଚଳଚ୍ଚିତ୍ର ୫ ଟି ବଡ ରେକର୍ଡକୁ ମଧ୍ୟ ଭାଙ୍ଗିଦେଇଛି। କଲ୍କି ୨୮୯୮ ଏଡି ପ୍ରଭାସଙ୍କ କ୍ୟାରିୟରରେ ଏକ ସ୍ମରଣୀୟ ଚଳଚ୍ଚିତ୍ର ହୋଇପାରିଛି। ଏହି ଚଳଚ୍ଚିତ୍ରଟି ପ୍ରଭାସଙ୍କ ଚଳଚ୍ଚିତ୍ର କ୍ୟାରିୟରର […]

ନୂଆଦିଲ୍ଲୀ(ନି.ପ୍ର): ସରକାରୀ କର୍ମଚାରୀଙ୍କୁ ନେଇ ସରକାରଙ୍କର ସମସ୍ତ ମନ୍ତ୍ରଣାଳୟକୁ କଡ଼ା ନିର୍ଦ୍ଦେଶ।କର୍ମଚାରୀଙ୍କ କାର୍ଯ୍ୟଦକ୍ଷତାକୁ ଠିକ ସମୟରେ ସମୀକ୍ଷା କରିବାକୁ କେନ୍ଦ୍ର ସମସ୍ତ ମନ୍ତ୍ରଣାଳୟକୁ କହିଛନ୍ତି, ଯାହାଫଳରେ ଯେଉଁ କର୍ମଚାରୀମାନେ ଠିକ୍ ଭାବରେ କାମ କରୁନାହାଁନ୍ତି, ସେମାନଙ୍କୁ ସମୟ ପୂର୍ବରୁ ଅବସର ଦିଆଯିବ । ସମସ୍ତ କେନ୍ଦ୍ର ସରକାରୀ ବିଭାଗର ସଚିବମାନଙ୍କୁ ଦିଆଯାଇଥିବା ଆଦେଶରେ କୁହାଯାଇଛି ଯେ ପ୍ରଶାସନିକ ମନ୍ତ୍ରଣାଳୟ ଏବଂ ବିଭାଗକୁ ବାରମ୍ବାର ଅନୁରୋଧ କରାଯାଇଛି, ସେମାନେ ଏ ବାବଦରେ […]

ନୂଆଦିଲ୍ଲୀ୨୧/୦୬: ଆଜି କେନ୍ଦ୍ର ଅର୍ଥ ମନ୍ତ୍ରୀ ଶ୍ରୀମତି ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଓଡିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି. ସିଂହଦେଓ ଯୋଗଦାନ କରିଥିଲେ । ଆଗାମୀ କେନ୍ଦ୍ର ବଜେଟ୍ ୨୦୨୪-୨୫ ପାଇଁ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀଙ୍କ ପରାମର୍ଶ ନେବାକୁ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଲ ଦେବ ଉପମୁଖ୍ୟମନ୍ତ୍ରୀଙ୍କ […]

ଭୁବନେଶ୍ୱର ୨୨/୦୬(ଗୌତମ ମିଶ୍ର):ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତଙ୍କ ମାଲିକାନାରେ ଥିବା କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ ସୋସିଆଲ ସାଇନ୍ସ(କିସ୍)କୁ ଜଙ୍ଗଲ ଜମି ଆବଣ୍ଟନ ମାମଲାରେ ଆଜି ନୂଆମୋଡ଼ ଆସିଛି । ଚନ୍ଦକା ବନ୍ୟଜନ୍ତୁ ଡିଭିଜନ ଅଧୀନରେ ଥିବା ୪.୦୩୨ହେକ୍ଟର ଜଙ୍ଗଲ ଜମିର କିସମ ପରିବର୍ତ୍ତନ ପ୍ରକ୍ରିୟାରେ ସ୍ପଷ୍ଟୀକରଣ ନମିଳିବା ପର୍ଯ୍ୟନ୍ତ କୌଣସି ପଦକ୍ଷେପ ନନେବାକୁ ଆଜି ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି । କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ […]

ମନୋଜ ମହାନ୍ତି(ଭୁବନେଶ୍ବର) :ଗ୍ରାମୀଣ ଡାକ ସେବକ ପରୀକ୍ଷାରେ ଜାଲ ପ୍ରମାଣପତ୍ର ଦେବା ଘଟଣାରେ ସିବିଆଇ ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବଡ ଧରଣର ଚଢ଼ଉ। ସୂଚନା ଅନୁସାରେ, ସିବିଆଇ ପକ୍ଷରୁ କଳାହାଣ୍ଡି, ନୂଆପଡ଼ା, ରାୟଗଡ଼ା, ବାଲେଶ୍ବର, ଭଦ୍ରକ ଆଦି ଜିଲ୍ଲାର ୬୭ ସ୍ଥାନରେ ଚଢାଉ କରାଯାଉଛି। ସିବିଆଇର ୧୨୨ ଅଫିସରଙ୍କ ସହ ୨୦୪ ଅଫିସର ଏହି ଚଢାଉରେ ସାମିଲ ଅଛନ୍ତି। ସେହିପରି ବିଭିନ୍ନ ବିଭାଗର ଆଉ ୮୨ ଜଣ ଅଧିକାରୀ […]

ନୂଆଦିଲ୍ଲୀ,୨୨।୫: ସରକାରଙ୍କ ପକ୍ଷରୁ ଡ୍ରାଇଭିଂ ଲାଇସେନ୍ସ ପାଇବା ନିୟମରେ କରାଯାଇଛି ବଡ଼ ପରିବର୍ତ୍ତନ । ଆଉ ଆବେଦନକାରୀଙ୍କୁ ଆର୍‌ଟିଓ ଯାଇ ଡ୍ରାଇଭିଂ ଟେଷ୍ଟ ଦେବାକୁ ପଡ଼ିବ ନାହିଁ। ଏଣିକି ବେସରକାରୀ ସଂସ୍ଥା ଡ୍ରାଇଭିଂ ଟେଷ୍ଟ କରିବା ଏବଂ ସାର୍ଟିଫିକେଟ୍‌ ଜାରି କରିବା ଲାଗି ପଞ୍ଜିକୃତ ହେବେ। ଫଳରେ ଯେଉଁମାନଙ୍କୁ ସେମାନେ ଟ୍ରେନିଂ ଦେଇଥିବେ ସେମାନଙ୍କୁ ଲାଇସେନ୍ସ ମିଳିପାରିବ। ଏହି ନୂଆ ନିୟମ ଆଗାମୀ ଜୁନ୍‌ ପହିଲାରୁ ଲାଗୁ ହେବ। ତେବେ […]

ବରଗଡ:-୧୮.୫(ନବୀନ କୁମାର ଦାଶ )ବରଗଡ ଜିଲ୍ଲା ଅତାବିରା ଅଗ୍ରସେନ ଭବନ ଠାରେ ଅତାବିରା ମାରଓ୍ବାଡି ସମ୍ମିଳନୀ ଅନୁଷ୍ଠିତ। ମାରଓ୍ବାଡି ସମାଜର ଉମେଶ ଚନ୍ଦ୍ର ଅଗ୍ରଓ୍ବାଲଙ୍କ ସଭାପତିତ୍ୱରେ ସମ୍ମିଳନୀରେ ମୁଖ୍ଯ ଅତିଥି ଭାବେ ଛତିଶଗଡ଼ର ଉପ ମୁଖ୍ୟମନ୍ତ୍ରୀ ବିଜୟ ଶର୍ମା,ସମ୍ମାନୀତ ଅତଥି ଭାବେ ବିକାଶ ଫାଉଣ୍ଡେସନ ର ଅଧ୍ଯକ୍ଷ ଡି ମୁରଲୀ କ୍ରିଷ୍ଣା,ବରିଷ୍ଠ ନାଗରିକ ମିତ୍ରସେନ ଅଗ୍ରଓ୍ବାଲ ମଞ୍ଚା ସିନ ରହିଥିଲେ। ଏହି କାର୍ଯ୍ୟକ୍ରମରେ ଅତାବିରା ମାରଓ୍ବାଡି ମହିଳା ସମିତି କାର୍ଯ୍ୟକର୍ତ୍ତା,ମାରଓ୍ବାଡି […]

ନୂଆଦିଲ୍ଲୀ:  ଗୃହମନ୍ତ୍ରୀ ଅମିତ ଶାହା,ଏନଡିଟିଭିକୁ ଦେଇଥିବା ଏକ ସ୍ଵତନ୍ତ୍ର ସାକ୍ଷାତକାରରେ କହିଛନ୍ତି କି,ଓଡିଶାରେ ପୂର୍ଣ୍ଣ ସଂଖ୍ୟା ଗରିଷ୍ଠତାରେ ସରକାର ଗଠନ କରିବା ସହ, ଆମେ ଓଡିଶାରେ ୧୭ ଟି ଲୋକସଭା ଆସନ ଜିତିବୁ। ଏବଂ ଜୁନ୍ ୪ତାରିଖରେ ଷ୍ଟକ୍ ମାର୍କେଟରେ ଏକ ନୂତନ ରେକର୍ଡ ସୃଷ୍ଟି ହେବ । ଲୋକସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପର୍ଯ୍ୟନ୍ତ ୨୮୩ ଟି ଆସନରେ ଭୋଟ୍ ଗ୍ରହଣ ହୋଇଛି। ଗୃହମନ୍ତ୍ରୀ ଅମିତ ଶାହା ଦାବି […]

ପ୍ରମୋଦ ନାୟକ(ଭୁବନେଶ୍ବର): ପୁଣି ଓଡଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ,ଆସନ୍ତା ୨୦ ତାରିଖରେ । ଓଡିଶା ଦଖଲ କରିବା ପ୍ଲାନରେ ରହିଛି ବିଜେପି । ସେଥିନେଇ କେନ୍ଦ୍ର ନେତାଙ୍କର ଘନ ଘନ ଲାଗିଛି ଓଡିଶା ଗସ୍ତ । ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଅନୁଯାଇ,ପୁରୀ, କଟକ ଓ ଅନୁଗୁଳରେ ଜନସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହାଛଡ଼ା ପ୍ରଧାନମନ୍ତ୍ରୀ ପୁରୀରେ ଏକ ବିଶାଳ ରୋଡ୍ ସୋ […]

ନୂଆଦିଲ୍ଲୀ: ୨୦୨୫ ସାଧାରଣତନ୍ତ୍ର ଅବସର ଘୋଷଣା ହେବାକୁ ଥିବା ପଦ୍ମ ପୁରସ୍କାର ପାଇଁ ମେ ୧ ତାରିଖଠାରୁ ଅନଲାଇନ୍ ନାମାଙ୍କନ/ ସୁପାରିସ ଆରମ୍ଭ ହୋଇଛି। ପଦ୍ମପୁରସ୍କା ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ୨୦୨୪ ସେପ୍ଟେମ୍ବର ୧୫ ରହିଛି। ରାଷ୍ଟ୍ରୀୟ ପୁରସ୍କାର ପୋର୍ଟାଲ (https://awards.gov.in)ରେ ପଦ୍ମ ପୁରସ୍କାରପାଇଁ ନାମାଙ୍କନ /ସୁପାରିସ ଅନଲାଇନରେ ଗ୍ରହଣ କରାଯିବ। ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଏବଂ ପଦ୍ମଶ୍ରୀ ଭଳି ପଦ୍ମ ପୁରସ୍କାର ଦେଶର ସର୍ବୋଚ୍ଚ […]

Pin It on Pinterest