ନୂଆଦିଲ୍ଲୀ: ଗୃହମନ୍ତ୍ରୀ ଅମିତ ଶାହା,ଏନଡିଟିଭିକୁ ଦେଇଥିବା ଏକ ସ୍ଵତନ୍ତ୍ର ସାକ୍ଷାତକାରରେ କହିଛନ୍ତି କି,ଓଡିଶାରେ ପୂର୍ଣ୍ଣ ସଂଖ୍ୟା ଗରିଷ୍ଠତାରେ ସରକାର ଗଠନ କରିବା ସହ, ଆମେ ଓଡିଶାରେ ୧୭ ଟି ଲୋକସଭା ଆସନ ଜିତିବୁ। ଏବଂ ଜୁନ୍ ୪ତାରିଖରେ ଷ୍ଟକ୍ ମାର୍କେଟରେ ଏକ ନୂତନ ରେକର୍ଡ ସୃଷ୍ଟି ହେବ । ଲୋକସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପର୍ଯ୍ୟନ୍ତ ୨୮୩ ଟି ଆସନରେ ଭୋଟ୍ ଗ୍ରହଣ ହୋଇଛି। ଗୃହମନ୍ତ୍ରୀ ଅମିତ ଶାହା ଦାବି […]
National news in odia
ପ୍ରମୋଦ ନାୟକ(ଭୁବନେଶ୍ବର): ପୁଣି ଓଡଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ,ଆସନ୍ତା ୨୦ ତାରିଖରେ । ଓଡିଶା ଦଖଲ କରିବା ପ୍ଲାନରେ ରହିଛି ବିଜେପି । ସେଥିନେଇ କେନ୍ଦ୍ର ନେତାଙ୍କର ଘନ ଘନ ଲାଗିଛି ଓଡିଶା ଗସ୍ତ । ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଅନୁଯାଇ,ପୁରୀ, କଟକ ଓ ଅନୁଗୁଳରେ ଜନସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହାଛଡ଼ା ପ୍ରଧାନମନ୍ତ୍ରୀ ପୁରୀରେ ଏକ ବିଶାଳ ରୋଡ୍ ସୋ […]
ନୂଆଦିଲ୍ଲୀ: ୨୦୨୫ ସାଧାରଣତନ୍ତ୍ର ଅବସର ଘୋଷଣା ହେବାକୁ ଥିବା ପଦ୍ମ ପୁରସ୍କାର ପାଇଁ ମେ ୧ ତାରିଖଠାରୁ ଅନଲାଇନ୍ ନାମାଙ୍କନ/ ସୁପାରିସ ଆରମ୍ଭ ହୋଇଛି। ପଦ୍ମପୁରସ୍କା ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ୨୦୨୪ ସେପ୍ଟେମ୍ବର ୧୫ ରହିଛି। ରାଷ୍ଟ୍ରୀୟ ପୁରସ୍କାର ପୋର୍ଟାଲ (https://awards.gov.in)ରେ ପଦ୍ମ ପୁରସ୍କାରପାଇଁ ନାମାଙ୍କନ /ସୁପାରିସ ଅନଲାଇନରେ ଗ୍ରହଣ କରାଯିବ। ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଏବଂ ପଦ୍ମଶ୍ରୀ ଭଳି ପଦ୍ମ ପୁରସ୍କାର ଦେଶର ସର୍ବୋଚ୍ଚ […]
କୋଲକାତା: ମମତାଙ୍କୁ କୋଲକାତା ହାଇକୋର୍ଟଙ୍କ ଝଟକା।ସନ୍ଦେଶଖାଲୀ ମାମଲାରେ ଦୁଷ୍କର୍ମ ଓ ଜମି ହଡପ ଅଭିଯୋଗରେ କଲିକତା ହାଇକୋର୍ଟ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଆଜି କଲିକତା ହାଇକୋର୍ଟ କହିଛନ୍ତି ଯେ, ଲୋକସଭା ନିର୍ବାଚନ ପୂର୍ବରୁ ବଙ୍ଗଳାର ସନ୍ଦେଶଖାଲୀରେ ବଟି ଆଦାୟ, ଜମି ହଡପ ଏବଂ ଯୌନ ନିର୍ଯାତନା ଅଭିଯୋଗ ସିବିଆଇ ଦ୍ୱାରା ଯାଞ୍ଚ କରାଯିବ। କୋର୍ଟ କହିଛନ୍ତି ଯେ, ଜାନୁୟାରୀ ୫ ତାରିଖରେ ସନ୍ଦେଶଖାଲୀରେ ଇଡି ଅଧିକାରୀଙ୍କ ଉପରେ ହୋଇଥିବା […]
ନୂଆଦିଲ୍ଲୀ: ଆଜି କଂଗ୍ରେସ ନେତା ରାହୁଲ ଗାନ୍ଧୀ କେରଳର ୱାୟନାଡ ଆସନରୁ ଲୋକସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି। ରାହୁଲ ଏକ ବିଶାଳ ରୋଡ ସୋରେ ଯାଇ ନାମାଙ୍କନ ଦାଖଲ କରିଛନ୍ତି।ନାମାଙ୍କନ ଦାଖଲ ସମୟରେ ରାହୁଲଙ୍କ ସହିତ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ଦଳର ବରିଷ୍ଠ ନେତାମାନେ ଉପସ୍ଥିତ ରହିଥିଲେ। ହଜାର ହଜାର ସମର୍ଥକ ରାହୁଲଙ୍କ ସହ ଏହି ପ୍ରାର୍ଥୀପତ୍ର ଦାଖଲ ବେଳେ ଉପସ୍ଥିତ ଥିଲେ । ଗତ […]
ନୂଆଦିଲ୍ଲୀ:ଦାୟିତ୍ବ ଗ୍ରହଣ କଲେ ନିର୍ବାଚନ କମିଶନର ଭାବେ ଜ୍ଞାନେଶ କୁମାର ଏବଂ ସୁଖବୀର ସାନ୍ଧୁ । ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର, ଉଭୟଙ୍କୁ ସ୍ବାଗତ କରିଛନ୍ତି । ଏନେଇ ନିର୍ବାଚନ ଆୟୋଗ ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ଦୁଇ ଜଣଙ୍କ ନାମ ଘୋଷଣା କରାଯାଇଥିବା ବେଳେ ଆଜି ଉଭୟେ ଦାୟିତ୍ବ ଗ୍ରହଣ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ପ୍ୟାନେଲ ବୈଠକରେ ଉଭୟଙ୍କୁ ନିର୍ବାଚନ […]
ନୂଆଦିଲ୍ଲୀ: ଭାରତୀୟ ଜାତୀୟ କଂଗ୍ରେସ କୁ ଝଟକା ।ଉତ୍ତରପ୍ରଦେଶରେ ଲୋକସଭା ନିର୍ବାଚନ ପୂର୍ବରୁ ଭାରତୀୟ ଜାତୀୟ କଂଗ୍ରେସ କୁ ବାଏ ବାଏ କଲେ,କଂଗ୍ରେସର ବରିଷ୍ଠ ନେତା ତଥା ତିନିଥର ବିଧାୟକ ଅଜୟ କପୁର ।ସେ ଆଜି ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ଅଜୟ କପୁର ବିଜେପିରେ ଯୋଗ ଦେବାପରେ କହିଛନ୍ତି କି, ଆଜି ପୁନର୍ବାର ଜନ୍ମ ପାଇଲି ।ମୁଁ ଦେଶର ପ୍ରଧାନମନ୍ତ୍ରୀ ମୋଦୀଙ୍କ ପରିବାରରେ ଯୋଗ ଦେଇ ଅତ୍ଯନ […]
ନୂଆଦିଲ୍ଲୀ:ଆସନ୍ତା ୧୨ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟତ ଏହି ଗସ୍ତ ଅବସରରେ ଦଳୀୟ ନେତାଙ୍କ ସହ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବାର ସୂଚନା ମଧ୍ୟ ମିଳିଛି। ଖବର ଅନୁଯାୟୀ, ଦେଶରେ ସାଧାରଣ ନିର୍ବାଚନ ହେବାକୁଥିବାବେଳେ ଓଡ଼ିଶାରେ ମେଣ୍ଟ ରାଜନୀତି ଜୋର ଧରିଛି। ଗତ ୬ତାରିଖ ଦିନ ରାଜ୍ୟ ବିଜେପିର ବରିଷ୍ଠ ନେତାମାନେ ଦିଲ୍ଲୀ ଯାଇଥିବାବେଳେ ଦିଲ୍ଲୀରୁ ବଡ଼ ନେତା ଓଡିଶା […]
ନୂଆଦିଲ୍ଲୀ: ସବୁ କଳ୍ପନାର ଅନ୍ତ ଘଟାଇ ଶେଷରେ ରାଷ୍ଟ୍ରୀୟ ଲୋକ ଦଳ (ଆରଏଲଡି) ମୁଖ୍ୟ ଜୟନ୍ତ ଚୌଧୁରୀ ଯୋଗ ଦେଲେ ଏନଡିଏରେ। କେନ୍ଦ୍ର ସରକାର ଚୌଧୁରୀ ଚରଣ ସିଂଙ୍କୁ ଭାରତ ରତ୍ନ ଘୋଷଣା କରିବା ପରେ, ଜୟନ୍ତ ଚୌଧୁରୀ ଇଣ୍ଡି ମେଣ୍ଟ ଛାଡି ବିଜେପି ନେତୃତ୍ୱାଧୀନ ଏନଡିଏ ରେ ଯୋଗ ଦେବେ ବୋଲି ଗତ କିଛି ଦିନ ହେବ ଚର୍ଚ୍ଚା ଚାଲିଥିଲା। ଶେଷରେ ସେହି ଚର୍ଚ୍ଚା ସତରେ ପରିଣତ ହୋଇଛି। […]
ବାସ୍ତବ ବ୍ୟୁରୋ: ଶୁକ୍ରବାର ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଚମ୍ପାଇ ସୋରେନ । ରାଂଚିରେ ରାଜ୍ୟପାଳ ସିପି ରାଧାକୃଷ୍ଣନ ଚମ୍ପାଇଙ୍କୁ ଗୋପନୀୟତା ଓ ପଦର ଶପଥପାଠ କରାଇଛନ୍ତି । ତାଙ୍କ ବ୍ୟତୀତ ଅନ୍ୟ ଦୁଇଜଣ ବିଧାୟକ ଆଲାମଗିର ଆଲାମ (କଂଗ୍ରେସ) ଏବଂ ସତ୍ୟନନ୍ଦ ଭୋକତା (ଆରଜେଡି) ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଜମି ଦୁର୍ନୀତି ମାମଲାରେ ହେମନ୍ତ ଚାରିପଟୁ ଫସିବା ପରେ ଜେଏମଏମ ବିଧାୟକ ଦଳର […]


