ସଂଜୟଶତପଥୀ(କଟକ): ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଆତ୍ମନିର୍ଭର ଭାରତ, ପ୍ରଗତିଶୀଳ ଭାରତର ପ୍ରତୀକ,ସମ୍ପୂର୍ଣ୍ଣ ସ୍ବଦେଶୀ କାରିଗରୀ ରେ ନିର୍ମିତ ଓଡିଶା ପାଇଁ ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ରାଉରକେଲା ଭାରତରେ ଅନ୍ୟାନ୍ୟ ଆଠଟି ଟ୍ରେନ ସହ ଆଜି ସେପ୍ଟେମ୍ବର ୨୪ ରେ ଶୁଭାରମ୍ଭ କରାଗଲା । ପ୍ରଧାନମନ୍ତ୍ରୀ ଶ୍ରୀ ମୋଦିଆଜି ମଧ୍ୟାହ୍ନରେ ସବୁଜ ପତାକା ଦେଖାଇ ନଅଟି ଯାକ […]

ନୂଆଦିଲ୍ଲୀ: ୨୦.୦୮ ରାଷ୍ଟ୍ରୀୟ ପ୍ରବାସୀ ଓଡ଼ିଆ ପରିବାର (ଆର.ପି.ଓ.ପି.) ପକ୍ଷରୁ ନିକଟରେ ମହାସମାରୋହରେ ସ୍ବାଧିନତାର ଅମୃତ ମହୋତ୍ସବ ଆୟୋଜନ କରାଯାଇଛି। ଏହି ଉପଲକ୍ଷେ ଉତ୍ସବସ୍ଥଳ ତ୍ୟାଗରାଜ ନଗର ଜଗନ୍ନାଥ ମନ୍ଦିରସ୍ଥିତ ସୁଭଦ୍ରା ମଣ୍ଡପକୁ ବେଶ ସୁନ୍ଦର ଭାବେ ସଜ୍ଜା ଯାଇଥିବା ଦେଖା ଦେଇଥିଲା। ନୂଆଦିଲ୍ଲୀ ଓ ଜାତୀୟ ରାଜଧାନୀ କ୍ଷେତ୍ରରେ ବସବାସ କରୁଥିବା ପରିବାରର ଶତାଧିକ ସଦସ୍ୟ, କର୍ମକର୍ତ୍ତା ଓ ଶୁଭାକାଂକ୍ଷୀମାନେ ସେମାନଙ୍କର ପରିବାରବର୍ଗଙ୍କ ସହିତ ଏହି ଅବସରରେ ମନ୍ଦିର […]

ପ୍ରମୋଦ ନାୟକ(ଭୁବନେଶ୍ୱର) : ଚଳଚିତ୍ର ନିର୍ମାତାମାନେ କଷ୍ଟ୍ୟୁମ୍ ହେଉ କିମ୍ବା ମେକ୍‌ଅପ୍‌, ଭାଷା କିମ୍ବା ସେମାନ ସୁଟ୍ କରୁଥିବା ସ୍ଥାନ, ନିଜ କାର୍ଯ୍ୟକୁ ବାସ୍ତବ ରୂପ ଦେବା ପାଇଁ ସବୁବେଳେ ଚେଷ୍ଟା କରିଥାନ୍ତି । ଯେତେବେଳେ କୌଣସି ସ୍ଥାନ କିମ୍ବା ପୃଷ୍ଠଭୂମି ପ୍ରାସଙ୍ଗିକ ହୋଇଥାଏ, ସେତେବେଳେ ଏହା ଏକ ବାସ୍ତବ ସ୍ଥାନ ହୋଇଥାଉ କି ନାହିଁ, ଦର୍ଶକ ଶୋ’, କାହାଣୀ ଓ ଚରିତ୍ର ସହିତ ଯୋଡ଼ି ହେବାକୁ ସକ୍ଷମ ହୋଇଥାନ୍ତି […]

ସଂଜୟ ଶତପଥୀ(କଟକ): ୧/୮- ବିଶ୍ୱ ସତ୍ୟ -ସନାତନ -ଧର୍ମ ପ୍ରଚାରିଣୀ ମହାସଙ୍ଘ କଳକୀ ସେନା ଟ୍ରଷ୍ଟ ପକ୍ଷରୁ ଜୁଲାଇ ୨୨ ରୁ ୩୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ଦଶାବତାର କଥାମୃତ ଓ ବିଶ୍ବ କଳକୀ ଜୟନ୍ତୀ ପାଳିତ ହୋଇଯାଇଛି । ସ୍ଥାନୀୟ ମାଳିକା କ୍ଷେତ୍ର ଶ୍ରୀ ଗଡ଼ଗଡେଶ୍ୱର ଧାମରେ ଆୟୋଜିତ ସତସଙ୍ଗକୁ ସଦଗୁରୁ କଳକୀବାବା ଉଦଘାଟନ କରି କହିଲେ – ଯୁଗଚକ୍ରରେ ବିଶ୍ୱ ଏକ ଘଡ଼ିସନ୍ଧି ମୁହୂର୍ତ୍ତ ଦେଇ ଗତି […]

ନୂଆଦିଲ୍ଲୀ: ଉଦଘାଟନ ହେବ ନୂତନ ସଂସଦ ଭବନ ।ବିରୋଧୀଙ୍କ ଆପତ୍ତି ଅଭିଯୋଗ ମଧ୍ୟରେ ସ୍ଥିର ହେଲା ତାରିଖ । ଆସନ୍ତା ମେ’ ୨୮ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ନୂତନ ସଂସଦ ଭବନକୁ ଆନୁଷ୍ଠାନିକ ଭାବେ ଉଦଘାଟନ ହେବ। ଏସଂପର୍କରେ ସଂସଦ ସଚିବାଳୟ ପକ୍ଷରୁ ଦିଆଯାଇଥିବା ସରକାରୀ ନିମନ୍ତ୍ରଣପତ୍ରରୁ ଜଣାପଡିଛି ଯେ ଲୋକସଭାର ବାଚସ୍ପତି ଓମ୍‌ ବିର୍ଲାଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀ ମୋଦୀ ଏହି ଉଦାଘାଟନୀ ସମାରୋହରେ ଯୋଗଦେଇ ନୂତନ […]

ବାସ୍ତବ ବ୍ୟୁରୋ: ଆସନ୍ତା ୬ ତାରିଖରେ ଓଡ଼ିଶା ଉପକୂଳ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପରବର୍ତ୍ତୀ ୨୪ରୁ ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପ ଓ ପରେ ଅବପାତରେ ପରିଣତ ହେବ। ଏସଂପର୍କରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ରର ନିର୍ଦ୍ଦେଶକ ଏଚ. ଆର. ବିଶ୍ୱାସସୂଚନା ଦେଇ କହିଛନ୍ତି, ଏହି ଘୂର୍ଣ୍ଣିବଳୟଟି ୭ରେ ଲଘୁଚାପ ଓ ୮ରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। […]

ମୋହାଲି: ବ୍ୟାଟ୍ସମ୍ୟାନଙ୍କ ଦମଦାର ପ୍ରଦର୍ଶନ ପାଇଁ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ ଆଇପିଏଲ ଇତିହାସରେ ଦ୍ୱିତୀୟ ସର୍ବାଧିକ ସ୍କୋର ୨୫୭ରନ ସଂଗ୍ରହ କରିପାରିଛି । ଏଥିସହିତ ଏଲଏସଜି ଏହି ମ୍ୟାଚରେ ପଞ୍ଜାବ କିଙ୍ଗ୍ସକୁ ୫୬ରନରରେ ପରାସ୍ତ କରିଛି । ଶିଖର ଧୱନଙ୍କ ପଞ୍ଜାବ ଦଳ, ୨୫୮ରନ ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିଲେ । ପ୍ରଥମ ଦୁଇଟି ୱିକେଟ ସହଳ ହରାଇଥିଲେ ମଧ୍ୟ ଅଥର୍ବ ତାଡ଼େ ଓ ସିଙ୍କନ୍ଦର ରାଜାଙ୍କ ପ୍ରଦର୍ଶନ […]

ବାସ୍ତବବ୍ୟୁରୋ: ମୁଖ୍ୟମନ୍ତ୍ରୀ ଏନ୍‌ ବୀରେନ୍‌ ସିଂହଙ୍କ ଗସ୍ତ ପୂର୍ବରୁ ହିଂସାକାଣ୍ଡ ସଙ୍ଗଠିତ ହେବାରୁ ଚୁରାଚାନ୍ଦପୁର ଜିଲ୍ଲାରେ ମଣିପୁର ସରକାର ଜନସମାବେଶ ଉପରେ ନିଷେଧାଜ୍ଞା ଜାରି କରିବା ସହିତ ଇଣ୍ଟର୍‌ନେଟ୍‌ ସେବା ବନ୍ଦ ରଖିଛନ୍ତି। ସୂଚନାଯୋଗ୍ୟ, ଆଜି ମଣିପୁରର ମୁଖ୍ୟମନ୍ତ୍ରୀ ଚୁରାଚାନ୍ଦପୁର ଜିଲ୍ଲା ଗସ୍ତରେ ଆସି ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥାଆନ୍ତେ। କିନ୍ତୁ, ଗୁରୁବାର ଦିନ ଦଳେ ଉତ୍ତ୍ୟକ୍ତ ଜନତା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମସ୍ଥଳରେ ଭଙ୍ଗାରୁଜା କରି ନିଆଁ ଲଗାଇ ଦେଇଥିଲେ। ସଂରକ୍ଷିତ […]

ତ୍ରିନାଥ ବାରିକ(ସାକ୍ଷୀଗୋପାଳ):ଆଜି ଅପରାହ୍ନ ୨-୩୦ ସମୟରେ ପଞ୍ଚଭୂତରେ ଲିନ ହେଲେ,ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣରେ ସହିଦ ଲାନ୍ସନାୟକ ଦେବାଶିଷ ବିଶ୍ୱାଳ। ପରିବାର ଲୋକ, ବନ୍ଧୁବାନ୍ଧବ, ସ୍ଥାନୀୟ ଜନତା, ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀ, ସେନା ଅଧିକାରୀ ଓ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ତଥା କର୍ମଚାରୀଙ୍କ ଉପସ୍ଥିତିରେ ପୁରୀ ଜିଲ୍ଲା ସାକ୍ଷୀଗୋପାଳର ଖଣ୍ଡାୟତସାହିରେ ଦେବାଶିଷଙ୍କ ଶେଷକୃତ୍ୟ ଗାଁ ମଶାଣିରେ ସଂପନ୍ନ ହୋଇଛି। ସାନଭାଇ ଦେବୀ ପ୍ରସାଦ ବିଶ୍ୱାଳ ମୁଖାଗ୍ନି ଦେଇଛନ୍ତି। ଏହି ଅବସରରେ ସତ୍ୟବାଦୀ […]

ତ୍ରିନାଥ ବାରିକ(ସତ୍ଯବାଦୀ): ଗତ କାଲି ଆତଙ୍କବାଦୀ ଆକ୍ରମଣରେ ଆଉ ଜଣେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି । ଆଜି ସେନା ବାହିନୀର ଗାଡ଼ିକୁ ଗ୍ରେନେଡ୍ ମାଡ଼ ଘଟଣାରେ ଜଣେ ଓଡ଼ିଆ ପୁଅ ସହିଦ ହୋଇଛନ୍ତି । ସହିଦ ହୋଇଥିବା ଯବାନଙ୍କ ନାଁ ଦେବାଶିଷ ବିଶ୍ୱାଳ । ତାଙ୍କ ଘର ପୁରୀ ଜିଲ୍ଲା ଅଳଗୁମା ପଞ୍ଚାୟତ ଖଣ୍ଡାୟତ ସାହିର ବୋଲି ଜଣାପଡ଼ିଛି । ସହିଦ ଯବାନ ଦେବାଶିଷଙ୍କ ବାପାଙ୍କ ନାଁ ପ୍ରତାପ […]

Pin It on Pinterest