ବାସ୍ତବ ବ୍ୟୁରୋ: ଭାରତର ତୃତୀୟ ବୃହତ୍ତମ ଅଟୋ ଉତ୍ପାଦନକାରୀ କମ୍ପାନୀ ଏହାର ଗାଡିର ମୂଲ୍ୟ ୧ ଫେବୃଆରୀରୁ ବୃଦ୍ଧି କରିବାକୁ ଘୋଷଣା କରିଛି | କମ୍ପାନୀ ତିନି ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ ମୂଲ୍ୟ ବୃଦ୍ଧି କରିଛି। ଏହାପୂର୍ବରୁ ନଭେମ୍ବର ୭ ରେ ଟାଟା ମୋଟର୍ସ ଯାତ୍ରୀବାହୀ ଗାଡିର ମୂଲ୍ୟ ୦.୯୦% ବୃଦ୍ଧି କରିଥିଲା। କମ୍ପାନୀ କହିଛି ଯେ କାର ତିଆରିର କମ୍ପୋନେଣ୍ଟ ମୂଲ୍ୟ ବୃଦ୍ଧି ଏବଂ ନୂତନ […]

ବାସ୍ତବ ବ୍ୟୁରୋ: ଭାରତୀୟ ବୋଲରଙ୍କ ଚମତ୍କାର ପ୍ରଦର୍ଶନ ଏବଂ ରୋହିତ ଶର୍ମାଙ୍କ ଅର୍ଦ୍ଧଶତକୀୟ ଇନିଂସ ଆଧାରରେ ଭାରତ ନ୍ୟୁଜିଲ୍ୟାଣ୍ଡକୁ ODI ସିରିଜର ଦ୍ୱିତୀୟ ମ୍ୟାଚରେ ୮ ୱିକେଟରେ ପରାସ୍ତ କରିଛି । ଏହା ସହ ଭାରତ ୩ ମ୍ୟାଚ୍ ବିଶିଷ୍ଟ ସିରିଜରେ ୨ -୦ ଅଗ୍ରଣୀ ହାସଲ କରିଛି। ସିରିଜର ଶେଷ ମ୍ୟାଚ୍ ୨୪ ଜାନୁଆରୀରେ ଇନ୍ଦୋରରେ ଖେଳାଯିବ । ରାୟପୁରରେ ଆଜି ଖେଳା ଯାଉଥିବା ଦ୍ୱିତୀୟ ଦିନିକିଆରେ ଭାରତୀୟ […]

ବାସ୍ତବ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ମୁମ୍ବାଇରେ ପହଞ୍ଚି ୩୮,୮୦୦ କୋଟିରୁ ଅଧିକ ମୂଲ୍ୟର ପ୍ରକଳ୍ପର ଉଦଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ମୁମ୍ବାଇ ମେଟ୍ରୋ ଲାଇନ ୨ ଏ ଏବଂ ୭ ର ଉଦଘାଟନ କରିଛନ୍ତି। ଏଥିରେ ଆନ୍ଧେରିରୁ ଡାହିସର ପର୍ଯ୍ୟନ୍ତ ବିସ୍ତୃତ ୩୫ କିଲୋମିଟର ଉଚ୍ଚ କରିଡର ମଧ୍ୟ ଅନ୍ତର୍ଭୁକ୍ତ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ସ୍ୱାଧୀନତା ପରେ ପ୍ରଥମ ଥର […]

ଶ୍ରୀଚରଣ ନାୟକ(ନୂଆଦିଲ୍ଲୀ): ଆଜି(ବୁଧବାର) ୩ ରାଜ୍ୟ ପାଇଁ ବାଜିଲା ବିଧାନସଭା ନିର୍ବାଚନୀ ବିଗୁଲ୍ । ଭାରତୀୟ ନିର୍ବାଚନ କମିଶନର ରାଜୀବ କୁମାର ୩ ରାଜ୍ୟରେ କେବେ ମତଦାନ ହେବ ଓ କେବେ ଭୋଟ ଗଣତି ସହ ରେଜଲ୍ଟ ପ୍ରକାଶ ପାଇବ, ସେ ସମ୍ପର୍କରେ ସୂଚନା ଦେଇଛନ୍ତି। ୩ଟି ଉତ୍ତର-ପୂର୍ବ ରାଜ୍ୟ ତ୍ରିପୁରା, ନାଗାଲାଣ୍ଡ ଓ ମେଘାଳୟ ପାଇଁ ନିର୍ବାଚନୀ ବିଗୁଲ ବାଜିଛି । ତ୍ରିପୁରାରେ ଫେବ୍ରୁଆରି ୧୬ ରେ ଏବଂ […]

ଶ୍ରୀଚରଣ ନାୟକ(ନୂଆଦିଲ୍ଲୀ): ଦୁଇ ଦିନ ଧରି ଦିଲ୍ଲୀରେ ଚାଲିଥିବା ବିଜେପିର ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ଆଜି (ମଙ୍ଗଳବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ ସହିତ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆସନ୍ତା ୨୦୨୪ ସାଧାରଣ ନିର୍ବାଚନକୁ ମାତ୍ର ୪୦୦ ଦିନ ବାକି ଅଛି। ନିର୍ବାଚନ ପୂର୍ବରୁ ଦଳୀୟ ନେତା ଓ କର୍ମୀମାନଙ୍କୁ ଅଧିକରୁ ଅଧିକ ଭୋଟରଙ୍କ ପାଖରେ ପହଞ୍ଚିବାକୁ ସେ ଗୁରୁମନ୍ତ୍ର ଦେଇଛନ୍ତି । ବୈଠକର ଦ୍ୱିତୀୟ ଦିନରେ […]

ସଂଜୟ ଶତପଥୀ(କଟକ): ପୁରୁଷ ହକି ବିଶ୍ୱକପ୍‌ର ଉଦଘାଟନୀ ସମାରୋହ କଟକସ୍ଥିତ ବାରବାଟୀ ଷ୍ଟାଡିୟମରେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟ ସହିତ ଆରମ୍ଭ ହୋଇଛି | ଏଥିରେ ଓଡ଼ିଶାର ସଂସ୍କୃତି ସହ ଗୀତ, ନୃତ୍ୟ ଏବଂ ପ୍ରଯୁକ୍ତିବିଦ୍ୟାର ଭରପୂର ମନୋରଂଜନ ରହିବ। ଏହି ଉଦ୍‌ଘାଟନୀ ଉତ୍ସବର ନାମ ‘ସେଲିବ୍ରେସନ’ ରଖାଯାଇଛି। ୪୦,୦୦୦ ଦର୍ଶକଙ୍କ ଭରପୂର ଷ୍ଟାଡିୟମରେ ସଙ୍ଗୀତ ନିର୍ଦ୍ଦେଶକ ପ୍ରୀତମ ବଲିଉଡ ତାରକା ରଣଭୀର ସିଂ, ଦିଶା ପଟାନୀଙ୍କ ସହ ଦର୍ଶକମାନଙ୍କ ମନ […]

ନୂଆଦିଲ୍ଲୀ: BSNLଏୟାରଟେଲ ଓ ଜିଓ ସହିତ ପ୍ରତିଦ୍ୱନ୍ଦ୍ୱିତା କରିବ: ସରକାରୀ ଟେଲିକମ୍ କମ୍ପାନୀ BSNL ଏପ୍ରିଲ୍ ୨୦୨୪ ସୁଦ୍ଧା 5G ସେବା ଆରମ୍ଭ କରିବ |ଏୟାରଟେଲ ଏବଂ ଜିଓ ପରେ ବର୍ତ୍ତମାନ ସରକାରୀ ଟେଲିକମ୍ କମ୍ପାନୀ ‘ଭାରତ ସଞ୍ଚାର ନିଗମ ଲିମିଟେଡ୍’ (ବିଏସ୍ଏନ୍ଏଲ୍) ମଧ୍ୟ ଏହାର 5G ସେବା ଆରମ୍ଭ କରିବାକୁ ପ୍ରସ୍ତୁତ ହେଉଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ କେନ୍ଦ୍ର ଆଇଟି ଏବଂ ଟେଲିକମ୍ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହା […]

ନୂଆଦିଲ୍ଲୀ: ୨୦୧୬ ମସିହାରେ ମୋଦୀ ସରକାର ୧୦୦୦ ଟଙ୍କା ଏବଂ ୫୦୦ ଟଙ୍କିଆ ନୋଟ ବିମୁଦ୍ରୀକରଣ କରିବାକୁ ନିଷ୍ପତ୍ତି ନେଇଥିଲେ। ସରକାରଙ୍କ ଏହି ପଦକ୍ଷେପକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ସୋମବାର ଏହି ଆବେଦନ ଉପରେ ସର୍ବୋଚ୍ଚ ନ୍ୟାୟାଳୟ ଏହାର ରାୟ ଦେଇପାରିବେ। ଜଷ୍ଟିସ୍ ଏସ୍ଏ.ନାଜିରଙ୍କ ନେତୃତ୍ୱରେ ଏକ ପାଞ୍ଚ ଜଣିଆ ସମ୍ବିଧାନ ବେଞ୍ଚ ଜାନୁଆରୀ ୨ ରେ ଏହି ମାମଲାର ଶୁଣାଣି କରିବାର ସମ୍ଭାବନା ରହିଛି। ସୋମବାର ସୁପ୍ରିମକୋର୍ଟର କାରଣ […]

ଆଜି ପୂର୍ବାହ୍ନରେ ଗାନ୍ଧୀନଗରସ୍ଥିତ ଶ୍ମଶାନରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମାଆ ହୀରାବେନ୍‌ ମୋଦୀଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ମାଆଙ୍କ ଚିତାରେ ନିଆଁ ଦେବା ପରେ ଯୋଡ଼ହସ୍ତ କରି ଶେଷ ସମ୍ମାନ ପ୍ରଦର୍ଶନ କରିଥିଲେ। ଶୋକାଭିଭୂତ ପ୍ରଧାନମନ୍ତ୍ରୀଙ୍କ ପାଖରେ ଥିଲେ ତାଙ୍କ ଭାଇ ସୋମାଭାଇ ଏବଂ ପରିବାରର ଅନ୍ୟ ସଦସ୍ୟମାନେ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅନ୍ୟାନ୍ୟ ଆତ୍ମୀୟସ୍ବଜନ ଏବଂ ଗୁଜରାଟର ମୁଖ୍ୟମନ୍ତ୍ରୀ ମଧ୍ୟ ଶ୍ମଶାନରେ ଉପସ୍ଥିତ ଥିଲେ। ଅହମଦାବାଦସ୍ଥିତ ଡାକ୍ତରଖାନାରେ ଚିକିତ୍ସାଧୀନା ଅବସ୍ଥାରେ ହୀରାବେନ୍‌ […]

ବାସ୍ତବ ବ୍ୟୁରୋ : ପରଲୋକରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମା’ ହୀରାବେନ୍ । ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତି ପ୍ରାୟ ୩.୩୦ରେ ଅହମଦାବାଦର ୟୁଏନ୍‌ ମେହଟା ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୧୦୦ ବର୍ଷ ବୟସ ହୋଇଥିଲା। ଗତ ଜୁଲାଇ ମାସରେ ହିଁ ସେ ନିଜର ୧୦୦ ତମ ଜନ୍ମ ଦିନ ପାଳନ କରିଥିଲେ। ମା’ଙ୍କ ମୃତ୍ୟୁ ନେଇ ପ୍ରଧାନମନ୍ତ୍ରୀ ନିଜେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ସେହିପରି […]

Pin It on Pinterest