‘ନିଶାଦ୍ରବ୍ୟ ନିୟନ୍ତ୍ରଣ ଭିଜନ୍ ଡକ୍ୟୁମେଣ୍ଟ (୨୦୨୬-୨୦୨୯)’ ଓ ‘ଏନସିବି ବାର୍ଷିକ ରିପୋର୍ଟ-୨୦୨୫’ ଉନ୍ମୋଚନ କରିବେ କେନ୍ଦ୍ର ଗୃହମନ୍ତ୍ରୀପ୍ରଧାନମନ୍ତ୍ରୀଙ୍କ ‘ନିଶାମୁକ୍ତ ଭାରତ’ ସଂକଳ୍ପକୁ ସାକାର କରିବାରେ ପଥପ୍ରଦର୍ଶକ ହେବ ଭିଜନ୍ ଡକ୍ୟୁମେଣ୍ଟ୬,୦୦୦ କୋଟି ଟଙ୍କା ମୂଲ୍ୟର ୨,୦୯,୫୦୦ କିଲୋଗ୍ରାମ ନିଶାଦ୍ରବ୍ୟ ଧ୍ୱଂସ ପାଇଁ ପାକ୍ଷିକ ଅଭିଯାନର ଶୁଭାରମ୍ଭ କରିବେ ଅମିତ ଶାହନୂଆଦିଲ୍ଲୀ(ବାସ୍ତବକଥା): ଗୃହ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଶୁକ୍ରବାର ନୂଆଦିଲ୍ଲୀର ବିଜ୍ଞାନ ଭବନରେ ନାର୍କୋ-ସମନ୍ୱୟ କେନ୍ଦ୍ର (ଏନସିଓଆରଡି) […]

ଖରିଫ୍ ୨୦୨୬ ପାଇଁ ଆସିଲା ୟୁରିଆ, ଡିଏପି ଏବଂ ସଲଫର୍‌ ସାର। ଭାରତୀୟ ବନ୍ଦରରେ ଜାହାଜ ପହଞ୍ଚିବା ସହିତ ସାର ଯୋଗାଣ ଶୃଙ୍ଖଳ ହେବ ମଜବୁତ ନୂଆଦିଲ୍ଲୀ(ବାସ୍ତବକଥା): ହର୍ମୁଜ ପ୍ରଣାଳୀ ପାର୍ ହୋଇ ଭାରତ ଉପକୂଳ ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ। ଗତ ସପ୍ତାହରେ ଚାରିଟି ସାର ବୋଝେଇ ଜାହାଜ ହମଜ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ।ଏହା ଭାରତର ସାର ସୁରକ୍ଷା ଅଗ୍ରଗତି। ପଶ୍ଚିମ ଏସିଆ ସଂଘର୍ଷ କାରଣରୁ ଉତ୍ପନ୍ନ […]

ବାସ୍ତବକଥା ୧୮/୬: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ଜୁନ୍ ୨୦୨୬ରେ ଫ୍ରାନ୍ସର ଏଭିୟନରେ ଅନୁଷ୍ଠିତ ଜି-୭ ଶିଖର ସମ୍ମିଳନୀ ଅବସରରେ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷର ଅନ୍ତ ଘଟାଇବା ସହିତ ଏକ ବ୍ୟାପକ କ୍ଷେତ୍ରରେ ଶାନ୍ତି ଓ ସ୍ଥିରତା ଫେରାଇ ଆଣିବା ପାଇଁ ହୋଇଥିବା ଚୁକ୍ତିରେ ରାଷ୍ଟ୍ରପତି ଟ୍ରମ୍ପଙ୍କ ପ୍ରୟାସକୁ ପ୍ରଶଂସା କରିଛନ୍ତି । […]

ରାଶିଫଳ ଆଜି, ୨୦ ଅପ୍ରେଲ ସୋମବାର ରାହୁ କାଳ, ଅଶୁଭ ସକାଳ ୭:୩୦ ରୁ ୯:୦୦। ଶୁଭ ମୁହୂର୍ତ୍ତ, ଅଭିଜିତ୍ ମୁହୂର୍ତ୍ତ ଦିବା ୧୧:୪୫ ରୁ ୧୨:୩୫। ​ମେଷ ରାଶି ଆଜି ଆପଣ ଦିନସାରା ଶକ୍ତି ଏବଂ ଆତ୍ମବିଶ୍ୱାସରେ ଭରପୂର ଅନୁଭବ କରିବେ। ବୃତ୍ତିଗତ ସୁଯୋଗ ଆପଣଙ୍କ ଦ୍ୱାର ବାଡ଼େଇପାରେ ତେଣୁ ସତର୍କ ଏବଂ ସକ୍ରିୟ ରୁହନ୍ତୁ। ନିକଟରେ କରିଥିବା ପୁରୁଣା ବିନିଯୋଗରୁ ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। […]

ମେଷମେଷ ରାଶିର ବ୍ୟକ୍ତିଙ୍କ ପାଇଁ ଏହି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ ଏବଂ ଆପଣଙ୍କୁ ନିଜ ସ୍ବାସ୍ଥ୍ୟ ପ୍ରତି ବିଶେଷ ସତର୍କ ରହିବାକୁ ପଡ଼ିବ। କର୍ମକ୍ଷେତ୍ରରେ କାର୍ଯ୍ୟର ଚାପ ଅଧିକ ରହିପାରେ ଯାହା ଫଳରେ ଆପଣ ମାନସିକ ସ୍ତରରେ ସାମାନ୍ୟ ଚିନ୍ତିତ ରହିପାରନ୍ତି। ଆର୍ଥିକ ଦୃଷ୍ଟିକୋଣରୁ ଦିନଟି ସାମାନ୍ୟ ରହିବ କିନ୍ତୁ ଅନାବଶ୍ୟକ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବା ଆପଣଙ୍କ ପାଇଁ ଶୁଭଙ୍କର ହେବ। ପରିବାର ସଦସ୍ୟଙ୍କ ସହ […]

ଭୁବନେଶ୍ୱର(ତ୍ରିଭୁବନ ମହାପାତ୍ର): ଭାଷାଭିତ୍ତିକ ପ୍ରଥମ ରାଜ୍ୟ ଭାବରେ ଓଡିଶା ଗଠନ ହୋଇଥିଲା ୧୯୩୬ ମସିହାରେ ଯାହାକି ନବେ ବର୍ଷରେ ପଦାର୍ପଣ କରିଛି।ଏହି ଉପଲକ୍ଷେ ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ଶତାକ୍ଷୀ ମହିଳା ସଙ୍ଗଠନ ଉତ୍କଳ ଦିବସ ମହାଆଡମ୍ବରରେ ପାଳନ କରିଛି। ମାତୃଭୂମି ତଥା ମାତୃଭାଷାର ସୁରକ୍ଷା ତଥା ମାଆର ଭାଷାରେ କିପରି ଶିଶୁଟି ଧି ଶକ୍ତି ପ୍ରାପ୍ତ ହୁଏ ଠିକ ସେମିତି ମାତୃଭାଷାରେ ସମୃଦ୍ଧ ହେଲେ କିଶୋର ଅବସ୍ଥାରେ ନିଜ […]

କଟକ(ବାସ୍ତବବ୍ୟୁରୋ): କଟକ ସହରରେ ଦିନକୁ ଦିନ ଅପରାଧ ବଢ଼ି ଚାଲିବା ଦେଖି କଟକ କମିଶନରେଟ୍ ପୋଲିସ୍ ଉପ-ଆୟୁକ୍ତ ଙ୍କ ନିର୍ଦ୍ଦେଶକ୍ରମେ ସମସ୍ତ ଅପରାଧୀଙ୍କ ଉପରେ କଡା ନଜର ରଖୂଛି କଟକ ପୋଲିସ୍। ବିଭିନ୍ନ ସ୍ଥାନରେ, ବିଭିନ୍ନ ସମୟରେ ଚଢ଼ାଉ, ଜାରି ରହିଥିବା ବେଳେ ଆଜି ଏହି ଅପରେସନ ରେ ୨ ପେଷାଦାର ତଥା ଅଭ୍ୟାସଗତ ଅପରାଧୀ ଙ୍କୁ ଗିରଫ କରିଛି ପୁରୀଘାଟ ପୋଲିସ୍। ଜଣାଯାଏ ଯେ ଗତ ତା ୦୬/୦୧/୨୦୨୬ […]

ବରଗଡ୧୮/୦୮(ନବୀନ କୁମାର ଦାଶ):ଗନ୍ଧମାର୍ଦ୍ଦନ ଅଂଚଳ ପରିଦର୍ଶନ କରିବାକୁ ମହାମହିମ ରାଷ୍ଟ୍ରପତିଙ୍କୁ ଆମନ୍ତ୍ରଣ କଲେ ସାଂସଦ ପ୍ରଦୀପ ପୁରୋହିତ।ଆଜି ରାଷ୍ଟ୍ରପତି ଭବନରେ ମହାମହିମଙ୍କୁ ଭେଟି ନିମନ୍ତ୍ରଣ କଲେ ପ୍ରଦୀପ ପୁରୋହିତ।ଏହାସହ ପର୍ବତରେ ଥିବା ନୃସିଂହନାଥ ମନ୍ଦିର ଆସିବାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଆମନ୍ତ୍ରଣ କଲେ ବରଗଡ଼ ସାଂସଦ। ସାକ୍ଷାତ ସମୟରେ ଗନ୍ଧମାର୍ଦ୍ଦନକୁ ନେଇ ହୋଇଥିବା ଐତିହାସିକ ଆନ୍ଦୋଳନକୁ ନେଇ ଦ୍ରୌପଦୀ ମୁର୍ମୁଙ୍କ ସହ ଆଲୋ ଚନା କରିଥିଲେ।ଦେଶ ସ୍ୱାଧୀନ ହେବା ପରେ […]

ବରଗଡ଼୦୭/୦୮(ନବୀନ କୁମାର ଦାଶ):ବରଗଡ଼ ଓ ଝାରସୁଗୁଡ଼ାର ଉପାନ୍ତ ଅଂଚଳ ରେ ମିଳୁନି ବିଏସଏନଏଲ ସୁବିଧା।ଏନେଇ କେନ୍ଦ୍ର ଯୋଗା ଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସହ ଆଲୋଚନା କରିଛନ୍ତିି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ। ଏହି ଦୁଇ ଜିଲ୍ଲାର ଉପାନ୍ତ ଅଂଚଳରେ ନେଟୱର୍କ ସେବାର ଉନ୍ନତି ଏବଂ ବିଏସଏନଏଲ ନେଟୱର୍କର ଅପଗ୍ରେଡେସନ ବ୍ୟବସ୍ଥା କରିବାକୁ କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀଙ୍କୁ ଭେଟି ଦାବି କଲେ ବରଗଡ଼ ସାଂସଦ ପ୍ରପଦୀପ ପୁରୋହିତ।ବିଶେଷକରି ବରଗଡ଼ ଓ […]

ବରଗଡ୨୧/୦୭(ନବୀନ କୁମାର ଦାଶ):କେନ୍ଦ୍ର ସରକାର ଙ୍କ ଉଡାନ୍ ଯୋଜନାରେ ସତୀ ଭଟା ଏୟାରଷ୍ଟ୍ରିପ୍କୁ ସାମିଲ କରି ବାକୁ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବି।ପଦ୍ମପୁରରେ ଥିବା ସତୀଭଟା ଏୟାରଷ୍ଟ୍ରିପ୍କୁ ନେଇ ସାଂସଦ ତୃତୀୟ ଥର ପାଇଁ କେନ୍ଦ୍ର ନିକଟରେ ଦାବି ରଖିଛନ୍ତି। ଏହାସହ ଝାରସୁଗୁଡ଼ା ଏୟାରପୋର୍ଟର ସମ୍ପ୍ରସାରଣ ପାଇଁ ଦାବି କରିଛନ୍ତି ବରଗଡ଼ ସାଂସଦ।କେନ୍ଦ୍ର ବେସାମରିକ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁଙ୍କୁ ଭେଟି ପଶ୍ଚିମ ଓଡ଼ିଶା ହିତରେ ଏହି […]

Pin It on Pinterest