ବେଙ୍ଗାଲୁରୁ,୨୧।୬: ଗୌହାଟିରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନ ନମ୍ବର ୬E-୬୭୬୪ (ଏୟାରବସ A୩୨୧), ୧୬୮ ଜଣ ଯାତ୍ରୀଙ୍କୁ ନେଇ ବେଙ୍ଗାଲୁରୁର କେମ୍ପେଗୌଡା ଅନ୍ତର୍ଜାତୀୟ ବିମାନବନ୍ଦର (KIA) ରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। ଚେନ୍ନାଇ ବିମାନବନ୍ଦରରେ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ପାଇଲଟ ବିମାନକୁ ବୁଲାଇ (ଅଲକଡ ଅବତରଣ) କରିବାକୁ ନିଷ୍ପତ୍ତି ନେଇଥିଲେ। ପରେ ପର୍ଯ୍ୟାପ୍ତ ଇନ୍ଧନ ନ ଥିବାରୁ ଏକ ମେଡେ କଲ ଦେବାରୁ ଏହି ଜରୁରୀକାଳୀନ […]
National news Odia
ବାସ୍ତବ ବ୍ୟୁରୋ: ପ୍ରସିଦ୍ଧ ଭାରତୀୟ ଜ୍ୟୋତିର୍ବିଜ୍ଞାନୀ ଜୟନ୍ତ ନାର୍ଲିକରଙ୍କର ୭୮ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ବୟସ ୭୮ ବର୍ଷ ହୋଇଥିଲା । ସେ ତାଙ୍କର ସୃଷ୍ଟି ‘ହୋଏଲେ-ନାର୍ଲିକର ଥିଓରି ଅଫ୍ ଗ୍ରାଭିଟି’ ପାଇଁ ବେଶ୍ ଜଣାଶୁଣା। ଯାହାକୁ ସେ ୧୯୬୪ ମସିହାରେ ଇଂରାଜୀ ଜ୍ୟୋତିର୍ବିଜ୍ଞାନୀ ଏବଂ ପ୍ରଫେସର ଫ୍ରେଡ୍ ହୋଏଲେଙ୍କ ସହ ମିଶି ବିକଶିତ କରିଥିଲେ। ଏହି ଥିଓରି ଜରିଆରେ ୧୯୧୫ ମସିହାରେ […]
ଏସ୍-୪୦୦ ସାଜିଲା ଭାରତର ରକ୍ଷା କବଚ ଜମ୍ମୁ ବିମାନବନ୍ଦରରେ ଡ୍ରୋନ୍ ମାଡ଼୩ ରାଜ୍ୟର ଏକାଧିକ ସହର ବ୍ଲାକ୍ଆଉଟ୍ଏସ୍-୪୦୦ ସାଜିଲା ଭାରତର ରକ୍ଷା କବଚବାସ୍ତବବ୍ୟୁରୋ: ଏସ୍ ୪୦୦ ଆମ ରକ୍ଷାକବଚ ସାଜିଛି।ରାଜସ୍ଥାନର ପୋଖରାନ ଉପରେ ପାକିସ୍ତାନ କ୍ଷେପଣାସ୍ତ୍ର ମାଡ଼ର ଧୃଷ୍ଟତା କରିଥିବାବେଳେ,ଭାରତର ସୁରକ୍ଷା ବ୍ୟବସ୍ଥା ତାହାକୁ ଆକାଶମାର୍ଗରେ କଡା ଟକ୍କର ସହ ନଷ୍ଟ କରିବାରେ ସଫଳହୋଇଛି। ରାଜସ୍ଥାନର ଫଲୋଦି ବାୟୁସେନା ଘାଟି ଠାରୁ ୨୦ କିମି ଦୂରରେ ହୋଇଥିବା ଡ୍ରୋନ୍ ଆକ୍ରମଣକୁ […]
ଯୁବସମାଜ କଂଗ୍ରେସ ଦଳକୁ କେବେ କ୍ଷମା ଦେବେ ନାହିଁଭୁବନେଶ୍ୱର୧୮/୦୪: ୫ହଜାରରୁ ଉର୍ଦ୍ଧ୍ୱ ଦେଶଭକ୍ତ ଓ କ୍ରାନ୍ତିକାରୀଙ୍କ ଆର୍ଥିକ ସହଯୋଗରେ ୧୯୩୭ ମସିହାରେ ନ୍ୟାସନାଲ୍ ହେରାଲ୍ଡ ସମ୍ବାଦପତ୍ର ପ୍ରକାଶନ ଆରମ୍ଭ ହୋଇଥିଲା । ଏହା ନେହେରୁ ପରିବାରର ବ୍ୟକ୍ତିଗତ ମାଲିକାନା ନଥିଲା । ଦେଶର ସ୍ୱାଧୀନତା ସଂଗ୍ରାମ ସେନାନୀଙ୍କ ବାର୍ତାକୁ ସାରାଦେଶରେ ପହଁଚାଇବା ଏହି ସମ୍ବାଦପତ୍ରର ମୂଳ ଉଦ୍ଦେଶ୍ୟ ଥିଲା । ଭାରତବର୍ଷର ବିଭିନ୍ନ ସ୍ଥାନରେ ପ୍ରକାଶକ ଏଜେଏଲ୍ କମ୍ପାନୀ […]
ବାସ୍ତବବ୍ୟୁରୋ: ଆଭ୍ୟନ୍ତରୀଣ ଓ ଉପକୂଳରେ ପ୍ରବଳ ଗ୍ରୀଷ୍ମପ୍ରବାହ ଭିତରେ ବର୍ଷା ଆଣିବ ଆଶ୍ବସ୍ତି । ଆସନ୍ତା ଏପ୍ରିଲ୍ ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ୮ ତାରିଖ ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରିରେ […]
ବାସ୍ତବବ୍ୟୁରୋ(ଭୁବନେଶ୍ୱର)୧୭ ମାର୍ଚ୍ଚ ୨୦୨୫:ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ରାଜ୍ୟ ବିଜେପି ର ପୂର୍ବତନ ସଭାପତି ଡ଼କ୍ଟର ଦେବେନ୍ଦ୍ର ପ୍ରଧାନ ଙ୍କ ବିୟୋଗରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଡ଼କ୍ଟର ପ୍ରଧାନ ଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ଶ୍ରୀ ପଟନାୟକ କହିଛନ୍ତି ଯେ ସ୍ବର୍ଗତ ଡ଼କ୍ଟର ପ୍ରଧାନ ତାଙ୍କର ଅତୁଳନୀୟ ସାଂଗଠନିକ ଦକ୍ଷତା ଓ ଅମାୟିକ ବ୍ୟକ୍ତିତ୍ୱ ପାଇଁ ସ୍ମରଣୀୟ ହୋଇ […]
ନବୀନ ଦାଶ(ବରଗଡ଼)୧୩/୨:ଆଜି ନୂଆଦିଲ୍ଲୀ ସ୍ଥିତ ଶାସ୍ତ୍ରୀ ଭବନ ଠାରେ ବରଗଡ ସାଂସଦ ପ୍ରଦୀପ ପୁରୋହିତ କେନ୍ଦ୍ର କୋଇଲା ଓ ଖଣିମନ୍ତ୍ରୀ ଶ୍ରୀ ଜି କିଶାନ ରେଡ୍ଡୀଙ୍କୁ ସାକ୍ଷାତ କରି କୋଇଲା ଖଣି ଅଞ୍ଚଳ ବ୍ରଜରାଜନଗର ଅଞ୍ଚଳକୁ ଏମସିଏଲ ଜରିଆରେ କିଭଲି ବିଭିନ୍ନ ପ୍ରକାର ବିକାଶ ମୂଳକ କାର୍ଯ୍ଯ କରାଯାଇ ପାରିବ ତାର ଉପରେ ବିଶଦ ଆଲୋଚନା କରି ଏକ ଦାବିପତ୍ର ପ୍ରଦାନ କରିଥିବା ସାଂସଦ ପୁରୋହିତ ସୂଚନା ଦେଇଛନ୍ତି। ଏତଦ […]
ବାସ୍ତବବ୍ୟୁରୋ: ନିଶା କବଳରେ ଯୁବପୀଢି। ନଷ୍ଟ ହେଉଛି ଭବିଷ୍ୟତ। ଏହାକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଦେଶର ସର୍ବୋଚ୍ଚ ନ୍ୟାୟାଳୟ। କୋର୍ଟ କହିଛନ୍ତି ନିଶାରେ ବୁଡିବା ଅର୍ଥ କୁଲ୍ ନୁହେଁ। ମାଦକ ଦ୍ରବ୍ୟଠାରୁ ଦୂରେଇ ରହିବା ଦରକାର। ଏଥିପାଇଁ ଅବିଭାବକ, ସମାଜ ଓ ସରକାରୀ ଏଜେନ୍ସିକୁ ଚେଷ୍ଟା କରିବା ଉଚିତ। ଯୁବପୀଢିଙ୍କୁ ଏଥିରୁ ବାହାର କରିବା ଦରକାର। ନଚେତ ପରିଣାମ ଖୁବ୍ ଭୟଙ୍କର ହୋଇପାରେ। କୋର୍ଟ କହିଛନ୍ତି ନିଶାରେ ବୁଡିବା […]
ସଂଜୟ ଶତପଥୀ(କଟକ): ଆଜି ପବିତ୍ର ଗୁରୁ ଦିବସ ସାରା ରାଜ୍ୟ ରେ ପାଳିତ ହେଉଥିଲା ବେଳେ ଅନୁରୂପ ଢଙ୍ଗରେ କଟକ ଜିଲ୍ଲା ରେ ମଧ୍ୟ ମହାସମାରୋହରେ ପାଳିତ ହୋଇଯାଇଛି। କଟକ ଜିଲ୍ଲା ର କଟକ ମହାନଗର ନିଗମ ଅନ୍ତର୍ଗତ ଓଡ଼ିଶା ପୋଲିସ୍ ହାଇସ୍କୁଲ ପରିସରରେ କଟକ ଜିଲ୍ଲା ଶିକ୍ଷା ଅଧୂକାରୀ ଡଃ ସନ୍ତୋଷ କୁମାର ରାଉତ ଙ୍କ ଆବାହକତ୍ଵରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କଟକ ର ମାନନୀୟ ଜିଲ୍ଲାପାଳ ଶ୍ରୀ […]
ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଦିନ ନିଟ୍- ୟୁଜି ଉପରେ ସୁପ୍ରିମକୋର୍ଟଙ୍କ ବିସ୍ତୃତ ନିଷ୍ପତ୍ତିରେ ଖୁସି ବ୍ୟକ୍ତ କରିଛନ୍ତି, ଏବଂ ଏହା ସତ୍ୟର ବିଜୟ ବୋଲି କହିଛନ୍ତି।ସେ କହିଛନ୍ତି ଯେ ପରୀକ୍ଷା ତୃଟିମୁକ୍ତ ଏବଂ ସ୍ୱଚ୍ଛ ଭାବରେ କରିବାକୁ ସରକାର ପ୍ରତିବଦ୍ଧ। ଏ ବାବଦରେ କୋର୍ଟ ଯାହା ନିର୍ଦ୍ଦେଶ ଦେଇଛନ୍ତି, ସେ ତାହାକୁ ଅକ୍ଷରେ ଅକ୍ଷରେ ଅନୁସରଣ କରିବେ। ପରୀକ୍ଷାରେ ଅନିୟମିତତାକୁ ରୋକିବା ଏବଂ NTA […]


