ଏସ୍ ବାସ୍ତବ:ଆଜି ସଂଧ୍ୟାରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଏକନାଥ ସିନ୍ଦେ । ସେହିପରି ବିଜେପି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ ମହାରାଷ୍ଟ୍ରର ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଏକାନାଥ ସିନ୍ଦେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଛନ୍ତି । ରାଜ୍ୟପାଳ ଭଗତ ସିଂ କୋଶିୟାରୀ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥପାଠ କରାଇଛନ୍ତି। ସିନ୍ଦେ ମରାଠୀରେ ଶପଥ ନେଇଛନ୍ତି। ସେହିପରି […]


