ବାସ୍ତବ ବ୍ୟୁରୋ: ଆଜି (ବୁଧବାର) ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୪,୪୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୩,୦୦୦ ଉପରେ ଅଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୪୩୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ଭାରତୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ […]

Pin It on Pinterest