ସଂଜୟ ଶତପଥୀ(କଟକ): ରାଜ୍ୟ ସ୍ତରୀୟ ଆଇନ ସେବା ସହାୟତା ସଂଗଠନ ପକ୍ଷରୁ ଆଇନ ସହାୟକ କର୍ମୀମାନଙ୍କର ପ୍ରଶିକ୍ଷଣ ଶିବିର ଅନୁଷ୍ଠାନର ମୁଖ୍ୟ କାର୍ଯ୍ୟାଳୟ କଟକ ଦେଉଳ ସାହି ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଶିବିରକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ଅବସରପ୍ରାପ୍ତ ଜିଲ୍ଲା ଜର୍ଜ ରତିକାନ୍ତ ମହାପାତ୍ର । ସମ୍ପାଦକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସୂର୍ଯ୍ୟକାନ୍ତ ଆଚାର୍ଯ୍ୟ ଓ ବୈଶାଳୀ ନାୟକ , ସିଭିଲ ଜର୍ଜ ଯୋଗଦାନ କରି […]
odia film
ସଂଜୟ ଶତପଥୀ(କଟକ): କଟକ ବକ୍ସିବଜାରସ୍ଥିତ ପାନ୍ଥନିବାସ ସଭାଗୃହରେ ଓଡ଼ିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘ ପକ୍ଷରୁ ସଭାପତି ତଥା ସାପ୍ତାହିକ ସମ୍ବାଦପତ୍ର “ନବୀନ” ର ମୂଖ୍ୟ ସମ୍ପାଦକ ବରିଷ୍ଠ ସାମ୍ବାଦିକ ଶ୍ରୀ ରବି ରଥଙ୍କ ସଭାପତିତ୍ବରେ ସଂଘର ସାଧାରଣ ପରିଷଦ ବୈଠକ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅନ୍ୟ ଅତିଥିମାନଙ୍କ ମଧ୍ୟରେ ବହୁଚର୍ଚ୍ଚିତ ସମ୍ବାଦପତ୍ର “ପର୍ଯ୍ୟବେକ୍ଷକ”ର ମୁଖ୍ୟ ଶ୍ରୀ ପବିତ୍ର ମୋହନ ସାମନ୍ତରାୟ,”କଳିଙ୍ଗ ପ୍ରଭା”ର ମୁଖ୍ୟ […]
ଦେବାଶିଷ ମିଶ୍ର(କଟକ):୧୩/୧୨-ଆସନ୍ତାକାଲି ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଥାନ୍ତା,ହେଲେ ଆଜି ମାନ୍ୟବର ହାଇକୋର୍ଟ ଏହି ନିଷ୍ପତ୍ତି ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି । ସୂଚନାନୁଯାୟୀ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଚୟନ ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରିଥିଲେ ନିର୍ଦ୍ଦେଶକ ବବି ଇସ୍ଲାମ୍ । ଏହି ବିବାଦର ଶୁଣାଣି କରିଛନ୍ତି ହାଇକୋର୍ଟ । ଚଳଚ୍ଚିତ୍ରଗୁଡ଼ିକର ପୁନଃବିଚାର କରି ଚୟନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତାକାଲି ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ […]