ଜୟନ୍ତ ଶତପଥୀ(ଡେରାବିଶି):ଡେରାବିଶ ବ୍ଲକ ଚାନ୍ଦୋଳ ପଞ୍ଚାୟତ ଭଣାଗାଁ ଦଶ ନମ୍ବର ୱାର୍ଡ ରେ ଚାଲିଥିବା କଂକ୍ରିଟ ରୋଡ ଅତି ନିମ୍ନ ମାନର ହେଉଛି ବୋଲି ଗ୍ରାମବାସୀ ମାନେ କାମ ବନ୍ଦ କରି ଦେଇଛନ୍ତି | ଗୋଡି, ମେଣ୍ଟାଲ ଅତି ନିମ୍ନ ମାନର ଓ ସେଗୁଡାକ ସବୁ ଧଳା, ଚିଲା ବୋଲି କାମକୁ ଏକ ବର୍ଷ ହେଲାଣି ବନ୍ଦ କରିଥିଲେ |ହେଲେ ପୁଣି କାଲି କାମ ଆରମ୍ଭ କରାଯାଇଥିବା ବେଳେ, କୌଣସି […]

ଅଭୟ ସାହୁ(ସାଲେପୁର):କଟକ ଚାନ୍ଦବାଲି ରୋଡ଼,ସାଲେପୁର ହୋଟେଲ ମାରିୟାନ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏହି ଦୁର୍ଘଟଣାରେ ଜଣଙ୍କ ମୃତ ହୋଇଥିବା ବେଳେ କଟକ ଚାନ୍ଦବାଲି ରାସ୍ତାର ସାଲେପୁର ହୋଟେଲ ମାରିୟାନ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏହି ଦୁର୍ଘଟଣାରେ ୩ ଜଣ ଆହତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଆହତ ମାନଙ୍କୁ ସାଲେପୁର ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଖବର ଅନୁଯାଇ, କଟକରୁ ରାଜନଗର ଯାଉଥିବା […]

ସଞ୍ଜୟ ଶତପଥୀ(କଟକ):କଂଗ୍ରେସ ନେତା ଶ୍ରୀ ଅଧିର ରଞ୍ଜନ ଚୌଧୁରୀ ଙ୍କ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୋପଦି ମୁର୍ମୁଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ-ସେ ରାଷ୍ଟ୍ରପତି ନୁହନ୍ତି,ରାଷ୍ଟ୍ରପତ୍ନୀ, ବିରୋଧରେ ୨୮ଜୁଲାଇ ସନ୍ଧ୍ୟା ୫ଘଟିକାରେ କଟକନଗର ଭାଜପା ତରଫରୁ କଲେଜଛକ ସୁବାଷ ବୋଷ ମୂର୍ତ୍ତି ନିକଟରେ ପ୍ରତିବାଦ ସଭା ଓ ତାଙ୍କ କୁଶ ପୁତ୍ତଳିକା ଦାହ କରାଯାଇଥିଲା। କଟକନଗର ଭାଜପା ସଭାପତି ଶ୍ରୀ ଲଲାଟେନ୍ଦୁ ବଡୁଙ୍କ ନେତୃତ୍ୱରେ ଏହି ପ୍ରତିବାଦ ସଭାରେ ବକ୍ତାମାନେ କଂଗ୍ରେସ […]

ଭୁବନେଶ୍ୱର, ୨୮/୦୭:ଅକ୍ଟୋବର ୧୬ ତାରିଖରେ, ଓଡ଼ିଶା ପ୍ରଶାସନିକ ସେବାର ପ୍ରିଲିମ୍‌ ପରୀକ୍ଷା ପାଇଁ ଘୋଷଣା । ପରୀକ୍ଷା ନେଇ ସୂଚନା ଦେଇଛି ଓଡ଼ିଶା ଲୋକ ସେବା ଆୟୋଗ ବା ଓପିଏସ୍‌ସି । ୨୦୨୧ ବର୍ଷ ପାଇଁ ପ୍ରକାଶ ପାଇଥିବା ବିଜ୍ଞାପନର ପରୀକ୍ଷା ହେବ । ଅକ୍ଟୋବର ୧୬ ରବିବାର ଦିନ ଏହି ପରୀକ୍ଷା ହେବା ସହ ପରୀକ୍ଷା ସଂପର୍କୀୟ ସବିଶେଷ ବିବରଣୀ ଓପିଏସ୍‌ସି ୱେବ୍‌ସାଇଟ୍‌ରୁ ମିଳିପାରିବ ବୋଲି କୁହାଯାଇଛି । […]

ରାକେଶ ମହାନ୍ତି(କେନ୍ଦ୍ରାପଡା):୨୭-୦୭-ରାଜ୍ୟରେ ଦୁର୍ନୀତିଖୋର ଅଧିକାରୀଙ୍କ ଚେର ମାଡ଼ିବାରେ ଲାଗିଛି । ପ୍ରତିଦିନ କେହି ନା କେହି ଅଧିକାରୀ ଭିଜିଲାନ୍ସ ପଞ୍ଝାରେ ପଡୁଛନ୍ତି । ଏହାରି ମଧ୍ୟରେ ଭିଜିଲାନ୍ସ ଜାଲରେ ପଡିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ଶିକ୍ଷା ଅଧିକାରୀ । ଲାଞ୍ଚ ନେଉଥିବା ବେଳେ ଧରାପଡିଛନ୍ତି ସଞ୍ଜୀବ ସିଂ । ବଦଳି ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ସଞ୍ଜୀବଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍ । ଏହା ପରେ କେନ୍ଦ୍ରାପଡ଼ା […]

ଭୁବନେଶ୍ବର(ବାସ୍ତବବ୍ୟୁରୋ): ଏଲ ଆଣ୍ଡ ଟି କଂପାନୀକୁ ନେଇ ସରକାରଙ୍କୁ ଘେରିଲେ ବିଜେପି ଓ କଂଗ୍ରେସ । ପ୍ରଶ୍ନକାଳରେ ହଟ୍ଟଗୋଳ ପରେ ଶୁନ୍ୟକାଳରେ ମୁଲତବୀ ନୋଟିସ ଗ୍ରହଣ ନ ହେବାକୁ ନେଇ ବିରୋଧୀ ଓ ଶାସକ ଦଳର ସଦସ୍ୟମାନେ ମୁହାଁମୁହିଁ ହୋଇଛନ୍ତି। ସରକାରୀ ସମ୍ପତ୍ତିକୁ ଏଲଆଣ୍ଡଟି କମ୍ପାନି ବ୍ୟାଜ୍ୟାପ୍ତି କରିବା ସହ ବକେୟା ଥିବା ୨୦ କୋଟି ଟଙ୍କା ୧୨୦ କୋଟିରେ ପହଞ୍ଚିବା ପ୍ରସଙ୍ଗରେ ଉଭୟ ବିରୋଧୀ ବିଜେପି ଓ କଂଗ୍ରେସ […]

ପ୍ରମୋଦ ନାୟକ(ଭୁବନେଶ୍ୱର):ରାଜ୍ୟ ସରକାର ୧୧ ଜଣ ଓଏଏସଙ୍କୁ ବଦଳି କରିଛନ୍ତି। ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ଥିବା ରିନା ରାଉତଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗକୁ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ସେହିପରି ଇନ୍ଦ୍ରମଣି ନାୟକଙ୍କୁ ପିଡି , ଡିଆରଡିଏ ବିଭାଗରୁ କଟକର ଅତିରିକ୍ତ କମିଶନର ଭାବେ ବଦଳି , ଅନନ୍ତ ନାରାୟଣ ସିଂ ଲାଗୁରିଙ୍କୁ ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ, ବଲାଙ୍ଗୀରରୁ ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ […]

ଭୁବନେଶ୍ୱର ୨୩/୦୭: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାଇ,ଶନିବାର ଓ ରବିବାର ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା । ଏହି ଦୁଇ ଦିନ ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଆଜି ସୁନ୍ଦରଗଡ, ବରଗଡ଼ ଓ ଝାରସୁଗୁଡାରେ ପ୍ରବଳ ବର୍ଷାର ଆଶଙ୍କା ଅଛି । ୨୪ରେ ଗଜପତି, ଗଞ୍ଜାମ ଓ କନ୍ଧମାଳରେ ବି ଅତି ପ୍ରବଳ ବର୍ଷା ହେବ ପୂର୍ବାନୁମାନ କରାଯାଇଛି । […]

ନବୀନ ଦାଶ(ଅତାବିରା):ବରଗଡ଼ ଜିଲ୍ଲା ଅତାବିରା ଥାନା ଅଧୀନସ୍ଥ ଦେବାହାଲ-ସୁକୁଟାପାଲି ମଧ୍ୟରେ ଚାରି ଥାକିଆ ରାଜପଥ ଉପରେ ଝାରସୁଗୁଡ଼ା ରୁ ପାଟଣାଗଡ ଅଭିମୁଖେ ଯାଉଥିବା ଏକ ୧୨ହଜାର ଲିଟର ତେଲ ବୋଝେଇ ଓ ଡି ୧୫ ଡି ୨୩୮୮ ଟ୍ୟାଙ୍କର୍ ଗାଡ଼ି ର ଡାହାଣ ପଟ ଆଗ ଚକ୍ ଫାଟି ଯିବାରୁ ବରଗଡ଼- ସମ୍ବଲପୁର ୱେ ରୁ ଡିଭାଇଡର ଡେଇଁ ସମ୍ବଳପୁର-ବରଗଡ଼ ୱେ ରାସ୍ତା କଡ଼ରେ ଥିବା ବିଲ ମଧ୍ୟକୁ ଧସେଇ […]

ପ୍ରମୋଦ ନାୟକ(ଭୁବନେଶ୍ବର): ରାଜ୍ୟ ସରକାରଙ୍କ ପକ୍ଷରୁ ଅଲ ଟାଇମ ଗ୍ରେନ୍ (ଏଟିଜି) ବ୍ୟବସ୍ଥା ,ଏଣିକି ଏଟିଏମରୁ ଟଙ୍କା ବାହାରିବ। ଭଳି ଶସ୍ୟ ମିଳିବ। ୨୪ ଘଣ୍ଟା ମିଳିବ ରାସନ। ବିଧାନସଭାରେ ଆଜି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ସମବାୟ ବିଭାଗର ଖର୍ଚ୍ଚ ଦାବି ଗୃହୀତ ହୋଇଛି ।ଖାଦ୍ୟ ଯୋଗାଣ ବିଭାଗର ୧୨୦୫ କୋଟି ୨୯ ଲକ୍ଷ ୪୯ ହଜାର ଟଙ୍କା ହୋଇଥିବା ବେଳେ ସମବାୟ ବିଭାଗର ୧୯୪୧ […]

Pin It on Pinterest