ବରଗଡ଼/ବରପାଲି(ନବୀନ ଦାଶ)୨୧/୦୭: ଶ୍ରୀମତୀ ସୁମନା ଦାଶ ଙ୍କ ସଭାପତିତ୍ୱ ରେ ଆଜି ସରସ୍ବତୀ ମହିଳା ବରିଷ୍ଠ ନାଗରିକ ସଂଘ, ବରପାଲି ରେ ଏକ ପ୍ରସ୍ତୁତି ବୈଠକ ସରସ୍ବତୀ ସଂଘ, କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଯାଇଅଛି।ଏହି କାର୍ଯ୍ୟକ୍ରମ ରେ ପଶ୍ଚିମ ଓଡିଶା ବରିଷ୍ଠ ନାଗରିକ ମହlସଂଘ ର ଉପଦେଷ୍ଟା ଶ୍ରୀ ରକ୍ଷାକାରୀ ବିଶି ଯୋଗ ଦେଇ ମାର୍ଗଦର୍ଶନ କରିଥିଲେ। ସରସ୍ବତୀ ମହିଳା ବରିଷ୍ଠ ନାଗରିକ ସଂଘ ପାଇଁ କାର୍ଯ୍ୟାଳୟ, ପୋଲିସ ପରିଚୟ […]
Odia News
ଏଫଏମ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାରେ ହାଇକୋର୍ଟର କାର୍ଯ୍ୟରତ ବିଚାରପତିଙ୍କ ଦ୍ୱାରା ନ୍ୟାୟିକ ତଦନ୍ତ ଦାବିହଜାର ହଜାର ବିଜେଡି କର୍ମୀ ବିକ୍ଷୋଭରେ ସାମିଲମୋହନ ସରକାର ହଟାଅ ନାରାରେ କମ୍ପିଲା ବିକ୍ଷୋଭସ୍ଥଳଭୁବନେଶ୍ୱର(ନି.ପ୍ର( ୨୧/୦୭/: ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ମହିଳାଙ୍କ ବିରୋଧରେ ଅପରାଧରେ ଅହେତୁକ ବୃଦ୍ଧି ବିରୋଧରେ ଓ ଏଫଏମ କଲେଜ ଛାତ୍ରୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଆଜି ବିଜୁ ଜନତା ଦଳ ତରଫରୁ କଟକ, ସମ୍ୱଲପୁର ଓ ବ୍ରହ୍ମପୁରରେ ଥିବା ଆରଡିସି […]
କଂଗ୍ରେସ ଦଳର ଦୋମୁହାଁ ନୀତି ସ୍ପଷ୍ଟ ହୋଇଛି: ଅଭିଳାଷ ପଣ୍ଡା ନାରୀ ସୁରକ୍ଷା ପ୍ରସଙ୍ଗରେ ରାଜରାସ୍ତାକୁ ଓହ୍ଲାଇ କୁମ୍ଭୀର କାନ୍ଦଣା କାନ୍ଦୁଥିବା ଉଦିତ୍ଙ୍କ ଅସଲ ଚେହେରା ପଦାରେ ପଡିଛି ମହିଳାଙ୍କୁ ନ୍ୟାୟ ପାଇଁ ଦେବାପାଇଁ ଆନ୍ଦୋଳନ କରୁଥିବା ବ୍ୟକ୍ତି ନିଜେ ଦୁଷ୍କର୍ମୀ ବୋଲି ଜଣାପଡ଼ିଛି ବହୁ ଅପରାଧିକ ମାମଲାରେ ଜଡ଼ିତ ଥିଲେ ଉଦିତ୍ ନୈତିକକା ଦୃଷ୍ଟିରୁ ଇସ୍ତଫା ଦିଅନ୍ତୁ ଭକ୍ତ ଦାସ ରାହୁଲ ଗାନ୍ଧୀଙ୍କ ଟୁଇଟ୍କୁ ଅପେକ୍ଷା ରହିଲାଭୁବନେଶ୍ୱର(ନି.ପ୍ର)୨୧/୦୭: ଜଣେ […]
ବରଗଡ୨୧/୦୭(ନବୀନ କୁମାର ଦାଶ):କେନ୍ଦ୍ର ସରକାର ଙ୍କ ଉଡାନ୍ ଯୋଜନାରେ ସତୀ ଭଟା ଏୟାରଷ୍ଟ୍ରିପ୍କୁ ସାମିଲ କରି ବାକୁ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବି।ପଦ୍ମପୁରରେ ଥିବା ସତୀଭଟା ଏୟାରଷ୍ଟ୍ରିପ୍କୁ ନେଇ ସାଂସଦ ତୃତୀୟ ଥର ପାଇଁ କେନ୍ଦ୍ର ନିକଟରେ ଦାବି ରଖିଛନ୍ତି। ଏହାସହ ଝାରସୁଗୁଡ଼ା ଏୟାରପୋର୍ଟର ସମ୍ପ୍ରସାରଣ ପାଇଁ ଦାବି କରିଛନ୍ତି ବରଗଡ଼ ସାଂସଦ।କେନ୍ଦ୍ର ବେସାମରିକ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁଙ୍କୁ ଭେଟି ପଶ୍ଚିମ ଓଡ଼ିଶା ହିତରେ ଏହି […]
ଭୁବନେଶ୍ବର(ନି.ପ୍ର) : ପାଣିପାଗ ବିଭାଗ ପୂର୍ବାନୁମାନ ଅନୁଯାଇ ମୌସୁମୀ ଦୁର୍ବଳ ଥିବାରୁ ବାୟୁମଣ୍ଡଳରେ ତାପମାତ୍ରା ବୃଦ୍ଧି ପାଉଛି। ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଜଳୀୟବାଷ୍ପର ପ୍ରତିକ୍ରିୟାଶୀଳତା ବୃଦ୍ଧି ଯୋଗୁ ରାଜ୍ୟରେ ଆଗାମୀ ୨୩ ତାରିଖ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ିର ସମ୍ଭାବନା ରହିଛି। ଶନିବାର ସକାଳ ସାଢ଼େ ୮ଟାରୁ ସନ୍ଧ୍ୟା ସାଢ଼େ ୫ଟା ମଧ୍ୟରେ ବାଲେଶ୍ବର, ଭୁବନେଶ୍ବର, ପାରାଦ୍ବୀପ, ଅନୁଗୋଳ, ଝାରସୁଗୁଡ଼ା, କେନ୍ଦୁଝର, ହୀରାକୁଦ, ଭବାନୀପାଟଣା, ଟିଟିଲାଗଡ଼, ମାଲକାନଗିରି, ବରଗଡ଼, ଦେବଗଡ଼, ନୂଆପଡ଼ା, […]
ବରଗଡ଼୧୯.୦୭(ନବୀନ କୁମାର ଦାଶ):ଜିଲ୍ଲା ବରିଷ୍ଠ ନାଗରିକ ସଂଘ ର ପ୍ରମୁଖ କର୍ମକର୍ତ୍ତା ଆଜି ବରଗଡ଼ ପୋଲିସ ଏସ.ପି ପ୍ରହଲ୍ଲାଦ ସହାୟ ମିନା ଙ୍କୁ ତାଙ୍କ କାର୍ଯ୍ୟାଳୟ ରେ ଭେଟି ଦୀର୍ଘ ୨୦୧୯ କରୋନା ସମୟରୁ ଅଧିକାଂଶ ଥାନl ରେ ପୋଲିସ ପରିଚୟ ପତ୍ର ପ୍ରଦାନରେ ଅହେତୁକ ବିଳମ୍ବ ର ପ୍ରତିବାଦ ଜଣାଇ ତୁରନ୍ତ ପଦକ୍ଷେପ ନେବାକୁ ପ୍ରତିନିଧି ମଣ୍ଡଳୀ ଅନୁରୋଧ କରିଥିଲେ ଏବଂ ଜିଲ୍ଲା ର ଆଇନ ସୃଶୁଙ୍ଖଳା ସହ […]
ବରଗଡ଼(ନବୀନ କୁମାର ଦାଶ):ବରଗଡ଼ ର ସର୍ବ ପୁରାତନ ଉଚ୍ଚ ବିଦ୍ୟାଳୟ ଜର୍ଜ ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ସାସ୍ବତୀ ଦାଶଙ୍କ ସଭାପତିତ୍ବରେ ଏକ ଅଙ୍ଗଦାନ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇ ଯାଇଛି।ରୋଟ୍ରାକ୍ଟ କ୍ଲବ ର ସଭାପତି ମିସ୍ ରୋଜାଲିନ ଦାଶ ଅଙ୍ଗ ଦାନର ଗୁରୁତ୍ବ ବିଷୟରେ ସୂଚିତ କରିବା ସହିତ ଏ ବିଷୟ କୁ ନେଇ ପ୍ରଚଳିତ ମିଥ୍ୟା ଏବଂ ଅନ୍ଧବିଶ୍ୱାସ କୁ ଦୂର କରିବା ପାଇଁ ସତେତନାତ୍ମକ ପ୍ରୟାସକୁ ଜାରି […]
ବରଗଡ଼୧୯/୦୭(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଦେଇ ୫୩ନଂ ମୁଖ୍ୟ ଜାତୀୟ ରାଜପଥ ମଧ୍ୟ ଦେଇ ଭେଦ କରି ଯାଇଥିବାବେଳେ ଚାରି ଥାକିଆ ବରଗଡ଼-ସମ୍ବଲପୁର ୱେ ଅତାବିରା ରେ ରହିଛି ଏନ୍ଏସି ତଥା ବ୍ଲକ ସହ ରାଜରାସ୍ତା ଲକ୍ଷାଧିକ ଲୋକଙ୍କ ଏକ ମାତ୍ର ନିର୍ଭର ଶୀଳ, ତଥା ଲୋକଙ୍କ ପ୍ରାଣ କେନ୍ଦ୍ର ଅତାବିରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର।ଏହି ସ୍ବାସ୍ଥ୍ୟ କେନ୍ଦ୍ର ଟି ଅଞ୍ଚଳରେ ରେଫର୍ ଡାକ୍ତର ଖାନା ଭାବେ ବେଶ୍ ପରିଚିତ। […]
‘ଅସ୍ତିତ୍ୱ ବଜାୟ ରଖିବା ଓ ନ୍ୟୁଜରେ ରହିବା’ ହେଉଛି ଉଭୟ ଦଳର ପ୍ରକୃତ ଉଦ୍ଦେଶ୍ୟ ନିଜ ନିଜ ଶାସନ କାଳରେ ‘କଂଗ୍ରେସ ଏବଂ ବିଜେଡି’ ରାଜ୍ୟରେ ମହିଳା ସୁରକ୍ଷା ଓ ସଶକ୍ତିକରଣ ପାଇଁ କାର୍ଯ୍ୟ କରିଥିଲେ, ଆଜି ଏଭଳି ପରିସ୍ଥିତି ସୃଷ୍ଟି ହୋଇନଥାନ୍ତା ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିବା ପୂର୍ବରୁ ନିଜ ଶାସନ କାଳର କାର୍ଯ୍ୟକଳାପକୁ ଉଭୟ ବିଜେଡି ଓ କଂଗ୍ରେସ ଦଳ ଆତ୍ମସମୀକ୍ଷା କରିବା ଉଚିତ୍ ଥିଲା […]
କଟକ(ସଂଜୟ ଶତପଥୀ)୧୪।୦୭: ବାଲେଶ୍ଵରସ୍ଥିତ ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟଶ୍ରୀ ବିଶୀ ଉକ୍ତ ଅନୁଷ୍ଠାନର ଶିକ୍ଷକଙ୍କ ଦ୍ଵାରା ନିର୍ଯାତିତା ହେବା ଫଳରେ ନିଜ ଶରୀରରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିବା ଘଟଣା ସମଗ୍ର ଦେଶକୁ ବ୍ୟଥୀତ କରିପକାଇଛି । ବର୍ତ୍ତମାନ୍ ଛାତ୍ରୀଙ୍କ ଶରୀରର ବହୁ ଅଂଶ ଗଭୀର ଭାବେ ପୋଡ଼ି ଯାଇଥିବାରୁ ସେ ଭୁବନେଶ୍ୱରସ୍ଥିତ ଏମସ ହସପିଟାଲରେ ଚିକିତ୍ସାଧୀନ ହେଉଛନ୍ତି । ଛାତ୍ରୀଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଥିବା […]


