ସଞ୍ଜୟଶତପଥୀ(କଟକ)୨୭।୮:ଭୁବନେଶ୍ବର ଶୈଳଶ୍ରୀ ବିହାରର ଜନୈକ ନିଶାସକ୍ତ ଯୁବକ ,ମୁଣ୍ଡଳୀ ବ୍ରିଜରେ ସ୍କୁଟି ରଖି ମହାନଦୀକୁ ଡେଇଁଲେ ।ମୁଣ୍ଡଳୀ ବ୍ରିଜ ଉପରେ OD 33 R 9270 ନମ୍ବରର ଦୁଇଚକିଆ ଗାଡି(ସ୍କୁଟି) ରଖାଯାଇଛି ।ଯୁବକ ଜଣଙ୍କ ହେଲେ ବିଶ୍ଵଦେବ ଦାସ । ତାଙ୍କ ଘର ଭୁବନେଶ୍ବର ଶୈଳଶ୍ରୀ ବିହାରରେ ବୋଲି ଜଣାପଡିଛି । ତେବେ ଯୁବକ ଜଣଙ୍କ ନିଶାସକ୍ତ ଥିବା ଅବସ୍ଥାରେ ନଦୀକୁ ଡେଇଁ ପଡ଼ିଥିଲେ । ସ୍ଥାନୀୟ ମତ୍ସ୍ୟଜୀବୀ ଏହି […]

ପ୍ରମୋଦ ନାୟକ(ଭୁବନେଶ୍ବର) : କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ମନସୁଖ ମାଣ୍ଡଭିୟଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲଗାତାର ତୃତୀୟ ବର୍ଷ ଧରି ରାଜ୍ୟରେ ସାର ସଙ୍କଟ ଉତ୍କଟ ରୂପ ନେଇଛି। ବନ୍ୟା ସମୟରେ କ୍ଷତିଗ୍ରସ୍ତ ଫସଲ ପାଇଁ ସାରର ଆବଶ୍ୟକତା ଅଧିକ ଥାଏ। ଠିକ୍‌ ସେହିସମୟରେ ଚାଷୀଙ୍କ ପାଖରେ ଡିଏପି ଏବଂ ଏମ୍‌ଓପି ଭଳି ସାର ନାହିଁ। ରାଜ୍ୟ ସରକାରଙ୍କ ପକ୍ଷରୁ ବାରମ୍ବାର କେନ୍ଦ୍ର ସରକାରଙ୍କ […]

ସଂଜୟ ସତପଥୀ(କଟକ): ଆସନ୍ତା ଶ୍ରୀଗଣେଶ ପୂଜା ଉପଲକ୍ଷେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମହାସମାରୋହରେ ଏହି ଉତ୍ସବ ପାଳନ କରିବାର ସଙ୍କଳ୍ପ ନେଇ ଆଜି କଟକର ପ୍ରସିଦ୍ଧ ବାଲିଯାତ୍ରା ପଡିଆରେ କଟକ-ଭୁବନେଶ୍ବର ଦ୍ବୈତ୍ଯନଗରୀ ଗଣେଶ ମହୋତ୍ସବ କମିଟି ପକ୍ଷରୁ ପୁର୍ବତନ ଅର୍ଥ ଓ ଅବକାରୀ ବିଭାଗ ମନ୍ତ୍ରୀ ଶ୍ରୀ ଶଶୀଭୂଷଣ ବେହେରାଙ୍କ ଦ୍ବାରା ପଣ୍ଡିତମାନଙ୍କ ମନ୍ତ୍ରୋଚାରଣ ଓ ବେଦଧ୍ଵନି ମଧ୍ଯରେ ଭୂମି ପୂଜନ ଓ ଶୁଭ ସ୍ତମ୍ଭ ସ୍ଥାପନ କାର୍ଯ୍ୟକ୍ରମ […]

ବରଗଡ଼(ନବୀନ ଦାଶ ବାସ୍ତବ ଟିଭି):ବରଗଡ଼ ଜିଲ୍ଲାଅତାବିରା ବ୍ଲକ ବାବେବୀରା ଗ୍ରାମର ପ୍ରକୃତି ପ୍ରେମୀ ରବୀନ୍ଦ୍ର ବାରିକ୍ ଆଉ ନାହାନ୍ତି । ଆଜି ସକାଳ ପ୍ରାୟ ୯ ଟା ସମୟରେ ହୃଦ ଘାତରେ ତାଙ୍କର ବିୟୋଗ ଘଟିଛି ।ମୃତ୍ୟୁ ବେଳକୁ ତାଙ୍କୁ ୯୮ ବର୍ଷ ହୋଇଥିଲା । ତାଙ୍କର ଦୃଢ଼ ମନୋବଳ ଯୋଗୁଁ ୯୮ ବର୍ଷରେ ପଦାର୍ପଣ କରି ମଧ୍ୟ ,ତାଙ୍କୁ ବାର୍ଦ୍ଧକ୍ୟ କବଳିତ କରିପାରି ନଥିଲା । ସେ ପରିଣତ […]

ନବୀନଙ୍କୁ ଦଳ ଗ୍ରହଣ କରିବନି: ବିଜେପି ରାଜ୍ୟ ସ୍ବାର୍ଥ ପାଇଁ ଏନ୍‌ଡିଏକୁ ସମର୍ଥନ: ବିଜେଡି ଅଘୋଷିତ ମେଣ୍ଟ ଚାଲିଛି: କଂଗ୍ରେସ ପ୍ରମୋଦ ନାୟକ(ଭୁବନେଶ୍ବର): କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠାୱଲେ ସୋମବାର ଗଣମାଧ୍ୟମ ଜରିଆରେ ଙ୍କୁନବୀନ ପଟ୍ଟନାୟକଙ୍କୁ ଏନ୍‌ଡିଏରେ ମିଶିବା ପାଇଁ ଗାନ ମାଧ୍ୟମ ଜରିଆରେ ପ୍ରସ୍ତାବ ଦେଇଥିଲେ। ଅଠାୱଲେଙ୍କ ଏଭଳି ମନ୍ତବ୍ୟ ପରେ ବିଜେଡି-ବିଜେପି ସମ୍ପର୍କ ନେଇ ପୂର୍ବରୁ ଯେଉଁ ଆଲୋଚନା ହେଉଥିଲା ତାହା ଏବେ ଜୋର୍‌ ଧରିଛି। ବିରୋଧୀ […]

ବରଗଡ଼:-୨୪/୮(ନବୀନ ଦାଶ ବାସ୍ତବ ଟିଭି)ବରଗଡ଼ ଜିଲ୍ଲା ଅତାବିରା ମଧ୍ୟ ଦେଇ ୫୩ନଂ ଅସମ୍ପୂର୍ଣ୍ଣ ତଥା ତ୍ରୁଟିପୂର୍ଣ୍ଣ ଜାତୀୟ ରାଜପଥ ଭେଦ କରି ଯାଇଛି।ଏହି ରାସ୍ତା ଦେଇ ଦିନ ରାତି ହଜାର ହଜାର ଛୋଟ ବଡ ଗାଡ଼ି ମଟର,ଭାରୀ ଯାନବାହାନ ସହ ଲୋକ ତଥା ସ୍କୁଲ କଲେଜ ପିଲା ଯାତା ୟତ କରିଥାନ୍ତି।ଏହି ରାସ୍ତା ଟି ଅସମ୍ପୂର୍ଣ୍ଣ ତଥା ତ୍ରୁଟିପୂର୍ଣ୍ଣ ହେବା ସହ ରକ୍ଷଣାବେକ୍ଷଣ ଅଭାବ ରୁ ଡିଭାଇଡର ତଥା ରାସ୍ତା […]

ବରଗଡ(ନବୀନ ଦାଶ ବାସ୍ତବ ଟିଭି):ବରଗଡ଼ ସାଂସଦ ସୁରେଶ ପୂଜାରୀଙ୍କ ନେତୃତ୍ୱରେ ବିଜେପିର ଏକ ପ୍ରତିନିଧି ମଣ୍ଡଳୀ କୃଷିମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଭେଟି ଇଂସ୍ୟୁରେନ୍ସ କରିଥିବା ବରଗଡ଼ର ସମସ୍ତ କ୍ଷତିଗ୍ରସ୍ତ ଚାଷୀ ଙ୍କୁ କ୍ଷତିପୂରଣ ଅର୍ଥ ତୁରନ୍ତ ଦିଆଯିବା ଓ ଏଚଡିଏଫସି ଇରଗୋ କମ୍ପାନୀ କୁ କଳାଭୁକ୍ତ କରିବା ପାଇଁ ଦାବି ଜଣାଇଛନ୍ତି । ରାଜ୍ୟରେ ତଥା ବରଗଡ଼ ଜିଲ୍ଲାରେ ହେଉଥିବା ବ୍ୟାପକ ସାର କଳାବଜାରୀ ରୋକିବାକୁ ସମବାୟ ସଂସ୍ଥା […]

ବାସ୍ତବବ୍ୟୁରୋ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭାରତ ଅଷ୍ଟ୍ରେଲିଆ ଦ୍ୱିପାକ୍ଷିକ ବୈଠକରେ ଯୋଗ ଦେଇଛନ୍ତି ଏବଂ ଓ୍ୱେଷ୍ଟର୍ଣ୍ଣ ସିଡନୀ ବିଶ୍ୱବିଦ୍ୟାଳୟ(ଡବ୍ଲୁଏସୟୁ)ରେ ଅଷ୍ଟ୍ରେଲିଆ ଶିକ୍ଷା ମନ୍ତ୍ରୀ ଜେସନ କ୍ଲେୟରଙ୍କ ସହ ଅଷ୍ଟ୍ରେଲିଆ ଭାରତ ଶିକ୍ଷା ପରିଷଦ(ଏଆଇଇସି)ର ଷଷ୍ଠ ବୈଠକର ସହ-ଅଧ୍ୟକ୍ଷତା କରିଛନ୍ତି । ଏହି ଦ୍ୱିପାକ୍ଷିକ ବୈଠକ ବେଳେ ଦୁଇ ମନ୍ତ୍ରୀ ଶିକ୍ଷା, ଦକ୍ଷତା ବିକାଶ, ଗବେଷଣା, ନବସୃଜନ ଏବଂ ଉଦ୍ୟମିତା କ୍ଷେତ୍ରରେ […]

ଦେବକାନ୍ତ ମହାନ୍ତି(ଚାନ୍ଦବାଲି):ଗୋପୀନାଥପୁର ପଞ୍ଚାୟତରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବିଜେଡି ଏବଂ ବିଜେପି ମଧ୍ୟରେ ହୋଇଥିବା ଗଣ୍ଡଗୋଳରେ ଜଣେ ବିଜେପି କର୍ମୀ ଗୁରୁତ୍ୱର ଆହତ ହୋଇଥିଲେ ।ଯାହାକୁ ନେଇ ଗତ ୧୬ ତାରିଖରେ ଚାନ୍ଦବାଲି ବାଂଶଡ଼ା ଥାନାରେ ୧୧ ଜଣଙ୍କ ନାମରେ ଲିଖିତ ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ପୋଲିସ ୩ ଜଣଙ୍କୁ ଗିରଫ କରିଥିବା ବେଳେ ଆଜି ପୁଣି ଏକ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରୁଥିବା […]

ନବୀନ ଦାଶ(ଅତାବିରା):ବରଗଡ଼ ଜିଲ୍ଲା ଭେଡେନ ପୋଲିସ ପକ୍ଷରୁ ଥାନା ଭାରପ୍ରାପ୍ତ ଅଧିକାରୀ ସଙ୍ଗୀତା ମହାପାତ୍ର ଙ୍କ ସଂଯୋଜନା କ୍ରମେ ସୂର୍ଯ୍ୟ ମଣି ଜନତା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶାଳ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିର କୁ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପି ପରମର୍ ସ୍ମିତ୍ ଉଦ୍ଘାଟନ କରି ଥିବାବେଳେ ବରଗଡ଼ ରକ୍ତ ଭଣ୍ଡାର ଦ୍ଵାରା ୬୧ ଓ ବୁର୍ଲା ରକ୍ତ ଭଣ୍ଡାର ଦ୍ଵାରା ୯୨,ସର୍ବ […]

Pin It on Pinterest