ବରଗଡ଼୧୦/୨(ନବୀନ କୁମାର ଦାଶ):ପୂର୍ବତନ ବରଗଡ଼ ବିଧାୟକ, ପୌରାଧ୍ୟକ୍ଷ ତଥା ବିଶିଷ୍ଟ ନେତା ସ୍ୱର୍ଗତ ଯଦୁମଣି ପ୍ରଧାନଙ୍କ ସ୍ମୃତି ଚାରଣ ତଥା ସମ୍ମାନ ରକ୍ଷା ନିମନ୍ତେ ସ୍ଥାନୀୟ କୃଷକ ବଜାର ଠାରେ ନବନିର୍ମିତ ପ୍ରେକ୍ଷାଳୟକୁ ତାଙ୍କ ନାମରେ ଉତ୍ସର୍ଗିକୃତ କରିବା ସହ ଉଦ୍ଘାଟିତ ହୋଇଛି। ଉଦଘାଟନୀ ସମାରୋହରେ ଜିଲ୍ଲାପାଳ ଅଦିତ୍ୟ ଗୋୟଲଙ୍କ ସମେତ ସଦର ବିଧାୟକ ଅଶ୍ୱିନୀ ଷଡଙ୍ଗୀ,ଅତାବିରା ବିଧାୟକ ନିହାର ମହାନନ୍ଦ,ପୌରାଧ୍ଯକ୍ଷା କଳ୍ପନା ମାଝି,ଅତିରିକ୍ତ ଜିଲ୍ଲାପାଳ ମଧୁଛନ୍ଦା ସାହୁ,ସୁପରିଟେଣ୍ଡିଙ୍ଗ ଇଞ୍ଜିନିୟର […]
Odia News
ସଂଜୟ ଶତପଥୀ(କଟକ): ଆଜି ଭୀମ ଆର୍ମୀ ଭାରତ ଏକତା ମିଶନ୍, କଟକ ଜିଲ୍ଲା ପକ୍ଷରୁ ଏକ ସାଂଗଠନିକ ବୈଠକ ଓ ସମ୍ବିଧାନ ସୁରକ୍ଷା ସମାବେଶ ର ଆୟୋଜନ କଟକ ଜିଲ୍ଲା ର ସାଲେପୁର ଠାରେ ଅନୁଷ୍ଠିତ ହୋଇଯାଇଛି। ମିଶନ୍ ର ଶତାଧିକ ସଦସ୍ୟ ଏକ ବିଶାଳ ମୋଟରସାଇକେଲ ଶୋଭାଯାତ୍ରାରେ ଆସି ସାଲେପୁରସ୍ଥିତ ଆମ୍ବେଦକର ସ୍ମୃତି ପରିଷଦ ପରିସରରେ ଥିବା ବାବାସାହେବଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ। ବିଭିନ୍ନ ସ୍ଲୋଗାନ ସହ […]
କୁଏତ(୭-୦୧-୨୦୨୫):ଭାରତୀୟ ଦୂତାବାସ କୁଏତ ଦ୍ଵାରା ପଞ୍ଜୀକୃତ ପ୍ରବାସୀ ପରିଷଦ ସଙ୍ଘ (ବିପିପି) ପକ୍ଷରୁ ସାମାଜିକ ଏବଂ ସାଂସ୍କୃତିକ କାର୍ଯ୍ୟକଳାପ ଆୟୋଜନ କରି ପ୍ରବାସୀ ଭାରତୀୟ ସମ୍ପ୍ରଦାୟ ମଧ୍ୟରେ କାର୍ଯ୍ୟ କରୁଛି ଭାରତରେ ଗଣତନ୍ତ୍ର ଦିବସ ଜାନୁଆରୀ ୨୬ ତାରିଖରେ ପାଳନ କରାଯାଏ, ୧୯୫୦ ମସିହାରେ ଭାରତୀୟ ସମ୍ବିଧାନ ଗ୍ରହଣ ହେବା ଦିନ, ଯାହା ଏକତା, ଦେଶପ୍ରେମ ଏବଂ ଜାତିର ସଫଳତାର ପ୍ରତୀକ। କୁଏତରେ, ଗତ ଜାନୁୟାରୀ ୩୦ ତାରିଖ ଗୁରୁବାର […]
ଭୁବନେଶ୍ବର, ୬/୦୨: ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରି ରାଜ୍ୟରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ହେଉଛି ଆମ ରାଜ୍ୟ ସରକାରଙ୍କ ପ୍ରାଥମିକତା । ଏହିକ୍ରମରେ ଭୁବନେଶ୍ବର ୟୁନିଟ-୩ ସ୍ଥିତ କ୍ୟାପିଟାଲ୍ ହାଇସ୍କୁଲ ପଡ଼ିଆଠାରେ ଆସନ୍ତାକାଲି ଆୟୋଜିତ ହେବ ନିଯୁକ୍ତି ମେଳା । ଏହି ନିଯୁକ୍ତି ମେଳା ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମୋଟ୍ ୨୭୬୭ ଜଣଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ନିଯୁକ୍ତିପତ୍ର ପ୍ରଦାନ […]
ବରଗଡ଼:-୪/୨(ନବୀନ କୁମାର ଦାଶ):ଫେବୃୟାରୀ ୪ ତାରିଖ ବିଶ୍ବ କର୍କଟ ଦିବସ ଅବସରରେ ବରଗଡ ଫାଇଟର ଗ୍ରୁଫ ଆୟୋଜନରେ ଓ ଜାବ୍ ଅତାବିରା ଶାଖାର ସହଯୋଗ ରେ ସକାଳ ୯ଟାରୁ କେନସର ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି।ଏହି ସଚେତନତା ପଦଯାତ୍ରା ଅଗ୍ରସେନ ଭବନ ରୁ ବାହାରି ଦୁର୍ଗା ମନ୍ଦିର ପର୍ଯ୍ୟନ୍ତ ଯାଇ ଥିବାବେଳେ ସଚେତନତା ପଦ ଯାତ୍ରା ରେ ମୁଖ୍ୟ ଅତିଥି ଭାବେ ଅତାବିରା ବିଧାୟକ ନିହାର ମହାନନ୍ଦ ଯୋଗ ଦେଇ […]
ବରଗଡ଼:-୩୦/୧(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମ ରେ ନିଷ୍ଠା ପରିବାର ର ରେଡ ଡ୍ରପ ମାରାଥନର ତିରିସ (୩୦)ଦିନରେନଳିନୀ ଓ ପୱନ କୁମାର ଷଡ଼ଙ୍ଗୀ ଙ୍କ ୨୦ତମ ବିବାହ ବାର୍ଷିକୀଅବସର ରେ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିର କୁ ପୱନ ଷଡ଼ଙ୍ଗୀ ଙ୍କ ମାଁ ଉର୍ମିଲା ଷଡ଼ଙ୍ଗୀ ଅତିଥି ଭାବରେ ଯୋଗଦେଇ ଫିତା କାଟି ଶୁଭାରମ୍ଭ କରିଥିଲେ। ନିଜ […]
ବରଗଡ:-୩୦/୧(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଅତାବିରା ଏନ୍ ଏସି ଅନ୍ତର୍ଗତ ୱାର୍ଡ ନଂ -୭ ସମ୍ବଲପୁର-ବରଗଡ ୱେ ୫୩ନଂ ମୁଖ୍ୟ ଜାତୀୟ ରାଜପଥ ରେ କଡ ସ୍ଥିତ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ରେ ୬୦ତମ ବାର୍ଷିକ ଉତ୍ସବ ମହା ସମାରୋହରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ବେହେରା ଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ, ମୁଖ୍ୟ ନିମନ୍ତ୍ରିତ ଅତିଥି ଭାବେ ଏନ୍ ଏସି ଅଧ୍ୟକ୍ଷ ବନମାଳୀ […]
ଭୁବନେଶ୍ବର ୨୯/୦୧ /୨୦୨୫:ଦୁଇ ଦିନିଆ ଉତ୍କର୍ଷ ଓଡିଶା ମେକ୍ ଇନ୍ ଓଡିଶା କନକ୍ଲେଭ୍ ୨୦୨୫ ଆମ ପାଇଁ ଅପାର ସଫଳତା ଆଣିଛି । ଏଥିରେ ସାରା ବିଶ୍ୱର ଅନେକ ଶିଳ୍ପପତି, ବିଜନେସ୍ ଡେଲିଗେଟ୍, ପୁଞ୍ଜି ନିବେଶକ ଓ ନୀତି ନିର୍ଦ୍ଧାରକ ମାନେ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀଜୀ ନିଜେ ଉପସ୍ଥିତ ରହି ଓଡିଶାରେ ପୁଞ୍ଜି ନିବେଶ ପାଇଁ ତାଙ୍କର ଗ୍ୟାରେଣ୍ଟି- ‘ମୋଦୀ ଗ୍ୟାରେଣ୍ଟି’ ଦେଇଥିଲେ । 2036 […]
ବରଗଡ଼-୨୭/୧(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ସଦରମହକୁମାରେ ଆୟୋଜିତ ୭୬ତମ ସାଧାରଣତନ୍ତ୍ର ଦିବସରେ ଜିଲ୍ଲାପାଳ ଅଦିତ୍ୟ ଗୋୟଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରି ଜିଲ୍ଲାବାସୀଙ୍କୁ ସମ୍ବୋଧିତ କରିଥିଲେ। ମୁଖ୍ୟ ଅତିଥି ତଥା ଜିଲ୍ଲାପାଳ ପ୍ରଥମେ ନିଜ କାର୍ଯ୍ୟାଳୟରେ ତ୍ରିରଙ୍ଗା ପତାକା ଉତ୍ତଳୋନ କରିବା ପରେ ବହ୍ନି କନ୍ୟା ପାର୍ବତୀଗିରି,ମହାତ୍ମା ଗାନ୍ଧୀ, ସ୍ଵଭାବ କବି ଗଙ୍ଗାଧର ମେହେର,ବୀର […]
ବରଗଡ଼:-୨୭/୧(ନବୀନ କୁମାର ଦାଶ)ବରଗଡ଼ ବ୍ଲକ ଅନ୍ତର୍ଗତ ତୋରା ଗ୍ରାମ ପଞ୍ଚାୟତ ର ସାହୁ ଟିକ୍ରା ଠାରେ ସକାଳ ୮ଟା ସମୟ ରେ ପବିତ୍ର ୭୬ ତମ ସଧାରଣ ତନ୍ତ୍ର ଦିବସ ଅବସର ରେ ଡାକ୍ତର ଅଶ୍ୱିନୀ ଭୋଇଙ୍କ ଦ୍ଵାରା ପତାକା ଉତ୍ତୋଳନ କରଯାଇଥିଲା।ତାପରେ ସକାଳ ୯ଟା ସମୟ ରେ ନିଷ୍ଠା ପରିବାର ର ରେଡ ଡ୍ରପ ମାରାଥନର ଛବିଶ ଦିନରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏହି […]