ରାଜ୍ୟ ଚଳଚ୍ଚିତ୍ର ଜଗତ ପାଇଁ ଅପୁରଣୀୟ କ୍ଷତି : ମନମୋହନ ସାମଲ ।ବାସ୍ତବବ୍ୟୁରୋ(ଭୁବନେଶ୍ବର)୨୮/୦୨: ଓଡିଆ ଚଳଚ୍ଚିତ୍ର ଜଗତର ସର୍ବାଧିକ ଲୋକପ୍ରିୟ ତଥା ବରିଷ୍ଠ ଅଭିନେତା ଉତମ ମହାନ୍ତିଙ୍କ ନୂଆଦିଲ୍ଲୀ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଗତକାଲି ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ବର୍ଷ ବୟସ ହୋଇଥିଲା । ତାଙ୍କ ବିୟୋଗରେ ରାଜ୍ୟ ବିଜେପି ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।ସ୍ୱର୍ଗତଃ […]

ବାସ୍ତବବ୍ୟୁରୋ(କଟକ): କଟକ ମହାନଗର ନିଗମ ଅନ୍ତର୍ଗତ ସେକ୍ଟର -୬,ସି.ଡି.ଏ ର ଜଣାଶୁଣା ଧର୍ମପରାୟଣ ମହିଳା ଶ୍ରୀମତୀ ପ୍ରମୋଦା ମିଶ୍ର ଙ୍କ ର ଗତ ରବିବାର ଦିନ କଟକର ଶ୍ରୀ ରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସପିଟାଲ ରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା।ସ୍ବର୍ଗତାଃ ମିଶ୍ର ବିଗତ ୩ ମାସ ଧରି ଅସୁସ୍ଥ ଥିଲେ।ସେ ଓଡ଼ିଶା ପୋଲିସ୍ ବିଭାଗର ଅପରାଧ ନିୟନ୍ତ୍ରଣ ଶାଖା, କଟକ […]

ସନ୍ତୋଷ ପାତ୍ର(ଭବାନୀପାଟଣା):ଜିଲ୍ଲା ସଞ୍ଚୟ ଓ ଆର୍ଥିକ ସେବା ବିଭାଗ ତରଫରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଆର୍ଥିକ ସଚେତନତା ଓ ଆର୍ଥିକ ଅନ୍ତର୍ଭୁକ୍ତ କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଯୋଗଦେଇ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ। ସହକାରୀ ନିର୍ଦ୍ଦେଶକ ଜିଲ୍ଲା ଆର୍ଥିକ ସେବା ଓ ସ୍ଵଳ୍ପ ସଞ୍ଚୟ ବିବେକାନନ୍ଦ ମହାନନ୍ଦ ଅତିଥି ପରିଚୟ ପ୍ରଦାନ […]

ବରଗଡ଼୨୪/୨(ନବୀନ କୁମାର ଦାଶ):ଭେଡ଼େନ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧ୍ୟକ୍ଷ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା,ବରଗଡ଼ ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାଣ୍ଡେ,ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ନିରୂପମା […]

ମେଦ ବହୁଳତାରୁ ଦୂରେଇ ନିଜକୁ ଫିଟ ରଖିବା: ମନମୋହନ ସାମଲ ଛାତ୍ରୀଛାତ୍ରଙ୍କ ମଧ୍ୟରେ ମହାକାଶ ବିଜ୍ଞାନ ପ୍ରତି ରୁଚି ବଢ଼ିଛି ନାରୀଶକ୍ତି ଦେଶକୁ ସମୃଦ୍ଧ ଓ ସମ୍ପନ୍ନ କରୁଛି ଏଆଇ କ୍ଷେତ୍ରରେ ଭାରତକୁ ଆଗେଇ ନେବାକୁ ଆହ୍ୱାନଭୁବନେଶ୍ୱରତା.୨୩/୦୨: ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ “ମନ କି ବାତ” କାର୍ଯ୍ୟକ୍ରମର ୧୧୯ତମ ସଂସ୍କରଣରେ ଇସ୍ରୋର ସଫଳତା ବଖାଣିବା ସହ ଏଆଇ ଟେକ୍ନୋଲୋଜିରେ ଭାରତ ଭୂମିକା,ନାରୀ ସମ୍ମାନ ଓ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ […]

ବରଗଡ଼୨୨/୨(ନବୀନ କୁମାର ଦାଶ): ସ୍ଥାନୀୟ ଜିଲ୍ଲା ବରିଷ୍ଠ ନାଗରିକ ସଂଘ କାର୍ଯ୍ୟାଳୟ ରେ ହୋଇଥିବା ମାସିକ କାର୍ଯ୍ୟକାରିଣୀ ସଭା ରେ ଅନେକ ଗରୁତ୍ୱପୂର୍ଣ କାର୍ଯ୍ୟକ୍ରମ ଯଥା ପ୍ରତିଷ୍ଠା ଦିବସ ପାଳନ, ସ୍ୱାସ୍ଥ୍ୟ ସେବା ଶିବିର, ପୋଲିସ ପରିଚୟ ପତ୍ର ପ୍ରଦାନ ରେ ନିଷ୍କ୍ରିୟତା ପାଇଁ ସମ୍ବଲପୁର ଉତ୍ତରାଞ୍ଚଳ ଡ଼ି ଆଇ ଜି ଙ୍କୁ ସାକ୍ଷାତକାର ଆଦି ଉପରେ ଆଲୋଚନା ହୋଇ ନିଷ୍ପତି ନିଆଗଲା। ତନମଧ୍ୟରୁ କେବଳ ମୁଖ୍ୟ ଚିକିତ୍ସାଳୟ କେନ୍ଦ୍ରରେ […]

ବରଗଡ଼୨୨/୧(ନବୀନ କୁମାର ଦାଶ):ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳିତ ଦଶମ ଶ୍ରେଣୀ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଜି ଶୁକ୍ରବାର ଠାରୁ ଆରମ୍ଭ ହୋଇ ଯାଇଛି।ଅତାବିରା ବ୍ଲକରେ ପରୀକ୍ଷାର୍ଥୀମାନେ ଉତ୍ସାହର ସହ ପରୀକ୍ଷା ଦେଇଥିବା ସୁଚନା ମିଳିଛି। ଅତାବିରା ବ୍ଲକ ରେ ସର୍ବମୋଟ୍‌‌ ୧୦ଗୋଟି ପରୀକ୍ଷା କେନ୍ଦ୍ର ରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେଇ ଥିବାବେଳେ ପ୍ରଥମ ଦିନରେ ବ୍ଲକର ୧୭୧୭ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୩୫ଜଣ ଅନୁପସ୍ଥିତ […]

ସଂଜୟ ଶତପଥୀ(କଟକ): ଓଡ଼ିଶା ର ସର୍ବପୁରାତନ ଶିକ୍ଷାନୁଷ୍ଠାନ କଟକର ପ୍ୟାରୀମୋହନ ଏକାଡେମୀ ର ପ୍ରାକ୍ତନ ଛାତ୍ର ତଥା ବିଶିଷ୍ଟ ଫଟୋ ସାମ୍ବାଦିକ ଶ୍ରୀ ହୃଦୟନାଥ ଦାଶ ଓ ଅବସରପ୍ରାପ୍ତ କର୍ମଚାରୀ ଶ୍ରୀ ପାଣ୍ଡବ ଭାଇ ଙ୍କ ଅକାଳ ବିୟୋଗ ରେ ପ୍ୟାରୀମୋହନ ଏକାଡେମୀ ପୁରାତନ ଛାତ୍ର ସଂସଦ (ପାଓସା) ପକ୍ଷରୁ ବିଦ୍ୟାଳୟ ର ପ୍ରାକ୍ତନ ଛାତ୍ରୀ ତଥା ଅବସରପ୍ରାପ୍ତ ବରିଷ୍ଠ ଶିକ୍ଷୟିତ୍ରୀ ଶ୍ରୀମତୀ ଆଭାରାଣୀ ବୋଷ ଙ୍କ ସଭାପତିତ୍ବରେ ବିଦ୍ୟାଳୟ […]

ବରଗଡ଼୧୫/୨(ନବୀନ କୁମାର ଦାଶ):ଗତ ୨୯/୦୧/୨୦୨୫ ରୁ ମିଳିତ ବ୍ଲକ ସ୍ତରୀୟ ହିସାବ ରକ୍ଷକ ଓ ଏମ ଆଇ ଏସ ସଂଯୋଜକ ସଂଘ ମୁଖ୍ୟତଃ ଦୁଇ ଦଫା ଦାବି ନେଇ ଯଥା ଠିକା ଚାକିରୀ କୁ ନିୟମିତ ବା ସ୍ଥାୟୀ କରିବା ଓ ରାଜ୍ୟ ସପ୍ତମ ବେତନ କମିଶନ ହାରରେ ଦରମା ପ୍ରଦାନ କରିବା ନିମନ୍ତେ ସମ୍ପୂର୍ଣ ରୂପେ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବା ସହିତ ସମୂହ ଭାବରେ ଗଣ ତାନ୍ତ୍ରିକ […]

ବରଗଡ଼୧୫/୨(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ କଦଳୀ ପାଲି ଗ୍ରାମ ର ଉପର ପଡ଼ା,ମିର୍ଦ୍ଧା ପଡ଼ା ର କଲ୍ୟାଣ ମଣ୍ଡପ ଠାରେ ବକ୍ସି ଜଗବନ୍ଧୁ କ୍ଲବ, ବୀର ବଜରଙ୍ଗ ବଳୀ କ୍ଲବ ଓ ନିଷ୍ଠା ପରିବାର ର ମିଳିତ ଆନୁକୁଲ୍ୟରେ ନିଷ୍ଠା ପରିବାର ର ୫୧ଦିନ ଧରି ଚାଲିଥିବା ରେଡ ଡ୍ରପ ଅଲଟ୍ରା ମାରାଥନ ର ଛୟାଲିଶ ଦିନ (୪୬) ରେ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ […]

Pin It on Pinterest