ଭୁବନେଶ୍ୱର(ନି.ପ୍ର): ଯାଜପୁର ଜିଲ୍ଲା ଅନ୍ତର୍ଗତ ବରୀ ନିର୍ବାଚନ ମଣ୍ଡଳୀର ବିଧାୟକ ବିଶ୍ବର ଶ୍ୱରଞ୍ଜନ ମଲ୍ଲିକଙ୍କ ନେତୃତ୍ୱରେ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡିଙ୍କ ସହ ଅନେକ ସରପଞ୍ଚ ଓ ସମିତିସଭ୍ୟ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ, ବିଜୁ ଜନତା ଦଳର ବରିଷ୍ଠ ନେତା […]

ବରଗଡ଼-୨୮/୮(ନବୀନ ଦାଶ):ବରଗଡ଼ ଜିଲ୍ଲା ଅତାବିରା ବିଜେଡି ସ୍ଥାନୀୟ ବ୍ଳକ ଅଫିସ ଛକରେ ଜନ ଜାଗରଣ ସମାବେଶ ଅନୁଷ୍ଠିତ ହୋଇଯାଇଛି। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ସଭକାର୍ଯ୍ୟ ଆରମ୍ଭ କରିଥିଲେ।ବରିଷ୍ଠ ବିଜେଡି ନେତା ଉର୍କୁଳୁ ସାହୁଙ୍କ ସଭାପତିତ୍ୱ ତଥା ଏନଏସି ବିଜେଡି ସଭାପତି ସିଦ୍ଧାର୍ଥ ଶଙ୍କର ପଣ୍ଡାଙ୍କ ପରିଚାଳନାରେ ପୂର୍ବତନ ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ମଞ୍ଚାସିନ ରହି ବିଜେପି ଦେଇଥିବା ପ୍ରତିଶ୍ରୁତି ସମ୍ପୁର୍ଣ୍ଣ ମିଥ୍ୟା […]

ବରଗଡ଼୨୭/୮(ନବୀନ ଦାଶ):ଯଦୁପତି ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମତିଥି ଜନ୍ମାଷ୍ଟମୀ ଦେଶସାରା ପ୍ରବଳଉତ୍ସାହ ଉଦ୍ଦୀପନା ସହ ପାଳିତ ହୋଇଯାଇଛି।ଆଜି ମଙ୍ଗଳବାର ନନ୍ଦୋତ୍ସବ।ଏନେଇ ଚଳଚଞ୍ଚଳ ହୋଇ ଉଠିଛି ବରଗଡ ଜିଲ୍ଲା ଅତାବିରା ବ୍ଲକର କନ୍ତଲ ଗ୍ରାମ। ଯାଦବ ବହୁଳ ଏହି ଅଞ୍ଚଳର ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ଭକ୍ତିମୟ ପରିବେଶ ମଧ୍ୟରେ ପାଳିତ ହୋଇଥାଏ। ସୋମବାର ରାତିରେ କନ୍ତଲ ସ୍ଥିତ ରାଧାକୃଷ୍ନ ମନ୍ଦିରରେ ପାଳିତ ହୋଇଥିଲା ଜନ୍ମାଷ୍ଟମୀ ପର୍ବ ପରମ୍ପରା ଅନୁଯାୟୀ ଯାଦବ […]

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ବୋର୍ଡ (ବିସିସିଆଇ) ସଚିବ ଜୟ ଶାହା,ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ର ନୂତନ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି। ସୁଚନା ଅନୁଯାଇ ଶେଷ ଦିନରେ ନାମାଙ୍କନ ଦାଖଲ କରିବା ପରେ ଜୟ ଶାହା ସର୍ବକନିଷ୍ଠ ବ୍ୟକ୍ତି ଭାବେ ଆଇସିସିର ଶୀର୍ଷ ପଦ ପାଇଁ ନିଯୁକ୍ତ ହୋଇଥିଲେ। ସେ ଗ୍ରେଗ ବାରକଲେଙ୍କ ସ୍ଥାନ ନେବେ, ଯିଏକି ୨୦୨୦ ରେ ଏହି ପଦବୀରେ ନିଯୁକ୍ତ ହୋଇଥିଲେ। ଡିସେମ୍ବର […]

ବରଗଡ଼୨୬/୮(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଅତାବିରା ବ୍ଲକ ସ୍ଥିତ ଲରମ୍ଭା କଲେଜ ଠାରେ ଜନ୍ମା ଷ୍ଟମୀ ଅବସରରେ କଲେଜ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଅଛି।ମହା ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ରବିନାରାୟଣ ପଣ୍ଡାଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ମାନ୍ୟବର ବରଗଡ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ,ସମ୍ମାନିତ ଅତିଥି ମାନ୍ୟବର ଅତାବିରା ନିର୍ବାଚନ ମଣ୍ଡଳୀର ବିଧାୟକ ନିହାର ରଂଜନ ମହାନନ୍ଦ,ମୁଖ୍ୟବକ୍ତା ନେତାଜୀ ସୁବାଷ ଚନ୍ଦ୍ର ବୋଷ ସରକାରୀ କଲେଜର ସହକାରୀ ଓଡିଆ ପ୍ରାଧ୍ୟାପକ […]

କଟକ(ସଂଜୟ ଶତପଥୀ) ୨୬।୦୮ : ମହାନଦୀବିହାର ବାସିନ୍ଦା ସମାଜସେବୀ ସଞ୍ଜୟ ଜେନା ଓ ଶିକ୍ଷାବିତ ଦେବର୍ଷୀ ରାଉତଙ୍କ ସୁପୁତ୍ର ସାଇ ସୌରଭ ଜେନା ୧୭ ବର୍ଷ ବୟସରେ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡରେ ସ୍ଥାନ ପାଇଛନ୍ତି । ୨୦୨୪ ମସିହାରେ ଏହି ସଫଳତା ପାଇବାରେ ସାଇ ସୌରଭ ଓଡ଼ିଶାର ପ୍ରଥମ ଛାତ୍ର । ସୂଚନାଯୋଗ୍ୟ, ଦୈନଦିନ ଜୀବନରେ ବିଭିନ୍ନ ପ୍ରକାରର ପାରିବାରିକ ଓ ସାମାଜିକ ବ୍ୟାପାରକୁ ନେଇ ଉପୂଜୁଥିବା ସମସ୍ୟାରେ […]

ବରଗଡ଼୨୫.୮(ନବୀନ କୁମାର ଦାଶ):ରବିବାର ଦିନ ସ୍ଥାନୀୟ ମହିଳା ସମିତି କାର୍ଯ୍ୟାଳୟ ଠାରେ ଏକ ଦେଶାତ୍ମବୋଧ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଅଛି।ବରିଷ୍ଠ ନାଗରିକ ସଂଘ ଉପସଭାପତି ଗୈାନ୍ତିଆ କୁମାର ସାହୁଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ମଧୁଛନ୍ଦା ସାହୁ ଅତିରିକ୍ତ ଜିଲ୍ଲାପାଳ ବରଗଡ଼ ଏବଂ ମୁଖ୍ୟ ବକ୍ତା ଭାବେ ସୁଶ୍ରୀ ଶାନ୍ତି ସୁନା -ପ୍ରଧାନ ଶିକ୍ଷୟିତ୍ରୀ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ବରଗଡ଼ ଯୋଗ ଦେଇ ଏହି […]

ଭୁବନେଶ୍ବର(ନି.ପ୍ର): ବିଜୁ ଜନତାଦଳ ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ଶ୍ରୀମତୀ ଇପ୍ସିତା ସାହୁ ଓ ଶ୍ରୀମତୀ ସୋଫିଆ ଆଲମ ବାଚସ୍ପତିକୁ ଅସମ୍ମାନ ଅଭିଯୋଗକୁ ଖଣ୍ଡନ କରିଛନ୍ତି I ଶ୍ରୀମତୀ ସାହୁ କହିଥିଲେ, ଆଜି ବିଜେପିର ରାଜ୍ୟ ସଭାନେତ୍ରୀ ଐଶର୍ଯା ବିଶ୍ବାଳଙ୍କ ଦ୍ବାରା ବିଧାନସଭରେ ମଦ ମୃତ୍ୟୁ ପ୍ରସଙ୍ଗରେ ବିଜେଡି ବିଧାୟକ ମାନେ ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବୀ କରିବା ସମୟରେ ବାଚସ୍ପତି […]

ବରଗଡ଼୨୩.୮(ନବୀନ କୁମାର ଦାଶ): ବରଗଡ ଜିଲ୍ଲା ଅତାବିରା ବ୍ଲକ ସ୍ଥିତ ଲରମ୍ଭା କଲେଜ ଠାରେ ପଦାର୍ଥ ବିଜ୍ଞାନ ବିଭାଗ ତରଫରୁ ଜାତୀୟ ମହାକାଶ ଦିବସ ପାଳିତ ହୋଇ ଯାଇଛି। କଲେଜ ଅଧ୍ୟକ୍ଷ ଡଃ ପ୍ରମୋଦ କୁମାର ଭୋଇଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଲରମ୍ଭା ହାଇସ୍କୁଲର ବିଜ୍ଞାନ ଶିକ୍ଷକ ବିନୟ କୁମାର ନାୟକ, ପ୍ରାଧ୍ୟାପକ ଅଶୋକ କୁମାର ମହାନ୍ତି, ଅଧ୍ୟାପକ ପ୍ରଦୀପ କୁମାର ପଣ୍ଡା, ଶ୍ରୀ ରବିନ୍ଦ୍ର କୁମାର ନାଏକ ମଂଚାସୀନ […]

Pin It on Pinterest