କଟକ(ସଞ୍ଜୟ ଶତପଥୀ):ରବିବାର ସନ୍ଧ୍ୟାରେ ସୁଲେଖିକା ଅମୃତା ମିତ୍ର ଙ୍କ ଦ୍ୱାରା ଶିଶୁ ମାନଙ୍କ ଉପଯୋଗୀ ଇଂରାଜୀ ପୁସ୍ତକ ‘ଦି ଆଡ଼ଭେନଚଆରସ ଅଫ ରୋକସା’ର ଉନ୍ମୋଚନ ଉତ୍ସବ କଟକର ବାଣୀପୀଠ ଶ୍ରୀରାମଚନ୍ଦ୍ର ଭବନ ରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଷ୍ଟାଫ ସିଲେକ୍ସନ କମିଶନର ସଦସ୍ୟା ଡ଼ଃ ସୃତି ଦାସ କହିଲେଯେ ପୁସ୍ତକ ଟି କିଶୋର କିଶୋରୀ ମାନଙ୍କ ଦ୍ୱାରା ବେଶ ଆଦୃତ ହୋଇପାରିବ।ଗଳ୍ପ […]

ବରଗଡ଼(ତୁଳସି ଚରଣ ଦାଶ)୨୧./୦୩: ସ୍ଥାନୀୟ ବିଜୁପଟ୍ଟନାୟକ ଟାଉନ ହଲଠାରେ ସହରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଟ୍ରଷ୍ଟ ଫଣ୍ଡ ମହାବିଦ୍ୟାଳୟ ର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଅଛି । ଅଧ୍ୟକ୍ଷ ଡଃ ସରୋଜ କୁମାର ଦେବତା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବିଧାୟକ ଶ୍ରୀ ଅଶ୍ବିନୀ କୁମାର ଷଡଙ୍ଗୀ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୂଛନ୍ଦା ସାହୁ ଓ ମହାବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ଶ୍ରୀ ସୁରେଶ୍ଵର ଶତପଥି […]

ବରଗଡ଼(ତୁଳସୀ ଚରଣ ଦାଶ)୨୧/୦୮: ଗତକାଲି ସାରା ରାଜ୍ୟ ଏପରି କି ସାରା ବିଶ୍ବରେ ପଖାଳ ଦିବସ କୁ ଉତ୍ସାହ ଉଦ୍ଦୀପନା ସହିତ ପାଳନ କରାଯାଇଥିବା ପରିପ୍ରେକ୍ଷୀରେ ବରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରଥମ କରି ସ୍ଥାନୀୟ ଆନନ୍ଦ ମଣ୍ଡପ ଠାରେ ବିଶ୍ଵ ପଖାଳ ଦିବସ ପାଳନ କରାଯାଇଥିଲା।ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ, ସମ୍ମାନିତ ଅତିଥି ଅତିରିକ୍ତ ଜିଲ୍ଲାପାଳ ମଧୁଛନ୍ଦା ସାହୁ, ପୌରାଧ୍ୟକ୍ଷା ଶ୍ରୀମତୀ କଲ୍ପନା ମାଝୀ, […]

କୁରୁଜଙ୍ଗ/ପୁରୀ(ନିପ୍ର): କୁରୁଜଙ୍ଗ ପଞ୍ଚାୟତର ପ୍ରଥମ ପୂର୍ବତନ ମହିଳା ସରପଞ୍ଚ ତଥା ବିଶିଷ୍ଟ ସମାଜସେବୀ ଶ୍ରୀମତୀ ସୂର୍ଯ୍ୟମଣି ମହାପାତ୍ରଙ୍କର ଆଜି ତା ୧୭/୩/୨୦୨୬ରିଖ ମଙ୍ଗଳବାର ଭୋର ୫ ଘଟିକା ସମୟରେ ନିଜ ବାସଭବନରେ ୯୪ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।ଜଣେ ମହିୟସୀ, ଦୟାଳୁ ଏବଂ ପରୋପକାରୀ ମହିଳା ଭାବେ ସେ ଅଞ୍ଚଳରେ ବେଶ୍ ପରିଚିତ ଥିଲେ। ସେ ତାଙ୍କ ସମସ୍କନ୍ଦ ବୟସର ଶେଷ ପିଢ଼ିର ଜଣେ ପ୍ରଭାବଶାଳୀ ବ୍ୟକ୍ତିତ୍ୱ […]

ମାଲକାନଗିରି(ପି.ବାଲାରାଜୁ)୧୬।୩: ମାଲକାନଗିରି ଜିଲ୍ଲା ସଦର ସ୍ଥିତି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଦାଶରଥି ସରାବୁଙ୍କ ଅଧ୍ୟକ୍ଷତାରେ ଏହି ସଭା ଆୟୋଜିତ ହୋଇଥିଲା। ଏହି ଅବସରରେ ମାଲକାନଗିରି ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ବେଦବର ପ୍ରଧାନ […]

ବାଳକାଟି(ନି.ପ୍ର): ବାଲିଅନ୍ତା ବ୍ଲକ ହୀରାପୁର ଗ୍ରାମର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ହରପ୍ରିୟା ଫାଉଣ୍ଡେସନ ଟ୍ରଷ୍ଟ ଆନୁକୂଲ୍ୟରେ ତୃତୀୟ ହରପ୍ରିୟା ସାହିତ୍ୟ ଉତ୍ସବ, ଶ୍ରୀସୁଦର୍ଶନ ଦାରୁ ଅରଣ୍ୟରେ ଅନୁଷ୍ଠିତ ହୋଇଯାଇଛି। ଟ୍ରଷ୍ଟର ମୁଖ୍ୟ ଦୀନବନ୍ଧୁ ଭୋଇ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାର୍କଫେଡର ସଭାପତି କବିତା ମଞ୍ଜରୀ ପରିଡ଼ା, ଆବାହକ ଚଳଚିତ୍ର ସଂଳାପ ଲେଖକ ଡ଼.ରଜନୀ ରଞ୍ଜନ ଦାଶ,ସମ୍ମାନୀତ ଅତିଥି ଭାବେ ସ୍ତମ୍ଭକାର ଶ୍ରୁତକିର୍ତ୍ତୀ ତ୍ରିପାଠୀ, ନାଟ୍ୟକାର […]

ମାଲକାନଗିରି(ପି.ବାଲାରାଜୁ): ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦେଶ କ୍ରମେ ୧୪ ତାରିଖ ରେ ମାଲକାନଗିରି ଜିଲ୍ଲା ଆଈନ ସେବା ପ୍ରାଧିକରଣ, ତାଲୁକ ଆଈନ ସେବା ପ୍ରାଧିକରଣ ମୋଟୁ, ଜେ ଏମ ଏଫ ସି ମାଥିଲି, ଜେ ଏମ ଏଫ ସି କୁଡୁମୁଳୁଗୁମ୍ମା, ଗ୍ରାମ ନ୍ୟାୟଳୟ କୋରୁକୋଣ୍ଡା, ଦ୍ବାରା ପ୍ରଥମ ଜାତୀୟ ସ୍ତରୀୟ ଲୋକ ଅଦାଲତ ମାଲକାନଗିରିର ସମସ୍ତ ବିଚାରଳୟ ତଥା ମାଥିଲି, ମୋଟୁ, କୁଡୁମୁଳୁଗୁମ୍ମା ଠାରେ ମଧ୍ୟ ଅନୁଷ୍ଠିତ ହୋଇଯାଇଛି। […]

ମାଲକାନଗିରି(ପି.ବାଲାରାଜୁ) ୧୫।୩:ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକର ଗୁରୁତ୍ୱପୂର୍ଣ୍ଣ ପୋଲେରୁ ସେତୁ ନିର୍ମାଣ କାର୍ଯ୍ୟର ଅଗ୍ରଗତି ଅନୁଧ୍ୟାନ କରିଛନ୍ତି ଜିଲ୍ଲାପାଳ ପ୍ରଥମେଶ ଆରବିନ୍ଦ ରାଜଶିର୍କେ। ଆଜି ନିର୍ମାଣାଧୀନ ସେତୁ ସ୍ଥଳ ପରିଦର୍ଶନ କରିବା ସହ କାମ କେତେଦୂର ଆଗେଇଛି, ସେ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ସହ ସମୀକ୍ଷା କରିଛନ୍ତି। ପରିଦର୍ଶନ ସମୟରେ ଜିଲ୍ଲାପାଳ ସ୍ଥାନୀୟ ବାସିନ୍ଦାଙ୍କ ସହ ସିଧାସଳଖ କଥା ହୋଇଥିଲେ। ଏହି ସେତୁ କେବଳ ଏକ ଯୋଗାଯୋଗର ମାଧ୍ୟମ ନୁହେଁ, […]

ମାଲକାନଗିରି(ପି.ବାଲାରାଜୁ) ୧୫।୩: କେନ୍ଦ୍ର ସରକାରଙ୍କ ପ୍ରମୁଖ ଯୋଜନା ‘ଉଲ୍ଲାସ’-ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ଅନ୍ତର୍ଗତ ଆଜି ମାଲକାନଗିରି ଜିଲ୍ଲାରେ ଫାଉଣ୍ଡେସନାଲ ଲିଟ୍ରେସି ଏଣ୍ଡ ନ୍ୟୁମେରେସି ଆସେସମେଣ୍ଟ ଟେଷ୍ଟ ସଫଳତାର ସହ ସମ୍ପନ୍ନ ହୋଇଯାଇଛି। ଜିଲ୍ଲାର ପ୍ରାୟ ୮୬୫ଟି କେନ୍ଦ୍ରରେ ଏହି ପରୀକ୍ଷା ଆୟୋଜନ କରାଯାଇଛି । ଏହା କେନ୍ଦ୍ର ସରକାରଙ୍କ ଏକ ଫ୍ଲାଗସିପ ପ୍ରୋଗ୍ରାମ ଯାହାର ଲକ୍ଷ୍ୟ ହେଉଛି ୧୫ବର୍ଷ ବୟସରୁ ଉର୍ଦ୍ଧ୍ବ ଗୋଷ୍ଠିର ନିରକ୍ଷର ଙ୍କୁ ସାକ୍ଷର କରିବା […]

କଟକ(ସଂଜୟ ଶତପଥୀ):ସାମ୍ପ୍ରତିକ ପରିସ୍ଥିତିରେ ସାରା ବିଶ୍ୱରେ ଯୁଦ୍ଧକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଓଡ଼ିଶାରେ ଇନ୍ଧନ ଗ୍ୟାସ ଓ ତୈଳ ଦର ବୃଦ୍ଧି ପାଇଛି। କିନ୍ତୁ ଇନ୍ଧନ ଗ୍ୟାସର ଅହେତୁକ ଦରବୃଦ୍ଧି ଓ କଟକଣା ଯୋଗୁଁ ସମଗ୍ର ଓଡ଼ିଶାରେ ରୋଷେଇ ଘରେ ବିପ୍ଳବ ଦେଖାଦେଇଛି। ଏହି ଅହେତୁକ ଦରବୃଦ୍ଧି ପ୍ରତିବାଦରେ ଆଜି କଟକ ମହାନଗର ନିଗମର ବାରବାଟୀ-କଟକ ନିର୍ବାଚନ ମଣ୍ଡଳୀ ର ବିଜୁ ମହିଳା ଜନତା ଦଳ ପକ୍ଷରୁ ସଭାନେତ୍ରୀ […]

Pin It on Pinterest