କଟକରେ ଅକ୍ଟୋବର ୧ତାରିଖ ବିଶ୍ୱ ପେନସନର ଦିବସ ମିଳିତ ଭାବେ ପାଳନ ଓ ସ୍ଵାସ୍ଥ୍ୟ,ବାସଗୃହ ଓ ସର୍ବନିମ୍ନ ପେନସନ ଆଦି ସାମାଜିକ ସୁରକ୍ଷା ଯୋଗାଇ ଦେବାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିକଟରେ ଦାବି.… ସଂଜୟ ଶତପଥୀ(କଟକ):ପେନସନର ମାନେ ଏକ ସମ୍ମାନଜନକ ଭାବେ ଜୀବନ ଅତିବାହିତ କରିବା ପାଇଁ ଆବଶ୍ୟକ ସର୍ବନିମ୍ନ ପେନସନ, ଚିକିତ୍ସା ବ୍ୟବସ୍ଥା, ମାଗଣାରେ ଯାତାୟତ ଆଦି ମୌଳିକ ସୁବିଧା ଗୁଡିକୁ ଯୋଗାଇ ଦେବାକୁ କେନ୍ଦ୍ର ସରକାର […]
Odia News
ସଂଜୟ ଶତପଥୀ(କଟକ): କଟକ ରେ ଶ୍ରୀମଦ୍ଭାଗବତ ପୁନରୁଦ୍ଧାର କମିଟି ପକ୍ଷରୁ ବାଲୁବଜାର-ବିନୋଦବିହାରି ପୁଜା ମଣ୍ଡପ ଠାରୁ ସନାତନ ଧର୍ମର ପ୍ରଚାର ଲାଗି ବହୁ ଶ୍ରଦ୍ଧାଳୁଙ୍କର ଏକ ସମାବେଶ ସହ ପବିତ୍ର ଶ୍ରୀମଦ୍ଭାଗବତ ପୁସ୍ତକ କୁ ମସ୍ତକରେ ବୋହି ଗଙ୍ଗା ମନ୍ଦିର, ଖଟବିନ ସାହି, ମା’କଟକ ଚଣ୍ଡୀ ମନ୍ଦିର, ଶେଖ୍ ବଜାର ଓ ମହମ୍ମଦିଆ ବଜାର ପରିକ୍ରମା କରି ଅବଶେଷରେ ଚାନ୍ଦିନୀଚୌକ ପ୍ରଭୁ ଶ୍ରୀ ଜଗନ୍ନାଥ ମନ୍ଦିରରେ ପହଞ୍ଚିଥିଲା।ଏହି ପବିତ୍ର ଶୋଭାଯାତ୍ରାରେ […]
ସଂଜୟ ଶତପଥୀ(କଟକ): ବରିଷ୍ଠ ନାଗରିକ ମଞ୍ଚ, ମହାନଦୀ ବିହାର, କଟକ ପକ୍ଷରୁ ଆଜି ସକାଳ ଘ୦୮/୩୦ ମିନିଟ୍ ରୁ ଏକ ବିଶାଳ ଶୋଭାଯାତ୍ରା ମହାନଦୀ ଭବନ ପରିସରରୁ ବାହାରି ନଗର ପରିକ୍ରମା କରି ଅବଶେଷରେ ପୁନର୍ବାର ମହାନଦୀ ବିହାର ପରିସରରେ ପହଞ୍ଚିବା ପରେ ମଞ୍ଚର ସଭାପତି ଶ୍ରୀ ରବୀନ୍ଦ୍ରନାଥ ମହାନ୍ତି ଙ୍କ ସଭାପତିତ୍ବରେ ଏକ ସମ୍ମିଳନୀର ଆୟୋଜନ କରାଯାଇଥିଲା।ଏହି ସମ୍ମିଳନୀରେ ବରିଷ୍ଠ ନାଗରିକମାନେ କିପରି ସମ୍ମାନ ଓ ଶାନ୍ତି ରେ […]
ସଂଜୟଶତପଥୀ(କଟକ): ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଆତ୍ମନିର୍ଭର ଭାରତ, ପ୍ରଗତିଶୀଳ ଭାରତର ପ୍ରତୀକ,ସମ୍ପୂର୍ଣ୍ଣ ସ୍ବଦେଶୀ କାରିଗରୀ ରେ ନିର୍ମିତ ଓଡିଶା ପାଇଁ ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ରାଉରକେଲା ଭାରତରେ ଅନ୍ୟାନ୍ୟ ଆଠଟି ଟ୍ରେନ ସହ ଆଜି ସେପ୍ଟେମ୍ବର ୨୪ ରେ ଶୁଭାରମ୍ଭ କରାଗଲା । ପ୍ରଧାନମନ୍ତ୍ରୀ ଶ୍ରୀ ମୋଦିଆଜି ମଧ୍ୟାହ୍ନରେ ସବୁଜ ପତାକା ଦେଖାଇ ନଅଟି ଯାକ […]
ସଂଜୟ ଶତପଥୀ(କଟକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିନ ସେବା ପକ୍ଷ ପାଳନ ଅବସରରେ ଆଜି ବାରବାଟି କଟକ ନିର୍ବାଚନ ମଣ୍ଡଳୀରେ ରକ୍ତ ଦାନ ଶିବିର ମେରିଆ ବଜାର ରେ ଅନୁଷ୍ଠିତ ହୋଇଥିଲା । କଟକ ନଗର ବିଜେପି ତରଫରୁ ହୋଇଥିବା ଏହି କାର୍ଯ୍ୟକ୍ରମରେ କଟକ ନଗର ବିଜେପି ସଭାପତି ଲଲାଟେନ୍ଦୁ ବଡୁ, ଯୁବମୋର୍ଚା ସଭାପତି ସତ୍ୟବ୍ରତ ମିଶ୍ର, ଶିବ ନାରାୟଣ ନାୟକ, ହରିଚନ୍ଦନ ନାୟକ, ବିଶ୍ୱଜିତ ପ୍ରଧାନ, ସୁମନ […]
ସଂଜୟ ଶତପଥୀ(କଟକ): ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଶ୍ଵ ପ୍ରସିଦ୍ଧ କଟକ ଦଶହରା ଭସାଣି ଶୋଭାଯାତ୍ରାରେ ଆସୁଥିବା ସମସ୍ତ ପୂଜା ମଣ୍ଡପର ମେଢକୁ ଓଡ଼ିଶା ଉତ୍କଳ ବାହିନୀ ପରିବାର ତରଫରୁ ଗୌରୀ ଶଙ୍କର ପାର୍କ ଠାରେ ସମ୍ବର୍ଦ୍ଧନା କରାଯିବ । ଏହାର ପୂର୍ବ ପ୍ରସ୍ତୁତି ବୈଠକ ସ୍ଥାନୀୟ ଶିଶୁ ଭବନ ସାଇବାବା ମନ୍ଦିର ପ୍ରାଙ୍ଗଣରେ ହୋଇଯାଇଛି। ଓଡ଼ିଶା ଉତ୍କଳ ବାହିନୀ ପରିବାରର ସଭାପତି ପ୍ରଫୁଲ୍ଲ ଜେଠୀ ଗତ […]
ପୁଷ୍ପକ ମହାନ୍ତି(କଟକ.ସ.)କଟକର ଅଗ୍ରଣୀ ସାମାଜିକ ଅନୁଷ୍ଠାନ “କଟକ ସେବା ଫାଉଣ୍ଡେସନ” ପକ୍ଷରୁ କଟକ ର ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସପିଟାଲ ପରିସରରେ ଥୂବା ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ ରୋଗ ଚିକିତ୍ସା କେନ୍ଦ୍ରରେ ଚିକିତ୍ସାଧୀନ ଥିବା ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଆସିଥିବା ରୋଗୀ ତଥା ସେମାନଙ୍କର ସମ୍ପର୍କୀୟମାନଙ୍କୁ ସକାଳ ର ଜଳଖିଆ ବଣ୍ଟନ କରାଯାଇଥୂଲା। ଅନୁଷ୍ଠାନର ସଭାପତି ଶ୍ରୀ ପପୁ ପାତ୍ର ଙ୍କ ନେତୃତ୍ବରେ ହୋଇଥୂବା ଏହି […]
ନବୀନ ଦାଶ(ବରଗଡ): ବରଗଡ ଜିଲ୍ଲା ଝିଲିମିଣ୍ଡା ଜଗନ୍ନାଥ ଉଚ୍ଚ ବିଦ୍ୟାଳୟ ଠାରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ୧୬୨ତମ ଜନ୍ମ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି। ଏହି ସଭାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶିଶିର କୁମାର ଭୋଇ ସଭାପତିତ୍ବ କରିଥିଲେ। ସଭାରେ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ଧର୍ମରାଜ ପ୍ରଧାନ ସଂଯୋଜନା କରିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ବରଗଡର ବରିଷ୍ଠ ଓକିଲ ଅଚ୍ୟୁତାନନ୍ଦ ମହାପାତ୍ର ଯୋଗଦେଇ ଥିବା ବେଳେ ମୁଖ୍ୟ […]
ସଂଜୟ ଶତପଥୀ(କଟକ):୧।୯-ଦୀର୍ଘଦିନ ଧରି କଟକ ପୂର୍ବାଚଂଳ ବାସିନ୍ଦା ପୁରୀକୁ ଯିବା ନିମନ୍ତେ ଏସି ମୋ ବସ୍ ଚଳାଚଳ ପାଇଁ କରି ଆସୁଥିବା ଦାବି ଆଜି ବାସ୍ତବତାର ରୂପନେଇଛି । ଏହିଅବସରରେ ଆଜି (ଶୁକ୍ରବାର) ସକାଳ ୮ ଘଟିକା ୩୦ ମନିଟ୍ ସମୟରେ ମହାନଦୀବିହାର ମୋ ବସ ଷ୍ଟାଣ୍ଡରେ ପୁର୍ବତନ ବିଧାୟକ ଡଃ ପ୍ରଭାତ ରଞ୍ଜନ ବିଶ୍ଵାଳ ମୁଖ୍ୟଅତିଥି ଭାବେ ଯୋଗଦେଇ ପତକା ଦେଖାଇ ଏହି ସେବାର ଶୁଭାରମ୍ଭ କରିଥିଲେ । […]
ସଂଜୟ ଶତପଥୀ(କଟକ):କଟକର ବାଣୀପୀଠ ଶ୍ରୀରାମଚନ୍ଦ୍ର ଭବନ ରେ ଆରମ୍ଭ ହୋଇଛି ବିଶିଷ୍ଟ ଆଧ୍ୟାତ୍ମିକ ଅନୁଷ୍ଠାନ ତୁଳସୀ ସାହିତ୍ୟ ସଂସଦ ପକ୍ଷରୁ ଷଟତ୍ରୀଂଶ୍ ତମ ସପ୍ତଦୀବସୀୟ ଶ୍ରୀ ରାମଚରିତ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମର ମୂଖ୍ୟ ଶ୍ରୀ ମାନସ ଦାସ (ରାମାୟଣୀ) ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସପ୍ତଦୀବସ ରେ ଓଡ଼ିଶା ର ବହୁ ବିଶିଷ୍ଟ ତଥା ଆଧ୍ୟାତ୍ମିକ ପ୍ରବକ୍ତା ଯୋଗଦେଇ ପ୍ରଭୁ ଶ୍ରୀ ରାମ […]


