ବାସ୍ତବବ୍ୟୁରୋ(ନୟାଗଡ): ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକ ସ୍ଥିତ ମଧୁବନ ମିନି ଷ୍ଟାଡିୟମ ଠାରେ ୪ର୍ଥ ରାଜ୍ୟ ସ୍ତରୀୟ ମହେନ୍ଦ୍ର ସ୍ଵାଇଁ ମେମୋରିଆଲ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ ହୋଇ ଯାଇଛି। ଖଣ୍ଡପଡା ସ୍ପୋର୍ଟସ ଏକାଡେମୀ ଆନୁକୂଲ୍ୟରେ ଅନୁଷ୍ଠିତ ଉଦ୍ଘାଟନୀ ଉତ୍ସବରେ ବିଶିଷ୍ଟ ସମାଜସେବୀ ତଥା ଯୁବନେତା ଇଂ ଦୁଷ୍ମନ୍ତ କୁମାର ସ୍ଵାଇଁ ଅଧ୍ୟକ୍ଷତା କରିଥିଲେ। ନୟାଗଡ଼ ଡି ଏଫ ଓ କ୍ଷମା ଷଢଙ୍ଗୀ ମୁଖ୍ୟ ଅତିଥି, ରାଜ୍ୟ କ୍ରୀଡା ବିଭାଗର ବରିଷ୍ଠ […]
Odia News
ସଂଜୟ ଶତପଥୀ(କଟକ): କଟକ ରାଜା ବଗିଚାର ଜଣାଶୁଣା ଘରୋଇ ବିଦ୍ୟାଳୟ, ଫନ୍ ଆଣ୍ଡ ଲର୍ଣ୍ଣ ପ୍ଲେ ସ୍କୁଲର ବାର୍ଷିକୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି ।ଏହା କଟକର କର୍ମବୀର ଗୈାରୀଶଙ୍କର ରାୟ ଟାଉନ୍ ହଲ୍ ପରିସରରେ ସ୍କୁଲର ସଭାପତି ଶ୍ରୀ ଯୋଗେନ୍ଦ୍ର ବସ୍ତିଆଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଉଦଘାଟକ ଭାବେ ଡ଼ଃ ରମେଶ ଚନ୍ଦ୍ର ଦାସ ଯୋଗଦେଇଥିଲା ବେଳେ ମୂଖ୍ୟ ଅତିଥି ଶ୍ରୀ ବିକାଶ ଦାସ, ସମ୍ମାନିତ ଅତିଥି […]
ଦେବକାନ୍ତ ମହାନ୍ତି(ଚାନ୍ଦବାଲି):୦୨-୦୨-୨୦୨୩ ରାତ୍ରୀରେ ଜେସିବ ମେସିନ ସାହର୍ଯ୍ୟରେ ହେଉଛି ଲକ୍ଷାଧ୍ୟକ ଟଙ୍କାର ମାଟି ଚୋରୀ , ସେହି ମାଟିକୁ ସରକାରୀ ସ୍ଥାନରୁ ଉଠାଯାଇ ପୁଣି ସରକାରୀ କାର୍ଯ୍ୟଦେଶରେ ବିନିଯୋଗ କରାଯାଉଛି । ଏପଟେ ନାଳ ଖୋଳା ପାଇଁ ମନରେଗା ସାହାଯ୍ଯରେ ପ୍ରଜେକ୍ଟ ପାଇଁ ଆଗୁଆ ନାଳରୁ ମାଟି ଉଠାଯାଉଛି ପୁଣି ସେହି ମାଟିକୁ ୫ ଟି ସ୍କୁଲରେ ମାଟି ଫିଲିଙ୍ଗ କରାଯାଉଛି। ଏପେଟେ ସରକାରଙ୍କ ରାଜସ୍ବ ଫାଙ୍କି ମାଟି ଉଠାଣ […]
ବାସ୍ତବ ବ୍ୟୁରୋ: କୋରାପୁଟ ଜିଲ୍ଲାର ବୁଦ୍ଧିଜୀବୀ ତଥା ଛାତ୍ରଛାତ୍ରୀମାନଙ୍କର ବହୁ ଦିନର ଦାବି ଆଜି ପୂରଣ ହୋଇଛି । କୋରାପୁଟ ଜିଲ୍ଲାର ଜୟପୁରରେ ଥିବା ବିକ୍ରମଦେବ ସ୍ବୟଂଶାସିତ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ବିକ୍ରମଦେବ ମହାବିଦ୍ୟାଳୟ ୧୯୪୭ ମସିହାରେ ସ୍ଥାପିତ ହୋଇଥିଲା। ଚଳିତ ବର୍ଷ ଏହି ମହାବିଦ୍ୟାଳୟ ତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି । ବିକ୍ରମ ଦେବ […]
ବାସ୍ତବବ୍ୟୁରୋ(ଭୁବନେଶ୍ୱର): ଉତ୍କଳରତ୍ନ ପ୍ରଫେସର ଶତ୍ରୁଘ୍ନନାଥଙ୍କ ୧୦୮ ତମ ଜୟନ୍ତୀ ଉତ୍ସବ ବୁଧବାର,ଅପରାହ୍ଣଘ ୪.୩୦ ମିନିଟ ସମୟରେ ସହୀଦନଗର ବିଷ୍ଣୁମନ୍ଦିର ପରିସରସ୍ଥିତ ସାଂସ୍କୃତିକ ପରିଷଦ ପ୍ରେକ୍ଷାଳୟରେ ପ୍ରାବନ୍ଧିକ ଡ଼ଃ ଏକାଦଶୀ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି lପ୍ରାରମ୍ଭରେ ଶ୍ରୀ ନାଥଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ପ୍ରଦୀପ ପ୍ରଜ୍ବଳନ କରାଯାଇ ଶୁଭାରମ୍ଭ କରାଯାଇଥିଲା। ଏଥିରେ କବି ଗୌତମ ଚରଣ ଜେନା ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ […]
ବାସ୍ତବ ବ୍ୟୁରୋ: ଆଜି ପୂର୍ବାହ୍ନ ୧୧ଟା ବେଳେ ଲୋକସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଥିଲେ।
ବାସ୍ତବ ବ୍ୟୁରୋ:ଆଜି ବଜେଟ୍ରେ ଅନେକ ଜିନିଷ ଉପରୁ ଟିକସ ହ୍ରାସ ହୋଇଥିବା ବେଳେ ଅନେକର ବୃଦ୍ଧି କରାଯାଇଛି। ଆଗାମୀ ଦିନରେ ମୋବାଇଲ୍ ଫୋନ୍ କିଣିବା ଶସ୍ତା ହୋଇପାରେ, କିନ୍ତୁ ସୁନା ଓ ରୂପା କିଣିବା ମହଙ୍ଗା ହୋଇପାରେ । କାରଣ ମୋବାଇଲ୍ ଫୋନ ଉପରେ ସରକାର ଆମଦାନୀ ଶୁଳ୍କ ହ୍ରାସ କରିଥିବାବେଳେ ସୁନା ଓ ରୂପା ଉପରେ ଶୁଳ୍କ ବୃଦ୍ଧି କରିଛନ୍ତି। ସୀମା ଶୁଳ୍କ ୧୩ ପ୍ରତିଶତ ହ୍ରାସ ହୋଇଥିବା […]
ଦେବକାନ୍ତ ମହାନ୍ତି(ଚାନ୍ଦବାଲି)୩୧/୦୧/୨୦୨୩-ଚାନ୍ଦବାଲି ବ୍ଲକ ତେନ୍ତୁଲିଡ଼ିହି ପଚାୟତ ଦାସସାହିରେ ଅଗ୍ନିକାଣ୍ଡ ଘଟି ୩ଟି ପରିବାରର ୩ ବଖରା ଘର ସହ ଦୁଇଟି ଗୁହାଳ ପୋଡ଼ି ପାଇଁଶ ହୋଇଯାଇଥିବା ବେଳେ ଅନ୍ୟ ବଖରାକୁ ଅଗ୍ନିଶମ ବିଭାଗ ଓ ଗାଁ ଲୋକେ ମିଳିତ ସହଯୋଗରେ ପଣିପକାଇ ବଞ୍ଚିତ କରିଛନ୍ତି। ଖବର ପାଇ ଘଟଣା ସ୍ଥଳରେ ଚାନ୍ଦବାଲି ଅଗ୍ନିଶମ ବିଭାଗର ଗାଡ଼ି ପହଁଚିବା ପୂର୍ବରୁ ୩ ବଖରା ଘର ସହ ଦୁଇଟି ଗୁହାଳ ସମ୍ପର୍ଣ୍ଣ ଭାବେ […]
ବାସ୍ତବ ବ୍ୟୁରୋ: ଚିକିତ୍ସାଧୀନ ଅବସ୍ଥାରେ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ପରଲୋକ। ଭୁବନେଶ୍ବର ଆପୋଲେ ହସ୍ପିଟାଲରେ ରାଜ୍ୟର ଜଣାଶୁଣା ବିଶେଷଜ୍ଞ ଡାକ୍ତରମାନଙ୍କ ଏକ ଦଳ ବହୁ ଉଦ୍ୟମ କରିଥିଲେ ମଧ୍ୟ ତାଙ୍କୁ ବଞ୍ଚାଇ ପାରିନାହାନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୬୧ ବର୍ଷ ବୟସ ହୋଇଥିଲା। ସେ ୧୯୬୨ ମସିହା ଜାନୁଆରି ୭ ତାରିଖରେ ସମ୍ବଲପୁରରେ ଜନ୍ମଗ୍ରହଣ କରିଥିଲେ। ଆଜି ମଧ୍ୟାହ୍ଣରେ ସେ ଏକ କାର୍ଯ୍ୟକ୍ରମରେ ବ୍ରଜରାଜନଗର ଯାଇଥିବା […]
ପ୍ରମୋଦନାୟକ(ଭୁବନେଶ୍ବର): ସଂକଟାପନ୍ନ ଥିବା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଚିକିତ୍ସା ପାଇଁ ଆପୋଲୋ ହସ୍ପିଟାଲକୁ ଅଣାଯାଇଛି। ବିମାନବନ୍ଦରରୁ ଭୁବନେଶ୍ବର ଆପୋଲୋ ହସ୍ପିଟାଲ ଯାଏ ଗ୍ରିନ୍ କରିଡରରେ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଆପୋଲୋ ହସ୍ପିଟାଲରେ ପହଞ୍ଚିଥିବାର ସୂଚନା ମିଳିଛି। ତେଣେ ଆପୋଲୋ ହସ୍ପିଟାଲରେ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ସୁଶାନ୍ତ ସିଂହ ଓ ସ୍ନେହାଙ୍ଗିନୀ ଛୁରିଆଙ୍କ ସମେତ ବହୁ ବିଜେଡି ନେତା ପହଞ୍ଚିଛନ୍ତି। ଏପଟେ ଆପୋଲୋ […]


