ପ୍ରମୋଦନାୟକ(ଭୁବନେଶ୍ୱର): ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଗମ୍ଭୀର ହୋଇପଡିଛି । ବିଶେଷ ଭାବେ ମହିଳାମାନେ ନିଜକୁ ଅସୁରକ୍ଷିତ ମଣୁଛନ୍ତି । ଦଳିତ, ଆଦିବାସୀ ମହିଳାମାନଙ୍କ ଉପରେ ଅତ୍ୟାଚର କ୍ରମାଗତ ଭାବେ ବୃଦ୍ଧି ପାଇଚାଲିଛି ଏବଂ ଏହାକୁ ରୋକିବାରେ ରାଜ୍ୟ ସରକାର ସଂପୂର୍ଣ୍ଣ ଭାବେ ବିଫଳ ହୋଇପଡିଛନ୍ତି । ଗତ ୧୧ ତାରିଖ ଦିନ ରାୟଗଡା ଡାକ୍ତରଖାନାରେ ଗର୍ଭବତୀ ଥିବା ସୁଲାବତୀ ନାଏକଙ୍କ ମୃତ୍ୟୁ ଅତ୍ୟନ୍ତ ବିଦାରକ । ସୁଲାବତୀଙ୍କ ମୃତ୍ୟୁ ପାଇଁ […]
Odia
ଶ୍ରୀଚରଣ ନାୟକ(ନୂଆଦିଲ୍ଲୀ): ଦୁଇ ଦିନ ଧରି ଦିଲ୍ଲୀରେ ଚାଲିଥିବା ବିଜେପିର ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ଆଜି (ମଙ୍ଗଳବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ ସହିତ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆସନ୍ତା ୨୦୨୪ ସାଧାରଣ ନିର୍ବାଚନକୁ ମାତ୍ର ୪୦୦ ଦିନ ବାକି ଅଛି। ନିର୍ବାଚନ ପୂର୍ବରୁ ଦଳୀୟ ନେତା ଓ କର୍ମୀମାନଙ୍କୁ ଅଧିକରୁ ଅଧିକ ଭୋଟରଙ୍କ ପାଖରେ ପହଞ୍ଚିବାକୁ ସେ ଗୁରୁମନ୍ତ୍ର ଦେଇଛନ୍ତି । ବୈଠକର ଦ୍ୱିତୀୟ ଦିନରେ […]
ସ୍ୱଚ୍ଛ ଓ ନିରପେକ୍ଷତା ଭାବେ ୯.୫୯ ଲକ୍ଷ ଘର ଯୋଗ୍ୟ ହିତାଧିକାରୀଙ୍କୁ ଦେବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଉ : ବିଜେପି * ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀଙ୍କ ନେତୃତ୍ୱରେ ରାଜ୍ୟପାଳଙ୍କୁ ଭେଟିଲେ ବିଜେପି ପ୍ରତିନିଧି ମଣ୍ଡଳୀ । ପ୍ରମୋଦ ନାୟକ(ଭୁବନେଶ୍ୱର)୧୭/୦୧: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଓଡ଼ିଶାକୁ ସଦ୍ୟତମ ମିଳିଥିବା ଅତିରିକ୍ତ ୯.୫୯ ଲକ୍ଷ ଘର ସ୍ୱଚ୍ଛ ଓ ନିରପେକ୍ଷତା ଭାବେ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଦାନ […]
ଜୟନ୍ତ ଶତପଥୀ(ଡେରାବିଶ):କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ ଚାନ୍ଦୋଳ ଗ୍ରାମ ପଞ୍ଚଯାତ ରେ ଡିଜିଟାଲ ଘର ନମ୍ବର ଶୁଭାରମ୍ଭ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ଗଣେଶପୁର ଗ୍ରାମରୁ ଆରମ୍ଭ କରାଯାଇଥିଲା ବେଳେ,ଏହାକୁ ଉଦଘାଟନ କରିଥିଲେ ଚାନ୍ଦୋଳ ପଞ୍ଚାୟତ ସରପଞ୍ଚ ସୁରେନ୍ଦ୍ର କୁମାର ମଳିକ ଓ ସମିତି ସଭ୍ୟା ମଞ୍ଜୁଲତା ମିଶ୍ର । ଏହା ଏକ ଘରର ପରିଚୟ ପତ୍ର ଅଟେ ଯାହାକି କୌଣସି ଘରର ଏକ ନିର୍ଦିଷ୍ଟ ଠିକଣା କୁ ଦର୍ଶାଇବ, ଏହା […]
ସଂଜୟଶତପଥୀ(କଟକ): କଟକ ଜିଲ୍ଲା ବଡ଼ମ୍ବା-ଗୋପୀନାଥପୁର ର ପ୍ରସିଦ୍ଧ ସିଂହନାଥ ପୀଠରେ ଅଘଟଣ । ମହାନଦୀ ଉପରେ ନିର୍ମିତ ଟି-ବ୍ରିଜରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେତୁ ଦଳାଚକଟା ହୋଇ ୨୦ରୁ ଉର୍ଦ୍ଧ୍ୱ ଶ୍ରଦ୍ଧାଳୁ ଗୁରୁତର ହୋଇଥିବାବେଳେ ୪ଜଣଙ୍କ ଅବସ୍ଥା ଶଙ୍କଟାପନ୍ନ ରହିଥିବା ଜଣାପଡ଼ିଛି । ସୂଚନାନୁଯାୟୀ, ବଡ଼ମ୍ବା-ଗୋପୀନାଥପୁର ଟି-ସେତୁରେ ଆଜି(ଶୁକ୍ରବାର) ଅପରାହ୍ନରେ ଦଳାଚକଟା ଯୋଗୁଁ ବହୁ ଶ୍ରଦ୍ଧାଳୁ ଗୁରୁତର ହୋଇଛନ୍ତି । ଗୁରୁତରମାନଙ୍କ ମଧ୍ୟରେ ମହିଳା ଓ ଛୋଟ ପିଲା ଥିବା […]
ସଂଜୟ ଶତପଥୀ(କଟକ):ଭାରତର ମୁକ୍ତି ସଂଗ୍ରାମର ମହାନ ଯୋଦ୍ଧା ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ ତଥା ଭାରତ ରତ୍ନ ପ୍ରଦାନ କରାଯାଉ । ଏଥି ସହିତ କଟକ ରେଲୱେ ଷ୍ଟେସନକୁ ନେତାଜୀଙ୍କ ନାମରେ ନାମକରଣ କରିବା ସହ ସହରରେ ନେତାଜୀଙ୍କର ଏକ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସ୍ଥାପନ କରିବା ପାଇଁ ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବି ଶ୍ରୀ ଅଶ୍ୱିନୀ ଉପାଧ୍ୟାୟ ଦାବି କରିଛନ୍ତି । ନେତାଜୀ ସୁଭାଷ ସ୍ମୃତି ସଂସଦ […]
ରାକେଶ ମହାନ୍ତି(ପାଟକୁରା):ଗତ ୮/୧/୨୩ ରେ ବରିଷ୍ଠ ରାଜନେତା ବିଜୟ ମହାପାତ୍ର ଗରଦପୁର ବ୍ଲକ ର ତିକନପୁର ଠାରେ ନିର୍ବାଚନ ମଣ୍ଡଳୀର ଛାମୁଆ କର୍ମୀଙ୍କ ସହ ହଜାର ହଜାର ସମର୍ଥକଙ୍କ ଗହଣରେ ବନ୍ଧୁମିଳନ କରିଥିଲେ ।ସବୁଠାରୁ ବଡ କଥା ପ୍ରଥମ ଥର ନିଜ ପୁଅ ସହ ମଞ୍ଚ ଶେୟାର କରିଥିଲେ ।ନୂଆ ନୁଆ ବିଜେପିରୁ ବିଧାୟକ ବଟିକା ଖାଇଥିବା ତେଜେଶ୍ବର ପରିଡ଼ା,ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ବା ଜାତୀୟ ଯୁବ ଦିବସ ଆଳରେ […]
ଦେବକାନ୍ତ ମହାନ୍ତି(ଚାନ୍ଦବାଲି):ଚାନ୍ଦବାଲିରେ ମା କାଳୀ ପଡ଼ିଆରେ ଭେଙ୍କେଟଶ୍ଵର ସ୍କୁଲ ନେତୃତ୍ୱରେ ବ୍ଲକ ସ୍ତରିୟ ସାଇନ୍ସ ଏଜୁବିସେନର ଉଦ୍ଘାଟିନ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି ।ଏହି ଉତ୍ସବରେ ଭେଙ୍କଟଶ୍ଵର ସ୍କୁଲର ଚ୍ୟାରମ୍ୟାନ ସୁଧିର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ଚାନ୍ଦବାଲି ଏନ ଏ ସି ଅଧ୍ୟକ୍ଷା ଶାନ୍ତିଲତା ସେଠୀ, ବିଶେଷ ଅତିଥ୍ ଭାବେ ଓଡ଼ିଶା ବିଜ୍ଞାନ ଏକାଡ଼େମୀର ପ୍ରଫେସର ଡ଼.ପ୍ରମୋଦ ଚନ୍ଦ୍ର ମିଶ୍ର ଏବଂ […]
ଦିପକସାହୁ(କଳାହାଣ୍ଡି): କଲମପୁର ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା କଲମପୁର ମିନିଷ୍ଟାଡିଅମରେ ମହାସମାରୋହ ରେ ଉଦଯାପିତ ହୋଇଯାଇଛି l ପୂର୍ବାହ୍ନ ୯ ଟାରେ କଲମପୁର ଲଙ୍କେଶ୍ୱରୀ ମନ୍ଦିର ରେ ପୂଜା କରି ମଶାଲ ଜଳାଇ ଯାତ୍ରା ଆରମ୍ଭ କରାଯାଇଥିଲା l ପ୍ରଥମେ ଏହି ମଶାଲ କୁ କଲମପୁର ସମିତି ଅଧ୍ୟକ୍ଷା ମୋତୀ ବିହାରୀ ଗ୍ରହଣ କରିଥିଲେ l ପରେ ଉପାଧ୍ୟକ୍ଷ ଚିନ୍ତାମଣି ବେହେରା, ପୂର୍ବତନ ଅଧ୍ୟକ୍ଷ ସୁଧାଂଶୁ ଶେଖର ପଣ୍ଡା […]
ଦେବକାନ୍ତ ମହାନ୍ତି(ଚାନ୍ଦବାଲି) ୧୧-୧-୨୦୨୨:ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକର ମିଶନ ଶକ୍ତି ବିଭାଗ ପକ୍ଷରୁ ଏକ ବୃହତ ରୁଣ ମେଳା ସ୍ଥାନୀୟ ଚାନ୍ଦବାଲି ମା କାଳୀ ପଡ଼ିଆରେ ଅନୁଷ୍ଟିତ ହୋଇ ଯାଇଛି । ଏହି ରୁଣ ମେଳାରେ ମୁଖ୍ୟ ଅତିଥି ଭାବରେ ଚାନ୍ଦବାଲି ବିଧାୟକ ଡ଼ ବ୍ୟାମୋକେଶ ରାୟ, ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ, ଭଦ୍ରକ ଜିଲ୍ଲାପାଳ ସିଧେଶ୍ଵର ବଳିରାମ ବୋନ୍ଦର , ବିଡିଓ ଯୋତି ବିକାଶ ଦାସ ,ଏନ ଏସି […]


