ବରଗଡ଼ ୦୧/୦୮(ନବୀନ କୁମାର ଦାଶ): ବରଗଡ ଜିଲ୍ଲା ବରିଷ୍ଠ ନାଗରିକ ସଂଘ କାର୍ଯ୍ୟାଳୟ ପରିସରରେ ସତ୍ୟ ପଣ୍ଡା ଙ୍କ ଆବାହକତ୍ବରେ ଓ ଲଳିତ ବିଶୀ ଙ୍କ ସଂଯୋଜନାରେ ବରଗଡ଼ ର ସର୍ବ ପୁରାତନ ବିଦ୍ୟାଳୟ ଜର୍ଜ ହାଇସ୍କୁଲ ର ୧୯୭୫ ମେଟ୍ରିକ୍ ବ୍ୟାଚ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇ ଅଛି। ଆସନ୍ତା ଅଗଷ୍ଟ ୩୧ ତାରିଖ ରବିବାର ଦିନ ନୂଆଁଖାଇ ଭେଟ ଘାଟ ପାଇଁ ସମସ୍ତଙ୍କ ପ୍ରସ୍ତାବ […]
Odia
ବରଗଡ଼/ପଦ୍ମପୁର୦୧/୦୮(ନବୀନ କୁମାର ଦାଶ):ବରଗଡ ଜିଲା ପାଇକମାଳ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ସମ୍ପୁର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହ ବି.ଡ଼ି.ଓ. ପ୍ରଫୁଲ୍ଲ କୁମାର ଓଦୁ ଙ୍କ ଅଧ୍ୟକ୍ଷତା ରେ ଶୁକ୍ରବାର ଅନୁଷ୍ଠିତ ହୋଇ ଯାଇଛି। ସମାରୋହରେ ମୁଖ୍ୟ ଅତିଥି ଭାବେ ଉପ ଜିଲ୍ଲାପାଳ ସ୍ନେହା ଅରୁଗୁଲା ଯୋଗଦାନ କରି ପାଇକମାଳ ବ୍ଲକର ରାଜ୍ୟ ସ୍ତରରେ ତୃତୀୟ ସ୍ଥାନ ଅଧିକାର କରି ବ୍ରୋଞ୍ଚ ପଦକ ହାସଲ କରିଥିବାରୁ ଭୂୟସୀ ପ୍ରଶଂସା […]
ବରଗଡ଼୦୧/୦୮(ନବୀନ କୁମାର ଦାଶ):ଦିବ୍ୟ ଜୀବନ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ର କଳାପାଣି ଠାରେ ସମ୍ବଲପୁରୀ ଦିନ ପାଳନ ହୋଇଯାଇଛି। ଶିକ୍ଷା କେନ୍ଦ୍ରର ଅଧ୍ୟକ୍ଷ ସଂଗ୍ରାମ କେଶରୀ ମିଶ୍ର କାର୍ଯ୍ୟ କ୍ରମ କୁ ଉଦ୍ଘାଟନ କରି ଥଲେ।ସମଲେଶ୍ଵରୀ ବନ୍ଦନା ସହ ଆରମ୍ଭ ହୋଇ,ଦିବସ ପାଳନର ତାତ୍ପର୍ଯ୍ୟ ସମ୍ଫକରୈ ବିନୟ ଭାଇ,ପ୍ରମୋଦ ଭାଇ ଉଦ୍ଵୋଧନ ଦେଇଥିଲେ।ସମସ୍ତ ଛାତ୍ରଛାତ୍ରୀ ତଥା ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସମ୍ବଲପୁରୀ ବେଶ ପୋଷାକ ରେ […]
ବରଗଡ଼୦୧/୦୮(ନବୀନ କୁମାର ଦାଶ):ଦେଶରେ ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା କୁ ନେଇ ଆମ୍ ଆଦମୀ ପାର୍ଟି ତରଫରୁ ଉଦବେଗ ପ୍ରକାଶ କରାଯାଇଛି।ପାର୍ଟି ସାଙ୍ଗଠନିକ ବୈଠକ ରେ ଏହି ବିଷୟରେ ଆଲୋଚନା କରାଯାଇଛି। ଗତ କିଛି ଦିନ ପୂର୍ଵ ରୁ ରାଜସ୍ଥାନ ର ଝଲାୱର ରେ ଗୋଟିଏ ସ୍କୁଲରେ ଛାତ ଭୁଶୁଡି ପଡିବାରୁ ୮ ଜଣ ଛାତ୍ର ଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ଦେଶରେ ବିଦ୍ୟାଳୟ ଗୁଡିକର ଭିତ୍ତିଭୂମି କୁ ନେଇ ପ୍ରଶ୍ନ […]
ବରଗଡ୩୧/୦୭(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲାରେ ସ୍ଥାପନ ହେଉ କୃଷି ବିଶ୍ୱବିଦ୍ୟାଳୟ।ଏନେଇ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜସିଂ ଚୌହାନ ଙ୍କୁ ବରଗଡ଼ ସାଂସଦ ଅନୁରୋଧ କରିଛନ୍ତି।ଏହି ପ୍ରସ୍ତାବ ଉପରେ ଗମ୍ଭୀରତା ସହ ବିଚାର କରିବାକୁ କହିଛନ୍ତି ପ୍ରଦୀପ ପୁରୋହିତ। ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ଦ୍ୱାରା ଆବଶ୍ୟକ ସର୍ବେକ୍ଷଣ ଏବଂ ରାଜ୍ୟ ସରକାରଙ୍କ ସହ ସମନ୍ୱୟ ରଖି ବରଗଡ଼ରେ ଏକ ସ୍ୱତନ୍ତ୍ର କୃଷି ବିଦ୍ୟାଳୟ ସ୍ଥାପନା ପାଇଁ ଆବଶ୍ୟକ […]
କଳାହାଣ୍ଡିର(ନି.ପ୍ର): ଗତ୧୦/୧୧/୨୦୨୪ ରିଖ ଦିନ ନର୍ଲା ଥାନା ଅନ୍ତର୍ଗତ ବଡଚିଚିଙ୍ଗ ଗ୍ରାମର ସ୍ୱର୍ଗତ ହେମରାଜ ବାଗ ୨୨ ବର୍ଷୀୟ ଯୁବକ ଙ୍କ ଚିପୂଲ୍ ନାଳ ନିକଟରେ ବାଇକ୍ ଦୁର୍ଘଟଣା ରେ ମୃତ୍ୟୁ ହୋଇଥିଲା । ଘଟଣାକୁ ନେଇ ମୃତକ ଙ୍କ ବାପା ସଦାନନ୍ଦ ବାଗ ଙ୍କୁ ସହଯୋଗ ର ହାତ ବଢ଼ାଇଥିଲେ ନର୍ଲା ସହରର ଜନ୍ମିତ ଓଡ଼ିଶା ହାଇକୋର୍ଟ ରେ କାର୍ଯ୍ୟରତ ଯୁବ ତଥା ନବାଗତ ଆଇନଜୀବୀ ସୌରଭ ଦାସ […]
କଳହାଣ୍ଡି(ନି.ପ୍ର): କଳାହାଣ୍ଡି ଜିଲ୍ଲାର ଏକ ପୁରାତନ ପ୍ରତିଷ୍ଠିତ ଆଦର୍ଶ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରୁପରାରୋଡ ର ପ୍ରଧାନ ଶିକ୍ଷକ ରଞ୍ଜନ ତ୍ରିପାଠୀ ଙ୍କୁ ଅନ୍ୟତ୍ର ବଦଳି ପ୍ରତିବାଦ ରେ ଗତ ଶନିବାର ଠାରୁ ଚାରିଦିନ ଧରି ଖରା ବର୍ଷା ରେ କୋମଲମତି ଛାତ୍ରଛାତ୍ରୀ ଙ୍କ ଶହ ଗ୍ରାମବାସୀ ଓ ଅଭିଭାବକ ମାନେ ସ୍କୁଲ ସମ୍ମୁଖରେ ଧାରଣା ଦେଉଥିବା ଦେଖିବାକୁ ମିଳିଛି । ଉକ୍ତ ଶିକ୍ଷକ ଜଣକ ତିନିବର୍ଷ ହେବ ଏହି […]
ବରଗଡ୨୯/୦୭(ନବୀନ କୁମାର ଦାଶ):କେନ୍ଦ୍ର ସରକାର ଙ୍କ ନିକଟରେ ବରଗଡ଼ ସାଂସଦ ଙ୍କ ଦାବି।ଓଡ଼ିଶାରେ ଏଫସିଆଇ ଗୋଦାମରେ ବଢ଼ୁଥିବା ଷ୍ଟକକୁ ନଜରରେ ରଖି ଶୀଘ୍ର ଚାଉଳ ଉଠାଯାଉ।ଏନେଇ ସଂସଦରେ ଦୃଷ୍ଟି ଆକର୍ଷଣ କରିଛନ୍ତି ସାଂସଦ ପ୍ରଦୀପ ପୁରୋହିତ। ଏବେସୁଦ୍ଧା ଖରିଫ ଓ ରବି ଋଚ୍ଛୁରେ ୭୩.୫ ଲକ୍ଷ ମେଟ୍ରିକ ଟନ୍ ଧାନ କିଣା ଯାଇଛି।ଏହାଭିତରୁ ୪୯.୬ ଲକ୍ଷ ମେଟ୍ରିକ ଟନ୍ ଚାଉଳ ପ୍ରସ୍ତୁତ ହୋଇଛି।ରାଜ୍ୟର ବାର୍ଷିକ ଆବଶ୍ୟକତା ରହିଛି ମାତ୍ର ୨୬ […]
ବରଗଡ଼/ପଦ୍ମପୁର୨୯/୦୭(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ପଦ୍ମପୁର ଠାରେ ଏକ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ କରାଯାଉ। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟି କେନ୍ଦ୍ରୀ ୟ ବିଦ୍ୟାଳୟ ସ୍ଥାପନ ପାଇଁ ଅନୁରୋଧ କରିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ। କେନ୍ଦ୍ରୀୟ ବିଦ୍ୟାଳୟ ଦେଶର ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ।ତେଣୁ ଏହାର ସ୍ଥାପନା ହେଲେ ପଦ୍ମପୁର ଅଂଚଳର ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏକ ଉଚ୍ଚସ୍ତରୀୟ ଶିକ୍ଷା ବ୍ୟବସ୍ଥା ନିର୍ମାଣ ହୋଇପାରିବ । ଯାହାଦ୍ବାରା […]
କେନ୍ଦ୍ରାପଡ଼ା(ନି.ପ୍ର)୨୮/୦୭:ଜିଲ୍ଲା ସ୍ଵାସ୍ଥ୍ୟ ସମିତି, କେନ୍ଦ୍ରାପଡା ତରଫରୁ ଆଜି ଅପରାହ୍ନରେ ଜିଲ୍ଲାସ୍ତରୀୟ ବିଶ୍ଵ ହେପାଟାଇଟିସ ଦିବସ ୨୦୨୫ ପାଳିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ ତଥା ଜିଲ୍ଲା ମିଶନ ନିର୍ଦ୍ଦେଶକ ଡ. ମନୋରଞ୍ଜନ ରାଉତ ପୌରହିତ୍ୟ କରିଥଲେ l ପାଞ୍ଚ ପ୍ରକାର ହେପାଟାଇଟିସ – ଏ, ବି, ସି, ଡି ଏବଂ ଇ ଉପରେ ଉପସ୍ଥିତ ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରୀ […]


