ବରଗଡ଼-୨୭/୦୪/୨୦୨୫(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରା ଅଞ୍ଚଳରେ ଗୋଟେ ପଟେ ରାଇସ ମିଲ ରୁ ବାହାରୁ ଥିବା ପାଉଁଶ(ରାଖଡ)ଗୁଣ୍ଡ ରେ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବା ବେଳେ ବିଭାଗୀୟ ଙ୍କ ଆଖି ବୁଜା ନୀତି ଓ ନିଷ୍କ୍ରିୟତା ଯୋଗୁଁ କିଛି ଅସାଧୁ ରାଇସ ମିଲର ଏଣେତେଣେ ପାଉଁଶ ପକେଇ ଦେବା ସହ ନିକଟରେ ଥିବା ଲୋକଙ୍କ ବ୍ୟବହାର୍ଯ୍ୟ କେନାଲ ଓ ପୋଖରୀ କୁ ରାଇସ ମିଲ ରୁ ନିର୍ଗତ ନର୍ଦ୍ଧମା ପାଣି […]
Odia
କନଷ୍ଟେବଲଙ୍କ ଠାରୁ ଇନ୍ସପେକ୍ଟର ଯାଏଁ ପୋଷାକ ଭତ୍ତା ଦୁଇ ଗୁଣ ବୃଦ୍ଧି ।ଇନ୍ସପେକ୍ଟରଙ୍କ ପୋଷାକ ଭତ୍ତା ୪୩୦୦ରୁ ୮୬୦୦ ଟଙ୍କାକୁ ବଢ଼ିଲା।SI, ASIଙ୍କ ପୋଷାକ ଭତ୍ତା ୪୨୦୦ରୁ ୮୪୦୦ ଟଙ୍କା ହେଲା ।ହାବିଲଦାର, କନଷ୍ଟେବଲ ଓ ସିପାହୀଙ୍କ ୫ ହଜାରରୁ ୧୦ ହଜାରକୁ ବୃଦ୍ଧି।ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସର ଏକ୍ସ ଆର୍ମି କର୍ମଚାରୀଙ୍କ ୧୧୮୦୦କୁ ବୃଦ୍ଧି।କନଷ୍ଟେବଲ, ସିପାହୀଙ୍କ ବାର୍ଷିକ ପ୍ରୋତ୍ସାହନ ରାଶି ୨୫ ହଜାରକୁ ବୃଦ୍ଧି।ହାବିଲଦାରଙ୍କ ପ୍ରୋତ୍ସାହନ ରାଶି ୩୦ ହଜାର […]
ବରଗଡ଼:-୨୪/୦୪(ନବୀନ କୁମାର ଦାଶ):ବର୍ତମାନ ସମୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଜୀବନ ଯାତ୍ରା ବ୍ୟାହତ ହୋଇଥିବା ବେଳେ ବିଜୁଳି ଭଳି ଅତ୍ୟାବଶ୍ୟକ ସେବା ବ୍ୟାହତ ହେଉ ଥିବା ଅଭିଯୋଗ କରିଛି ଆମ୍ ଆଦମୀ ପାର୍ଟି। ବରଗଡ ଜିଲ୍ଲାରେ ଟାଟା ପାୱାର ମେନଣ୍ଟେନେନ୍ସ ନାଁ ରେ ବାରମ୍ବାର ଅଘୋଷିତ ବିଜୁଳି କାଟ କରୁଥିବା ଏକ ନିତିଦିନିଆ ବ୍ୟାପାର ପାଲଟି ଯାଇଛି ବୋଲି ଜିଲ୍ଲା ଆବାହକ ଭବାନୀ ସାହୁ ଅଭିଯୋଗ କରିଛନ୍ତି।ଟାଟା ପାୱାର […]
ବରଗଡ଼:-୨୪/୦୪(ନବୀନ କୁମାର ଦାଶ): ବରଗଡ଼ ଜିଲ୍ଲାରୁ ଆଗାମୀ ରବି ଧାନ କିଣା ଆରମ୍ଭ କରିବା ପାଇଁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଚାଷୀଙ୍କ ସୁବିଧାକୁ ଗୁରୁତ୍ଵ ଦେଇ ସମସ୍ତ ଧାନ ସଂଗ୍ରହ କେନ୍ଦ୍ର ଏବଂ ମଣ୍ଡିରେ ଡିଜିଟାଲ ଆର୍ଦ୍ରତା ମିଟର, ତାରପୋଲିନ, ୱେବ୍ରିଜ,ବିଶ୍ଳେଷଣ କିଟ୍ ଆଦି ଯୋଗାଇବା ସହିତ ପ୍ରତୀକ୍ଷା କକ୍ଷ, ଛାଇ, ପାନୀୟଜଳ,ଲାଇଟ,ପାଇଖାନା, ସିସିଟିଭି ଏବଂ […]
ବରଗଡ଼:-୨୩.୪(ନବୀନ କୁମାର ଦାଶ):କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା ଓ ପ୍ରାଣ ହରାଇ ଥିବା ୨୭ ଜଣ ଦିବଂଗତ ଆତ୍ମା ଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଲା ବରଗଡ଼ ନାଗରିକ ମଞ୍ଚ । ବରଗଡ଼ ସରକାରୀ ବସ ଷ୍ଟାଣ୍ଡ ରେ କ୍ୟାଣ୍ଡେଲ ଜଳାଇ ନିରବ ପ୍ରାର୍ଥନା କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ନାଗରିକ ମଞ୍ଚ ର ସଦସ୍ୟ ମାନେ। ଏପରି କାପୁରୁଷ ଓ ଭୀରୁ […]
ବିଜେପି ଉପରେ ଆସ୍ଥା ଓ ବିଶ୍ୱାସ ପ୍ରକଟ କରି ନିଆଳୀ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ନିଆଳୀ ବ୍ଲକର ବିଭିନ୍ନ ପଂଚାୟତର ସରପଂଚ, ସମିତିସଭ୍ୟ, ୱାର୍ଡ ମେମ୍ବର ଓ ବରିଷ୍ଠ ନେତାଙ୍କ ବିଜେପିରେ ଯୋଗଦାନ ସମସ୍ତ ନୂତନ ସଦସ୍ୟଙ୍କୁ ସ୍ୱାଗତ ଜଣାଇଲେ ରାଜ୍ୟ ସଭାପତିବାସ୍ତବବ୍ୟୁରୋ(ଭୁବନେଶ୍ୱର):ତା.୨୩/୦୪-ଓଡ଼ିଶାକୁ ବିକଶିତ ରାଜ୍ୟ ଭାବେ ଗଢ଼ି ତୋଳିବାକୁ ବିଜେପି ସରକାର ବଦ୍ଧପରିକର । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ କେନ୍ଦ୍ର ସରକାର ଏବଂ ରାଜ୍ୟରେ […]
ପ୍ରତ୍ୟେକ ବିଧାନସଭା କ୍ଷେତ୍ରରେ ଚାଷୀ ସମାବେଶ କରାଯିବ ଚାଷ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଚାଷୀମାନଙ୍କୁ ସମ୍ମାନିତ କରାଯିବ କାର୍ଯ୍ୟକ୍ରମରେ କେନ୍ଦ୍ର ଓ ରାଜ୍ୟ ମନ୍ତ୍ରୀ, ସାଂସଦ, ବିଧାୟକ ଓ ଦଳର ବରିଷ୍ଠ ନେତୃବୃନ୍ଦ ଯୋଗଦାନ କରିବା ପାଇଁ ବିଜେପି କୃଷକ ମୋର୍ଚ୍ଚା ତରଫରୁ ନିମନ୍ତ୍ରଣ କରାଯିବ ବାସ୍ତବବ୍ୟୁରୋ(ଭୁବନେଶ୍ୱର):ତା.୨୨/୦୪: ଅକ୍ଷୟ ତୃତୀୟା ହେଉଛି ଏକ କୃଷିଭିତିକ ପର୍ବ । ଓଡ଼ିଶାର ଆବାହନକାଳରୁ ଏହି ଦିନ ଚାଷୀ ନିଜ ଜମିରେ […]
ବରଗଡ଼୨୧/୪(ନବୀନ କୁମାର ଦାଶ): ବରଗଡ଼ ଜିଲ୍ଲା ବରପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶ୍ରୀମତୀ ସାହୁଙ୍କ ସମେତ ଜିଲ୍ଲାପରିଷଦ ମୂଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା,ବରଗଡ଼ ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାଣ୍ଡେ,ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ପଦାରବିନ୍ଦ ତ୍ରିପାଠୀ,ବରପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁମନ୍ତ କୁମ୍ଭାର ଏବଂ ବ୍ଲକ ଅଧ୍ୟକ୍ଷା ରୀନା […]
ବରଗଡ଼୨୧/୪(ନବୀନ କୁମାର ଦାଶ): ବରଗଡ଼ ସାଂସ୍କୃତିକ ଅନୁଷ୍ଠାନ ମହନୀ ପକ୍ଷରୁ ସ୍ଥାନୀୟ ବିଜୁପଟ୍ଟନାୟକ ଟାଉନ ହଲ ଠାରେ ମହନୀ ଉତ୍ସବ ପାଳିତ ହୋଇ ଯାଇଛି । ଏଥିରେ ୪ ବର୍ଷ ରୁ ୭ ବର୍ଷ ସବଜୁନିଅର,୮ ବର୍ଷ ରୁ ୧୩ ବର୍ଷ ଜୁନିଅର ଏବଂ ୧୪ ବର୍ଷ ରୁ ଉର୍ଦ୍ଧ୍ବ ସିନିଅର ତିନୋଟି ବିଭାଗ ରେ ସମ୍ବଲ ପୁରୀ ଲୋକନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତି ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ […]
ଖୋର୍ଦ୍ଧା(ବାସ୍ତବବ୍ୟୁରୋ): ଗତ ୨୦ତାରିଖ ଅପରାହ୍ନରେ ଜିଲ୍ଲା ସଦର ମହକୁମାସ୍ଥ ଟି ଏଲ ସି ରୋଡ ଭାରତୀୟ ଜୀବନ ବୀମା ନିଗମ କାର୍ଯ୍ୟାଳୟ ସମ୍ମୁଖ ୩କୋଟି ୬୫ଲକ୍ଷ ବ୍ୟୟରେ ୩ମହଲା ବିଶିଷ୍ଟ ଓଡ଼ିଶା ରାଜ୍ୟ ଆରକ୍ଷୀ ଗୃହ ନିର୍ମାଣ କଲ୍ୟାଣ ନିଗମ ଲିଃ ଦ୍ଵାରା ନବନିର୍ମିତ ଖୋର୍ଦ୍ଧା ଜିଲ୍ଲା ଅବକାରୀ କାର୍ଯ୍ୟାଳୟ କୁ ଓଡ଼ିଶାର ମାନ୍ୟବର ଆଇନ, ପୂର୍ତ୍ତ ଏବଂ ଅବକାରୀ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ପୃଥିବୀରାଜ ହରିଚନ୍ଦନ ମୁଖ୍ୟ ଅତିଥି […]


