>୩୦୦ ଦିନରେ ଡବଲ ଇଞ୍ଜିନ ସରକାରଙ୍କ ଉପଲବ୍ଧି କ’ଣ ? >ବିକଶିତ ଓଡ଼ିଶା ପାଇଁ ଆଗାମୀ ୪ ବର୍ଷର ରୋଡମ୍ୟାପ ପ୍ରକାଶ କରିବେ କି ? >ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟପାହ୍ୟା/ ଫୋକସ ଷ୍ଟେଟ୍ ମାନ୍ୟତା କେବେ ମିଳିବ ? >ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ ବୃଦ୍ଧି କେବେ ? ବାସ୍ତବବ୍ୟୁରୋ(ଭୁବନେଶ୍ୱର)୨୮/୦୪/୨୦୨୫: ସରକାରକୁ ଆସିବାର ଶହେ ଦିନ ଭିତରେ ରାଜ୍ୟରେ ଆଖିଦୃଶିକାାର୍ଯ୍ୟ ଦେଖାଇବୁ ବୋଲି କହିଥିବା ବିଜେପି ସରକାରକୁ ତିନି ଶହ ଦିନ […]
Odia
ମଧୁବାବୁଙ୍କ ଦ୍ୱାରା ଲିଖିତ କବିତା ଓଡ଼ିଆଙ୍କ ଜନମାନସରେ ଆନ୍ଦୋଳନ ସୃଷ୍ଟି କରିଥିଲା: ରବି ନାରାୟଣ ନାୟକ। ପ୍ରତିକୂଳ ପରିସ୍ଥିତି ସତ୍ୱେ ଓଡ଼ିଆ ଅସ୍ମିତାକୁ ଉଜ୍ଜୀବିତ କରିବାରେ ସଫଳ ହୋଇଥିଲେ ମଧୁବାବୁ । ମଧୁବାବୁଙ୍କ ସ୍ୱପ୍ନର ଓଡ଼ିଶା ଗଠନ କରିବାକୁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ। ଶିଳ୍ପ, କୃଷି, ପର୍ଯ୍ୟଟନ ଆଦି କ୍ଷେତ୍ରରେ ଏକ ନମ୍ବର ହେବ ଓଡ଼ିଶା।ବାସ୍ତବବ୍ୟୁରୋ(ଭୁବନେଶ୍ୱର)୨୮/୦୪: ଆଜି ଆମ ସମସ୍ତଙ୍କ ପାଇଁ ପ୍ରେରଣା ଓ ଆତ୍ମବିଶ୍ୱାସର ଦିନ । […]
ବରଗଡ଼୨୮.୦୪.୨୦୨୫(ନବୀନ କୁମାର ଦାଶ):ସ୍ଥାନୀୟ ଜିଲ୍ଲା ବରିଷ୍ଠ ନାଗରିକ ସଂଘ କାର୍ଯ୍ୟାଳୟ ଠାରେ ଗତକାଲି ସତ୍ୟ ନାରାୟଣ ପଣ୍ଡା ଙ୍କ ସଭାପତିତ୍ବରେ ବରଗଡ଼ ର ସର୍ବ ପୁରାତନ ବିଦ୍ୟାଳୟ ଜର୍ଜ ହାଇସ୍କୁଲ ୭୫ ବ୍ୟାଚ ବନ୍ଧୁ ମାନଙ୍କ ଏକ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇଯାଇଅଛି। ଗତ ୨୨ ଏପ୍ରିଲ ଦିନ ଜାମ୍ମୁକାଶ୍ମୀର ପହଲଗାମ ର ବୈସରନ ଘାଟିରେ ଆତଙ୍କବାଦୀ ଙ୍କ ବର୍ବରୋଚିତ ହତ୍ୟାକାଣ୍ଡ ଯୋଗୁଁ ଅଠେଇସ ଜଣ ନିରିହ ଭାରତୀୟ ଙ୍କ […]
ବରଗଡ଼୨୮.୦୪.୨୦୨୫(ନବୀନ କୁମାର ଦାଶ):ବରଗଡ଼ ସହର ମଧ୍ୟରେ ଥିବା ପୁରୁଣା ହସ୍ପିଟାଲ ତଥା ସିଏଚସି ରେ ସ୍ୱାସ୍ଥ୍ୟ ସେବା ସମ୍ପୂର୍ଣ ବିପର୍ଯ୍ୟସ୍ତ ହୋଇ ପଡିଥିବାରୁ ଏହାର ସମାଧାନ ନିମନ୍ତେ ଜିଲ୍ଲାପାଳଙ୍କ ଦ୍ୱାରସ୍ତ ହୋଇଛି ବରଗଡ଼ ନାଗରିକ ମଞ୍ଚ। ଏହି ହସ୍ପିଟାଲ ରେ ସେଲାଇନ ଷ୍ଟାଣ୍ଡ ନଥିବା ରୁ ରୋଗୀଙ୍କ ସମ୍ପର୍କୀୟଙ୍କୁ ଘଣ୍ଟା ଘଣ୍ଟା ସେଲାଇନ ହାତରେ ଧରି ଛିଡା ହେବାକୁ ପଡୁଛି ସେହିପରି ଭୀଷଣ ଗରମ ସମୟ ରେ ରୋଗୀଙ୍କ ପାଇଁ […]
ବାସ୍ତବବ୍ୟୁରୋ(ଭୁବନେଶ୍ୱର)୨୭/୦୪: ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ “ମନ କି ବାତ କାର୍ଯ୍ୟକ୍ରମର ୧୨୧ ତମ ସଂସ୍କରଣରେ କଶ୍ମୀରର ପହଲଗାମରେ ଆତଙ୍କବାଦୀ ବର୍ବୋରଚିତ ଆକ୍ରମଣ ଘଟଣାକୁ ମନେ ପକାଇ ଦୁଃଖବ୍ୟକ୍ତ କରିଛନ୍ତି । ପୀଡ଼ିତ ଏବଂ ସେମାନଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି । ପୀଡ଼ିତଙ୍କ ପରିବାରକୁ ନିଶ୍ଚିନ୍ତ ନ୍ୟାୟ ମିଳିବ ଏବଂ ଆତଙ୍କବାଦୀମାନଙ୍କୁ କଡ଼ା ଜବାବ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ଭରସା ଦେଇଛନ୍ତି । ଆତଙ୍କବାଦୀ ବିରୋଧ ଲଢ଼େଇରେ ପୁରା […]
କଟକ(ସଂଜୟ ଶତପଥୀ)ତା୨୭।୦୪ : ମହାନଦୀବିହାର ଡେଭଲପମଂଟ୍ ଆସୋସିଏସନ୍ (ଏମଡିଏ) ଆନୁକୁଲ୍ୟରେ ମହାନଦୀବିହାର ପେନସନର୍ସ ଆସୋସିଏସନର, ବରିଷ୍ଠ ନାଗରିକ ମଂଚ ଏବଂ ମହିଳା ସମିତିର ମିଳିତ ସହଯୋଗରେ ମହାନଦୀବିହାର ସ୍ଥିତ ମହାନଦୀଭବନ ପରିସରରେଏକ ବିଶାଳ ନିଶୁଳ୍କ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ମେଡ଼ିସିନ, ଗ୍ୟାଷ୍ଟ୍ରୋ, ଜେରିଆଟିକ, ଚର୍ମ, କାର୍ଡିଓଲୋଜି, ଦାନ୍ତ, ସ୍ଥିପିଂ ଡିଜଅର୍ଡର, ପେଡିଆଟିକ, ଅର୍ଥୋପେଡିକ ଆଦି ବିଭାଗର ଅଭିଜ୍ଞ ଡାକ୍ତର ମାନେ ଉପସ୍ଥିତ ରହି ରୋଗୀମାନଙ୍କୁ […]
ବରଗଡ଼-୨୭/୦୪/୨୦୨୫(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରା ଅଞ୍ଚଳରେ ଗୋଟେ ପଟେ ରାଇସ ମିଲ ରୁ ବାହାରୁ ଥିବା ପାଉଁଶ(ରାଖଡ)ଗୁଣ୍ଡ ରେ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବା ବେଳେ ବିଭାଗୀୟ ଙ୍କ ଆଖି ବୁଜା ନୀତି ଓ ନିଷ୍କ୍ରିୟତା ଯୋଗୁଁ କିଛି ଅସାଧୁ ରାଇସ ମିଲର ଏଣେତେଣେ ପାଉଁଶ ପକେଇ ଦେବା ସହ ନିକଟରେ ଥିବା ଲୋକଙ୍କ ବ୍ୟବହାର୍ଯ୍ୟ କେନାଲ ଓ ପୋଖରୀ କୁ ରାଇସ ମିଲ ରୁ ନିର୍ଗତ ନର୍ଦ୍ଧମା ପାଣି […]
କନଷ୍ଟେବଲଙ୍କ ଠାରୁ ଇନ୍ସପେକ୍ଟର ଯାଏଁ ପୋଷାକ ଭତ୍ତା ଦୁଇ ଗୁଣ ବୃଦ୍ଧି ।ଇନ୍ସପେକ୍ଟରଙ୍କ ପୋଷାକ ଭତ୍ତା ୪୩୦୦ରୁ ୮୬୦୦ ଟଙ୍କାକୁ ବଢ଼ିଲା।SI, ASIଙ୍କ ପୋଷାକ ଭତ୍ତା ୪୨୦୦ରୁ ୮୪୦୦ ଟଙ୍କା ହେଲା ।ହାବିଲଦାର, କନଷ୍ଟେବଲ ଓ ସିପାହୀଙ୍କ ୫ ହଜାରରୁ ୧୦ ହଜାରକୁ ବୃଦ୍ଧି।ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସର ଏକ୍ସ ଆର୍ମି କର୍ମଚାରୀଙ୍କ ୧୧୮୦୦କୁ ବୃଦ୍ଧି।କନଷ୍ଟେବଲ, ସିପାହୀଙ୍କ ବାର୍ଷିକ ପ୍ରୋତ୍ସାହନ ରାଶି ୨୫ ହଜାରକୁ ବୃଦ୍ଧି।ହାବିଲଦାରଙ୍କ ପ୍ରୋତ୍ସାହନ ରାଶି ୩୦ ହଜାର […]
ବରଗଡ଼:-୨୪/୦୪(ନବୀନ କୁମାର ଦାଶ):ବର୍ତମାନ ସମୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଜୀବନ ଯାତ୍ରା ବ୍ୟାହତ ହୋଇଥିବା ବେଳେ ବିଜୁଳି ଭଳି ଅତ୍ୟାବଶ୍ୟକ ସେବା ବ୍ୟାହତ ହେଉ ଥିବା ଅଭିଯୋଗ କରିଛି ଆମ୍ ଆଦମୀ ପାର୍ଟି। ବରଗଡ ଜିଲ୍ଲାରେ ଟାଟା ପାୱାର ମେନଣ୍ଟେନେନ୍ସ ନାଁ ରେ ବାରମ୍ବାର ଅଘୋଷିତ ବିଜୁଳି କାଟ କରୁଥିବା ଏକ ନିତିଦିନିଆ ବ୍ୟାପାର ପାଲଟି ଯାଇଛି ବୋଲି ଜିଲ୍ଲା ଆବାହକ ଭବାନୀ ସାହୁ ଅଭିଯୋଗ କରିଛନ୍ତି।ଟାଟା ପାୱାର […]
ବରଗଡ଼:-୨୪/୦୪(ନବୀନ କୁମାର ଦାଶ): ବରଗଡ଼ ଜିଲ୍ଲାରୁ ଆଗାମୀ ରବି ଧାନ କିଣା ଆରମ୍ଭ କରିବା ପାଇଁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଚାଷୀଙ୍କ ସୁବିଧାକୁ ଗୁରୁତ୍ଵ ଦେଇ ସମସ୍ତ ଧାନ ସଂଗ୍ରହ କେନ୍ଦ୍ର ଏବଂ ମଣ୍ଡିରେ ଡିଜିଟାଲ ଆର୍ଦ୍ରତା ମିଟର, ତାରପୋଲିନ, ୱେବ୍ରିଜ,ବିଶ୍ଳେଷଣ କିଟ୍ ଆଦି ଯୋଗାଇବା ସହିତ ପ୍ରତୀକ୍ଷା କକ୍ଷ, ଛାଇ, ପାନୀୟଜଳ,ଲାଇଟ,ପାଇଖାନା, ସିସିଟିଭି ଏବଂ […]


