କଟକ(ସଂଜୟ ଶତପଥୀ): ନୂଆଦିଲ୍ଲୀସ୍ଥିତ ଜନସଂଖ୍ୟା ସମାଧାନ ଫାଉଣ୍ଡେସନ ର ରାଷ୍ଟ୍ରୀୟ ସଂଗଠକ ଶ୍ରୀମତୀ ମମତା ସେହେଗାଲ୍ ଙ୍କ ନିର୍ଦ୍ଦେଶରେ ଫାଉଣ୍ଡେସନ ର ରାଷ୍ଟ୍ରୀୟ ଉପ-ସଭାନେତ୍ରୀ ସୁଶ୍ରୀ ପୁଷ୍ପିତା ମହାପାତ୍ର ଙ୍କ ନେତୃତ୍ବରେ ଫାଉଣ୍ଡେସନର ଏକ ପ୍ରତିନିଧି ମଣ୍ଡଳୀ କଟକ ର ଜିଲ୍ଲାପାଳ ଶ୍ରୀ ଅରବିନ୍ଦ ଡାକୁଆ(ଭା.ପ୍ର.ସେ) ଙ୍କୁ ଭେଟି ୧୧ ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରିବା ସହ ଏହାକୁ ବିଚାରକୁ ନେବା ଲାଗି ଅନୁରୋଧ କରିଥିଲ। ଗଣମାଧ୍ୟମ […]
Odia
ସଂଜୟ ଶତପଥୀ(କଟକ)୧୨/୭/: ରୋଟାରୀ କ୍ଲବ୍ ଅଫ୍ କଟକ ମିଲେନିୟମ ପକ୍ଷରୁ ଲିଙ୍କ ରୋଡ ସ୍ଥିତ ଶୀତଲ ହୋଟେଲରେ ବିଶ୍ୱ ଜନସଂଖ୍ଯା ଦିବସ ପାଳିତ ହୋଇଯାଇଛି l ଏହି କାର୍ଯ୍ଯକ୍ରମରେ ରେଭେନସା ବିଶ୍ୱବିଦ୍ଯାଳୟର ପ୍ରାଧ୍ଯାପକ ପ୍ରଫେସର ଶିବବ୍ରତ ଦାସ ମୁଖ୍ଯ ବକ୍ତା ଭାବରେ ଯୋଗ ଦେଇଥିଲେ l ସେ ତାଙ୍କ ବକ୍ତବ୍ଯରେ ଜନସଂଖ୍ଯା ଦିବସର ତାତ୍ପର୍ଯ୍ଯ ଏବଂ ଜନସଂଖ୍ଯା ସମ୍ବନ୍ଧିତ ବିବିଧ ବିଷୟର ପରିସଂଖ୍ଯାନ ଭିତ୍ତିକ ତଥ୍ଯ ଉପସ୍ଥାପନ କରିଥିଲେ l […]
ସଂଜୟ ଶତପଥୀ(କଟକ): କଟକ ସହର ର ନବୀକରଣ ତଥା ସୈ।ନ୍ଧର୍ଯୀକରଣ ଲାଗି କଟକ ମହାନଗର ନିଗମ ପକ୍ଷରୁ ବହୁ ଗଛ କଟାଯାଇଥିବା ଏବଂ କଟକ ସହରର ପରିବେଶ ସମ୍ପୂର୍ଣ୍ଣ ଅସ୍ବଚ୍ଛ ହୋଇ ପଡିବାର ଅନୁଭବ କରିବା ପରେ କଟକ ମହାନଗର ନିଗମ ପକ୍ଷରୁ ମାନନୀୟ କମିଶନର ଶ୍ରୀ ବିଜୟ କୁମାର ଦାସ ଙ୍କ ଅଧ୍ଯକ୍ଷତାରେ ବିଜୁ ଭବନ ସମ୍ମିଳନୀ କକ୍ଷରେ ଏକ ବୈଠକ ର ଆୟୋଜନ କରାଯାଇଥିଲା। ଏହି ବୈଠକରେ […]
ବ୍ରଜରାଜନଗର(ନି.ପ୍ର): ଓଡ଼ିଶା ପୋଲିସ୍ କୁ ଏକ ବଡ ସଫଳତା ମିଳିଛି। ବିଶ୍ଵସ୍ତ ସୂତ୍ରରୁ ପ୍ରକାଶ ଯେ,୧୪ତାରିଖ ସନ୍ଧ୍ୟା ସମୟରେ ଧଳା ସାର୍ଟ ପିନ୍ଧିଥିବ ଏବଂ ମାରଣାସ୍ତ୍ର ସହ ଜନୈକ ଅଜଣା ବ୍ୟକ୍ତି ଗଣ୍ଡଘୋରା ଅଞ୍ଚଳରେ ସନ୍ଦେହ ଜନକ ଅବସ୍ଥାରେ ବୁଲୁଥିବା ବ୍ରଜରାଜନଗର ପୋଲିସ୍ କୈାଣସି ଏକ ସୂତ୍ରରୁ ଖବର ପାଇ ସବ୍-ଇନସ୍ପେକ୍ଟର ଶ୍ରୀ ଏମ୍.ପାଣିଗ୍ରାହୀ ସଦଳବଳେ ସେଠାରେ ପହଞ୍ଚି ଉକ୍ତ ଯୁବକକୁ କାବୁ କରିବା ସହ ତାହା ନିକଟରୁ ଏକ […]
କେନ୍ଦ୍ରାପଡ଼ା(ଜୟନ୍ତ ଶତପଥୀ)୧୩/୦୭: ଜିଲ୍ଲାର ଉଦୀୟମାନ ପାୱାର ଲିଫ୍ଟିଙ୍ଗ୍ ତାରକା ରୋନିତ୍ ରୋସନ ସ୍ୱାଇଁଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି । ମଧ୍ୟପ୍ରଦେଶର ଉଜ୍ଜୟିନୀଠାରେ ସଦ୍ୟ ସମାପ୍ତ ଜାତୀୟ ପାୱାର୍ ଲିଫ୍ଟିଙ୍ଗ୍ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସେ ପୁରୁଷ ବିଭାଗର ୬୨କେଜି ବର୍ଗରେ ରୌପ୍ୟ ପଦକ ବିଜୟୀ ହୋଇଥିଲେ ।ଏହା ସହ ସ୍କ୍ୱାଟ୍ରେ ୧୭୦ କିଲୋଗ୍ରାମ୍ ଭାର ଉଠାଇ ସେ ନୂତନ […]
ବରଗଡ:-୧୨/୭(ନବୀନ କୁମାର ଦାଶ):ପୁଅ ବଡ ହେଲେ ପାଠ ସାଠ ପଢ଼ି ବାପା ମାଁ ଙ୍କ ସ୍ଵପ୍ନ ପୁରଣ କରିବ।ସବୁ ବାପ ମାଆ ମାନଙ୍କର ଆଶ, ହେଲେ କେତେଜଣଙ୍କର ପୁରଣ ହୁଏ?ଏବି ଜଣେ ବାପା,ନିଜେ ସିନା ଅଶିକ୍ଷିତ ହେଲେ ପୁଅ କୁ ପାଠ ପଢ଼ାଇ ମଣିଷ କରିବା ବୃଦ୍ଧ ବୟସରେ ଜୀବନରେ ସୁଖ ଆସିବ ଏମିତି କେତେ ସ୍ଵପ୍ନ ଦେଖୁ ଥିଲେ ଜଗନ୍ନାଥ। ବରଗଡ ଜିଲ୍ଲା ଭଟଲି ବ୍ଲକ୍ ଅନ୍ତର୍ଗତ ତେଜା […]
ଭୁବନେଶ୍ୱର(ଗୌତମ ମିଶ୍ର) ୧୦।୭: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ପ୍ରାୟ ୩ ଘଣ୍ଟା ଧରି ଚାଲିଥିବାବେଳେ, ଏହି ବୈଠକରେ ୫ଟି ପ୍ରସ୍ତାବ ଉପରେ ମୋହର ବାଜିଛି ।ସବୁଠୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ସର୍ବନିମ୍ନ ମଜୁରୀ ସଂଶୋଧନ ପ୍ରସ୍ତାବରେ ମୋହରବାଜିଛି । ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି ମୋହନ ସରକାର। ଏଥିସହ ଶ୍ରମିକଙ୍କ ବ୍ୟତୀତ ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀଙ୍କ ମଧ୍ୟ […]
ବରଗଡ:-୧୦.୭(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଅତାବିରା ବ୍ଲକ ସଭାଗୃହ ଠାରେ ଷଷ୍ଠ ତମ ପଞ୍ଚାୟତ ସମିତିର ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି।ବୈଠକ ରେ ବ୍ଲକ୍ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୂର୍ଯ୍ୟ କୁମାର ନାୟକଙ୍କ ଅଧ୍ୟକ୍ଷତା ରେ ମୁଖ୍ୟ ଅତିଥି ଭାବେ ନବ ନିର୍ବାଚିତ ବିଜେପି ବିଧାୟକ ଶ୍ରୀଯୁକ୍ତ ନିହାର ରଞ୍ଜନ ମହାନନ୍ଦ ନୂତନ ଭାବେ ଯୋଗ ଦେଇଥିଲେ । ବ୍ଲକ୍ ଅଧ୍ୟକ୍ଷା ଗୀତାଞ୍ଜଳି ନାଏକ,ବ୍ଲକ୍ ଉପାଧ୍ୟକ୍ଷ ଅନନ୍ତ ମେହେର, ତହସିଲ […]
ଭୁବନେଶ୍ୱର(ନି.ପ୍ର):ପାରାଦୀପର ପୂର୍ବତନ ବିଧାୟକ ତଥା ବିଜେଡି ନେତା ସମ୍ବିତ ରାଉତରାୟଙ୍କ, ନିର୍ବାଚନ ସରିବାର ମାସକ ପରେ ନବୀନଙ୍କ ହାରିବାକୁ ନେଇ ଏକ ବିସ୍ଫୋରକ ବୟାନ ଦେଇଛନ୍ତି । ଶ୍ରୀ ରାଉତରାୟ କହିଛନ୍ତି,ନବୀନ ପଟ୍ଟନାୟକ ହାରିନାହାନ୍ତି, ତାଙ୍କୁ ବିଧିବଦ୍ଧ ଭାବେ ହରାଇ ଦିଆଯାଇଛି । ତାଙ୍କୁ ସୁଚିନ୍ତିତ ଗୋଟି ଚାଳନାକରି ହରାଇ ଦିଆଯାଇଛି । ଢୋଲ ଭିତରେ ମୂଷା ରହିଥିଲେ।ଆଜି ନହେଲେ କାଲି ସେ ମୂଷାକୁ କଢା ହେବ । ଆମ […]
ଭୁବନେଶ୍ଵର ୦୬/୦୭(ଗୌତମ ମିଶ୍ର): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଙ୍କ ୯୬ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଓଡ଼ିଶା ବିଧାନସଭା ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ ରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉତ୍କଳମଣି ଙ୍କ ପ୍ରତିମୂର୍ତ୍ତି ରେପୁଷ୍ପଗୁଛ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ଅବସର ରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପଣ୍ଡିତ ଗୋପବନ୍ଧୁ ଏକା ଧାରା ରେ ଜଣେ ଦେଶସେବକ, ଜନ ନାୟକ, ସ୍ୱାଧୀନତା ସଂଗ୍ରାମୀ, […]


