ନବୀନ ଦାଶ(ବରଗଡ଼):-୨୧.୫:-ଛତିଶଗଡ଼ ପରେ ଓଡ଼ିଶାରେ ମହାନଦୀ ଟ୍ରିବ୍ୟୁନାଲ ଟିମ୍।ଜଳବିବାଦ ମାମଲାରେ କ୍ଷେତ୍ର ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରୁଛନ୍ତି ଟ୍ରିବ୍ୟୁନାଲ ଟିମ୍।ଟିମରେ ଅଛନ୍ତି ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି।ଟ୍ରିବ୍ୟୁନାଲର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ୍ ଏଏମ୍ ଖାନଵାଲିକରଙ୍କ ନେତୃତ୍ବରେ ଆସିଥିବା ଏହି ଟିମ୍ରେ ପାଟନା ହାଇକୋର୍ଟର ବିଚାରପତି ଜଷ୍ଟିସ ରବି ରଞ୍ଜନ,ଦିଲ୍ଲୀ ହାଇକୋର୍ଟର ବିଚାରପତି ଇନ୍ଦ୍ରମିତ କୌର କୋଚରଙ୍କ ସମେତ ରେଜିଷ୍ଟ୍ରାର, ୨ ଆସେସର ରହିଥିଲେ।ଏହା ସହିତ ଛତିଶଗଡ଼ ଓ […]
Odia
ଜୟନ୍ତ ଶତପଥୀ(ଡେରାବିଶ):୧୮/୦୫/୦୨୩- 5T ସଚିବ ଭିକେ ପାଣ୍ଡିଆନ ଙ୍କ କେନ୍ଦ୍ରାପଡ଼ା ଗ୍ରସ୍ତ ସମୟରେ ପ୍ରଥମ ଦିବସ ପାଟକୁରା ନିର୍ବାଚନ ମଣ୍ଡଳୀ ର ବିଭିନ ଧାର୍ମିକ ପୂଜା ସ୍ଥଳୀ ଓ ସ୍କୁଲ କଲେଜ ପରିଦର୍ଶନ କରିଥିଲେ ।ନିଜ ପ୍ରତିଶୃତି ମୁତାବକ 5T ସଚିବ ପ୍ରଥମେ ସ୍କୁଲ ଓ କଲେଜ କୁ ଅନୁଦାନ ରାଶି ଯୋଗାଇବା ପରେ ପାଟକୁରା ନିର୍ବାଚନ ମଣ୍ଡଳୀ ର ତିନି ବ୍ଲକ ଡେରାବିଶ, ମାର୍ଶାଘାଇ ଓ ଗରଦପୁର ବ୍ଲକ […]
ସଂଜୟ ଶତପଥୀ(କଟକ): ବହୁ ପୁରାତନ ଆଧ୍ୟାତ୍ମିକ ପୀଠ କଟକ ଶେଖ୍ ବଜାର ର ଶ୍ରୀ ରଘୁନାଥ ଜୀଉଙ୍କ ବିଜେ ପୀଠସ୍ଥଳୀ ଲାଲାମଠ ଠାରେ ପବିତ୍ର ହିନ୍ଦୁ ଧର୍ମର ପ୍ରଚାର ଓ ସନାତନ ଧର୍ମ ର ପ୍ରସାର ଉଦ୍ଦେଶ୍ୟରେ ଏକଦିବସୀୟ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ର ଙ୍କ ର ଲୀଳା ସ୍ଥାନୀୟ ଯୁବକମାନଙ୍କ ଦ୍ୱାରା ପ୍ରସିଦ୍ଧ ନାଟ୍ୟ ନିର୍ଦ୍ଦେଶକ ଶ୍ରୀ ଅନିରୁଦ୍ଧ ସେନାପତି ଙ୍କ ନିର୍ଦ୍ଦେଶନାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କଟକର […]
ସଂଜୟ ଶତପଥୀ(କଟକ): ଆତ୍ମବିଦ୍ୟା ବିହାର ଓଡ଼ିଶା ଆନୁକୁଲ୍ୟରେ ଦୁଇ ଦିନିଆ ସନ୍ଧ୍ୟା କାଳୀନ ଆତ୍ମଜ୍ଞାନ ଯଜ୍ଞ ଶନିବାର ମହାନଦୀବିହାର ସ୍ଥିତ ମହାନଦୀଭବନ ଠାରେ ମହାସମାରୋହରେ ଉଦଘାଟିତ ହୋଇଯାଇଛି । ଏହି ଭବ୍ୟ ସନ୍ଧ୍ୟାରେ ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଆତ୍ମଜ୍ଞାନ ବିଶାରଦ ସ୍ବାମୀ ଶୁଦ୍ଧାନନ୍ଦଜୀ ଆତ୍ମଜ୍ଞାନ ଯଜ୍ଞରେ ଭାବରସ ମୁଖବାଣୀ ପ୍ରଦାନ କରି ଆମେ କେହି ଆରମ୍ଭରୁ ନଥିଲୁ କି ଶେଷଯାଏ ରହିବା ନାହିଁ, କିନ୍ତୁ ମର ସ୍ୱରୂପ ସୁଖ ସ୍ୱରୂପ […]
ସଂଜୟ ଶତପଥୀ(କଟକ): ଆନ୍ତର୍ଜାତିକ ଶ୍ରମିକ ଦିବସ କଟକ ର ବିଶିଷ୍ଟ ସମାଜସେବୀ ଅନୁଷ୍ଠାନ “ପ୍ରୟାସ” ପକ୍ଷରୁ କଟକ ର ସି.ଡି.ଏ ସେକ୍ଟର -୬ ସ୍ଥିତ କାର୍ଯ୍ୟାଳୟରେ ସଭାନେତ୍ରୀ ଶ୍ରୀମତୀ ଶୁଭାକାଂକ୍ଷୀ ନନ୍ଦ ଙ୍କ ସଭାପତିତ୍ବରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ଶ୍ରମିକ ଦିବସ ପାଳନ ମହାସମାରୋହରେ ମୂଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଜିଲ୍ଲା ଦୈ।ରା ବିଚାରପତି ଶ୍ରୀ ବୈଶମ୍ପାୟନ କର, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ଜିଲ୍ଲା ନ୍ଯାୟାଧୀଶ ଶ୍ରୀ […]
ନମୋଗୁରୁ ହୋତା(ସୁବର୍ଣ୍ଣପୁର): ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡିଶା ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ୱାରା ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ଛଅଗୋଟି ବ୍ଲକର ୪୩ଟି 5T ରୂପାନ୍ତରଣ ହାଇସ୍କୁଲର ଲୋକାର୍ପଣ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଜିଲ୍ଲାର ୧୧ଟି 5T ହାଇସ୍କୁଲ ଲୋକାର୍ପିତ ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ଜିଲ୍ଲାର ବିଭିନ୍ନ ବ୍ଲକରେ ୪୧ଟି 5T ହାଇସ୍କୁଲ ରୂପାନ୍ତରଣର ଲୋକାର୍ପଣ ହୋଇସାରିଛି । ଗୁରୁବାର ମୁଖ୍ୟମନ୍ତ୍ରୀ ଭିଡିଓ କନଫରେସିଂ ଜରିଆରେ ସୋନପୁର ବ୍ଲକ ସାଗରପାଲି […]
ଜୟନ୍ତ ଶତପଥୀ(ଡେରାବିଶ): ଡେରାବିଶ ବ୍ଲକ ଚାନ୍ଦୋଳ ପଞ୍ଚାୟତ ଚାନ୍ଦୋଳ ଗ୍ରାମରେ, ପ୍ରଭୁ ଶ୍ରୀ ନୃସିଂହ ଠାକୁରଙ୍କ ଜନ୍ମ ଉତ୍ସବ ମହା ଆଡମ୍ବର ସହ ପାଳନ ହୋଇଯାଇଛି । ପ୍ରତ୍ୟୁଷରୁ ପ୍ରଭୁଙ୍କର ସ୍ନାନ, ମଙ୍ଗଳ ଆଳତୀ, ଧୂପ, ଦୀପ ଓ ନୈବିଦ୍ୟ ଲାଗି ହୋଇଥିଲା, ପରେ ଠାକୁରଙ୍କ ଜନ୍ମ ଉତ୍ସବ ଓ ହୋମ ଯଂଜ୍ଞ, ରୀତି, ନୀତି ଅନୁସାରେ ପୁରୋହିତ ଙ୍କ ଦ୍ୱାରା ସମାପନ ହୋଇଥିଲା।ନିକଟସ୍ଥ ଦଶଗୋଟି ପଞ୍ଚାୟତ ରେ ନୃସିଂହ […]
ଜୟନ୍ତ ଶତପଥୀ(ଡେରାବିଶ): ଲୋକଙ୍କ ପାଖରେ ସବୁ ପ୍ରକାର ସୁବିଧା ପହଞ୍ଚିବା ଲକ୍ଷରେ ପ୍ରଶାସନ ପ୍ରତି ପଞ୍ଚାୟତ ରେ ଏହି କାର୍ଯ୍ୟକ୍ରମ ଆୟୋଜକ କରୁଅଛି, ଅସହାୟ, ବୃଦ୍ଧ, ବୃଦ୍ଧା ମାନେ ପଇସା ଓ ବୟାସଧିକ ହେତୁ ବ୍ଲକ ପର୍ଯ୍ୟନ୍ତ ଯାଇ ପାରନ୍ତି ନାହିଁ ତେଣୁ ଏହି କାର୍ଯ୍ୟକ୍ରମ ଦ୍ୱାରା ସୁଫଳ ପାଇ ପାରୁଛନ୍ତି । ଏହି କାର୍ଯ୍ୟକ୍ରମରେ, ସମୁଦାୟ ଅଣା ଅଶି ଜଣ ଅଭିଯୋଗକାରୀ ଆବେଦନ କରିଥିଲେ, ସର୍ବାଧିକ ଅଭିଯୋଗ ପ୍ରଧାନମନ୍ତ୍ରୀ […]
ବାସ୍ତବ ବ୍ୟୁରୋ: ଆଗାମୀ ୬ ତାରିଖ ବେଳକୁ ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି ଏବଂ ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ପୂର୍ବାନୁମାନ କରାଯାଉଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ପାଗ ମେଘୁଆ ରହିବା ସହ ବିଭିନ୍ନ […]


