ବାସ୍ତବ ବ୍ୟୁରୋ: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସବୁ ଦଳ ପକ୍ଷରୁ ଜୋରଦାର ପ୍ରଚାର ଚାଲିଥିବା ବେଳେ କଂଗ୍ରେସକୁ ଲାଗିଛି ବଡ଼ ଝଟକା। ଆଜି ଦଳର ଝାରସୁଗୁଡ଼ା ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ଅଶୋକ କୁମାର ମିଶ୍ର। ସେ ତାଙ୍କ ଇସ୍ତଫାପତ୍ର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ଝାରସୁଗୁଡ଼ା ଜିଲ୍ଲା ସଭାପତି ପଦ ଛାଡ଼ିଥିଲେ ହେଁ ସେ ଏବେବି ଦଳର ପ୍ରାଥମିକ ସଦସ୍ୟ ଥିବା ସ୍ପଷ୍ଟ […]
Odia
ନବୀନ ଦାଶ(ବରଗଡ) :ମୃତ୍ୟୁର ପଥ ୫୩ନଂ ମୁଖ୍ୟ ଜାତୀୟ ରାଜପଥ ରେ ଦୁର୍ଘଟଣା। ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଛକ ୫୩ନଂ ଚାରି ଥାକିଆ ମୁଖ୍ୟ ଜାତୀୟ ରାଜପଥ ରେ ଦୁର୍ଘଟଣା।ଜଣେ ଗୁରୁତର ହେବା ସହ ଅନ୍ୟ ଆହତ ହୋଇଥିବା ବେଳେ ଦୁଇ ଜଣଙ୍କୁ ବୁର୍ଲା ଡାକ୍ତର ଖାନା କୁ ପଠାଇ ଦିଆଯାଇଥିବା ସୂଚନା ମିଳିଛି।
ସଂଜୟ ଶତପଥୀ(କଟକ): ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ।ଏହି ପରିପ୍ରେକ୍ଷୀରେ କଟକ ଜିଲ୍ଲା ଚୈ।ଦ୍ବାର ର ମଙ୍ଗରାଜପୁର ବେରଣାସ୍ଥିତ ନନ୍ଦିଗ୍ରାମ ବୃଦ୍ଧ ଗୋ ସେବାଶ୍ରମ ରେ ୫୦୦୦ ଗୋ ଖାଦ୍ୟ ଲାଗି ଘାସ ଚାରା ରୋପଣ କରାଯାଇଛି। ଏହି ଆଶ୍ରମ ର ପ୍ରାରମ୍ଭ ରୁ ପ୍ରାୟ ୧୩୦ ବୃଦ୍ଧ,କ୍ଷତବିକ୍ଷତ, ବୟସ୍କ ରୋଗୀଣା ଗାଈଗୋରୁ ମାନଙ୍କୁ ସେବାଶୂଶ୍ରୁଷା କରି ରାଜ୍ୟରେ ଗୋ ସମ୍ପଦ ସୁରକ୍ଷା କରିବା ଦିଗରେ ଏକ ମାଇଲଖୁଣ୍ଟ ସୃଷ୍ଟି କରିଛି। […]
ମୋହାଲି: ବ୍ୟାଟ୍ସମ୍ୟାନଙ୍କ ଦମଦାର ପ୍ରଦର୍ଶନ ପାଇଁ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ ଆଇପିଏଲ ଇତିହାସରେ ଦ୍ୱିତୀୟ ସର୍ବାଧିକ ସ୍କୋର ୨୫୭ରନ ସଂଗ୍ରହ କରିପାରିଛି । ଏଥିସହିତ ଏଲଏସଜି ଏହି ମ୍ୟାଚରେ ପଞ୍ଜାବ କିଙ୍ଗ୍ସକୁ ୫୬ରନରରେ ପରାସ୍ତ କରିଛି । ଶିଖର ଧୱନଙ୍କ ପଞ୍ଜାବ ଦଳ, ୨୫୮ରନ ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିଲେ । ପ୍ରଥମ ଦୁଇଟି ୱିକେଟ ସହଳ ହରାଇଥିଲେ ମଧ୍ୟ ଅଥର୍ବ ତାଡ଼େ ଓ ସିଙ୍କନ୍ଦର ରାଜାଙ୍କ ପ୍ରଦର୍ଶନ […]
ବାସ୍ତବବ୍ୟୁରୋ: ମୁଖ୍ୟମନ୍ତ୍ରୀ ଏନ୍ ବୀରେନ୍ ସିଂହଙ୍କ ଗସ୍ତ ପୂର୍ବରୁ ହିଂସାକାଣ୍ଡ ସଙ୍ଗଠିତ ହେବାରୁ ଚୁରାଚାନ୍ଦପୁର ଜିଲ୍ଲାରେ ମଣିପୁର ସରକାର ଜନସମାବେଶ ଉପରେ ନିଷେଧାଜ୍ଞା ଜାରି କରିବା ସହିତ ଇଣ୍ଟର୍ନେଟ୍ ସେବା ବନ୍ଦ ରଖିଛନ୍ତି। ସୂଚନାଯୋଗ୍ୟ, ଆଜି ମଣିପୁରର ମୁଖ୍ୟମନ୍ତ୍ରୀ ଚୁରାଚାନ୍ଦପୁର ଜିଲ୍ଲା ଗସ୍ତରେ ଆସି ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥାଆନ୍ତେ। କିନ୍ତୁ, ଗୁରୁବାର ଦିନ ଦଳେ ଉତ୍ତ୍ୟକ୍ତ ଜନତା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମସ୍ଥଳରେ ଭଙ୍ଗାରୁଜା କରି ନିଆଁ ଲଗାଇ ଦେଇଥିଲେ। ସଂରକ୍ଷିତ […]
ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା। ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ଆଜି କାଳବୈଶାଖୀ ପ୍ରଭାବ ଅଧିକ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିକେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍.ବିଶ୍ୱାସ,ଏହି ସୂଚନା ଦେଇଛନ୍ତି। ପାଣିକେନ୍ଦ୍ର ନିର୍ଦ୍ଦେଶକଙ୍କ ସୂଚନା ଅନୁସାରେ, କାଳବୈଶାଖୀ ବର୍ଷା ନେଇ ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା […]
ନବୀନ ଦାଶ(ବରଗଡ଼): ଆଜି ଜିଲ୍ଲାସ୍ତରୀୟ ଆଶା ଗାଁ କଲ୍ୟାଣ ସମିତି,ମହିଳା ଆରୋଗ୍ଯ ସମିତି ଓ ଜନ ଆରୋଗ୍ଯ ସମିତି ସମ୍ମିଳନୀ ୨୦୨୨/୨୦୨୩ ସ୍ଥାନୀୟ ବିଜୁପଟ୍ଟନାକ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି ।ଆଜିର ଏହି କାର୍ଯ୍ୟକ୍ରମରେ ବରଗଡ଼ ଜିଲ୍ଲା ର ସମସ୍ତ ବ୍ଲକ ଓ ଗାଁ କଲ୍ୟାଣ ସମିତି ର ଆଶା ଓ ସ୍ବାସ୍ଥ୍ୟକର୍ମୀ ଯୋଗଦେଇ ନିଜ ନିଜ କ୍ଷେତ୍ରରେ ସଫଳତାରସହ ସେବା କାର୍ଯ୍ୟ କରିଥିବାରୁ ନଗଦ ରାଶି ସହ ସିଲ୍ଡ,ପୁଷ୍ପ […]
ବରଗଡ(ଉସ.ପ୍ର.ନବୀନ ଦାଶ):ବରଗଡ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ ବାଦପାଲି ଗ୍ରାମରେ ଅକ୍ଷୟ ତୃତୀୟା ଅବସରରେ ଓଡ଼ିଶା ରାଜ୍ୟ କୃଷକ ସଂଗଠନ ପକ୍ଷରୁ ଅଖି ମୁଠି ଅନୁକୂଳ ଉତ୍ସବ ପାଳିତ ହୋଇ ଯାଇଛି lଉତ୍ସବ ରେ ବିଦ୍ୟାଧର ଖମାରୀ ଯୋଗଦେଇ ମହାଲକ୍ଷ୍ମୀ ମାଁ ଙ୍କ ପୂଜା ଅର୍ଚ୍ଚନା ପୂର୍ବକ ଅଖି ମୁଠି ଅନୁକୂଳ ଉତ୍ସବ ଅନୁଷ୍ଠିତ ହୋଇ ଥିଲା।ଏହି ଅବସରରେ ଫସଲ ଭଲ ହେବା ପାଇଁ ମା’ଙ୍କ ନିକଟରେ ପ୍ରାର୍ଥନା କରିବା […]
ନବୀନ ଦାଶ(ଅତାବିରା):-ବରଗଡ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ କୁମେଲ ସିଂହା ଛକ ରେ ଜବର ଦଖଲ କୁ ନେଇ ପ୍ରଶାସନିକ ଅଧିକାରୀଙ୍କ ହଟହଟ୍ଟା। ଅତାବିରା ବ୍ଲକ ପ୍ରଶାସନ ସଦଳବଳେ ୨୪ ତାରିଖ ସୋମବାର ଦିନ ୧୧ଟା ରେ ପହଞ୍ଚି ଦୀର୍ଘ ୫୦/୬୦ବର୍ଷ ରୁ ଉର୍ଦ୍ଧ୍ବ ହେବ ନିଜର ପେଟ ପାଟଣା କୁ ନେଇ ଦୋକାନ କରି ଚଳି ଆସୁଥିବା ଭୂମିହୀନ ଓ ବିପିଏଲ୍ ଧାରୀଙ୍କ ଜୀବିକାରେ ନାତମାରିଛନ୍ତି। ଏପରିକି ଏ […]
ସଂଜୟ ଶତପଥୀ(କଟକ): ଜଗତପୁରସ୍ଥିତ ସଦଗୁରୁ ଚିକିତ୍ସାଳୟରେ ନୂତନ ଭାବେ ନିର୍ମିତ ଅତ୍ୟାଧୁନିକ କର୍କଟ ରୋଗ ଚିକିତ୍ସା କେନ୍ଦ୍ର ଉଦଘାଟିତ ହୋଇଯାଇଛି । ସଦଗୁରୁ ଚିକିତ୍ସାଳୟର ପରିଚାଳନା ନିର୍ଦ୍ଦେଶକ ଡାକ୍ତର ପ୍ରଦୀପ କୁମାର ମହାନ୍ତିଙ୍କ ପୌରୋହିତରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଯୋଗଦେଇ, ଅନନ୍ତମୟ କୋଷରୁ ଜାତ ହେଉଥିବା ଅମୃତମୟ ସନ୍ତାନ ମାନଙ୍କ ସୁସ୍ଥ ଓ ନିରାମୟ ଜୀବନ ପାଇଁ ଚିକିତ୍ସକ ମାନଙ୍କ ଅପରିହାର୍ଯ୍ୟତା […]


