ଜୟସେନ୍ ରଇତ(ଗଜପତି): ଦିନକୁ ଦିନ ଗଜପତି ଜିଲ୍ଲାର ମୋହନା ଓ ଅଡବା ଥାନା ଅଞ୍ଚଳରେ ପୋଲିସ ଜୋର ଜାର ପାଟ୍ରୋଲିଙ୍ଗ ସହ ଗାଡି ଯାଞ୍ଚ ଏବଂ ଗଞ୍ଜେଇ ଚାଡାଉକରି ଗଞ୍ଜେଇ ମାଫିଆ ମାନଙ୍କ ନିଦ ହାଯାଉଥିଲେ ମଧ୍ୟ ଏହି ଗଞ୍ଜେଇ ଚାଲାଣରେ ପୂର୍ଣଛେଦ ପଡୁନାହିଁ । ଆଜି ଅଡବା ପୋଲିସ ଏସଆଇ ବି॰ଏନ ରେଡ୍ଡୀଙ୍କ ନେତୃତ୍ବରେ ଗୁଳୁବା ପଞ୍ଚାୟତର ଶୁଣ୍ଡିପଡା ଓ କୁଡିକିମା ଅଞ୍ଚଳରେ ପାଟ୍ରୋଲିଙ୍ଗ କରୁଥିବା ବେଳେ ଶୁଣ୍ଡିପଡା […]

ପୁରୁଷୋତ୍ତମ ମହାପାତ୍ର(ଭଞ୍ଜନଗର):ଜାମୁ କାଶ୍ମୀର ପୁଞ୍ଚ ଜିଲ୍ଲାରେ ଆତଙ୍କୀ ହମଲାରେ ଗୁରୁବାର ସହିଦ ହୋଇଥିବା ୫ ଜଣ ବୀର ଯବାନଙ୍କ ସ୍ମୃତି ଉଦେଶ୍ୟରେ ଭଞ୍ଜନଗର ଉତ୍କଳ ସାମ୍ବାଦିକ ସଙ୍ଘ ତରଫରୁ ମହମବତୀ ଶୋଭାଯାତ୍ରା ସହ ନିରବ ପ୍ରାଥନା କରାଯାଇଥିଲା ।ସଙ୍ଘର ସଭାପତି ପ୍ରଦୀପ କୁମାର ସ୍ୱାଇଁ ନେତୃତ୍ୱରେ ସଙ୍ଘର ସମସ୍ତ ସଦସ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ସ୍ଥାନୀୟ ରଘୁନାଥ ମନ୍ଦିରରୁ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ଥାନା […]

ନିରଞନ ବସ୍ତିଆ(ଶ୍ଚିନ୍ତକୋଇଲି) : ଶୁକ୍ରବାର ଅପରାହ୍ନରେ ନିଶ୍ଚିନ୍ତକୋଇଲି ବ୍ଲକ ବରପଡା ଲୁଣାନଦୀ ସେତୁର ମଧ୍ୟଭାଗରେ ଯାଉଥିବା ସମୟରେ ବଜ୍ରାଘାତ ଯୋଗୁ ଜଣେ ଚାଷୀଙ୍କର ଅକାଳ ବିୟୋଗ ଘଟିଛି । ନେମାଳ ପଞ୍ଚାୟତ କଣ୍ଟାପାରୀ ଗ୍ରାମର ସୂର୍ଯ୍ୟେନ୍ଦୁ ଶେଖର ସାହୁ (ବୁଲା) ୫୫ ବର୍ଷ ନିଶ୍ଚିନ୍ତକୋଇଲି ହାଟକୁ ଚାଉଳ ବିକ୍ରି କରିବା ପାଇଁ ସାଇକେଲ ଯୋଗେ ଯାଉଥିଲେ । ଲୁଣାନଦୀ ସେତୁ ପାର ହେଉଥିଲା ବେଳେ ହଠାତ୍ ବଜ୍ରାଘାତ ତାଙ୍କ ଉପରେ […]

ସଂଜୟ ଶତପଥୀ(କଟକ): ଜଗତସିଂହପୁରର ପୂର୍ବତନ ସାଂସଦ ତଥା ବିଶିଷ୍ଟ ଶିକ୍ଷାବିତ୍ ଓ ଅର୍ଥନୀତିଜ୍ଞ ତ୍ରିଲୋଚନ କାନୁନଗୋ ଆଉ ନାହାଁନ୍ତି । ଆଜି ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ଶ୍ରୀ କାନୁନଗୋ ମାର୍ଚ୍ଚ ୩୦ ତାରିଖରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହଉଥିଲେ । ଆଜି ସକାଳ ପ୍ରାୟ ୭ଟାରେ […]

ତ୍ରିନାଥ ବାରିକ(ସତ୍ଯବାଦୀ): ଗତ କାଲି ଆତଙ୍କବାଦୀ ଆକ୍ରମଣରେ ଆଉ ଜଣେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି । ଆଜି ସେନା ବାହିନୀର ଗାଡ଼ିକୁ ଗ୍ରେନେଡ୍ ମାଡ଼ ଘଟଣାରେ ଜଣେ ଓଡ଼ିଆ ପୁଅ ସହିଦ ହୋଇଛନ୍ତି । ସହିଦ ହୋଇଥିବା ଯବାନଙ୍କ ନାଁ ଦେବାଶିଷ ବିଶ୍ୱାଳ । ତାଙ୍କ ଘର ପୁରୀ ଜିଲ୍ଲା ଅଳଗୁମା ପଞ୍ଚାୟତ ଖଣ୍ଡାୟତ ସାହିର ବୋଲି ଜଣାପଡ଼ିଛି । ସହିଦ ଯବାନ ଦେବାଶିଷଙ୍କ ବାପାଙ୍କ ନାଁ ପ୍ରତାପ […]

ଜୟନ୍ତ ଶତପଥୀ(କେନ୍ଦ୍ରାପଡ଼ା):କେନ୍ଦ୍ରାପଡା ଜିଲ୍ଲା ପଞ୍ଚାୟତ ସମିତି ସଭ୍ୟ ସଭ୍ୟା ସଂଘ ର ପ୍ରଥମ ସଂକଳ୍ପ ଦିବସ ଗତ ରବିବାର ଗୌରୀଶଙ୍କ ହୋଟେଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସବୁ ବ୍ଲକ ର ଅନେକ ସଭ୍ୟ, ସଭ୍ୟା ମାନେ ଉପସ୍ଥିତ ରହି ନିଜ ନିଜର ମନ୍ତବ୍ୟ ରଖିଥିଲେ।ଆଗାମୀ ଦିନରେ ଏହି କାର୍ଯକ୍ରମ କୁ ଆହୁରି ବ୍ୟାପକ କରାଯିବ ବୋଲି ବକ୍ତା ମାନେ ମତ ପୋଷଣ କରିଥିଲେ ।ପ୍ରତି ବ୍ଲକ […]

ସଂଜୟ ଶତପଥୀ(କଟକ): କଟକ ଜିଲ୍ଲା ମୂଖ୍ୟ ସ୍ବାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପଡ଼ିଥିବା ଅଳିଆ ଆବର୍ଜ୍ଜନାରୁ କଟକ ସହରର ସ୍ବାସ୍ଥ୍ୟ ସେବା କେମିତି ଚାଲିଛି ଅନୁମାନ କରାଯାଇପାରେ। ଏହି କାର୍ଯ୍ୟାଳୟ ରେ ଓଡ଼ିଶା ସରକାରଙ୍କ ପକ୍ଷରୁ ଜଣେ ଦକ୍ଷ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନିଯୁକ୍ତି ଦିଆଯାଇଥିଲା ବେଳେ ଏହି କାର୍ଯ୍ୟାଳୟ ରୁ ସୂଚନା ଅଧିକାର ଆଇନ ବଳରେ ମଗାଯାଇଥିବା ତଥ୍ୟ ମିଳେନା, ପ୍ରଥମ ଅପିଲ୍ ର ତାରିଖ ଧାର୍ଯ୍ୟ ହୁଏନା, ଗୋଟିଏ […]

ସଂଜୟ ଶତପଥୀ(କଟକ): ବିଜେପି ପ୍ରତିଷ୍ଠା ଦିବସ ତଥା ସେବା ସପ୍ତାହ ପାଳନ ଅବସରରେ ଆଜି ଅପ୍ରେଲ ୯ତାରିଖରେ ସକାଳ ୮ଟା ସମୟରେ ଗଡ଼ଗଡିଆ ଘାଟଠାରେ କଟକ ନଗର ବିଜେପିର ନମାମୀ ଗଙ୍ଗେ(ନଦୀ ପୂଜନ) ଓ ସ୍ଵଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ କଟକ ନଗର ସଭାପତି ଲଲାଟେନ୍ଦୁ ବଡୁ, ନମାମୀ ଗଙ୍ଗେ ରାଜ୍ୟ ସଭାପତି ମହେଶ୍ୱର ସାହୁ, ସହ ସଂଯୋଜକ ଅଶୋକ ରଥ, ଜିଲ୍ଲା ସଂଯୋଜକ ଦୁର୍ଯ୍ୟୋଧନ ଲେଙ୍କା, […]

ସଂଜୟ ଶତପଥୀ(କଟକ): ଡିଶା ଫାର୍ମାସିଷ୍ଟ ସେବା ସଂଘ ପକ୍ଷରୁ ଏକ ସାମ୍ୱାଦିକ ସମ୍ମିଳନୀ ସଂଘ ର ସଭାପତି ଶ୍ରୀ ଦଶରଥ ଦାସ ଙ୍କ ସଭାପତିତ୍ବରେ କଟକ ଜିଲ୍ଲା ସ୍ବାସ୍ଥ୍ୟ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି।ଏହି ସାମ୍ବାଦିକ ସମ୍ମିଳନୀରେ କଟକ ଜିଲ୍ଲାର ବହୁ ଗଣମାଧ୍ୟମ, ବୈଦ୍ୟୁତିକ ଗଣମାଧ୍ୟମ ଓ ଓ୍ବେବ୍ ଏବଂ ଡିଜିଟାଲ ଗଣମାଧ୍ୟମର ପ୍ରତିନିଧିମାନେ ଯୋଗଦେଇଥିଲେ। ଏହି‌ ସମ୍ମିଳନୀରେ ବର୍ତ୍ତମାନ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଫାର୍ମାସିଷ୍ଟମାନେ ବହୁ […]

ରାକେଶ ମହାନ୍ତି(କେନ୍ଦ୍ରାପଡା): ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁବିକାଶ ବିଭାଗ ତରଫରୁ ପ୍ରତି ତିନି ମାସରେ ଥରେ ପଞ୍ଚାୟତ, ବ୍ଲକ,ଜିଲ୍ଲା ସ୍ତରରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇ ଯାଇଛି । କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଥିବା ସଦ୍ଦଭାବନା ସଭାଗୃହ ରେ ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ଗୀତାଞ୍ଜଳି ଶେଠୀ ଓ ଅତିରିକ୍ତ ଜିଲ୍ଲାପାଳଙ୍କ ମିଳିତ ସଭାପତିତ୍ଵରେ ତିନୋଟି କମିଟି ଯଥା ଶିଶୁ ଶ୍ରମିକ ଉଚ୍ଛେଦ ପାଇଁ ଥିବା ଜିଲ୍ଲା ସ୍ତରୀୟ […]

Pin It on Pinterest