ସଂଜୟ ଶତପଥୀ(କଟକ)ତା୨୮।୧୨ : ଭାରତୀୟ ମଜଦୁର ସଂଘ ଦ୍ଵାରା ପରିଚାଳିତ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡ଼ିଜ୍ ୱାର୍କରସ୍ ଆସୋସିଏସନ୍ ତରଫରୁ ଅଙ୍ଗନୱାଡ଼ି କର୍ମଚାରୀଙ୍କ ନ୍ୟାୟ ସଙ୍ଗତ ଦାବୀକୁ ନେଇ ଗତ ନଭେମ୍ବର ୨୧ ତାରିଖ ଠାରୁବର୍ତମାନ ପର୍ଯ୍ୟନ୍ତ ଭୁବନେଶ୍ଵରରେ ଧାରଣା ପ୍ରଦର୍ଶନ ସହିତ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି ରହିଛି । ଅଙ୍ଗନୱାଡ଼ି କର୍ମଚାରୀଙ୍କର ଦୀର୍ଘଦିନ ଆନ୍ଦୋଳନ ପରେ ମଧ୍ୟ ସରକାରଙ୍କ ତରଫରୁ ବାରମ୍ବାର ଆଲୋଚନା ହୋଇଥିଲେ ମଧ୍ୟ କୌଣସି […]
Odia
ସୁବର୍ଣ୍ଣପୁର(ନମୋଗୁରୁ ହୋତା):ସୋନପୁର ସହର ସ୍ଥିତ ଜିଲ୍ଳା ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର ରେ ପୂର୍ଣ୍ଣ ମାତ୍ରାରେ ଜନସାଧାରଣ ଙ୍କୁ ସ୍ୱାସ୍ଥ୍ୟ ସେବା ପ୍ରଦାନ ନିମନ୍ତେ ୫୦ ଶଯ୍ୟାବିଶିଷ୍ଟ ମାତୃ ଓ ଶିଶୁ ସ୍ବାସ୍ଥ୍ଯ କେନ୍ଦ୍ରର କାର୍ଯ୍ୟକାରୀ କରାଯାଇଛି l ଏଣିକି ମାତୃ ଓ ଶିଶୁ ସମ୍ୱନ୍ଧୀୟ ସମସ୍ତ ଚିକିତ୍ସା ସେବା ସୁବିଧା ଏହି କେନ୍ଦ୍ରରେ ଜନସାଧାରଣ ଙ୍କ ନିମନ୍ତେ ଉପଲବ୍ଧ ରହିବ l ପ୍ରକାଶ ଥାଉକି ୨୦୨୨ ଜୁନ […]
ସଂଜୟ ଶତପଥୀ(କଟକ):୧୮/୧୨- ରବିବାର ଆଜି ରୋଟ୍ରାକ୍ଟ ଡିଷ୍ଟ୍ରିକ୍ଟ୍ ୩୨୬୨ ର ବାର୍ଷିକ କ୍ରିକେଟ୍ ପ୍ରତିଯୋଗିତା କଟକ ବିଡାନାସୀ ସ୍ଥିତ ବସୁନ୍ଧରା ଖେଳପଡିଆରେ ଅନୁଷ୍ଠିତ ହୋଇ ଯାଇଛି। ଏହି ପ୍ରତିଯୋଗିତା ରୋଟ୍ରାକ୍ଟ କଟକ ସେଣ୍ଟ୍ରାଲ୍ ତରଫରୁ ଆୟୋଜନ କରାଯାଇଥିଲା। ଏହି କ୍ରିକେଟ୍ ପ୍ରତିଯୋଗିତାର ମୁଖ୍ଯ ଉଦ୍ଦେଶ୍ଯ ଥିଲା ରୋଟ୍ରାକ୍ଟ ଦ୍ୱାରା ହେଉଥିବା ବିଭିନ୍ନ ସେବାମୂଳକ କାର୍ଯ୍ଯକ୍ରମ ବିଶେଷ କରି ଗରୀବ ପିଲା ଙ୍କୁ ଦୈନିକ ମାଗଣା ଶିକ୍ଷାଦାନ ଯୋଜନା ଯାହା “ପାଠଶାଳା” […]
ସଂଜୟ ଶତପଥୀ(କଟକ): ଆଜି କଟକର ପ୍ରସିଦ୍ଧ ଝାଞ୍ଜିରୀମଙ୍ଗଳା ର ଖଣ୍ଡାୟତ ସାହିସ୍ଥିତ ଦୋଳଗୋବିନ୍ଦ ମଣ୍ଡପଠାରେ ସେଣ୍ଟର ଫର୍ ସାଇଟ୍ ଆଇ ହସ୍ପିଟାଲ, ଭୁବନେଶ୍ୱର ପକ୍ଷରୁ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ସ୍ଥାନୀୟ କର୍ପୋରେଟର ଶ୍ରୀମତୀ ସୁମିତ୍ରା ବସ୍ତିଆଙ୍କ ଦ୍ଵାରା ଅନୁଷ୍ଠିତ ହୋଇଯାଇଛି। ଏହି ଚକ୍ଷୁ ଚିକିତ୍ସା ଶିବିରରେ ସ୍ଥାନୀୟ ବାସିନ୍ଦା ଓ ପାଖ ଅଞ୍ଚଳରୁ ବହୁ ଚକ୍ଷୁ ରୋଗୀ ସେମାନଙ୍କର ଚକ୍ଷୁ ପରୀକ୍ଷା କରାଇବା ସହ ଶିବିରର ମୂଖ୍ୟ […]
ସଂଜୟ ଶତପଥୀ(କଟକ): ପାକିସ୍ଥାନ ମନ୍ତ୍ରୀ ବିଲାବଲ ଭୂଟୋ ଭାରତର ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୁଦ୍ଧରେ ଅଭାଦ୍ରୋଚିତ ଟିପ୍ପଣୀ(ଗୁଜୁରାଟ ର କଂସେଇ )ଦେଇଥିବାରୁ କଟକ ନଗର ବିଜେପି ତରଫରୁ ଆଜି କଲେଜଚ୍ଛକ ଠାରେ ଅପରାହ୍ନରେ ଏକ ପ୍ରତିବାଦ ସଭା ସହ ଭଟ୍ଟ ‘ଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା। କଟକ ନଗର ଜିଲ୍ଲା ସଭାପତି ଶ୍ରୀ ଲଲାଟେନ୍ଦୁ ବଡୁଙ୍କ ନେତୃତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନେତା ଶ୍ରୀ ନୟନ କିଶୋର […]
ନବୀନ ଦାଶ(ବରଗଡ଼):ବରଗଡ଼ ଓଡ଼ିଶାର ଭାତହାଣ୍ଡି ଭାବେ ପରିଚିତ,ହେଲେ ବରଗଡ଼ ଜିଲ୍ଲାରେ ଏବେ ପାଣି ସଙ୍କଟ।ଚାଷୀ ମୁଣ୍ଡରେ ହାତ ଦେଇ ବସିଛି । ଧୋକା ଦେଉଛି ବର୍ଷା, ବରଗଡ଼ ଜିଲ୍ଲାର ପଂଜିକୃତ ଚାଷୀ ସଂଖ୍ୟା ୧,୩୪,୫୯୧। ଅର୍ଥାତ ରାଜ୍ୟର ୧୦ ପ୍ରତିଶତ ଚାଷୀ କେବଳ ବରଗଡ଼ ଜିଲ୍ଲାର। ଜିଲ୍ଲାର ୧୨ଟି ବ୍ଲକ ମଧ୍ୟରୁ ୯ଟି ବ୍ଲକ୍ ଅଣଜଳସେଚିତ। ଅଣଜଳସେଚିତ ବ୍ଲକ୍ ର ଚାଷୀମାନେ କେବଳ ବର୍ଷା ଉପରେ ନିର୍ଭର କରି କୃଷି […]


