ବରଗଡ଼/ପଦ୍ମପୁର୨୯/୦୭(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ପଦ୍ମପୁର ଠାରେ ଏକ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ କରାଯାଉ। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟି କେନ୍ଦ୍ରୀ ୟ ବିଦ୍ୟାଳୟ ସ୍ଥାପନ ପାଇଁ ଅନୁରୋଧ କରିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ। କେନ୍ଦ୍ରୀୟ ବିଦ୍ୟାଳୟ ଦେଶର ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ।ତେଣୁ ଏହାର ସ୍ଥାପନା ହେଲେ ପଦ୍ମପୁର ଅଂଚଳର ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏକ ଉଚ୍ଚସ୍ତରୀୟ ଶିକ୍ଷା ବ୍ୟବସ୍ଥା ନିର୍ମାଣ ହୋଇପାରିବ । ଯାହାଦ୍ବାରା […]
odianews
କେନ୍ଦ୍ରାପଡ଼ା(ନି.ପ୍ର)୨୮/୦୭:ଜିଲ୍ଲା ସ୍ଵାସ୍ଥ୍ୟ ସମିତି, କେନ୍ଦ୍ରାପଡା ତରଫରୁ ଆଜି ଅପରାହ୍ନରେ ଜିଲ୍ଲାସ୍ତରୀୟ ବିଶ୍ଵ ହେପାଟାଇଟିସ ଦିବସ ୨୦୨୫ ପାଳିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ ତଥା ଜିଲ୍ଲା ମିଶନ ନିର୍ଦ୍ଦେଶକ ଡ. ମନୋରଞ୍ଜନ ରାଉତ ପୌରହିତ୍ୟ କରିଥଲେ l ପାଞ୍ଚ ପ୍ରକାର ହେପାଟାଇଟିସ – ଏ, ବି, ସି, ଡି ଏବଂ ଇ ଉପରେ ଉପସ୍ଥିତ ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରୀ […]
ବରଗଡ଼୨୭/୦୭(ନବୀନ କୁମାର ଦାଶ):ଚାରିଆଡେ଼ ସରକାର ଙ୍କ ବିକାଶ ବେନର ପୋଷ୍ଟର ଠାରୁ ଆରମ୍ଭ କରି କାନ୍ଥ ବାଡ଼ ସବୁଠି।କାର୍ଯ୍ୟ ମଧ୍ୟ ହୋଇଛି ଏବଂ ଡବଲ ଇଞ୍ଜିନ ସରକାର ଙ୍କ ଶାସନ କାଳ ରେ ବିକଶିତ ଗାଁ ବିକଶିତ ଓଡ଼ିଶା କିଞ୍ଚିତ ଉଦାହରଣ ସ୍ୱରୂପ ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀର ଅତାବିରା ରୁ ଭେଡେନ ବ୍ଲକ୍ କୁ ସଂଯୋଗ କରୁଥିବା ତଥା ରାତି ପାହିଲେ ହଜାର ହଜାର ଗାଡ଼ି ମଟର […]
ବରଗଡ଼୨୭/୦୭(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଭେଡେନ ବ୍ଲକ ଅଏଁଲାପାଲି ପାଲି ପଂଚାୟତ ଧୁବେନପାଲି ଠାରେ ଧୁବେନପାଲି ଗ୍ରାମବାସୀ ଓ ଅମୃତ୍ କୁଟୁମ୍ ର ମିଳିତ ଆନୁକୂଲ୍ୟରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବୀର ସୁରେନ୍ଦ୍ର ସାଏ ମେଡିକାଲ ହସ୍ପିଟାଲ ବୁର୍ଲା ରକ୍ତ ଭଣ୍ଡାର ଅଧିକାରୀ ଡଃ ମନୋଜିତ ବୈଷ୍ଣବ,ଟେକନିସିଆନ ଦେବା ଷିଶ ମିଶ୍ର,ସନ୍ତୋଷ ଟାଡା,ଜନକ ବେହେରା,ପାଏନୁ ଭୋଇ ଓ ସଂଜୀବ ବେରା ପ୍ରମୁଖ ଭ୍ରାମ୍ୟ ମାଣ […]
ଵରଗଡ଼୨୭/୦୭(ନବୀନ କୁମାର ଦାଶ):ବରଗଡ଼ ସ୍ଥିତ ଅଗ୍ରଗାମୀ ଯୁବକ ସଂଘ ସଭା ଗୃହ ଠାରେ ସର୍ବ ଭାରତୀୟ ସ୍ବାଲାଖ ବିନ୍ଧ୍ୟଗିରୀବାସୀ ବିଞ୍ଝାଲ ସମାଜ ରାଜ୍ୟ ମହିଳା ସଂଘ ପକ୍ଷରୁ ଏକ ସାଂଗଠାନିକ ସଚେତନ ସଭା ଅନୁଷ୍ଠିତ ହୋଇଯାଇଛି। ସଂଘ ମୂଖ୍ୟ ସଂଯୋଜକ ଚନ୍ଦ୍ର ଶେଖର ବାଗ ଙ୍କ ଆବାହକତ୍ତ୍ୱବଧାନରେ ଓ ସଭାନେତ୍ରୀ ବାୟୁଶ୍ରୀ ବାଗ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ସଭାରେ ବରଗଡ଼ ପଞ୍ଚାୟତ ମହା ବିଦ୍ୟାଳୟର ଅଧ୍ୟାପିକା ଝରଣା ବିଶ୍ଵାଳ,ସର୍ବ ଭାରତୀୟ […]
କଟକ(ସଂଜୟ ଶତପଥୀ): ପେନସନ ଅଭିବୃଦ୍ଧି ବନ୍ଦ କରିବାକୁ ସଂଶୋଧିତ ନିୟମର ପ୍ରତ୍ୟାହାର ଓ ୮ମ ବେତନ କମିଶନ ବିଧିବଦ୍ଧ ଭାବେ ବସାଇ ଟର୍ମ ଏଣ୍ଡ ରେଫେରେନ୍ସ ଘୋଷଣା କରିବା ଦାବିରେ ଆଜି ,କଟକ ଜିପିଓ ଠାରେ ସର୍ବଭାରତୀୟ ସିଭିଲ ପେନସନର ଫୋରମ ଆହ୍ବାନରେ ସଙ୍ଗଠିତ ମାନବ ଶୃଙ୍ଖଳ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଶିଷ୍ଠ କର୍ମଚାରୀ ନେତା ତଥା ସିଭିଲ ପେନସନର ଫୋରମର ରାଜ୍ୟ ଆବାହକ ରବିନ୍ଦ୍ର ନାଥ ଧଳ […]
ବରଗଡ଼୨୫/୦୭(ନବୀନ କୁମାର ଦାଶ):ବିଜେପି ସରକାର ଶିକ୍ଷା କୁ ପ୍ରାଧାନ୍ୟ ଦେଉଥିବା କହୁଥିବା ବେଳେ ବରଗଡ଼ ଉପକଣ୍ଠ ଧାଙ୍ଗେର ପଂଚାୟତ ଅଧୀନ ଧାଙ୍ଗେର ହାଇସ୍କୁଲ ରେ ଦେଖିବା କୁ ମିଳିଛି ଅନେକ ଅବ୍ୟବସ୍ଥା ଏହାକୁ ନେଇ ଆମ୍ ଆଦମୀ ପାର୍ଟି ବ୍ଲକ ଶିକ୍ଷା ଅଧିକାରୀଙ୍କ ପାଖରେ ଅଭିଯୋଗ କରିଛି। ଧାଙ୍ଗେର ଉଚ୍ଚ ବିଦ୍ୟାଳୟ ରେ ବର୍ତମାନ କୌଣସି କ୍ଲର୍କ ନାହାନ୍ତି, ଯେଉଁ ବ୍ୟକ୍ତି କ୍ଲର୍କ ଭାବେ କାର୍ଯ୍ୟରତ ଥିଲେ ତାଙ୍କୁ ଅନ୍ୟତ୍ର […]
ବିଜେପିରେ ଯୋଗ ଦେଲେ ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ବିଧାନସଭା ମଣ୍ଡଳୀ ଅନ୍ତର୍ଗତ ଲଖନପୁର ବ୍ଲକର ନିର୍ବାଚିତ ଜନପ୍ରତିନିଧି ବିଜେଡି ସମର୍ଥିତ ୧୦ ଜଣ ସରପଂଚଙ୍କ ସମେତ ଅନେକ କର୍ମୀଙ୍କ ବିଜେପିରେ ଯୋଗଦାନ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ପୂର୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବାଣିଜ୍ୟ ଏବଂ ପରିବହନ ବିଭାଗ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା, ନଗର […]
ଭୁବନେଶ୍ଵର(ନି.ପ୍ର): ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଦୁଇଟି ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ଦୁଇଟି ନୂତନ ବାଟାଲିଅନ ପାଇଁ ସମୁଦାୟ ୨୦୮୦ ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି। ଏଥିରୁ ୧୯୪୪ଟି ନିୟମିତ ପଦବୀ ଥିବାବେଳେ ୧୩୬ଟି ପଦବୀ ଆଉଟସୋର୍ସିଙ୍ଗ ଭିତ୍ତିରେ ସୃଷ୍ଟି କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ଓଆଇଏସଏଫରେ ଗୋଟିଏ ବାଟାଲିଅନ କାର୍ଯ୍ୟରତ […]
ସଂଜୟ ଶତପଥୀ(କଟକ): ଭାଜପା କଟକ ଜିଲ୍ଲା ତରଫରୁ ୨୨ ଜୁଲାଇ ଅପରାହ୍ନ ୫ ଘଟିକାରେ ବକ୍ସିବଜାର ଛକରେ ସମ୍ପ୍ରତି ଓଡିଶାରେ ମହିଳା ଅତ୍ୟାଚାର ବିଷୟକୁ ନେଇ କଂଗ୍ରେସ ର ଦୋମୁହାଁ ନୀତିର ମୁଖା ଖୋଲିବା ପାଇଁ ଏକ ପଥପ୍ରାନ୍ତ ସଭା ହୋଇଥିଲା। ପୂର୍ବତନ ଜିଲ୍ଲା ସଭାପତି ଲଲାଟେନ୍ଦୁ ବଡୁଙ୍କ ନେତୃତ୍ୱରେ ହୋଇଥିବା ଏହି ସଭାରେ ଜିଲ୍ଲା ସଭାପତି ସୁକାନ୍ତ କୁମାର ବିଶ୍ୱାଳ, ବରିଷ୍ଠ ନେତା ନୟନ କିଶୋର ମହାନ୍ତି, ନମିତା […]


