କଟକ(ସଂଜୟ ଶତପଥୀ)୧୪।୦୭: ବାଲେଶ୍ଵରସ୍ଥିତ ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟଶ୍ରୀ ବିଶୀ ଉକ୍ତ ଅନୁଷ୍ଠାନର ଶିକ୍ଷକଙ୍କ ଦ୍ଵାରା ନିର୍ଯାତିତା ହେବା ଫଳରେ ନିଜ ଶରୀରରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିବା ଘଟଣା ସମଗ୍ର ଦେଶକୁ ବ୍ୟଥୀତ କରିପକାଇଛି । ବର୍ତ୍ତମାନ୍ ଛାତ୍ରୀଙ୍କ ଶରୀରର ବହୁ ଅଂଶ ଗଭୀର ଭାବେ ପୋଡ଼ି ଯାଇଥିବାରୁ ସେ ଭୁବନେଶ୍ୱରସ୍ଥିତ ଏମସ ହସପିଟାଲରେ ଚିକିତ୍ସାଧୀନ ହେଉଛନ୍ତି । ଛାତ୍ରୀଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଥିବା […]
odianews
ବରଗଡ଼/ପଦ୍ମପୁର୧୪/୦୭(ନବୀନ କୁମାର ଦାଶ): ପଦ୍ମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନା ଙ୍କ ମିଳିତ ଅଧ୍ୟକ୍ଷତା ରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି। ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା,ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ କୁଣାଲ ମୋତିରାମ […]
ବରଗଡ଼୧୪/୦୭(ନବୀନ କୁମାର ଦାଶ):ପରିବେଶ ସୁରକ୍ଷା ଜୀବନ ରକ୍ଷା ନାରା ଦେଇ ବରଗଡ ସହରରେ ସାମୁହିକ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ ଅନୁଷ୍ଠିତ ହୋଇ ଯାଇଛି। ବରଗଡ ନାଗରିକ ମଞ୍ଚ ପକ୍ଷରୁ ଆୟୋଜିତ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ ରେ ବିଭିନ୍ନ ସାମାଜିକ ସଂଗଠନ,ରାଜନୈତିକ ଦଳ ର ପ୍ରତିନିଧି,ସରକାରୀ ଅଧିକାରୀ, ବୁଦ୍ଧିଜୀବୀ,ଯୁବ ସଂଗଠନ, ମହିଳା ସମିତି ର ପ୍ରତିନିଧି ମାନେ ଯୋଗଦାନ କରି ଏହି କାର୍ଯ୍ୟକ୍ରମ କୁ ସଫଳ କରିଥିଲେ। ବରଗଡ଼ […]
କଂଗ୍ରେସ ସମୟରେ ଛବିରାଣୀ ହତ୍ୟାକାଣ୍ଡଠାରୁ ଆରମ୍ଭ କରି ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ, ଦିଲ୍ଲୀର ନୈନା ସାହାଣୀ ଭଳି ଘଟଣା ଘଟିଥିଲା ବିଜେପି ସରକାର ମହିଳାମାନଙ୍କ ପାଇଁ ସମର୍ପିତ ଘଟଣା ଘଟିବାର ୬ ଘଂଟା ମଧ୍ୟରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ଦିଲ୍ଲୀରେ ସାମ୍ବାଦିକ ସମ୍ମିଳନୀ କରି ହୀନ ରାଜନୀତି କରୁଛି କଂଗ୍ରେସ ମୁଖ୍ୟମନ୍ତ୍ରୀ ଏମ୍ସ ହସ୍ପିଟାଲ ଯାଇ ଡାକ୍ତରଖାନା କର୍ତୁପକ୍ଷଙ୍କ ସହ ଆଲୋଚନା କରିବା ସହ ପୀଡ଼ିତାଙ୍କ ପରିବାରକୁ ଭେଟ କରିଛନ୍ତିଭୁବନେଶ୍ୱର(ନି.ପ୍ର)୧୪/୦୭: […]
ବରଗଡ଼/ବରପାଲି୧୨/୦୭(ନବୀନ କୁମାର ଦାଶ): ଗୁରୁ ପୂର୍ଣ୍ଣିମା ଦିନ ନାଟ୍ୟ ମହର୍ଷି ତଥା ବିଶିଷ୍ଟ ଶବ୍ଦନୃତ୍ୟ ଗୁରୁ ଭାଗବାନ ସାହୁଙ୍କ ୯୫ ତମ ଜୟନ୍ତୀ ଉତ୍ସବ ଭଗବାନ ସାହୁ ସ୍ମୃତି କମିଟି ଓ ଶ୍ରୀ ଶ୍ରୀବ୍ରଜେଶ୍ୱରୀ ନୃତ୍ୟ କଳା ପରିଷଦ ତରଫରୁ ବରପାଲି ଗଙ୍ଗାଧର ସ୍ମୃତି ଭବନ ପରିସର ଗଙ୍ଗାଧର କ୍ଲବ ଠାରେ ମହା ସମାରୋହରେ ଡ.ସୁବଳ ଚନ୍ଦ୍ର ମାଝୀ ଙ୍କ ସଭାପତିତ୍ବରେ ପାଳିତ ହୋଇଯାଇଛି। ଏଥିରେ ଅତିଥି ପରିଚୟ ଓ […]
ବରଗଡ଼୧୨/୦୭(ନବୀନ କୁମାର୍ ଦାଶ):ବରଗଡ଼ ଜିଲ୍ଲା ବରିଷ୍ଠ ନାଗରିକ ସଂଘ ନବ କଳେବର ଅଫିସ ଗୃହ ବରଗଡ଼ ବିଧାୟକ ଅଶ୍ବିନୀ ଷଡ଼ଙ୍ଗୀ ଙ୍କ କରକମଳ ରେ ଉଦଘାଟିତ ହୋଇ ଯାଇଛି। ଉଦଘାଟନୀ ଉତ୍ସବରେ ବରଗଡ଼ ପୌର ପରିଷଦ ଅଧ୍ୟକ୍ଷା କଲ୍ପନା ମାଝୀ, ପଶ୍ଚିମ ଓଡ଼ିଶା ବରିଷ୍ଠ ନାଗରିକ ମହା ସଂଘ ସଭାପତି ପ୍ର: ଟହଲୁ ସାହୁ,ବରଗଡ଼ ସଂଘ ସଭାପତି ପ୍ରମୋଦ ଝାଙ୍କର,ସଂପାଦକ ଗୋବିନ୍ଦ ଦାଶ,ଉପ ସଭାପତି ନିର୍ମଳ କିଶୋର କର ମଞ୍ଚାସୀନ […]
କଟକ(ସଂଜୟ ଶତପଥୀ)୭/୭/୨୫: ଭାରତୀୟ କମ୍ୟୁନିଷ୍ଟ ପାର୍ଟି ସିପିଆଇ ଜୁଲାଇ ୯ ସର୍ବ ଭାରତୀୟ ଧର୍ମ ଘଟ କୁ ସମର୍ଥନ କରିଛି।ଶ୍ରମିକ କୃଷକ ଙ୍କ ଦାବି କୁ ସମର୍ଥନ କରି ଶ୍ରମିକ ବିରୋଧୀ ଶ୍ରମ କୋର୍ଡ ବାତିଲ କରିବା, କୃଷକ ମାନଙ୍କୁ ଉତ୍ପାଦନ ର ସର୍ବ ନିମ୍ନ ସହାୟକ ମୂଲ୍ୟ ସୁନିଶ୍ଚିତ କରିବା, ସର୍ବ ନିମ୍ନ ମାସିକ ପେନସନ ୯୦୦୦ ,ଓପିଏସ ପୁନଃ ଲାଗୁ କରିବା, ଯୁବକଙ୍କୁ ନିଯୁକ୍ତି, ସର୍ବ ନିମ୍ନ […]
ଭୁବନେଶ୍ୱର(ନି.ପ୍ର): ଆଜି ଭାରତ ବନ୍ଦ। ସର୍ବଭାରତୀୟ ଧର୍ମଘଟ ଡାକରା ଦେଇଛି ଶ୍ରମିକ ସଂଗଠନ ଓ ବାମପନ୍ଥୀ ଦଳ। ଚକଅଖ ସବୁ ବନ୍ଦ ରହିବ। ବଜାରଘାଟରେ ତାଲା ଝୁଲିବ । ସାମିଲ ହେବେ ବ୍ୟାଙ୍କ ଓ ବୀମା କର୍ମଚାରୀ । ବ୍ୟାପକ ଭାବେ ପ୍ରଭାବିତ ହେବ ଜୀବନଯାତ୍ରା । କଲବଲ ହେବେ ସାଧାରଣ ଜନତା । ୫ ବାମପନ୍ଥୀ ଦଳ ଓ ୧୦ଟି କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ (ସିଟିୟୁ) ଓ ସ୍ୱାଧୀନ […]
ବରଗଡ଼(ନବୀନ କୁମାର ଦାଶ):ଗତକାଲି ବରଗଡ଼ ଉପକଣ୍ଠ ବିଜେପୁର ନିକଟସ୍ଥ ସମଲେଇପଦର ଠାରେ ଥିବା ପାର୍ବତୀ ଗିରି ବୃଦ୍ଧା ଶ୍ରମ ରେ ଥିବା ଅସହାୟ ବୃଦ୍ଧବୃଦ୍ଧା ମାନଙ୍କ ପାଖରେ ଛତା ନ ଥିବାରୁ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ । ଏହା ଦେଖି ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ୩୦ ଟି ଛତା ବଣ୍ଟନ କରାଯାଇ ଥିଲା।ଏହି କାର୍ଯ୍ୟକ୍ରମ ରେ ଲାୟନ୍ସ ଅମରଜିତ୍ ସିଂ,ଦୀପକ ବଲୋଦିଆ,ପ୍ରଦୀପ ତୟାଲ, ମନୋଜ କୁମାର ମହାପାତ୍ର […]
ବରଗଡ଼(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ବରପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତା ରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଅତିରିକ୍ତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୁରଜ କୁମାର ପଟ୍ଟନାୟକ,ବରଗଡ଼ ଉପଜିଲ୍ଲାପାଳ ପ୍ରସନ୍ନ କୁମାର […]


