ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକରେ ରାଜ୍ୟ ବିଜେପିର ଶୋକ । ରାଜ୍ୟ କାର୍ଯ୍ୟାଳୟରେ ପାର୍ଥୀବ ଶରୀର ପହଂଚିବା ପରେ ରାଜ୍ୟ ସଭାପତି, ଉପମୁଖ୍ୟମନ୍ତ୍ରୀ, ରାଜ୍ୟ ପଦାଧିକାରୀ, କାର୍ଯ୍ୟକର୍ତା ଜଣାଇଲେ ଶ୍ରଦ୍ଧାଞ୍ଜଳୀ । ବାସ୍ତବବ୍ୟୁରୋ(ଭୁବନେଶ୍ୱର)୩୦/୦୫: ବିଶିଷ୍ଟ ରାଜନେତା, ବିଜେପିର ପ୍ରଥମ ତଥା ପୂର୍ବତନ ବିଧାୟକ ଶ୍ରୀ ପ୍ରସନ୍ନ ପଟ୍ଟନାୟକଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା । […]
odianews
କୁଏତ୍(ବିଶ୍ବରଞ୍ଜନ):ଗତ ଶୁକ୍ରବାର (୨୩ମଇ)ରେ, ଭାରତୀୟ ପ୍ରବାସୀ ପରିଷଦ, ଫାହାହିଲ୍ କ୍ଷେତ୍ର କମିଟି ଏମ୍ବ ଖୈତାନର ସିଟି କ୍ଲିନିକ୍ ସହିତ ମିଳିତ ସହଯୋଗରେ ଏକ ଚିକିତ୍ସା ଶିବିର ଆୟୋଜିତ ହୋଇ ଯାଇଛି। ଉଦ୍ଘାଟନୀ ସମାରୋହରେ ବିପିପି ଉପାଧ୍ୟକ୍ଷ ଶ୍ରୀ ସମ୍ପଥ କୁମାର ଅଧ୍ୟକ୍ଷତା କରିଥିଲେ। ଫାହାହିଲ୍ କ୍ଷେତ୍ର ସଭାପତି ଶ୍ରୀ ରାଜେଶ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ସୁଲେବିୟା ଶିବିର ସଂଯୋଜକ ଶ୍ରୀ ପ୍ରସନ୍ନନ ଧନ୍ୟବାଦ ଅର୍ପଣ କରିଥିଲେ। ଫାହାହିଲ୍ କ୍ଷେତ୍ର […]
ବରଗଡ଼(ନବୀନ କୁମାର ଦାଶ):ଗତକାଲି ଗୁରୁ ଭଗବାନ ସାହୁ ସ୍ମୃତି କମିଟି ର ବୈଠକ ସ୍ଥାନୀୟ ଏ ଇ ମିସନ ସ୍କୁଲ ଠାରେ ଡ. ତପସ୍ୱୀନି ଗୁରୁଙ୍କ ସଭାପତିତ୍ବରେ ସମ୍ପାଦକ ସନ୍ତୋଷ କୁମାର ପଣ୍ଡା ଏବଂ ସର୍ଦ୍ଦାର ପ୍ରିତମ ସିଂହଙ୍କ ସଂଯୋଜନା ରେ ପଶ୍ଚିମ ଓଡ଼ିଶା ଭାଷା କଳା ଓ ସଂସ୍କୃତି ର ପ୍ରଚାରକ ଗୁରୁ ଭଗବାନ ସାହୁଙ୍କ ୯୫ ତମ ଜନ୍ମୋତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି।ଆସନ୍ତା […]
ବାସ୍ତବ ବ୍ୟୁରୋ: ପ୍ରସିଦ୍ଧ ଭାରତୀୟ ଜ୍ୟୋତିର୍ବିଜ୍ଞାନୀ ଜୟନ୍ତ ନାର୍ଲିକରଙ୍କର ୭୮ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ବୟସ ୭୮ ବର୍ଷ ହୋଇଥିଲା । ସେ ତାଙ୍କର ସୃଷ୍ଟି ‘ହୋଏଲେ-ନାର୍ଲିକର ଥିଓରି ଅଫ୍ ଗ୍ରାଭିଟି’ ପାଇଁ ବେଶ୍ ଜଣାଶୁଣା। ଯାହାକୁ ସେ ୧୯୬୪ ମସିହାରେ ଇଂରାଜୀ ଜ୍ୟୋତିର୍ବିଜ୍ଞାନୀ ଏବଂ ପ୍ରଫେସର ଫ୍ରେଡ୍ ହୋଏଲେଙ୍କ ସହ ମିଶି ବିକଶିତ କରିଥିଲେ। ଏହି ଥିଓରି ଜରିଆରେ ୧୯୧୫ ମସିହାରେ […]
ପଛୁଆବର୍ଗଙ୍କୁ ପୂର୍ଣ୍ଣ ସାମ୍ବିଧାନିକ ଅଧିକାର ଦେବାକୁ ବିଜେପି ବଦ୍ଧପରିକର: ମନମୋହନ ସାମଲ ମେଡିକାଲ, ଟେକ୍ନିକାଲ ଏବଂ ସ୍କିଲ ଶିକ୍ଷା କ୍ଷେତ୍ରରେ ୧୧.୨୫ ପ୍ରତିଶତ ସଂରକ୍ଷଣ ଦେବା ପାଇଁ ବିଜେପି ପ୍ରତିଶୃତିବଦ୍ଧ ପଛୁଆବର୍ଗର ଦାବି ନେଇ ବିଜେଡି, କଂଗ୍ରେସ କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ୫୦ ପ୍ରତିଶତ ସଂରକ୍ଷଣ ସୀମା କୋହଳ ପାଇଁ ଉଚ୍ଚତମ ନ୍ୟାୟଳୟରେ ୨୦୧୭ ମସିହାର ମାମଲାକୁ କାହିଁକି ବିଜେଡି ସଠିକ୍ ଭାବରେ ଲଢ଼ିନଥିଲା? ମୋଦି ସରକାର ଜାତି […]
ଏସ୍-୪୦୦ ସାଜିଲା ଭାରତର ରକ୍ଷା କବଚ ଜମ୍ମୁ ବିମାନବନ୍ଦରରେ ଡ୍ରୋନ୍ ମାଡ଼୩ ରାଜ୍ୟର ଏକାଧିକ ସହର ବ୍ଲାକ୍ଆଉଟ୍ଏସ୍-୪୦୦ ସାଜିଲା ଭାରତର ରକ୍ଷା କବଚବାସ୍ତବବ୍ୟୁରୋ: ଏସ୍ ୪୦୦ ଆମ ରକ୍ଷାକବଚ ସାଜିଛି।ରାଜସ୍ଥାନର ପୋଖରାନ ଉପରେ ପାକିସ୍ତାନ କ୍ଷେପଣାସ୍ତ୍ର ମାଡ଼ର ଧୃଷ୍ଟତା କରିଥିବାବେଳେ,ଭାରତର ସୁରକ୍ଷା ବ୍ୟବସ୍ଥା ତାହାକୁ ଆକାଶମାର୍ଗରେ କଡା ଟକ୍କର ସହ ନଷ୍ଟ କରିବାରେ ସଫଳହୋଇଛି। ରାଜସ୍ଥାନର ଫଲୋଦି ବାୟୁସେନା ଘାଟି ଠାରୁ ୨୦ କିମି ଦୂରରେ ହୋଇଥିବା ଡ୍ରୋନ୍ ଆକ୍ରମଣକୁ […]
ନୃସିହନାଥ୦୮/୦୫/୨୫(ନବୀନ କୁମାର ଦାଶ):ପଶ୍ଚିମ ଓଡିଶାର ପ୍ରସିଦ୍ଧ ତୀର୍ଥ କ୍ଷେତ୍ର ତଥା ପଡ଼ୋଶୀ ଛତିଶଗଡ଼ ଓ ଝାରଖଣ୍ଡ ଲୋକଙ୍କ ପାଇଁ ଗଙ୍ଗା କ୍ଷେତ୍ର ସଦୃଶ୍ୟ ଆସ୍ତା ବହନ କରିଥାଏ । ବହି ଯାଉଥିବା ପାପନାଶିନୀ ଝରଣା ଗନ୍ଧ ମାର୍ଦ୍ଧନର ପ୍ରକୃତିକ ପାଦ ଦେଶରେ ଅବସ୍ଥିତ ଏହି ପବିତ୍ର ପୀଠରେ ମାର୍ଜାର କେଶରୀ ରୂପରେ ପୂଜା ପାଉଛନ୍ତି ପ୍ରଭୂ ଶ୍ରୀ ହରି ବିଷ୍ଣୁ ଏବଂ ଏହି ପୀଠ ପାର୍ଶ୍ୱ ଦେଇ ବହି ଯାଇଛି […]
ବରଗଡ଼୦୮/୦୫/୨୦୨୫(ନବୀନ କୁମାର ଦାଶ):ଗୁରୁ ଭଗବାନ ସାହୁ ସ୍ମୃତି କମିଟି ର ଏକ ବୈଠକ ସ୍ଥାନୀୟ ଏ. ଇ. ମିସନ ସ୍କୁଲ ସମ୍ମିଳନୀ କକ୍ଷରେ ଡ.ତପସ୍ୱୀନି ଗୁରୁଙ୍କ ସଭାପତିତ୍ବରେ ସମ୍ପାଦକ ସନ୍ତୋଷ କୁମାର ପଣ୍ଡା ଏବଂ ସର୍ଦ୍ଦାର ପ୍ରିତମ ସିଂ ଙ୍କ ସଂଯୋଜନା ତଥା ଲୁଲୁ ରବିନ ଦାସ ଙ୍କ ଆବାହକତ୍ବରେ ରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ଜୁନ ୧୧ ଦେବସ୍ନାନ ପୂର୍ଣ୍ଣିମା ତିଥିରେ ଗୁରୁ ଭଗବାନ ସାହୁଙ୍କ ୯୫ ତମ […]
ବରଗଡ଼୦୮/୦୫/୨୫(ନବୀନ କୁମାର ଦାଶ):ବିଶ୍ବ ରେଡ କ୍ରସ ଡେ ଅବସର ରେ ଟାଟା ପାୱାର ଓ ନିଷ୍ଠା ପରିବାର ର ମିଳିତ ଆନୁକୁଲ୍ୟରେ ବରଗଡ଼ ସ୍ଥିତ ଅଗ୍ରଗାମୀ ଯୁବକ ସଂଘ ଠାରେ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିର କୁ ଟାଟା ପାୱାର ର ସୁରେନ୍ଦ୍ର ହୋତା ଏସ ଇ,ବିଭୂତି ଭୂଷଣ ଶତପଥୀ ଇ ଇ,ସି ଏସ ଆର ମୁଖ୍ୟ ଅରୁଣା ମାରାଣ୍ଡି ପ୍ରମୂଖ ମୁଖ୍ୟ […]
ବରଗଡ଼୦୮.୦୫.୨୦୨୫(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଲାଦେର ପାଲି ଛକ ତ୍ରୁଟି ପୂର୍ଣ୍ଣ ତଥା ଅସମ୍ପୂର୍ଣ୍ଣ ଚାରି ଥାକିଆ ୫୩ନଂ ମୁଖ୍ୟ ଜାତୀୟ ରାଜପଥ ରେ ତିନି ଯୁବକ ଏକ ବାଇକ୍ ପ୍ଲାଟିନା ନଂ-ଓଡି ୧୭ ଏସି ୯୭୮୧ ରାଜରାସ୍ତା ରେ ଯିବା ସମୟରେ ବରଗଡ଼-ସମ୍ବଲପୁର ୱେ ସମ୍ବଲପୁର ଅଭିମୁଖେ ଏକ ଦୃତ ଗାମୀ ଅଜଣା ଟ୍ରକ୍ ରେ ପାଖାପାଖି ସକାଳ ସାଢେ଼ ୬ଘଣ୍ଟା ସମୟରେ ଜୋର୍ […]


