ବରଗଡ଼(ନବୀନ କୁମାର ଦାଶ): ସୁନ୍ଦରଗଡ଼ ର ବିକାଶ ସମ୍ମିଳନୀ କକ୍ଷରେ ପଶ୍ଚିମ ଓଡ଼ିଶାର ୧୧ ଟି ଜିଲ୍ଲାକୁ ନେଇ ମହାସଂଘ ର ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଅଛି ।ଏଥିରେମହାସଂଘ ସଭାପତି ପ୍ର :ଟହଲୁ ସାହୁ ଅଧକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ଅଧକ୍ଷା ଶ୍ରୀମତୀ ତନୟା ମିଶ୍ର, ସମ୍ମାନୀତ ଅତିଥି ଭାବେ ଶ୍ରୀ ସୁରଞ୍ଜନ କୁମାର ସାହୁ, ବରିଷ୍ଠ ପ୍ରଶାସକ, ମହାସଚିବ ଶ୍ରୀ ନାରାୟଣ ନାୟକ, କୋଷାଧକ୍ଷ […]

ସଂଜୟ ଶତପଥୀ(କଟକ):ଚଳିତ ବର୍ଷ ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ‌ ରଖି ଓ.ଏସ୍.ଏ.ପି ଷଷ୍ଠ ବାଟାଲିୟନ ପକ୍ଷରୁ ଓଏମପି ସ୍ଥିତ ବାଟାଲିୟନ ତରଫରୁ ପାନୀୟ ଜଳ ବିତରଣ କେନ୍ଦ୍ର ଉଦଘାଟିତ ହୋଇଯାଇଛି। ବାଟାଲିୟନର ଦୁର୍ଗପତି ସୂର୍ଯ୍ୟନାରାୟଣ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜଳ ବିତରଣ କେନ୍ଦ୍ରକୁ ଉଦଘାଟନ କରିଥିଲେ। ଉଦଘାଟନୀ ଉତ୍ସବରେ ଉପ ଦୁର୍ଗପତି ଅନୀଲ କୁମାର ପ୍ରଧାନ, ସହକାରୀ ଦୁର୍ଗପତି ମାନ୍ଧାତା ସାଇ,ସୁବାଷ ନାୟକ,ସୂର୍ଯ୍ୟକାନ୍ତ ଜେନା,ସୁରେଶ କିଷାନ ଇନିସପେକ୍ଟର […]

ସଂଜୟ ଶତପଥୀ(କଟକ): ଏପ୍ରିଲ ଅଠର ତାରିଖ ଶୁକ୍ରବାର କଟକ ନଗର ର ବାରବାଟି କଟକ ନିର୍ବାଚନ ମଣ୍ଡଳୀର ସକ୍ରିୟ ସଦସ୍ୟ ସମ୍ମିଳନୀ ଦେଉଳ ସାହି ସ୍ଥିତ ମୋନାଲିସା ପ୍ୟାଲେସ ରେ ଅପରାହ୍ନ ଚାରି ଘଟିକା ସମୟରେ ଅନୁଷ୍ଠିତ ହୋଇଯାଇଛି। ବିଜେପି ର ପୂର୍ବତନ ଜ଼ିଲ୍ଲା ସଭାପତି ଶ୍ରୀ ଲଲାଟେନ୍ଦୁ ବଡୁଙ୍କ ନେତୃତ୍ୱରେ ହୋଇଥିବା ଏହି ସମ୍ମିଳନୀ ରେ ରାଜ୍ୟରୁ ମୁଖ୍ୟ ବକ୍ତା ଭାବେ ଶ୍ରୀ ସରୋଜ କୁମାର ମିଶ୍ର ଓ […]

ବାସ୍ତବବ୍ୟୁରୋ(ପୁରୀ): ଶ୍ରୀଜଗନ୍ନାଥ ଚେତନା ଆନ୍ତର୍ଜାତୀୟ ଚାରଣ ଗୋଷ୍ଠୀ ପୁରୀ ଆନୁକୂଲ୍ୟରେ ଶ୍ରୀକ୍ଷେତ୍ର ଧାମ ଦୁଦୁୱଲା ଧର୍ମଶାଳା ପୁରୀ ଠାରେ ଶ୍ରୀଜଗନ୍ନାଥ ଚେତନା ଶିବିର ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଅନୁଷ୍ଠାନର ଦଳପତି ଡଃ ଶରତ ଚନ୍ଦ୍ର ପାତ୍ରଙ୍କ ନେତୃତ୍ବରେ ଓଡ଼ିଶାର ପ୍ରାୟ ସହସ୍ରାଧିକ ଚାରଣ ମାନେ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ। ରାଧାବଲ୍ଲଭ ମଠର ମହନ୍ତ ପୂଜ୍ୟ ସ୍ୱାମୀ ରାମକୃଷ୍ଣ ଦାସ ମହାରାଜ ଚତୁର୍ଦ୍ଧାମୂର୍ତ୍ତିଙ୍କ ସମ୍ମୁଖରେ ପ୍ରଦୀପ ପ୍ରଜ୍ବଳନ କରି […]

 ଯୁବସମାଜ କଂଗ୍ରେସ ଦଳକୁ କେବେ କ୍ଷମା ଦେବେ ନାହିଁଭୁବନେଶ୍ୱର୧୮/୦୪: ୫ହଜାରରୁ ଉର୍ଦ୍ଧ୍ୱ ଦେଶଭକ୍ତ ଓ କ୍ରାନ୍ତିକାରୀଙ୍କ ଆର୍ଥିକ ସହଯୋଗରେ ୧୯୩୭ ମସିହାରେ ନ୍ୟାସନାଲ୍ ହେରାଲ୍ଡ ସମ୍ବାଦପତ୍ର ପ୍ରକାଶନ ଆରମ୍ଭ ହୋଇଥିଲା । ଏହା ନେହେରୁ ପରିବାରର ବ୍ୟକ୍ତିଗତ ମାଲିକାନା ନଥିଲା । ଦେଶର ସ୍ୱାଧୀନତା ସଂଗ୍ରାମ ସେନାନୀଙ୍କ ବାର୍ତାକୁ ସାରାଦେଶରେ ପହଁଚାଇବା ଏହି ସମ୍ବାଦପତ୍ରର ମୂଳ ଉଦ୍ଦେଶ୍ୟ ଥିଲା । ଭାରତବର୍ଷର ବିଭିନ୍ନ ସ୍ଥାନରେ ପ୍ରକାଶକ ଏଜେଏଲ୍ କମ୍ପାନୀ […]

ବରଗଡ଼୧୮/୪(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ସ୍ଥିତ ଲରମ୍ଭା କଲେଜର ସମର ଶିକ୍ଷାର୍ଥୀ ବାହିନୀ ନୈାସେନା ତୃତୀୟ ବର୍ଷର ଶିକ୍ଷାର୍ଥୀ ମାନଙ୍କର ଏକ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ପ୍ରୟୋଜନୀ ଅଡର୍ଚାଟ ଅନ୍ଧାରି ପାଲି ପରିସରରେ ଅନୁଷ୍ଠିତ ହୋଇ ଯାଇଛି। କଲେଜ ଅଧ୍ୟକ୍ଷ ଡ଼ ପ୍ରମୋଦ କୁମାର ଭୋଇଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଲରମ୍ଭା କଲେଜର ଅବସର ପ୍ରାପ୍ତ ପଦାର୍ଥ ବିଜ୍ଞାନ ପ୍ରାଧ୍ୟାପକ କିଶୋର ଚନ୍ଦ୍ର ହୋତା,ଅଧ୍ୟାପକ ପ୍ରଦିପ କୁମାର […]

ବରଗଡ଼(ନବୀନ କୁମାର ଦାଶ)୧୪/୪:ବରଗଡ଼ ଜିଲ୍ଲା ଅତାବିରା ବ୍ଲକ୍ ଅନ୍ତର୍ଗତ ବୁଗବୁଗା ପଞ୍ଚାୟତ ଭୂତ ଟିକ୍ରା ରେ ପବିତ୍ର ମହା ବିଷୁବ ସଂକ୍ରାନ୍ତି,(ପଣା ସଂକ୍ରାନ୍ତି)ଓ ହନୁମାନ ଜୟନ୍ତୀ ଅବସର ରେ ଶ୍ରୀ ଶ୍ରୀ ବୀର ହନୁମାନ ଙ୍କ ପୂଜାର୍ଚ୍ଚନା ସହ ବିଶ୍ଵଶାନ୍ତି ମହାଯଜ୍ଞ ମହା ସମାରୋହ ରେ ପାଳିତ ହୋଇଯାଇଛି। କଳସ ଅଧିବାସ ସହ ଗାଆଁ ର ଭାଗବତ ଟୁଙ୍ଗି ଠାରେ ରାଧା କୃଷ୍ଣ ଙ୍କ ଠାରେ ପୂଜକ ଭାବେ ଅଶ୍ଵିନୀ […]

 ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ସ୍ପଷ୍ଟ ଦିବାଲୋକରେ ପୋଲିସ୍ ଉପସ୍ଥିତିରେ ଜନପ୍ରତିନିଧିଙ୍କୁ ଆକ୍ରମଣଭୁବନେଶ୍ୱର: ଧର୍ମଶାଳାର ପୂର୍ବତନ ବିଧାୟକ ଶ୍ରୀ ପ୍ରଣବ ବଳବନ୍ତରାୟଙ୍କ ଉପରେ ସଂଘବଦ୍ଧ ଆକ୍ରମଣ ହୋଇଛି । ଆରୁଅ ଗ୍ରାମରେ ହିଙ୍ଗୁଳା ମା’ଙ୍କର ଯାତ୍ରାକୁ ଗଲାବେଳେ ଭାରତୀୟ ଜନତା ପାର୍ଟିର କର୍ମୀ ଏବଂ ସ୍ଥାନୀୟ ବିଧାୟକ ଶ୍ରୀ ହିମାଂଶୁ ସାହୁଙ୍କର ସହଯୋଗୀ ତଥା ଖଣି ମାଫିଆଙ୍କର ଦ୍ୱାରା ଏହି ସଂଘବଦ୍ଧ ଆକ୍ରମଣ କରାଯାଇଥିଲା । ସ୍ଥାନୀୟ […]

ରାଜ୍ୟ କାର୍ଯ୍ୟାଳୟରେ ୧୩୫ତମ ଆମ୍ବେଦକର ଜୟନ୍ତୀ ପାଳନଭାରତବର୍ଷ ତଥା ଓଡିଶାକୁ ସମୃଦ୍ଧ ଓ ବିକଶିତ କରି ଆମ୍ବେଦକରଜୀଙ୍କର ସ୍ୱପ୍ନକୁ ସାକାର କରିବା: ମନମୋହନ ସାମଲ ବାବାସାହେବଙ୍କୁ ତାଙ୍କ ଜୀବନ କାଳରେ କଂଗ୍ରେସ ଦଳ ଏବଂ କଂଗ୍ରେସ ନେତୃବୃନ୍ଦ ବାରମ୍ବାର ଅପମାନିତ କରିଛନ୍ତି ଭାରତ ସମ୍ବିଧାନର ପ୍ରଣେୟତା ବାବାସାହେବ ନିଷ୍ପେସିତ ଲୋକଙ୍କ ସ୍ୱର ସାଜି ଅବହେଳିତ, ବଂଚିତ ଓ ଶୋଷିତ ଲୋକଙ୍କୁ ଯେଉଁ ଉତ୍‌ଥାନ କରିଛନ୍ତି, ତାହା ଅକଳ୍ପନୀୟ ଓ ଅବିଶ୍ୱନୀୟ […]

ସଂଜୟ ଶତପଥୀ(କଟକ):କାନପୁର ଆଞ୍ଚଳିକ ମହାବିଦ୍ୟାଳୟ ସଂସ୍କୃତ ବିଭାଗ ତଥାପ୍ରଣୀ ବିଜ୍ଞାନ ବିଭାଗର +୩ ପ୍ରଥମ ବର୍ଷ ଓ ଦ୍ଵିତୀୟ ବର୍ଷ ଛାତ୍ରଛାତ୍ରୀ ମାନଙ୍କ ତରଫରୁ ତୃତୀୟ ବର୍ଷ ର ଛାତ୍ରଛାତ୍ରୀ ମାନଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆ ଯାଇଛି। ଏହାସହିତ ଓଡ଼ିଆ ପକ୍ଷ ପାଳନ ଅବସରରେ ବହିଟିଏ କିଣିବା ଦିବସ ପାଳିତ ହୋଇଯାଇଛି । ଏଥିରେ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀଯୁକ୍ତ ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ରୂପରେ […]

Pin It on Pinterest