ସଂଜୟ ଶତପଥୀ(କଟକ): କଟକ ଜିଲ୍ଲାର କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ସୁନ୍ଦର ଗ୍ରାମ ସ୍ଥିତ ଦଧିଚି ଶିଳ୍ପ ତାଲିମ କେନ୍ଦ୍ରରେ ଆଜି ସମାବର୍ତ୍ତନ ଉତ୍ସବ-୨୦୨୪ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଭୁବନେଶ୍ୱର ସରକାରୀ ପଲିଟେକନିକ୍ ଅଧ୍ୟକ୍ଷ ଡକ୍ଟର ରଜତ କୁମାର ପାଣିଗ୍ରାହୀ, ସମ୍ମାନୀୟ ଅତିଥି ଭାବେ ଉତ୍କଳ ଚାମ୍ବରସ୍ ଅଫ୍ କମର୍ସର ସମ୍ପାଦକ ଡକ୍ଟର ସଂଜୀଵ ମହାପାତ୍ର ଏଵଂ ମୁଖ୍ୟ ବକ୍ତା ଭାବେ ଭୁବନେଶ୍ୱର ସ୍କିଲ୍ ଡେଭଲପମେଣ୍ଟ […]

ବରଗଡ଼:-୩୦/୧୦(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରା ମଧ୍ୟ ଦେଇ ଅସମ୍ପୂର୍ଣ୍ଣ ତଥା ତ୍ରୁଟି ପୂର୍ଣ୍ଣ ଚାରି ଥାକିଆ ୫୩ ନଂ ମୁଖ୍ୟ ଜାତୀୟ ରାଜପଥ ଭେଦ କରି ଯାଇଥିବା ବେଳେ ଟ୍ରାଫିକ ସମସ୍ୟା ଅଣାୟତ୍ତ ହୋଇ ଛୋଟ ମୋଟ ଘଟଣା ଠାରୁ ଆରମ୍ଭ କରି ମର୍ମନ୍ତୁଦ ଦୁର୍ଘଟଣା ମାନ ଘଟି ନିରୀହ ଜୀବନ ବଳି ପଡ଼ିବା ସତେ ଯେମିତି ଲୋକଙ୍କ ପାଇଁ ଅଭିଶାପ ହୋଇଛି। ଯାହାର ଉଦାହରଣ ସ୍ୱରୂପ ଗତ […]

ବରଗଡ଼:-୩୦/୧୦(ନବୀନ କୁମାର ଦାଶ):ପ୍ରତି ବର୍ଷ ଭଳି ଚଳିତ ବର୍ଷ ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ରେଙ୍ଗାଲି କେମ୍ପ ସରକାରୀ କେନାଲ ବିଭାଗ ପରିସର ରେ ୬୫ତମ ସାର୍ବଜନୀନ ମାଁ ଶ୍ୟାମା କାଳୀପୂଜା ପାଇଁ ଗାଆଁ ଠୁ ସହର ପର୍ଯ୍ୟନ୍ତ ଚାରି ଆଡେ଼ ଉତ୍ସବ ମୁଖର ହୋଇ ଉଠିଛି। ଏହି ଅବସରରେ ଆଜି ଠାରୁ ନଭେମ୍ବର ୧ ପର୍ଯ୍ୟନ୍ତ ତିନି ଦିନ ଧରି ହେବାକୁ ଥିବା ମାଁ ଶ୍ୟାମା କାଳୀପୂଜା […]

ବରଗଡ୨୧/୧୦(ନବୀନ ଦାଶ): ଭେଡେନ ସୂର୍ଯ୍ୟମଣି ଜନତା ହାଇ ସ୍କୁଲ ରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ”ସୁରଭି”-୨୦୨୪ ଶିଶୁ ମହୋତ୍ସବ “ସୁରଭି”-୨୦୨୪ ମହା ସମାରୋହ ରେ ପାଳିତ ହୋଇଯାଇଛି। ପ୍ରଥମ ଅଧିବେଶନ ରେ ଅତିଥି ମାନଙ୍କ ଦ୍ଵାରା ଇଷ୍ଟ ଦେବୀ ମାଁ ସମଲେଶ୍ଵରୀ ଓ ଜଗତର ନାଥ ଜଗନ୍ନାଥ ଙ୍କ ସମୀପରେ ପ୍ରଦୀପ ପ୍ରଜ୍ବଳନ ସହ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶିଶୁ ମହୋତ୍ସବ ସୁରଭି -୨୦୨୪ ବିଇଓ ମଚ୍ଛିନ୍ଦ୍ର ମଲ୍ଲିକ ଙ୍କ […]

ବରଗଡ଼:-୨୦.୧୦(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଭେଡେନ ଥାନା ପକ୍ଷରୁ ରେଶମ ଠାରେ”ଆମ ପୋଲିସ ସମିତି”ପକ୍ଷରୁ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇ ଯାଇଛି।ଭେଡେନ ଥାନା ଆଇଆଇସି ପ୍ରେମଜିତ ଦାଶ ଙ୍କ ସଭାପତିତ୍ବ ରେ ମୁଖ୍ୟ ଅତିଥି ଭାବେ ଏସଡିପିଓ ପଦାରବିନ୍ଦ ତ୍ରିପାଠୀ ଯୋଗ ଦେଇ ବିଭିନ୍ନ ଅପରାଧିକ କାର୍ଯ୍ୟକଳାପ କିପରି ଭାବରେ ରୋକାଯାଇ ପାରିବ ସେ ବିଷୟରେ ବିସ୍ତୃତ ଭାବରେ ସୂଚନା ପ୍ରଦାନ କରିଥିଲେ।ସମ୍ମାନିତ ଅତିଥି ବରପାଲି ଥାନା ଆଇଆଇସି […]

ବାସ୍ତବବ୍ୟୁରୋ: ୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା। ଏ ନେଇ ଜନସାଧାରଣଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ବର୍ତ୍ତମାନ କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିି ହେବ। ୨୨ ତାରିଖରେ ଏହା ଘନୀଭୂତ ହୋଇ ଡିପ୍ରେସନ୍ ରେ ପରିଣତ ହେବ। ୨୩ ତାରିଖ ସକାଳେ ଅବପାତ ଅଧିକ ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ […]

ବରଗଡ଼(ନବୀନ ଦାଶ)୧୯.୧୦:- ବରଗଡ଼ ସୋହେଲା ଜାତୀୟ ରାଜପଥ ବିଶିପାଲି ପେଟ୍ରୋଲପମ୍ପ ନିକଟରେ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ସ୍ୱାମୀ ଗୁରୁତର ସ୍ତ୍ରୀ ମୃତ।ସୂଚନା ଅନୁସା ରେ ଆଜି ଶନିବାର ସକାଳ ପ୍ରାୟ ୧୦ଘଣ୍ଟା ସମୟରେ ବରଗଡ଼ ପଟୁ ସୋହେଲା ଯାଉଥିବା OD17M 1551 ନମ୍ବର ବିସିଷ୍ଟ ଏକ ନୀଳ ରଙ୍ଗର କାର OD17M7202 ନମ୍ବର ଥିବା ବାଇକ କୁ ଧକ୍କା ଦେଇ ଥିଲା।ଫଳରେ ଘଟଣା ସ୍ଥଳ ରେ ପଡିରହିଥିବା ଗୁରୁତର ବାଇକ […]

ବାସ୍ତବ ବ୍ୟୁରୋ: କେନ୍ଦ୍ରାପଡାର ପୂର୍ବତନ ବିଧାୟକ ତଥା ପୂର୍ବତନ ବିଜେଡି ଜିଲା ସଭାପତି ଉତ୍କଳ କେଶରୀ ପରିଡାଙ୍କର ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ହୋଇଥିଲା । ଦୀର୍ଘ ଦିନଧରି ସେ ଅସୁସ୍ଥ ଥିବା ବେଳେ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ଆଜି ସକାଳ ସାଢେ ୯ଟାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ଜଣାଯାଇଛି। ଉତ୍କଳ କେଶରୀ ପରିଡା କେନ୍ଦ୍ରାପଡା ଡେରାବିଶ ବ୍ଲକ୍ ଅନ୍ତର୍ଗତ […]

ବରଗଡ଼(ନବୀନ କୁମାର ଦାଶ):ପ୍ରତି ବର୍ଷ ଭଳି ଚଳିତ ବର୍ଷ ନବଦିନାତ୍ମକ ମୃଣ୍ମୟୀ ଦେବୀ ଙ୍କ ପୂଜା ପାଇଁ ପାରମ୍ପରିକ ରୀତିନୀତି ଅନୁଯାୟୀ ଏକ ବିଶାଳ ଭବ୍ୟ କଳସ ଶୋଭାଯାତ୍ରା ଅନୁଷ୍ଟିତ ହୋଇଯାଇଛି।ଦେବୀ ପୀଠ ମାନଙ୍କ ରେ ତଥା ଦୁର୍ଗା ମନ୍ଦିର ପୀଠ ରେ ଅଷ୍ଟମୀ ବିହିତ ପୂଜା ସହ ମାଁଙ୍କ “ମହାଗୌରୀ”ବେଶ ଶ୍ରଦ୍ଧାଳୁ ଭକ୍ତ ମାନଙ୍କୁ ବେଶ୍ ଆକର୍ଷିତ କରିଛି। ଦୁର୍ଗା ମନ୍ଦିର ତଥା ଥାନା ସାମ୍ନା ମେଢ଼ ମୃଣ୍ମୟୀ […]

ବରଗଡ଼(ନବୀନ କୁମାର ଦାଶ):ବରଗଡ଼ ସ୍ଥିତ ଗାନ୍ଧୀ ସ୍ମୃତି ପାଠାଗାର ରେ ବରଗଡ଼ ର ପୁଣ୍ୟାତ୍ମା ବରପୁତ୍ର କର୍ମଯୋଗୀ ମହାଦେବ ଭୋଇ ଙ୍କ ୯୪ ତମ ଜୟନ୍ତୀ ପାଳିତ ହୋଇ ଯାଇଛି ।ଏହି ଅବସରରେ ଅତାବିରା ବ୍ଲକ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ର ବିଜ୍ଞାନ ଶିକ୍ଷୟିତ୍ରୀ ଅନୁସୂୟା ଦେବତାଙ୍କୁ “ମହାଦେବ ଭୋଇ ସ୍ମୃତି ସମ୍ମାନ ୨୦୨୪ ” ପ୍ରଦାନ କରା ଯାଇଛି । ସ୍ମୃତି କମିଟିର ସଂଯୋଜକ ଡଃ ଡୋଲାମଣି ଶତପଥୀ […]

Breaking News

Pin It on Pinterest