ବରଗଡ଼:-୯.୯(ନବୀନ କୁମାର ଦାଶ)ପଶ୍ଚିମ ଓଡ଼ିଶାର ମହାନ କୃଷି ଭିତ୍ତିକ ଗଣ ପର୍ବ ନୂଆଁଖାଇ ଓ ଗଣେଶ ପୂଜା ଅବସରରେ ବରଗଡ଼ ଜିଲ୍ଲା ପଦମପୁର ଅନ୍ତର୍ଗତ ସର୍ଗି ବାହାଲ ଗ୍ରାମ ର ଆଦିବାସୀ ଉଚ୍ଚ ବିଦ୍ୟାଳୟ ଠାରେ ବିର୍ସା ଏଥେ ଲେଟିକ ଆସୋସିଏସନ୍ ଓ ନିଷ୍ଠା ପରିବାରର ମିଳିତ ଆନୁକୁଲ୍ୟରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇ ଯାଇଛି। ଏହି ଶିବିରକୁ ପଦମପୁର ର […]

ନବରଙ୍ଗପୁର(କରେଶ ଉପାଶି):- ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଅଶୋକ ମେହେଟା କକ୍ଷ ଠାରେ ଜିଲ୍ଲାପାଳ ଡ଼ଃ ଶୁଭଙ୍କର ମହାପାତ୍ର ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରି ସୁଭଦ୍ରା ଯୋଜନା ବିଷୟରେ ସୂଚନା ଦେଇଛନ୍ତି । ବର୍ତ୍ତମାନ ସାରା ରାଜ୍ୟରେ ସରକାରଙ୍କ ସୁଭଦ୍ରା ଯୋଜନା ପାଇଁ ମହିଳା ମାନଙ୍କୁ ଫର୍ମ ପୁରଣ ପାଇଁ ଆଦେଶ ନାମା ଜାରି ହୋଇଛି ।ସମସ୍ତ ଅଙ୍ଗନବାଡି କର୍ମୀମାନେ ଘରକୁ ଘର ବୁଲି ଫର୍ମ ଦେବାକୁ କୁହାଯାଇଛି । […]

ସଂଜୟ ଶତପଥୀ(କଟକ): ଆଜି ପବିତ୍ର ଗୁରୁ ଦିବସ ସାରା ରାଜ୍ୟ ରେ ପାଳିତ ହେଉଥିଲା ବେଳେ ଅନୁରୂପ ଢଙ୍ଗରେ କଟକ ଜିଲ୍ଲା ରେ ମଧ୍ୟ ମହାସମାରୋହରେ ପାଳିତ ହୋଇଯାଇଛି। କଟକ ଜିଲ୍ଲା ର କଟକ ମହାନଗର ନିଗମ ଅନ୍ତର୍ଗତ ଓଡ଼ିଶା ପୋଲିସ୍ ହାଇସ୍କୁଲ ପରିସରରେ କଟକ ଜିଲ୍ଲା ଶିକ୍ଷା ଅଧୂକାରୀ ଡଃ ସନ୍ତୋଷ କୁମାର ରାଉତ ଙ୍କ ଆବାହକତ୍ଵରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କଟକ ର ମାନନୀୟ ଜିଲ୍ଲାପାଳ ଶ୍ରୀ […]

ଭୁବନେଶ୍ୱର ୦୫/୦୯(ଗୌତମ ମିଶ୍ର ) ପଶ୍ଚିମ ଓଡିଶା ର ପାରମ୍ପରିକ ଗଣପର୍ବ ନୁଆଖାଇ ସେପ୍ଟେମ୍ବର ୮ ଅନୁଷ୍ଠିତ ହେବାକୁ ଯାଉଛି। ଏହା ଏକ କୃଷି ଭିତ୍ତିକ ପର୍ବ ସମସ୍ତ ପଶ୍ଚିମ ଓଡିଶା ଲୋକେ ଏହି ପର୍ବ ରେ ନିଜକୁ ସାମିଲ କରିଥାନ୍ତି। ଧାନ ଅମଳର ଖୁସିରେ ଏହି ଉତ୍ସବ ପାଳନ କରାଯାଇଥାଏ। ସମସ୍ତେ ନିଜ ନିଜ ଘରେ ପିଠା ପଣା ନାଚ ଗୀତ ରେ ମସଗୁଲ ହୋଇ ଏହି ଉତ୍ସବ […]

ବରଗଡ଼୨/୯(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁର ଠାରୁ ଡେଙ୍ଗୁ ସଚେତନତା ରଥ ଗଡିବା ଆରମ୍ଭ ହୋଇଯାଇଛି। ଏପରିପ୍ରେକ୍ଷୀରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁରର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡ଼ା.ସୁଶାନ୍ତ ମେହେର ସବୁଜ ପତାକା ଦେଖାଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ ଥିବା ୧୪ ଗୋଟି ସବସେଣ୍ଟର ଅଧିନସ୍ଥ ସମୁଦାୟ ୧୧୯ ଖଣ୍ଡ ଗ୍ରାମକୁ ଏହି ଡେଙ୍ଗୁ ସଚେତନତା ରଥ ଯିବା ସାଙ୍ଗକୁ ଜନସାଧାରଣଙ୍କ ଉଦ୍ଦେଶ୍ୟରେ […]

ବରଗଡ଼୨/୯(ନବୀନ କୁମାର ଦାଶ):ସୋମବାର ଦିନ ସ୍ଥାନୀୟ ଟ୍ରଷ୍ଟ ଫଣ୍ଡ ମହାବିଦ୍ୟାଳୟ ରେ ଆଧ୍ୟାତ୍ମିକ ସଚେତନତା ଉପରେ ଏକ କାର୍ଯ୍ୟ କ୍ରମ ଅଧ୍ୟକ୍ଷ ସରୋଜ ଦେବତା ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇ ଯାଇଅଛି।ଏଥିରେ ଦିଲ୍ଲୀ ଇସ୍କନ ର ପ୍ରଚାରକ ଆଚାର୍ଯ୍ୟ ନିତାଇ ଗୁଣମଣୀ ଦାଶ ଛାତ୍ରଛାତ୍ରୀ ଓ କଲେଜର ଅଧ୍ୟାପକ,ଅଧ୍ୟାପିକା ମାନଙ୍କୁ ବର୍ତ୍ତମାନ ପରିପ୍ରେକ୍ଷୀରେ ଆଧ୍ୟାତ୍ମିକଡା ଅତ୍ୟନ୍ତ ଜରୁରୀ ବୋଲି ନିଜର ଅଭିଭାଷଣ ରେ ପ୍ରକାଶ କରିଥିଲେ। ବର୍ତମାନ ଛାତ୍ର ଜୀବନରେ […]

ସଂଜୟ ଶତପଥୀ(କଟକ): ପ୍ରତିବର୍ଷ ପରି କଟକ ମହାନଗର ନିଗମ ପକ୍ଷରୁ ସ୍ବଚ୍ଛତା ପକ୍ଷ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନମାନଙ୍କ ପକ୍ଷରୁ ପାଳିତ ହେଉଛି। ଏହି ପରିପ୍ରେକ୍ଷୀରେ କଟକ ଚୈ।ଧୁରୀବଜାର ସ୍ଥିତ ମ୍ଯୂନିସପାଲ୍ ମଡେଲ ହାଇସ୍କୁଲ ରେ ସ୍ବଚ୍ଛତା ପକ୍ଷ ପାଳନ ର ଶୁଭାରମ୍ଭ ବିଦ୍ୟାଳୟ ପରିସର ରେ ହୋଇଯାଇଛି। କଟକ ମହାନଗର ନିଗମ ର ମାନନୀୟ ମେୟର ଶ୍ରୀ ସୁବାସ ସିଂ ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ […]

ସଂଜୟ ଶତପଥୀ(କଟକ): କଟକ ର ଓ.ଏମ୍.ପି ଛକ ସ୍ଥିତ ୬ଷ୍ଠ ଓ.ଏମ୍.ପି ବାଟାଲିୟନ ପରିସରରେ ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡ଼ିଛି। ବିଶ୍ବସ୍ତ ସୂତ୍ରରୁ ପ୍ରକାଶ ଯେ, କଟକ ର ୬ଷ୍ଠ ଓଡ଼ିଶା ସଶସ୍ତ୍ର ଆରକ୍ଷୀ ବଳ ରେ ନିଯୁକ୍ତି ପାଇଥିବା ହାବିଲଦାର ଶ୍ରୀ ତ୍ରିଲୋଚନ ସେଠୀ ଆଜି ଭୋର ସମୟରେ ବାଟାଲିୟନ ପରିସରରେ ଥିବା ବିଶ୍ରାମ ଗୃହରେ କେହି ନ ଥିବା ସମୟରେ ବେକରେ ରଶି ଲଗାଇ ଆତ୍ମହତ୍ୟା […]

କୋରେସ୍ ଉପାସୀ(ନବରଙ୍ଗପୁର): ଉତ୍କଳ ସାମ୍ବାଦିକ ସଂଘ ସାମାଜିକ ସୂରକ୍ଷା ପାଇଁ ଲଢୁଛି। ରାଜ୍ୟସରକାରଙ୍କ ନିକଟରେ ସାମ୍ବାଦିକ ସମସ୍ୟାକୁ ନେଇ ଉପସ୍ଥପନ କରିଛି । ଏହାକୁ ନେଇ ବିଧାନସଭାରେ ଆଲୋଚନା ହେଉଛି। ଏହା କହିଛନ୍ତି ନବରଙ୍ଗପୁର ଠାରେ ଆୟୋଜିତ ୱାର୍କିଙ୍ଗ ଜର୍ଣ୍ଣାଲିଷ୍ଟ ୟୁନିୟନର ପ୍ରଥମ ବାର୍ଷିକ ଉତ୍ସବର ମୁଖ୍ୟ ଅତିଥି ତଥା ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟସଭାପତି ବିଭୂତି ଭୂଷଣ କର l ସେ କହିଛନ୍ତି, ଆଗାମୀ ଦିନରେ ଓଡିଶାରେ ସାମ୍ବାଦିକ […]

ଭୁବେନଶ୍ବର(ନି.ପ୍ର):ଯେଉଁମାନେ ଏକ ମାସ ହେଲା ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି, ଇ-କେୱାଇସି ଯାଞ୍ଚ ପରେ ନୂଆ ରାସନ କାର୍ଡ ପାଇବେ ହିତାଧିକାରୀ। ମାସେ ହେବ ଆବେଦନ କରି ୧୦ ଲକ୍ଷରୁ ଅଧିକ ହିତାଧିକାରୀ ରାସନ କାର୍ଡ ପାଇବା ପାଇଁ ଅପେକ୍ଷା କରିଛନ୍ତି । ସେମାନେ କେବେ ସୁଦ୍ଧା ରାସନ କାର୍ଡ ପାଇବେ ବୋଲି ଖାଉଟି କଲ୍ୟାଣ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ କଟକ ବାରବାଟି ବିଧାୟିକା ସୋଫିଆ ଫିର୍ଦ୍ଦୋଷ। ତେବେ […]

Breaking News

Pin It on Pinterest